Home Left

ଫୁଲର ମହକ: ରୋଗ ନିବାରକ

ପ୍ରକୃତିର ଅନ୍ୟତମ ସୁନ୍ଦରତମ ସୃଷ୍ଟି ହେଲା ‘ଫୁଲ’। ତା’ର ସୁନ୍ଦରତା ଯେ କେବଳ ଆମକୁ ବିମୋହିତ କରେ ତାହା ନୁହେଁ, ମହକ ମଧ୍ୟ ଆମ ମନକୁ ସ୍ପର୍ଶ କରେ ଅତି ନିବିଡ଼ ଭାବେ। ଏହା ବିବିଧ ଯାଦୁକରୀ ଶକ୍ତି ଅଧିକାରୀ ହୋଇଥିବାର…

ମୌସୁମୀ ବର୍ଷା, ଧାନ ବିହନ ବୁଣିଲେ ଚାଷୀ

ପଦ୍ମପୁର,୨୬।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଶନିବାର ରାତିରୁ ବର୍ଷା ହୋଇଛି। ଫଳରେ ଜମି ପ୍ରସ୍ତୁତ କରି ବିହନ ବୁଣିବାକୁ ଅପେକ୍ଷା କରିଥିବା ଚାଷୀଙ୍କ ହସ ଫୁଟିଛି। ପଦ୍ମପୁର ବ୍ଲକର ବିଭିନ୍ନ ଗ୍ରାମରେ ଚାଷୀମାନେ ପାଗ ଅନୁକୂଳ ଦେଖି ବିହନ…

ମାଣ୍ଡିଆ ଚାଷୀଙ୍କ ପ୍ରୋତ୍ସାହନ ରାଶି ମିଳିନି

ନୂଆପଡ଼ା,୨୬।୬(ମକାରୁ ବେମାଲ): ନୂଆପଡା ଜିଲାରେ ଚାଷୀମାନେ ମାଣ୍ଡିଆ ଚାଷକରି ଆସୁଥିଲେ। ତାହା ଏକ ନିର୍ଦ୍ଦିଷ୍ଟ ସୀମା ମଧ୍ୟରେ ସିମିତ ହୋଇ ରହିଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ମିଲେଟ ମିଶନ ହେବା ପରେ ଜିଲାରେ ମାଣ୍ଡିଆ ଚାଷ ବିପୁଳ ମାତ୍ରାରେ ବଢି ଚାଳିଛି।…

ବର୍ଷାରେ ଧୋଇଗଲା ଡାଇଭର୍ସନ

କୁଚିଣ୍ଡା,୨୬ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା-ଫାସିମାଲ ରାସ୍ତା ସର୍ଦ୍ଧାପାଲିଠାରେ ନିର୍ମାଣାଧୀନ ସେତୁ ଡାଇଭର୍ସନ ଧୋଇ ହୋଇଯାଇଛି। ଫଳରେ ଏହା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବକ୍ସମା ପଞ୍ଚାୟତ ସର୍ଦ୍ଧାପାଲି ନାଳା ଉପରେ ୫ କୋଟି ୩୦ ଲକ୍ଷ ଟଙ୍କା…

ବର୍ଷାରେ ସମ୍ବଲପୁରର ରାସ୍ତା, ତଳି ଅଞ୍ଚଳ ଜଳମଗ୍ନ

ସମ୍ବଲପୁର, ୨୬ା୬ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲାକୁ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଭାବେ ସୂଚିତ କରାଯାଇଛି। ରବିବାର ଓ ସୋମବାର ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ସଚେତନ କରାଯାଇଛି। ୨୫ ତାରିଖ ସକାଳ ସାଢେ…

ଉପଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର

ରାଉରକେଲା,୨୬।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ଟିସିଆଇ-ଆଇଡିସି ବାଇପାସ ରାସ୍ତାରେ ଗ୍ୟାସ ପାଇପ୍‌ ବିଛା କାମ ଚାଲିଛି। ସମ୍ପୃକ୍ତ ଠିକାସଂସ୍ଥା ପାଇପ୍‌ ବିଛାଇବା ନାଁରେ ରାସ୍ତାରେ ବଡ ବଡ ଗାତ ଖୋଳି ଦେଉଛି। ଫଳରେ ଲୋକେ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ଏ ନେଇ…

ବଢିବ ବିଜୁଳି ବିଲ୍‌: ଡିଇଆରସିର ନିଷ୍ପତ୍ତି ପରେ ବୟାନ ଜାରି କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ବଦ୍ୟୁତ ନିୟାମକ ଆୟୋଗ (ଡିଇଆରସି) ଦ୍ୱାରା ବିଦ୍ୟୁତ ହାର ବୃଦ୍ଧି ନେଇ ଦିଲ୍ଲୀ ସରକାରଙ୍କ ବିବୃତ୍ତି ସାମ୍ନାକୁ ଆସିଛି। ସରକାରଙ୍କ ଅନୁଯାୟୀ ଏହି ବୃଦ୍ଧି ଗ୍ରାହକଙ୍କୁ ସିଧାସଳଖ ପ୍ରଭାବିତ କରିବ ନାହିଁ। ଦିଲ୍ଲୀ ସରକାର କହିଛନ୍ତି ଯେ ବିଦ୍ୟୁତ…

ବଜାରରେ ପାଣି, ମୁଖ୍ୟରାସ୍ତାରେ ଦୋକାନୀ

ରାଉରକେଲା,୨୬।୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ମାତାପୂଜା ଦୈନିକ ବଜାରରେ ବର୍ଷା ପାଣି ଯୋଗୁ ବ୍ୟବସାୟୀମାନେ ମୁଖ୍ୟରାସ୍ତାରେ ବିକ୍ରିବଟା କରୁଥିବା ଦେଖିବାକୁ ମିଳିଛି। ଫଳରେ ଯାନବାହନ ଚଳାଚଳରେ ଅସୁବିଧା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେଉଛି। ରେଲଓ୍ବେ କଲୋନୀ ମାତାପୂଜା ଦୈନିକ ବଜାରର…

ପାଞ୍ଚ ଦିନିଆ ୟୁପି ଗସ୍ତରେ ଯିବେ ମୋହନ ଭାଗବତ

ନୂଆଦିଲ୍ଲୀ,୨୬।୬: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆରଏସଏସ) ମୁଖ୍ୟ ମୋହନ ଭାଗବତ ଜୁଲାଇରେ ୫ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଯାଉଛନ୍ତି। ଜୁଲାଇ ୧ରୁ ୫ ପର୍ଯ୍ୟନ୍ତ ସେ ଉତ୍ତର ପ୍ରଦେଶରେ ରହିବେ। ରାଜଧାନୀ ଲକ୍ଷ୍ନୌରେ ଭାଗବତ ରହିବାର କାର୍ଯ୍ୟକ୍ରମ ରହିଛି। ଏହି…

ପର୍ଯ୍ୟଟନସ୍ଥଳୀ ମାନ୍ୟତା ଅପେକ୍ଷାରେ ଶ୍ରୀ ମୀନାଝୋଲା

ଚନ୍ଦ୍ରପୁର,୨୬।୬ (ବିଜୟ ପ୍ରସାଦ ଉଲାକା): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ହନୁମନ୍ତପୁର ପଞ୍ଚାୟତରେ ରହିଛି ବହୁ ପୁରାତନ ଶୈବପୀଠ ଶ୍ରୀ ମୀନାଝୋଲା। ୩ଟି ନଦୀର ସଙ୍ଗମସ୍ଥଳ ହୋଇଥିବାରୁ ଏହାକୁ ଓଡ଼ିଶାର ତ୍ରିବେଣୀ ସଙ୍ଗମ ମଧ୍ୟ କୁହାଯାଏ। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ, ୩…

କାଦୁଅରେ ପଶି ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର

ନନ୍ଦପୁର, ୨୬ା୬(ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁରର ପ୍ରସିଦ୍ଧ ତଥା ଐତିହାସିକ ଗଣେଷ ମନ୍ଦିର ଯିବାକୁ ଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ମାଟିିରାସ୍ତା ହୋଇଥିବାରୁ ଅସରାଏ ବର୍ଷା ହେଲେ ଉକ୍ତ ରାସ୍ତାରେ ଯାତାୟାତ କରିବା କଷ୍ଟକର ହେଉଛି। ମନ୍ଦିର ପାର୍ଶ୍ୱ୍‌ରେ…

ଆନ୍ଧ୍ର, ଛତିଶଗଡ଼ ବ୍ୟବସାୟୀଙ୍କୁ ବିକୁଛନ୍ତି ଧାନ

କୋଟପାଡ଼,୨୬ା୬(କେ.ରାଜ ଶେଖର ରାଓ ):କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରେ ଚଳିତ ବର୍ଷ ରବି ଧାନମଣ୍ଡି ପ୍ରଶାସନ ପକ୍ଷରୁ ଚାଲିଛି। ତେବେ ଗତ କିଛି ଦିନ ଧରି ଟ୍ରକ ଟ୍ରକ ଧାନ ଆନ୍ଧ୍ର, ଛତିଶଗଡ଼ ଚାଲାଣ ହେବା ମଣ୍ଡି ପରିଚାଳନା ପ୍ରତି ସାଧାରଣରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri