ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ
ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ ଠାରୁ ଆରମ୍ଭ କରି ନିର୍ବାଚିତ ଜନପ୍ରତିନିଧି ଏବଂ ପ୍ରଶାସନ। କିନ୍ତୁ ନାରା ନାରାରେ…
ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ
ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା ଫଳରେ ପରିବାର ଲୋକେ ଆମ୍ବୁଲାନ୍ସ କୁ ଫୋନ କରିଥିଲେ। ଯଥା ଶୀଘ୍ର ଆମ୍ବୁଲାନ୍ସ…
ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ ଏକ ସାକ୍ଷାତକାରରେ ନିଜ ବିଷୟରେ ଏକ ରୋଚକ କଥା କହିଛନ୍ତି। ପ୍ରୀତି କୁହନ୍ତି,…
୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି ହୋଇଥାଏ, ଯାହାର ପ୍ରଭାବ ରାଶିଚକ୍ର ଉପରେ ପଡ଼ିଥାଏ ବୋଲି ଜ୍ୟୋତିଷୀୟ ମାନ୍ୟତା ରହିଛି।…
ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ
ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ସୂର୍ଯ୍ୟନାରାୟଣପୁର ଗ୍ରାମର ଇ. ସୀମାଦ୍ରୀ ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ସୀମାଦ୍ରୀ ବିଲରେ…
ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ
ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ ସାନ ଭାଇ ଲୁହା ପାଇପରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ…
ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର
ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ପାଇଁ ଏକ ଖୁସି ଖବର ରହିଛି: ଆଗାମୀ…
ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ
ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ ସ୍ୱରୂପ ୧୪ ପ୍ରଜାତିର ମୋଟ ୫୮ଟି ବିଦେଶୀ ପ୍ରାଣୀ ଓ ପକ୍ଷୀ ପ୍ରଦାନ…
ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି
ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ଦିବ୍ୟାଂଶୀ ଏତେ ମାତ୍ରାରେ ଦୁଃଖିତ ଓ ବ୍ୟାକୁଳ ଦେଖାଯାଉଛନ୍ତି…
ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍ଟ୍ୟାଗ୍
ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍ ଭଳି ଫାସ୍ଟାଗ୍ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍ଟ୍ୟାଗ୍ ମାଧ୍ୟମରେ ସେମାନଙ୍କର ଫାସ୍ଟାଗ୍ ବ୍ୟାଙ୍କ କିମ୍ବା ସେବା ପ୍ରଦାନକାରୀ ସଂସ୍ଥା ବଦଳାଇ ପାରିବେ। ପୋର୍ଟିଂ ପାଇଁ ବିଦ୍ୟମାନ ଫାସ୍ଟାଗ୍କୁ ପ୍ରତ୍ୟାହାର…
ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’
ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି ା ଏଥିରେ ଅତ୍ୟନ୍ତ ଆକର୍ଷଣୀୟ ଓ ମନୋରମ ପ୍ଲାଟିନମ ଗହଣାର ପ୍ରଦର୍ଶନ କରାଯାଉଛି।…
ପେମେଣ୍ଟ ଲିଙ୍କ୍ ସହ ସ୍ଥାନୀୟ ମୁଦ୍ରାରେ କାରବାର କର
ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ ଗୋୟଲ ଶୁକ୍ରବାର ଆହ୍ବାନ ଦେଇଛନ୍ତି। ଭାରତ ନିଜର ତତ୍କାଳୀନ ପେମେଣ୍ଟ ସିଷ୍ଟମ, ୟୁନିଫାଏଡ୍…

