Home Left

ଜୁଲାଇରେ ହୋଣ୍ଡାର ୪୮୬୪ ୟୁନିଟ୍‌ ଘରୋଇ ଯାନ ବିକ୍ରି

ଭୁବନେଶ୍ୱର,୩।୮: ହୋଣ୍ଡା କାରସ୍‌ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ପକ୍ଷରୁ ୨୦୨୩ ଜୁଲାଇର ଗାଡ଼ି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ୨୦୨୩ ଜୁଲାଇରେ କମ୍ପାନୀ ୪୮୬୪ ୟୁନିଟ୍‌ ଯାନ ଘରୋଇ ବଜାରରେ ବିକ୍ରି କରିଥିଲାବେଳେ ୧୧୧୨ ୟୁନିଟ୍‌ ଯାନ…

ବଜାରରେ ବଟରଫ୍ଲାଏର ନୂତନ ଉତ୍ପାଦ

ଭୁବନେଶ୍ୱର,୩।୮: ବଟରଫ୍ଲାଏ କିଚେନ୍‌ ଆପ୍ଲାଏନ୍‌ସେସ୍‌ର ନୂତନ ଉତ୍ପାଦଗୁଡ଼ିକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି ଭାରତୀୟ ରୋଷେଇ ବଜାରରେ ବିପ୍ଳବ ଆଣିବା ଓ ଖାଦ୍ୟର ଆନନ୍ଦ ନେବା ପାଇଁ ବ୍ରାଣ୍ଡର ଅତ୍ୟାଧୁନିକ ରୋଷେଇ ଉପତ୍ାଦ ଓ ସମାଧାନକୁ କମ୍ପାନୀ ନିକଟରେ ବଜାର…

ନାଗାବଳୀ ନଦୀ ପୋଲରେ ଫାଟ

ରାୟଗଡ଼ା,୩।୮(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ୩ ଦିନ ତଳେ ଏକ କଲଭର୍ଟ ଭୁଶୁଡ଼ି ୫ଜଣଙ୍କ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଲିଭି ନ ଥିବାବେଳେ ବ୍ଲକରେ ଥିବା ନାଗାବଳୀ ନଦୀ ପୋଲରେ ଫାଟ ସୃଷ୍ଟି ହୋଇଛି। ଲଗାଣ ବର୍ଷାରେ…

ଓଡ଼ିଶା ବଜାରରେ ଜିଓ ୧ ନମ୍ବର

ଭୁବନେଶ୍ୱର,୩।୮: ଓଡ଼ିଶାର ସବୁଠୁ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଯାତ୍ରା ଜାରି ରଖି ରିଲାଏନ୍ସ ଜିଓ ୨୦୨୩ ମେ’ ମାସରେ ସର୍ବାଧିକ ସଂଖ୍ୟକ ନୂଆ ଗ୍ରାହକ ଯୋଡ଼ି ଓଡ଼ିଶାରେ ଏହାର ୧ ନମ୍ବର ସ୍ଥିତିକୁ ଆହୁରି ସୁଦୃଢ଼ କରିଥିବା ଭାରତୀୟ…

ମୋ ଘର: ୨.୪୨ ଲକ୍ଷ ଆବେଦନ, ୩୯ ଅନୁମୋଦନ

ଭୁବନେଶ୍ବର,୩।୮(ସୁନିତ୍‌ ମିଶ୍ର)ରାଜ୍ୟରେ ଯେଉଁ ଗରିବ ହିତାଧିକାରୀମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇବାରୁ ବଞ୍ଚିତ ହେଉଛନ୍ତି କିମ୍ବା ଅନ୍ୟ କୌଣସି କାରଣରୁ ପକ୍କାଘର ଖଣ୍ଡେ କରିବାରେ ସକ୍ଷମ ହୋଇପାରୁନାହାନ୍ତି ସେମାନଙ୍କ ଲାଗି ରାଜ୍ୟ ସରକାର ‘ମୋ ଘର’ ଯୋଜନା ଆରମ୍ଭ କରିଛନ୍ତି। ଏହି…

ମାଟିକାନ୍ଥ ପଡ଼ି ବୃଦ୍ଧାଙ୍କ ମୃତ୍ୟୁ

ଝୁମ୍ପୁରା,୩।୮(ଶଶିଭୂଷଣ ସାହୁ)କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଫଳରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଝୁମ୍ପୁରା ବ୍ଲକ୍‌ ଅନ୍ତର୍ଗତ ନହବେଡ଼ା ପଞ୍ଚାୟତର ଘୁଣ୍ଟିପଶି ଗ୍ରାମରେ ଓଦା ହୋଇଥିବା କାନ୍ଥ ଧସି ଶ୍ରୀମତୀ ଲୋହାର (୭୦)ଙ୍କ ମୃତ୍ୟୁ ହୋଇଛି। ଝୁମ୍ପୁରା ପୋଲିସ ମୃତଦେହ ବ୍ୟବଚ୍ଛେଦ…

ଆଜି ୯ ଜିଲାରେ ସ୍କୁଲ ବନ୍ଦ

ଭୁବନେଶ୍ୱର,୩।୮(ଅସମାପିକା ସାହୁ)ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବୁଧବାର ୧୩ଟି ଜିଲାରେ ସ୍କୁଲ ଛୁଟି ରହିଥିଲା। କେନ୍ଦୁଝର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ୱର, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି…

ପାଣି ଘେରରେ ବହୁ ଗଁା

ଭୁବନେଶ୍ୱର,୩।୮(ଅନିଲ ଦାସ)ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଗତ ୨ ଦିନ ଧରି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ରାଜ୍ୟର ବହୁ ଗାଁ ପାଣିଘେରରେ ରହିଛି। ବର୍ଷା ତାଣ୍ଡବ ଯୋଗୁ ପଶ୍ଚିମ ଓ ଦକ୍ଷିଣ…

ହାଟ ପଡ଼ିଆରୁ ମିଳିଲା ଯୁବକଙ୍କ ମୃତଦେହ

କେନ୍ଦୁଝର,୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ବାଂଶପାଳ ହାଟ ପାଡ଼ିଆ ନିକଟରୁ ଏକ ମୃତଦେହ ପୋଲିସ ଜବତ କରିଛି। ମୃତକ ଜଣକ କେନ୍ଦୁଝର ଜିଲା ପଣ୍ଡାପଡ଼ାର ଦୁଃଖବନ୍ଧୁ ନାଏକ। କେନ୍ଦୁଝର ଜିଲା ବାଂଶପାଳ ହାଟ ପାଡ଼ିଆ ନିକଟରେ ଏକ…

ପ୍ରେମ ଘଟଣାକୁ ନେଇ ହତ୍ୟା: ମହିଳାଙ୍କ ଅର୍ଦ୍ଧ ଲଗ୍ନ ମୃତଦେହ ଜବତ, ୨ ଗିରଫ

ହିଞ୍ଜିଳିକାଟୁ,୨ା୮(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା କୁକଡ଼ାଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ବୋରିଗାଁ ପଞ୍ଚାୟତ ମହୁଲପଲ୍ଲୀ ଗ୍ରାମର ଏକ ଶଶ୍ମାନରୁ ରବିବାର ମାଟି ଖୋଳି ଉଦ୍ଧାର ହୋଇଥିବା ମହିଳାଙ୍କ ମୃତଦେହ ଚିହ୍ନଟ ହୋଇଛି। ମୃତା ମହିଳା ଜଣକ ହେଲେ ଗଞ୍ଜାମ…

ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଦୁଇ ଜୀବନ

ଅମ୍ବାଭୋନା,୨ା୮(ଛନ୍ଦାଚରଣ ପ୍ରଧାନ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ସାପ କାମୁଡ଼ାରେ ଭଉଣୀ-ଭାଇଙ୍କ ଜୀବନ ଯାଇଛି । ମୃତକ ଦ୍ୱୟ ହେଲେ, ଉକ୍ତ ଗ୍ରାମର ଅର୍ଜୁନ ତିହିରିଆ(୩୫) ଏବଂ ଭଉଣୀ ସୀତୟା ତିହିରିଆ(୩୩)। ଏ ନେଇ ଅମ୍ବାଭୋନା ଥାନାରେ…

ଛତୁ ଖାଇ ଗୋଟିଏ ପରିବାରର ୩ ଗୁରୁତର

କେନ୍ଦୁଝର,୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ପଞ୍ଚାୟତ ତେନ୍ତେଳାପଶି ଗ୍ରାମରେ ଜଙ୍ଗଲୀ ଛତୁ ଖାଇ ଗୋଟିଏ ପରିବାରର ୩ ଜଣ ଗୁରୁତର ହୋଇ କେନ୍ଦୁଝର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ହେଲେ ସୁରେଶ ମହାନ୍ତ, ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri