Home Left

ମଣିପୁରରେ ପୁଣି ହିଂସା: ଜଣେ ପୋଲିସ କର୍ମୀ ମୃତ

ଇମ୍ଫାଲ,୪।୮: ମଣିପୁରରେ ଗତ କିଛି ମାସ ଧରି ଚାଲିଥିବା ହିଂସା ବର୍ତ୍ତମାନ ସୁଦ୍ଧା ମଧ୍ୟ ବନ୍ଦ ହୋଇନାହିଁ। ଖବର ଅନୁଯାୟୀ ଗୁରୁବାର ଦିନ ଇମ୍ଫାଲ ପଶ୍ଚିମରେ ହୋଇଥିବା ହିଂସା ଘଟଣାରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଖବର ମୁତାବକ, ଗୁରୁବାର…

ପିଏନ୍‌ବିରେ ଖାତା ଥିଲେ ତୁରନ୍ତ କରନ୍ତୁ ଏହି କାମ, ନଚେତ ଅଗଷ୍ଟ ୩୧ ପରେ ଚାଲିବ ନାହିଁ ଆକାଉଣ୍ଟ

ନୂଆଦିଲ୍ଲୀ,୪।୮: ସରକାରୀ ବ୍ୟାଙ୍କ ପିଏନ୍‌ବି(ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ) ନିଜର ଗ୍ରାହକଙ୍କୁ ଆରବିଆଇ ନିୟମାନୁଯାୟୀ ଅଗଷ୍ଟ ୩୧ ପୂର୍ବରୁ ନିଜର କଓ୍ବୋଇସି ଡିଟେଲ ଅପଡେଟ୍‌ କରିବାକୁ କୁହାଯାଇଛି। ଅଗଷ୍ଟ ୨ରେ ଜାରି ପ୍ରେସ ରିଲିଜରେ ପିଏନ୍‌ବି କହିଛି ଯେ ଯେଉଁ ଗ୍ରାହକଙ୍କ ଆକାଉଣ୍ଟରେ…

ଦବିଲା କୁଆଁରିଆ ସେତୁ

ଖଣ୍ଡପଡ଼ା,୪ା୮(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ଖଳିସାହିରୁ କୋସକା, ଆଡକଟା ଦେଇ ଦଶପଲ୍ଲା ଅଞ୍ଚଳକୁ ସଂଯୋଗ କରୁଥିବା ରାସ୍ତାରେ ଥିବା କୁଆଁରିଆ ସେତୁଟି ଗୁରୁବାର ଦବି ଯାଇ ବିପଦଶଙ୍କୁଳ ଅବସ୍ଥାରେ ରହିଛି। ଉକ୍ତ ରାସ୍ତା ଦେଇ ଯାତାୟତ ସମ୍ପୂର୍ଣ୍ଣ ବନ୍ଦ…

ଚାଇନାକୁ ଗୁପ୍ତ ତଥ୍ୟ ଯୋଗାଇଦେବା ଅଭିଯୋଗରେ ଆମେରିକାର ନୌସେନାର ୨ ଯବାନ ଗିରଫ

ଓ୍ବାଶିଂଟନ,୪।୮: ଚାଇନାକୁ ଗୁପ୍ତ ତଥ୍ୟ ଯୋଗାଇଦେବା ଅଭିଯୋଗରେ ଆମେରିକାର ନୌସେନାର ୨ ଯବାନ ଗିରଫ କରାଯାଇଛି। ଆମେରିକା ନ୍ୟାୟ ବିଭାଗ ଏହି ସୂଚନା ଦେଇଛି। ଗିରଫ ଅଭିଯୁକ୍ତ ଯୁଦ୍ଧ ଜାହାଜ ପାଇଁ ମାନୁଆଲ ଏବଂ ଅସ୍ତ୍ରଶସ୍ତ୍ର ପ୍ରଣାଳୀ, ରାଡାର ସିଷ୍ଟମ ପାଇଁ…

ନିର୍ଦ୍ଦିଷ୍ଟ ଅବଧି ମଧ୍ୟରେ ଶେଷ ହେଉ ଜାଇକା କାମ

କଟକ,୪ା୮ (କାର୍ତ୍ତିକ ସାହୁ): କଟକ ସହରରେ ଚାଲିଥିବା ଜାଇକା କାର୍ଯ୍ୟ ଏକ ନିର୍ଦ୍ଦିଷ୍ଟ ସମୟ ଅବଧି ମଧ୍ୟରେ ଶେଷ କରାଯିବାକୁ ନେଇ ହାଇକୋର୍ଟରେ ବୁଧବାର ଏକ ପିଟିଶନ ଦାୟର ହୋଇଛି। ଜାଇକା କାର୍ଯ୍ୟ ବିଳମ୍ବିତ ହେଉଥିବା କାରଣରୁ ସହରବାସୀ ଦୁର୍ଦ୍ଦଶା ଭୋଗୁଛନ୍ତି।…

ଜୁଲାଇ ସୁଦ୍ଧା ଖର୍ଚ୍ଚ, ରାଜସ୍ବ ଆଦାୟ ବଢ଼ିଛି

ଭୁବନେଶ୍ୱର,୪ା୮(ଅନିଲ ଦାସ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ଆର୍ଥିକ ବର୍ଷର ଜୁଲାଇ ମାସ ସୁଦ୍ଧା ବଜେଟ ଅନୁମୋଦନ ଅର୍ଥର ପ୍ରାୟ ୪ ପ୍ରତିଶତ ଅଧିକ ଖର୍ଚ୍ଚ କରିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟର ବଜେଟ…

‘ମୁଁ ଦୋଷୀ ନୁହେଁ’

ଓ୍ବାଶିଂଟନ,୪।୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ୨୦୨୦ ନିର୍ବାଚନରେ ପରାଜୟକୁ ଲୁଚାଇବା ପାଇଁ ଷଡଯନ୍ତ୍ର ମାମଲାର ଶୁଣାଣି ୱାଶିଂଟନ ଡିସି କୋର୍ଟରେ ହୋିଛି। ଶୁଣାଣି ସମୟରେ ଟ୍ରମ୍ପ ଅତି ନିମ୍ନ ସୱରରେ କୋର୍ଟରେ ନିଜର ନିର୍ଦ୍ଦୋଷ ବୋଲି କହିଥିଲେ।…

କୁଶଭଦ୍ରା, ଭାର୍ଗବୀରେ ବଢୁଛି ଜଳସ୍ତର

ବାଲିପାଟଣା,୪ା୮(ଅଭିମନ୍ୟୁ ନାୟକ): ରାଜ୍ୟରେ ବର୍ଷା ଥମୁ ନ ଥିବା ବେଳେ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୁଶଭଦ୍ରା ଓ ଭାର୍ଗବୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବନ୍ୟାଜଳ ପ୍ରବେଶ କରିବାରୁ ସରିପୁର ଗ୍ରାମ ନିକଟ କୁଶଭଦ୍ରା ନଦୀ ଭିତରେ…

ମିରାଣ୍ଡା ମୁଖ୍ୟ କୋଚ୍‌ ନିଯୁକ୍ତ

ମିରାଣ୍ଡା, ୪ା୮(ପି.ଟି.):ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଗୁରୁବାର କ୍ଲିଫର୍ଡ ମିରାଣ୍ଡାଙ୍କୁ ଭାରତୀୟ ୨୩ ବର୍ଷରୁ କମ୍‌ ପୁରୁଷ ଫୁଟ୍‌ବଲ ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ଦେଇଛି। ଏଆଇଏଫ୍‌ଏଫ୍‌ର ଟେକ୍‌ନିକାଲ କମିଟି ଅନ୍ୟ କେତୋଟି ଗୁରୁତ୍ୱପୂର୍ଣ୍ଣ ପଦବୀରେ ମଧ୍ୟ ନିଯୁକ୍ତି ପ୍ରଦାନ…

ଖୋର୍ଦ୍ଧାରେ ୬୪୫ ଡେଙ୍ଗୁ ଆକ୍ରାନ୍ତ ମଧ୍ୟରୁ ରାଜଧାନୀରେ ୬୦୫

ଭୁବନେଶ୍ୱର,୪।୮ (ବନ୍ଦନା ସେଠୀ): ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଭୟ ଘାରିଛି। ପ୍ରତି ୧୦୦ ନମୁନାରୁ ୧୦ ନମୁନା ପଜିଟିଭ ଚିହ୍ନଟ ହେଉଥିବାବେଳେ ଆକ୍ରାନ୍ତଙ୍କ ହାର ଦିନକୁ ଦିନ ବଢିବାରେ ଲାଗିଛି। ଜୁଲାଇ ଦ୍ବିତୀୟ ସପ୍ତାହରେ ସହରରୁ ଦୈନିକ ୭ରୁ ୧୦ ରୋଗୀ…

ଜାଳିଦେଲେ ଆଉ ଏକ ମସ୍‌ଜିଦ

ଗୁରୁଗ୍ରାମ,୪/୮:ହରିୟାଣାର ନୁହ ଜିଲାରେ ଉତ୍ତ୍ୟକ୍ତ ଲୋକେ ଏକ ମସ୍‌ଜିଦରେ ନିଆଁ ଲଗାଇଦେଇଥିବାବେଳେ ଅନ୍ୟ ଏକ ମସ୍‌ଜିଦରେ ଶର୍ଟ ସର୍କିଟରୁ ନିଆଁ ଲାଗିଯାଇଥିବା ପୋଲିସ କହିଛି। ବୁଧବାର ରାତି ସାଢ଼େ ୧୧ଟାରେ ଏହି ଅଗ୍ନିକାଣ୍ଡ ଘଟିଥିବାବେଳେ କେହି ଆହତ ହୋଇ ନାହାନ୍ତି। ଗୋଟିଏ…

ସାପ କାମୁଡ଼ା, ଜଳବାହିତ ରୋଗରୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୪।୮(ଅଭିଜିତ ଦାସ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟା ଓ ବର୍ଷା ପାଣି ଘେରରେ ବହୁ ଗାଁ ରହିଛି। ଏସବୁ ଅଞ୍ଚଳରେ ସରୀସୃପଙ୍କ ପ୍ରାର୍ଦୁଭାବ ରହିଥିବାବେଳେ ଜଳବାହିତ ରୋଗ ବ୍ୟାପିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri