କୋଟିଆର ସୌରବ ଅଞ୍ଚଳ ପାଇଁ ଆଣିଲେ ଗୌରବ
ପଟ୍ଟାଙ୍ଗି,୧।୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତ ପାଇଁ ଗୌରବ ଆଣିଛନ୍ତି ସୌରଭ ଖିଲ। ସୋମବାର ପ୍ରକାଶ ପାଇଥିବା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସୌରଭ ୩୪୬ ର଼୍ୟାଙ୍କରେ ଉର୍ତ୍ତୀର୍ଣ୍ଣ ହୋଇଛନ୍ତି। ଏ ନେଇ ଅଞ୍ଚଳରେ ଖୁସିର ମାହୋଲ…
୧୩ ବର୍ଷ ପରେ ବଢ଼ିଲା କନ୍ଧମାଳ ହଳଦୀ ଦର
ଦାରିଙ୍ଗବାଡି,୧ା୮ (ଅରୁଣ ସାହୁ): ବିଶ୍ୱ ବିଖ୍ୟାତ କନ୍ଧମାଳ ହଳଦୀର ଦର ୧୩ବର୍ଷ ପରେ ବୃଦ୍ଧି ପାଇଛି। ଶୁଖିଲା ହଳଦୀ କେଜି ପ୍ରତି ଦର ସୋମବାର ସୁଦ୍ଧା ୧୦୦ଟଙ୍କାରେ ପହଞ୍ଚିଛି। ଆଗକୁ ଆହୁରି ଦର ବୃଦ୍ଧି ହେବା ବ୍ୟବସାୟୀ ମହଲରେ ଆଶଙ୍କା କରାଯାଇଛି।…
ମହିଳାଙ୍କ ଭାଇରାଲ ଭିଡିଓ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି
ନୂଆଦିଲ୍ଲୀ,୧।୮: ମଣିପୁର ମହିଳାଙ୍କ ଭାଇରାଲ ଭିଡିଓ ମାମଲା ସମେତ ମଣିପୁର ଜାତି ହିଂସା ସହ ଜଡିତ ଅନେକ ଆବେଦନ ଉପରେ ମଙ୍ଗଳବାର ସୁପ୍ରିମକୋର୍ଟ ଶୁଣାଣି କରିବେ। ଏହା ସହିତ ସୁପ୍ରିମକୋର୍ଟ ମଧ୍ୟ କେନ୍ଦ୍ର ଦ୍ୱାରା ଦାଖଲ ହୋଇଥିବା ଆଫିଡେଭିଟ ଉପରେ ବିଚାର…
ବ୍ଲଡ୍ ପ୍ଲେଟ୍ଲେଟ୍ ଅଭାବ
ଭୁବନେଶ୍ୱର,୧।୮(ଅଭିଜିତ ଦାସ):କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ରୋଗୀଙ୍କ ଚିକିତ୍ସାରେ ଆବଶ୍ୟକ ପଡୁଥିବା ବ୍ଲଡ୍ ପ୍ଲେଟ୍ଲେଟ୍ର ଘୋର୍ ଅଭାବ ଦେଖାଦେଇଛି। ଏବେ କ୍ୟାପିଟାଲ ହସ୍ପିଟାଲରେ ୩୦ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ଦୈନିକ ଡେଙ୍ଗୁ ରୋଗୀଙ୍କ ପାଇଁ ୩୫ରୁ ଊର୍ଦ୍ଧ୍ୱ…
ମ୍ୟାନମାରର ସେନା ଶାସନ ଚତୁର୍ଥ ଥର ବଢାଇଲା ଏମରଜେନ୍ସି, ଅସନ୍ତୋଷ ବ୍ୟକ୍ତ କଲା ଆମେରିକା
ଓ୍ବାଶିଂଟନ,୧।୮: ମ୍ୟାନମାରର ସାମରିକ ଶାସନ ଦେଶରେ ଲାଗୁ ହୋଇଥିବା ଜରୁରୀକାଳୀନ ପରିସ୍ଥିତିକୁ ଆଉ ୬ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ମ୍ୟାନମାର ସାମରିକ ଶାସନର ଏହି ନିଷ୍ପତ୍ତିକୁ ନେଇ ଆମେରିକା ଅସନ୍ତୋଷ ବ୍ୟକ୍ତ କରିଛି ଏବଂ ମ୍ୟାନମାରର ସାମରିକ ଶାସନ ସମୟରେ…
୩୪ ସଦସ୍ୟ ବିଶିଷ୍ଟ ନିର୍ବାଚନ ପ୍ରଚାର କମିଟି ଗଠନ କଲା କଂଗ୍ରେସ
ଭୋପାଳ,୧।୮: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ୩୪ ସଦସ୍ୟ ବିଶିଷ୍ଟ ନିର୍ବାଚନ ପ୍ରଚାର କମିଟି ଗଠନ କରିଛି। ଏଥିରେ କନ୍ତିିଲାଲ ଭୁରିଆ, ରାଜ୍ୟ କଂଗ୍ରେସ ସଭାପତି କମଳନାଥ, ବିରୋଧୀ ଦଳର ନେତା ଗୋବିନ୍ଦ ସିଂ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍ବିଜୟ…
‘କୌନ ବନେଗା କରୋଡ ପତି ୧୫’ର ନୂଆ ପ୍ରମୋ ରିଲିଜ
ମୁମ୍ବାଇ: ଟେଲିଭିଜନ ଦୁନିଆର ମୋଷ୍ଟ ପପୁଲାର କ୍ୱିଜ ଶୋ’ ‘କୌନ ବନେଗା କରୋଡପତି’ ପୁଣିଥରେ ଆରମ୍ଭ ହେବାକୁ ଯାଉଛି। ସୋମବାର ସୋନି ଟିଭି ଅମିତାଭ ବଚ୍ଚନଙ୍କ ସହଏକ ନୂଆ ପ୍ରମୋ ସହ ‘କୌନ ବନେଗା କରୋଡ ପତି ସିଜନ ୧୫’ର ଲେଉଟାଣିକୁ…
ବିବାହ ଦିନ ଅଜୟଙ୍କ ଆଗରେ ଏମିତି ଡିମାଣ୍ଡ୍ ରଖିଥିଲେ କାଜୋଲ
ଅଭିନେତ୍ରୀ କାଜୋଲ ଏବଂ ଅଜୟ ଦେବଗନ ଯୋଡିକୁ ଦର୍ଶକ ବେଶ୍ ପସନ୍ଦ କରନ୍ତି। ଦୁହେଁ ୧୯୯୯ରେ ବିବାହ କରିଥିଲେ। କାଜୋଲ ପ୍ରାୟତଃ ତାଙ୍କ ପରିବାର ଏବଂ ପିଲାମାନଙ୍କ ବିଷୟରେ ଅନେକ ରୋଚକ କଥା ପ୍ରଶଂସକଙ୍କ ସହ ଶେୟାର କରନ୍ତି। ନିକଟରେ କାଜଲ…
ଭାରିଯାନ ଚଳାଚଳ ନେଇ ସମୟ ଧାର୍ଯ୍ୟ
ଯୋଡ଼ା,୧ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା, ବଡ଼ବିଲ ଓ ଚମ୍ପୁଆ ଅଞ୍ଚଳରେ ହେଉଥିବା ଟ୍ରାଫିକ ସମସ୍ୟା ଉତ୍କଟ ହେଉଛି। ଏହାକୁ ନଜରରେ ରଖି ଜିଲା ପ୍ରଶାସନ ପକ୍ଷରୁ ଭରିଯାନ ଚଳାଚଳ ଉପରେ ସମୟ ଧାର୍ଯ୍ୟ କରାଯାଇଛି। କେନ୍ଦୁଝର ରିଜିଓନାଲ ଟ୍ରାନ୍ସପୋର୍ଟ ଅଥୋରିଟୀ…
ଭାରତ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଓ୍ବେଷ୍ଟଇଣ୍ଡିଜ୍ ଦଳ ଘୋଷଣା
ତ୍ରିନିଦାଦ,୧।୮: ଦିନିକିଆ ସିରିଜ ପରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ୩ ଅଗଷ୍ଟରୁ ଏହି ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ଏବେ ୱେଷ୍ଟଇଣ୍ଡିଜ ମଧ୍ୟ ଟି-୨୦ ସିରିଜ ପାଇଁ ଦଳ…
‘ଡବଲ ଇଞ୍ଜିନ ଫେଲ ହୋଇଗଲା’, ନୁହ ହିଂସାକୁ ନେଇ ଭାଜପାକୁ ଟାର୍ଗେଟ କଲେ ଅଖିଳେଶ
ଲକ୍ଷ୍ନୌ,୧।୮: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଲଗାତାର ସୋସିଆଲ ମିଡିଆ ମାଧ୍ୟମରେ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରୁଛନ୍ତି। ଏଥର ସେ ହରିୟାଣାରେ ହୋଇଥିବା ହିଂସାକୁ ନେଇ ଭାଜପା ସରକାରକୁ ଟାର୍ଗେଟ କରିଛନ୍ତି। ଅଖିଳେଶ ଏହାକୁ ଭାଜପା ସରକାରଙ୍କ…
ଆର୍ଡି ରାସ୍ତାରେ ଏମ୍ଜିଏନ୍ଆର୍ଇଜିଏସ୍ ଫଳକ ଲଗାଇ ଲୁଟ୍
ଆନନ୍ଦପୁର/କଣ୍ଟିପାଳ, ୧।୮(ସନ୍ତୋଷ ରାଉତ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ କଣ୍ଟିପାଳ ପଞ୍ଚାୟତରେ ମହାଦୁର୍ନୀତି ନଜରକୁ ଆସିଛି। ଆରଡି ବିଭାଗ ଦ୍ୱାରା ନିର୍ମାଣ ହୋଇଥିବା ଏକ ରାସ୍ତାରେ ଏମଜିଏନ୍ଆର୍ଇଜିଏସ୍(ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା)ର ନାମଫଳକ…
Archives


