ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି
ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ ଚୁକ୍ତିନାମା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦି ୱିକରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ପ୍ରାୟ…
ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍…
ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଏହି ମ୍ୟାଚ ୫୧ ରନରେ…
ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ
ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ୫୧ ରନରେ ଦମଦାର ପରାଜୟ ବରଣ କରିଥିଲା। ଭାରତୀୟ…
ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ
ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର ସହିତ ଧକ୍କା ଦେବାର ମୁହୂର୍ତ୍ତ କ୍ୟାମେରାରେ କଏଦ ହୋଇଥିଲା, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା।…
ହେବ ତୃତୀୟ ବିଶ୍ୱଯୁଦ୍ଧ! ଚେତାବନୀ ଦେଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…
ଓ୍ବାଶିଂଟନ୍,୧୨।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନାରେ ପ୍ରାୟ ବିରକ୍ତ ହୋଇପଡିଲେଣି। ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ ହୋଇଛି, ଅନେକ ପ୍ରସ୍ତାବ ଦିଆଯାଇଛି ଏବଂ ଅନେକ ହସ୍ତକ୍ଷେପ କରାଯାଇଛି, କିନ୍ତୁ ଭୂମିରେ କୌଣସି…
ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…
ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ପ୍ରଥମ ଥର ପାଇଁ, ଆମେରିକାର କାଲିଫର୍ନିଆ ରାଜ୍ୟରେ ChatGPT ଉପରେ ସିଧାସଳଖ ହତ୍ୟା…
ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…
ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮ ପର୍ଯ୍ୟାୟ ଏବଂ ଏକ ନକଆଉଟ ପର୍ଯ୍ୟାୟ ରହିବ। ୨୦ ଦଳ ମଧ୍ୟରେ ମୋଟ ୫୫…
ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର
ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ ଗୁଣବତ୍ତା ମାର୍ଗଦର୍ଶିକା କେବଳ ପରାମର୍ଶମୂଳକ ମୂଲ୍ୟ ଭାବରେ କାର୍ଯ୍ୟ କରେ, ବାଧ୍ୟତାମୂଳକ ମାନଦଣ୍ଡ ନୁହେଁ।…
ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍, ଭିତରେ ଥିଲେ ଚାଳକ…
ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ ରାସ୍ତାରେ ଲୁହା ପଥର ବୋଝେଇ ଟ୍ରକ୍ ଓଲଟି ପଡିଛି। କେନ୍ଦୁଝର ଅଞ୍ଚଳରୁ ଏକ ୧୮…
IRCTC ଆଣୁଛି ନୂଆ ନିୟମ, ମିଳିବ ଏହି ସବୁ ସୁବିଧା
ନୂଆଦିଲ୍ଲୀ,୧୨।୧୨: ଟ୍ରେନରେ ଯାତ୍ରା କରିବା ସମୟରେ ଆଉ ଖାଇବା ସମସ୍ୟା ଭୋଗିବାକୁ ପଡିବ ନାହିଁ । ଏଣିକି ଫ୍ଲାଇଟ ଭଳି ଖାଦ୍ୟର ମଜା ଟ୍ରେନରେ ମଧ୍ୟ ପାଇବେ ଯାତ୍ରୀ । ଇଣ୍ଡିଆନ ରେଲୱେ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ (IRCTC) ଯାତ୍ରୀମାନଙ୍କ…
ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ
ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର ପାଣିପାଗ ବିଭାଗର ସୂଚନା ଅନୁସାରେ ସକାଳ ସୁଦ୍ଧା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ…
ବଳଦକୁ ମାରି ଖାଇବା ରାଗରେ କଲରାପତରିଆକୁ ଦେଇଦେଲେ ବିଷ!
ବଣାଇ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡ ଅନ୍ତର୍ଗତ ତାମରା ବନାଞ୍ଚଳର କୁସୁମଡ଼ିହି ଖେସାରା ଜଙ୍ଗଲରେ ଏକ ପ୍ରାୟ ୧୨ ବର୍ଷ ବୟସ୍କ ମାଈ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ବିଷକ୍ରିୟା ଯୋଗୁଁ ବାଘର ମୃତ୍ୟୁ ଘଟିଥିବା ନେଇ ବନ ବିଭାଗ ପକ୍ଷରୁ ସୂଚନା…
Archives


