Home Left

ଟିଏମ୍‌ସି ନେତା ଅଭିଷେକ ବାନାର୍ଜୀଙ୍କୁ ଇଡିର ସମନ

କୋଲକାତା,୮।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ତଥା ତୃଣମୂଳ କଂଗ୍ରେସ (ଟିଏମସି)ର ରାଷ୍ଟ୍ରୀୟ ମହାସଚିବ ଅଭିଷେକ ବାନାର୍ଜୀଙ୍କ ଅଡୁଆ ବନ୍ଦ ହେବାର ନାଁ ନେଉନାହିଁ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପୁଣି ଥରେ ସମନ ଜାରି କରିଛି। ଗୁରୁବାର ତାଙ୍କୁ ପଚରାଉଚରା କରାଯିବ।…

୨୦୨୪: ୩୦ ସରକାରୀ ଛୁଟି, ୬ ଇଚ୍ଛାଧୀନ: ଶନିବାର, ରବିବାର ପଡୁଛି ୮ଛୁଟି

ଭୁବନେଶ୍ୱର,୮।୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ବର୍ଷରେ ୩୦ଟି…

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌: ହେଲ୍ପର ଆଖିବୁଜିଲେ, ଡ୍ରାଇଭର ଗୁରତର

ବାଲେଶ୍ୱର,୮।୧୧(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବସ୍ତା ଥାନା ୬୦ନଂ ଜାତୀୟ ରାଜପଥ ବସ୍ତା ବାଇପାସ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ସକାଳ ସମୟରେ ୬୦ ନମ୍ବର…

ପୋସ୍କୋ ଗଲା, ଏବେ ଜେଏସ୍‌ଡବ୍ଲ୍ୟୁ: ନ୍ୟାୟାଳୟ ଏକମାତ୍ର ଭରସା

ପାରାଦୀପ, ୮।୧୧ (ଶରତ ରାଉତ): ଜଗତ୍‌ସିଂହପୁର ଜିଲା ପାରାଦୀପ ଉପକଣ୍ଠ ଢିଙ୍କିଆ ଗ୍ରାମ ଅଞ୍ଚଳରେ ଏବେ ଭୟର ପରିବେଶ ରହିଛି। ଏଭଳି ସ୍ଥିତି ଜେଏସ୍‌ଡବ୍ଲ୍ୟୁ କମ୍ପାନୀ ପାଇଁ ସୃଷ୍ଟି ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେମାନଙ୍କ କହିବାନୁଯାୟୀ, ଜମି ଅଧିଗ୍ରହଣଠାରୁ…

ଫାଇନାଲରେ ଖୋ ଖୋ ଦଳ

ଭୁବନେଶ୍ୱର,୮ା୧୧(ସରୋଜ ଜେନା): ଗୋଆରେ ଅନୁଷ୍ଠିତ ୩୭ ତମ ଜାତୀୟ କ୍ରୀଡାରେ ଓଡ଼ିଶା ଖେଳାଳିଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର କାନୋଇଂ ଓ କାୟାକିଂରେ ଓଡ଼ିଶା ଖେଳାଳି ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହା ସହିତ ଉଭୟ…

ଭାରତ ଶ୍ରେଷ୍ଠ ୬ଷ୍ଠ ସ୍ଥାନକୁ ଫେରିଲା

ନୂଆଦିଲ୍ଲୀ, ୮ା୧୧(ପି.ଟି.): ନିକଟରେ ଅନୁଷ୍ଠିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ଓ ହାଙ୍ଗ୍‌ଝୋ ଏସିଆନ ଗେମ୍ସରେ ପ୍ରଭାବୀ ପ୍ରଦର୍ଶନ ପରେ ଭାରତୀୟ ମହିଳା ହକି ଦଳ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାରେ ଏହାର ଶ୍ରେଷ୍ଠ ୬ଷ୍ଠ ସ୍ଥାନ ପୁନଃ ଦଖଲ କରିବାରେ ସମର୍ଥ ହୋଇଛି।…

ଓଏଫ୍‌ସିର ରୋମାଞ୍ଚକ ବିଜୟ

ଭୁବନେଶ୍ୱର, ୮ା୧୧(ସରୋଜ ଜେନା): ଏଏଫ୍‌ସି କପ୍‌ ଫୁଟବଲ୍‌ରେ ମଜିୟା ଏସ୍‌ଆରସି ବିପକ୍ଷରେ ରୋମାଞ୍ଚକ ବିଜୟ ହାସଲ କରିଛି ଓଡ଼ିଶା ଏଫସି (ଓଏଫ୍‌ସି)। ପ୍ରଥମାର୍ଦ୍ଧରେ ୦-୨ରେ ପଛୁଆ ରହିଥିଲେ ମଧ୍ୟ ଦ୍ୱିତୀୟାର୍ଦ୍ଧରେ ୩ଟି ଗୋଲ ଦେବା ସହ ଚତୁର୍ଥ ମ୍ୟାଚ୍‌ରୁ ଦ୍ୱିତୀୟ ବିଜୟ…

ସ୍ବାସ୍ଥ୍ୟ ଚିକିତ୍ସାରେ ରେଡିଓଲୋଜି

ଅନ୍ତର୍ଜାତୀୟ ରେଡିଓଲୋଜି ଦିବସ ହେଉଛି ଏକ ବାର୍ଷିକ କାର୍ଯ୍ୟକ୍ରମ, ଯାହା ଆଧୁନିକ ସ୍ବାସ୍ଥ୍ୟସେବାରେ ମେଡିକାଲ ଇମେଜିଙ୍ଗର ଭୂମିକାକୁ ପ୍ରୋତ୍ସାହିତ କରିଥାଏ। ଏହି ଦିବସ ପ୍ରତିବର୍ଷ ନଭେମ୍ବର ୮ରେ ପାଳନ କରାଯାଇଥାଏ ଏବଂ ଏକ୍ସ-ରେ ଆବିଷ୍କାର ବାର୍ଷିକୀ ସହିତ ପାଳନ କରାଯାଇଥାଏ। ୟୁରୋପୀୟ…

୯୦ କେଜିର କୁମ୍ଭୀରକୁ ରାନ୍ଧି ଖାଇଲେ

ବେଜିଂ: ଚାଇନାରେ ଲୋକଙ୍କ ଖାଦ୍ୟପେୟରେ କିଛି ଅସୁବିଧା ହୋଇ ନ ଥାଏ। କାରଣ ସେମାନେ ନ୍ୟୁଟ୍ରିଶନ ନାମରେ କୌଣସି ପ୍ରାଣୀଙ୍କୁ ବି ଖାଇଖାନ୍ତି। ଅନେକ ସମୟରେ ତ କୀଟକୁ କଞ୍ଚା ଖାଉଥିବା ଦେଖିବାକୁ ମିଳିଛି। ତେବେ ଏପରି ଜଣେ ଯୁବତୀ, ଯିଏ…

୨୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୮।୧୧(ଅସମାପିକା ସାହୁ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ୨୦ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସୁଥିବା ନେଇ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ମନ୍ତବ୍ୟରୁ ସଙ୍କେତ ମିଳିଛି। କୋଳିଆପାଣିଠାରେ ଏକଲବ୍ୟ ମଡେଲ ରେସିଡେନ୍ସିଆଲ ସ୍କୁଲକୁ ରାଷ୍ଟ୍ରପତି ୨୦…

ପିଲାବେଳେ ପିଉଥିଲେ ୪୦ ସିଗାରେଟ

ଜାକର୍ତ୍ତା: ସିଗାରେଟ ପିଇବା ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ। ବର୍ତ୍ତମାନ ସମୟରେ ଯୁବକଙ୍କଠାରୁ ଆରମ୍ଭ କରି ବୃଦ୍ଧଙ୍କ ହାତରେ ସିଗାରେଟ ଦେଖିବାକୁ ମିଳୁଛି। ହେଲେ କେବେ ଛୁଆଙ୍କ ହାତରେ ସିଗାରେଟ ଥିବା ଦେଖିଛନ୍ତି? ନିକଟରେ ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି।…

୨ ସପ୍ତାହରେ ଚର୍ବି କମାଇଥିଲେ ସାରା

ମୁମ୍ବାଇ: ସାରା ଅଲ୍ଲି ଖାନ୍‌ ହେଉଛନ୍ତି ବଲିଉଡ୍‌ର ଜଣେ ଫିଟ୍‌ ଏବଂ ଗ୍ଲାମରସ୍‌ ଅଭିନେତ୍ରୀ। ସେ ନିଜକୁ ଫିଟ୍‌ ରଖିବାକୁ ବହୁ ପରିଶ୍ରମ କରିଥାନ୍ତି। ତେବେ ସେ ନିକଟରେ କହିଛନ୍ତି, ମଝିରେ ଥରେ ସେ ଛୁଟିରେ ଯିବା କାରଣକୁ ତାଙ୍କ ପେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?