Home Left

ଓଡ଼ିଶା ଡିଏମ୍‌ଏଫ୍‌ ପାଣ୍ଠିରେ ଅଭିବୃଦ୍ଧି

ଭୁବନେଶ୍ୱର,୧।୮ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେଉଁ ରାଜ୍ୟକୁ କେତେ ଟଙ୍କା ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠିକୁ ଦିଆଯାଇଛି, ବିଶେଷ କରି ଡିଏମ୍‌ଏଫ୍‌ ପାଣ୍ଠି ଅଧୀନରେ କେଉଁ ରାଜ୍ୟକୁ କେତେ ଟଙ୍କା ମିଳିଛି। ବିଶେଷ କରି…

ଓଡ଼ିଶାକୁ ୧ ସ୍ବର୍ଣ୍ଣ, ୨ ବ୍ରୋଞ୍ଜ

ଭୁବନେଶ୍ୱର, ୧।୮(ତପନ ସ୍ବାଇଁ): ଚଳିତ ମାସ ୨୯ ଓ ୩୦ ତାରିଖ ଦୁଇଦିନଧରି କୋଲକାତାର ନେତାଜୀ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ୭ମ ‘ଇଣ୍ଡିଆନ୍ସ ଚ୍ୟାଲେଞ୍ଜ୍‌ କପ୍‌’ ଅନ୍ତର୍ଜାତୀୟ କରାଟେ ପ୍ରତିଯୋଗିତାରେ ଓଡ଼ିଶାକୁ ୧ ସ୍ବର୍ଣ୍ଣ ଓ ୨ ବ୍ରୋଞ୍ଜ ପଦକ ମିଳିଛି।…

ମୁସଲମାନ ପକ୍ଷଙ୍କୁ ଭୁଲ୍‌ ସୁଧାରିବାକୁ ହେବ: ୟୁପି ମୁଖ୍ୟମନ୍ତ୍ରୀ

ବାରାଣସୀ,୧।୮: ବାରାଣସୀର ଜ୍ଞାନବାପି ମସ୍‌ଜିଦକୁ ନେଇ ହିନ୍ଦୁ ଓ ମୁସଲମାନ ପକ୍ଷଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ସମସ୍ୟାର ସମାଧାନ ପାଇଁ ସରକାର ସମସ୍ତ ଉଦ୍ୟମ କରୁଥିବା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର କହିଛନ୍ତି। ଜ୍ଞାନବାପି ପରିସରରେ ଦେବଦେବୀଙ୍କ ମୂର୍ତ୍ତି ରହିଛି।…

ଭାରତର ସର୍ବଶ୍ରେଷ୍ଠ ପ୍ରଦର୍ଶନ

ଚେଙ୍ଗଡୁ (ଚାଇନା), ୧ା୮ଚଳିତ ୩୧ତମ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ଚତୁର୍ଥ ଦିବସରେ ଭାରତୀୟ ୟୁନିଭର୍ସିଟି ଦଳର ପ୍ରତିଯୋଗୀମାନେ ତୀରନ୍ଦାଜୀ ଓ ଶୁଟିଂରେ ୨ଟି ଲେଖାଏ ସ୍ବର୍ଣ୍ଣ ପଦକ ଲାଭ କରିଥିବା ବେଳେ ଶୁଟିଂରେ ଗୋଟିଏ ରୌପ୍ୟ ଏବଂ ତୀରନ୍ଦାଜୀରେ ଗୋଟିଏ ରୌପ୍ୟ…

ବ୍ରିଜ୍‌ ଭୂଷଣଙ୍କ ଘନିଷ୍ଠ ସଞ୍ଜୟ ସଭାପତି ପ୍ରାର୍ଥୀ

ନୂଆଦିଲ୍ଲୀ, ୧ା୮:ସ୍ଥାନୀୟ ଅଲିମ୍ପିକ ଭବନରେ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ର ବିଭିନ୍ନ ପଦବୀ ପାଇଁ ସୋମବାର ପ୍ରାର୍ଥୀପତ୍ର ଦାଖଲର ଅନ୍ତିମ ଦିବସ ରହିଥିଲା। ସଭାପତି ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବା ୪ଜଣଙ୍କ ମଧ୍ୟରେ ବିଦାୟୀ ମୁଖ୍ୟ ବ୍ରିଜ ଭୂଷଣ…

ଓଭାଲ ଟେଷ୍ଟ ଜିତିଲା ଇଂଲଣ୍ଡ

ଲଣ୍ଡନ, ୧ା୮: କେନିଙ୍ଗଟନ୍‌ ଓଭାଲରେ ଅନୁଷ୍ଠିତ ପଞ୍ଚମ ଆଶେସ ଟେଷ୍ଟକୁ ଜିତି ନେଇଛି ଇଂଲଣ୍ଡ। କ୍ରିସ୍‌ ଓକ୍ସ ଓ ମୋଇନ୍‌ ଅଲୀଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆକୁ ୪୯ ରନ୍‌ରେ ପରାସ୍ତ କରିଛି ଇଂଲଣ୍ଡ। ଅନ୍ତିମ ଦିବସରେ ୨୪୯ ରନ୍‌ ଆବଶ୍ୟକ…

ଉତ୍ତର ଚାଇନାରେ ବାତ୍ୟା ତାଣ୍ଡବ

ବେଜିଂ,୧।୮: ଉତ୍ତର ଚାଇନାରେ ମହାବାତ୍ୟା ଡୋସ୍କୁରିର ତାଣ୍ଡବ ଦେଖିବାକୁ ମିଳିଛି। ବର୍ତ୍ତମାନ ସୁଦ୍ଧା ଏହି ବାତ୍ୟାରେ ଆଠ ଲକ୍ଷ ଲୋକ ପ୍ରଭାବିତ ହୋଇଥିବାବେଳେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ବାତ୍ୟା ପରେ ବନ୍ୟା ଆସିବାରୁ ବେଜିଂର ପୂର୍ବ ଭାଗରେ ହଜାର ହଜାର…

ଛାତ୍ରୀଙ୍କ ବୋତଲରେ ପରିସ୍ରାକୁ ନେଇ ଉତ୍ତେଜନା

ଜୟପୁର,୧।୮:ରାଜସ୍ଥାନର ଭିଲଓ୍ବାରା ଜିଲା ଅନ୍ତର୍ଗତ ଏକ ସ୍କୁଲରେ କେତେଜଣ ଛାତ୍ର ଅନ୍ୟ ସମ୍ପ୍ରଦାୟର ଜଣେ ଛାତ୍ରୀଙ୍କ ପାଣି ବୋତଲରେ ପରିସ୍ରା ପୂରାଇବା ଘଟଣାକୁ ନେଇ ସୋମବାର ଉକ୍ତ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଗ୍ରାମବାସୀ ଜଣେ ଛାତ୍ରଙ୍କ ଘରେ…

ଏମ୍‌ଆଇ ନ୍ୟୁୟର୍କ ଚାମ୍ପିୟନ

ନୂଆଦିଲ୍ଳୀ, ୧ା୮:ମେଜର ଲିଗ୍‌ କ୍ରିକେଟ୍‌ର ପ୍ରଥମ ସଂସ୍କରଣରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଏମ୍‌ଆଇ ନ୍ୟୁୟର୍କ। ସୋମବାର ଅନୁଷ୍ଠିତ ଫାଇନାଲରେ ସିଅଟେଲ ଓକ୍ରାସକୁ ଦଳ ୬ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ସିଆଟେଲ ୯ ଉଇକେଟ ହରାଇ ୧୮୩…

ପାକିସ୍ତାନ ବିସ୍ଫୋରଣ ମୃତ୍ୟୁସଂଖ୍ୟା ୫୪କୁ ବୃଦ୍ଧି

ପେଶାଓ୍ବର,୧।୮: ପାକିସ୍ତାନର ଖାଇବର ପଖତୁନ୍‌ଖ୍ବା ପ୍ରଦେଶରେ ଏକ ରାଜନୈତିକ ଦଳର ସମ୍ମିଳନୀ ବେଳେ ହୋଇଥିବା ଆତ୍ମଘାତୀ ଆକ୍ରମଣରେ ମୃତ୍ୟୁସଂଖ୍ୟା ସୋମବାର ୫୪କୁ ବୃଦ୍ଧି ପାଇଛି। ଆକ୍ରମଣ ପଛରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ତନାଘନା ଜାରି ରହିଛି। ଆକ୍ରମଣ…

ମୋ ପରିବାରର କେହି ପ୍ରତିଦ୍ୱନ୍ଦ୍ୱିତା କରୁନାହାନ୍ତି: ବ୍ରିଜ ଭୂଷଣ

ନୂଆଦିଲ୍ଲୀ, ୧ା୮ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ)ର ସଭାପତି ବ୍ରିଜଭୂଷଣ ଶରଣ ସିଂ ଆଗାମୀ ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନରେ ତାଙ୍କ ପରିବାରର କେହି ପ୍ରତିଦ୍ୱନ୍ଦ୍ୱିତା କରୁ ନାହାନ୍ତି, କିନ୍ତୁ ତାଙ୍କ ଗ୍ରୁପ୍‌କୁ ୨୫ ରାଜ୍ୟ ଆସୋସିଏଶନରୁ ୨୨ଙ୍କ ସମର୍ଥନ ରହିଛି। ମହାସଂଘର ବିଭିନ୍ନ…

ୟୁକ୍ରେନ ଉପରେ ପୁଣି ମିଶାଇଲ୍‌ ମାଡ଼ କଲା ରୁଷିଆ: ୪ ମୃତ, ଅନେକ ଆହତ

କିଭ୍‌,୧।୮: ୟୁକ୍ରେନ ଉପରେ ପୁଣି ମିଶାଇଲ୍‌ ମାଡ଼ କରିଛି ରୁଷିଆ। ଏଥିରେ ଜଣେ ଶିଶୁ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ୟୁକ୍ରେନର ଆଭ୍ୟନ୍ତରୀଣ ମନ୍ତ୍ରୀ ଇହୋର କ୍ଲିମେଙ୍କୋ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri