Home Left

ବୈତରଣୀ ନଦୀଶଯ୍ୟାରୁ ବାଲି, ପଥର ଉଠାଣ

ଝୁମ୍ପୁରା,୧୪।୧୧(ଶଶିଭୂଷଣ ସାହୁ): କେନ୍ଦୁଝର ଝୁମ୍ପୁରା ତହସିଲ ଅନ୍ତର୍ଗତ ମଲଦା ରାଜସ୍ବ ସର୍କଲରେ ଉନ୍ନୟନମୂଳକ କାମ ଆଳ ଦେଖାଇ ପ୍ରକୃତି ପ୍ରଦତ୍ତ ନଦୀ, ଝରଣା, ଜଙ୍ଗଲ ଆଦି ଲଘୁ ଖଣିଜ ନଷ୍ଟ କରାଯାଉଛି। ରାଜସ୍ବ ବିଭାଗର ନୀରବତା କାରଣରୁ ରାଜସ୍ବ କ୍ଷତି ହେଉଛି।…

ମଧ୍ୟପ୍ରଦେଶର ୪୭୨ ଜଣ ପ୍ରାର୍ଥୀଙ୍କ ନାମରେ ରହିଛି ମାମଲା, ଭାଜପାର ସୁରେନ୍ଦ୍ର ପଟଓ୍ବାଙ୍କ ନାଁରେ ୧୭୫

ଭୋପାଳ,୧୪।୧୧: ନଭେମ୍ବର ୧୭ରେ ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର) ନିର୍ବାଚନ ସହ ଜଡିତ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି। ଏଡିଆର୍‌ ରିପୋର୍ଟ ଅନୁଯାୟୀ, ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୩ରେ ମୋଟ ୨୫୩୪ପ୍ରାର୍ଥୀଙ୍କ ମଧ୍ୟରୁ…

ହଷ୍ଟେଲରେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ

କେନ୍ଦୁଝର, ୧୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଗୋନାସିକା ପଞ୍ଚାୟତ ଯନ୍ତାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ରୋଷେୟା ଅସଦାଚରଣ କରିଛନ୍ତି। ଛାତ୍ରୀ ବିରୋଧ କରିବାରୁ ରୋଷେୟା ମାଡ଼ ମାରିଥିବା ଜଣାପଡ଼ିଛି। ଘଟଣା ପରେ…

ଯୁବକଙ୍କ ଉନ୍ମତ୍ତକାଣ୍ଡ: ନିଜ ଘରେ ଲଗାଇଦେଲେ ନିଆଁ

ଚଣ୍ଡିଖୋଲ,୧୪।୧୧(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିତଳ ଗ୍ରାମରେ ରବିବାର ଅଗ୍ନିକାଣ୍ଡ ଘଟି ୨ ପରିବାରର ୪ ବଖରା ଘର ଜଳି ଯାଇଛି । ଉକ୍ତ ଗ୍ରାମର ଅଜୟ ଦଳେଇ ପ୍ରତିଦିନ ପରି ରବିବାର ମଦ ପିଇ…

ମହାନ୍ତ ସମ୍ପ୍ରଦାୟର ଗୋଠ ପୂଜା, ଧିଙ୍ଗୁଆନ

କାଳିଆପାଣି,୧୪।୧୧(ଅସିତ ମହାନ୍ତ): ବିଭିନ୍ନ ସମ୍ପ୍ରଦାୟର ଭିନ୍ନ ପୂଜାନୀତି ପ୍ରଚଳିତ ଥିବା ବେଳେ କୁଡ଼ୁମି ମହାନ୍ତ ସମ୍ପ୍ରଦାୟର ଦୀପାବଳିରେ ଗୋଠ ପୂଜା ଓ ଧିଙ୍ଗୁଆନ ପାଳନ ଏକ ନିଆରା ପରମ୍ପରା । ପ୍ରକୃତି ପୂଜକ କୁଡୁମି ସମ୍ପ୍ରଦାୟ ଲୋକମାନେ ଦୈନ୍ୟଦିନ ଜୀବନ ଜୀବିକାରେ…

ୱାଗନ୍‌ ବ୍ଲାଷ୍ଟିଂରେ ଲୋକେ ଥରହର

ଯାଜପୁର,୧୪।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ କିଛି ଦିନର ନୀରବତା ପରେ ପୁଣି କଳାପଥର ଲୁଟ୍‌ ଜୋର ଧରିଛି। ଖଣି ଓ ରାଜସ୍ବ ବିଭାଗ ମିଳିତ ଭାବେ ଏହି ଲୁଟ୍‌କୁ ରୋକିବାକୁ ସରକାର ନିଷ୍ପତ୍ତି ନେଇଥିବାବେଳେ ଓଲଟା ତାହା…

ଅଷ୍ଟଧାତୁ ମୂର୍ତ୍ତି ଚୋରିକୁ ବର୍ଷେ ବିତିଲା

କାଏମା,୧୪।୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ପାଟପୁର ପଞ୍ଚାୟତରେ ଥିବା ବହୁ ପୁରାତନ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିରରୁ ଅଷ୍ଟଧାତୁ ମୂର୍ତ୍ତି ଚୋରି ଘଟଣାକୁ ଇତିମଧ୍ୟରେ ୧ ବର୍ଷ ବିତିଛି। ହେଲେ ଆଜି ପର୍ଯ୍ୟନ୍ତ ଯାଜପୁର ପୋଲିସ ମୂର୍ତ୍ତି…

ବର୍ତ୍ତିଯିବାକୁ ଗହମ ଖୋଜା ଚାଲିଛି

ଯାଜପୁର,୧୪।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ଆବାସ, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ଅଭିଯୋଗ ହୋଇଆସୁଛି। ୧୪ ମାସ ତଳେ ଏହି ବ୍ଲକରେ ଗରିବ ହିତାଧିକାରୀଙ୍କ ପାଇଁ…

ଆଜିଠୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ଭୁବନେଶ୍ୱର,୧୪।୧୧(ଅସମାପିକା ସାହୁ): ଶିଶୁ ଦିବସ ଅବସରରେ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେବ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ୟୁନିଟ୍‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ହେବାକୁ ଥିବା ଏହି ପ୍ରତିଯୋଗିତାରେ…

ଦୀପାଙ୍କ ଡବଲ୍‌ରେ ଓଡ଼ିଶା ବିଜୟୀ

ସୁନ୍ଦରଗଡ,୧୪ା୧୧, (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଷ୍ଟାଡିୟମଠାରେ ୨୮ତମ ବରିଷ୍ଠ ମହିଳା ଜାତୀୟ ଫୁଟ୍‌ବଲ ଚାମ୍ପିୟନଶିପ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଜିଲା କ୍ରୀଡା ସଂସଦ ଓ ଫୁଟ୍‌ବଲ ଆସୋସିଏଶନ ଅଫ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହୋଇ ଟୁର୍ନାମେଣ୍ଟର ପ୍ରଥମ…

ଫୁଟ୍‌ବଲରେ ନିଆଁ ଲଗାଇ ଖେଳିଲେ

ରେଢ଼ାଖୋଲ,୧୪ା୧୧ (ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ସହରରେ ଦୀପାବଳି ପାଳନର ଏକ ସ୍ବତନ୍ତ୍ରତା ରହିଛି। ଦୀପାବଳି ଅବସରରେ ରେଢ଼ାଖୋଲ ଯଦୁମଣି ପାଟଣା ଲକ୍ଷ୍ମୀପୂଜା କମିଟି ସଭ୍ୟମାନେ ରବିବାର ସନ୍ଧ୍ୟାରେ ଫୁଟ୍‌ବଲରେ ନିଆଁ ଲଗାଇ ଖେଳିଥିଲେ। ସ୍ଥାନୀୟ ମିନି ଷ୍ଟାଡିୟମରେ ଏହି…

ପ୍ରମୋଦଙ୍କୁ ସ୍ବର୍ଣ୍ଣ, ଦୀପ ରଞ୍ଜନଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୪।୧୧, (ତପନ ସ୍ବାଇଁ): ଟୋକିଓରେ ହୁଲିକ ଦାଇହାତ୍‌ସୁ ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ସୋମବାର ଶେଷ ହୋଇଛି। ଏଥିରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଶାର ପ୍ରମୋଦ ଭଗତ ସିଙ୍ଗଲ୍ସରେ ସ୍ବର୍ଣ୍ଣ ଓ ଦୀପ୍‌ ରଞ୍ଜନ ବିଷୋୟୀ ଡବଲ୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?