Home Left

ରୋମ୍‌ ରାସ୍ତାରେ ଶାଢ଼ି ପିନ୍ଧା ମହିଳାଙ୍କୁ ଦେଖି ତାଳି ମାରିଲେ ଲୋକେ, ଭାଇରାଲ ହେଉଛି ଭିଡିଓ…

ଡିଜିଟାଲ କଣ୍ଟେଣ୍ଟ କ୍ରିଏଟର ପଲ୍ଲବୀ ରାଜ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଯାହା ଖୁବ୍‌ ତୀବ୍ର ବେଗରେ ଭାଇରାଲ ହେଉଛି। କାରଣ ସେ ଏକ ଶାଢ଼ି ପିନ୍ଧି ଦେଶୀ ଅବତାରରେ ନଜର ଆସିଛନ୍ତି। ପଲ୍ଲବୀ ତାଙ୍କ ବିବାହ ବାର୍ଷିକୀରେ…

ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟୟ, ଲହଡ଼ି ମାରୁଛି ବର୍ଷା ପାଣି

କୋକସରା,୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଲଗାଣ ବର୍ଷା ଯୋଗୁ ଜନଜୀବନ ଏକ ପ୍ରକାର ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ମୁକୁଳା ଡ୍ରେନରୁ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାକଡ଼ରେ ଥିବା ଦୋକାନ ଆଗରେ ଲହଡ଼ି ମାରୁଛି। ଏପରି କିଛି ଚିତ୍ର…

ନୁହ ହିଂସାର ହେବ ସମ୍ପୂର୍ଣ୍ଣ ଯାଞ୍ଚ: ଅନିଲ ବିଜ୍‌

ଚଣ୍ଡିଗଡ,୨।୮: ହରିୟାଣାର ନୁହରେ ଘଟଥିବା ସାମ୍ପ୍ରଦାୟିକ ହିଂସାକୁ ନେଇ ରାଜନୀତି ଜୋର ଧରିଛି। ଏହି ହିଂସା ପାଇଁ ବିରୋଧୀ ହରିୟାଣାର ଭାଜପା-ଜେଜେପି ସରକାରଙ୍କୁ ଦାୟୀ କରିଛନ୍ତି। ରାଜ୍ୟର ଗୃହ ଓ ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ୍‌ ବୁଧବାର କହିଛନ୍ତି, ନୁହରେ ଏତେ ବଡ଼…

‘ଓଏମଜି ୨’ର ଟ୍ରେଲର ଲଞ୍ଚ ଘୁଞ୍ଚିଲା

କଳା ନିର୍ଦ୍ଦେଶକ ନିତିନ ଦେଶାଇ ଆତ୍ମହତ୍ୟାଙ୍କ ବଲିଉଡରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଆତ୍ମହତ୍ୟା ଖବର ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି ଅଭିନେତା ଅକ୍ଷୟ କୁମାର। ତାଙ୍କ ଫିଲ୍ମ ‘ଓଏମଜି ୨’ର ଟ୍ରେଲର ଆଜି ଲଞ୍ଚ ହେବାର ଥିଲା କିନ୍ତୁ ସେ ଏହାକୁ…

ବର୍ଷାରେ ଭାଙ୍ଗିଲା ଘର, ବେସାହାରା ହେଲେ ପରିବାର

କୋକସରା,୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୩ଦିନ ଧରି ଲଘୁଚାପ ଜନିତ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅନେକ ସ୍ଥାନରେ ବର୍ଷା ଜନିତ କ୍ଷୟକ୍ଷତି ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ବରାଡଙ୍ଗା ଗ୍ରାମର ଜୟସେନ ମାଝିଙ୍କ ମାଟି ଘର…

ନିତିନଙ୍କ ଆତ୍ମହତ୍ୟାରେ ହତବାକ ବଲିଉଡ୍‌

‘ଯୋଦ୍ଧା ଆକବର’, ‘ଦେବଦାସ’ ଏବଂ ‘ଲଗାନ’ ଭଳି ସୁପରହିଟ୍‌ ଚଳଚ୍ଚିତ୍ରର ସେଟ ଡିଜାଇନ କରିଥିବା କଳା ନିର୍ଦ୍ଦେଶକ ନିତିନ ଦେଶାଇ ଆତ୍ମହତ୍ୟା କରିଛନ୍ତି। ଏନଡି ଷ୍ଟୁଡିଓର ପ୍ରତିଷ୍ଠାତା ନିତିନ ନିଜ ଷ୍ଟୁଡିଓରେ ହିଁ ଫାଶୀ ଲଗାଇ ଦେଇଛନ୍ତି। ତାଙ୍କ ମୃତ୍ୟୁରେ ବଲିଉଡରେ…

ଧୋଇଗଲା କଲଭର୍ଟ

ଏମ୍‌.ରାମପୁର,୨ା୮: କଳାହାଣ୍ଡି ଜିଲା ମ.ରାମପୁରଠାରେ ୧୯୫ମିଲିମିଟର ବର୍ଷା ହୋଇଛି। ଯାହାକି କଳାହାଣ୍ଡିରେ ସର୍ବାଧିକ ରେକର୍ଡ କରାଯାଇଛି। ଏହି ବର୍ଷା ଯୋଗୁ ମ.ରାମପୁର ଅଞ୍ଚଳରେ ରାସ୍ତାଘାଟ, କଲଭର୍ଟ, ଚାଷଜମି, ବାସଗୃହ ପ୍ରମୁଖ କ୍ଷତିସାଧନ କରିଛି। ମ. ରାମପୁର ସହରସ୍ଥିତ ନୋଡାଲ ୟୁପି ସ୍କୁଲରେ…

ପାଣିରେ ବୁଡ଼ିଛି ଧାନତଳି, ଆଶଙ୍କାରେ ଚାଷୀ

କର୍ଲାମୁଣ୍ଡା,୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଦୁଇଦିନ ଧରି ପ୍ରବଳ ବର୍ଷା ଯୋଗୁ ନଦୀନାଳ ଭର୍ତ୍ତି ହୋଇଥିବା ବେଳେ ଚାଷୀଙ୍କ ଜମି ମଧ୍ୟ ଜଳ ମଗ୍ନ ହୋଇପଡ଼ିଥିବା ଦେଖିବାକୁ ମିଳିଛି। ଫଳରେ ରୁଆ ଓ ବେଉଷଣ ହୋଇଥିବା ଧାନତଳି…

କ୍ଷମା ମାଗୁନାହିଁ ଅର୍ଥ ମୁଁ ଅହଙ୍କାରୀ ନୁହେଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨ା୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦି ସରନେମ୍‌ ସହ ଜଡ଼ିତ ମାନହାନି ମାମଲାରେ ସୁପ୍ରିମକୋର୍ଟରେ ଜବାବ ଦାଖଲ କରିଛନ୍ତି। ତାଙ୍କ ଆବେଦନ ଉପରେ ଅଗଷ୍ଟ ୪ରେ ହେବାକୁ ଥିବା ଶୁଣାଣି ପୂର୍ବରୁ ବୁଧବାର ସେ ସୁପ୍ରିମ୍‌କୋର୍ଟଙ୍କୁ କହିଛନ୍ତି ଯେ, ମୁଁ…

ଜୁଡ଼ିଆ ଘାଟିରେ ପଥର ଅତଡ଼ା ଖସିଲା

କେନ୍ଦୁଝର,୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଲଗାଣ ବର୍ଷାରେ କେନ୍ଦୁଝର ସୀମା ଜୁଡ଼ିଆ ଘାଟିରେ ଭୂସ୍ଖଳନ ହୋଇଛି। ପାହାଡ଼ରୁ ମାଟି, ଗଛଲତା ସହିତ ବଡ଼ ପଥର ଖଣ୍ଡ ୪୯ ନଂ ଜାତୀୟ ରାଜପଥ ଉପରେ ପଡ଼ିବାରୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଏକ…

କେଜ୍‌ରିଓ୍ବାଲଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ବୁଧବାର ଆଉ ଏକ ଝଟ୍‌କା ଲାଗିଛି। ଦିଲ୍ଲୀ ସେବା ଅଧ୍ୟାଦେଶ ସମ୍ପର୍କିତ କେନ୍ଦ୍ର ସରକାର ଆଣିଥିବା ଗଭର୍ନମେଣ୍ଟ ଅଫ୍‌ ନ୍ୟାଶ୍‌ନାଲ କ୍ୟାପିଟାଲ ଟେରିଟୋରି ଅଫ୍‌ ଦିଲ୍ଲୀ(ସଂଶୋଧନ) ବିଲ୍‌, ୨୦୨୩କୁ ଆନ୍ଧ୍ରପ୍ରଦେଶର ତେଲୁଗୁ ଦେଶମ ପାର୍ଟି…

ପ୍ରତ୍ୟେକ ବ୍ୟକ୍ତିଙ୍କୁ ସୁରକ୍ଷା ଯୋଗାଇ ପାରିବନି ପୋଲିସ କି ସେନା: ଖଟ୍ଟର

ଚଣ୍ଡିଗଡ,୨।୮: ହରିୟାଣା ନୁହ ହିଂସା ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ବୁଧବାର ନିଜ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ସରକାର, ପୋଲିସ କିମ୍ବା ସେନା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସୁରକ୍ଷା ଯୋଗାଇ ପାରିବେ ନାହିଁ। ପ୍ରତ୍ୟେକ ବ୍ୟକ୍ତିଙ୍କୁ ସୁରକ୍ଷା ଦେଇ ପାରିବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri