Home Left

ହୋଣ୍ଡାର ଅଲ୍‌ ନ୍ୟୁ ଡିଓ ୧୨୫ଉନ୍ମୋଚିତ

ଭୁବନେଶ୍ୱର,୩୧।୭ (ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅଲ୍‌ ନ୍ୟୁ ଡିଓ ୧୨୫କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏହି ଅବସରରେ ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ, ସଭାପତି…

ରିଟେଲ୍‌ ଋଣ ବୁକ୍‌ରେ ୮୭% ଅଭିବୃଦ୍ଧି

ଭୁବନେଶ୍ୱର,୩୧।୭: ବନ୍ଧନ ବ୍ୟାଙ୍କ ପକ୍ଷରୁ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ବିଶେଷ କରି ପରିଚାଳନା ପରିବେଶ ଅନୁକୂଳ ହୋଇ ରହିଥିବାରୁ ବ୍ୟାଙ୍କର ସୁଦୃଢ଼ ବ୍ୟବସାୟ ଅଭିବୃଦ୍ଧି ଜାରି ରହିଛି। ଏପରିକି ବ୍ୟାଙ୍କର ରିଟେଲ୍‌ ଋଣ ବୁକ୍‌ରେ…

ୟୁବିଆଇ ସହ ଆଇବିଏମ୍‌ର ସହଭାଗିତା

ଭୁବନେଶ୍ୱର,୩୧।୭: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ) ଏବଂ ଆଇବିଏମ୍‌ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷ କରି ଡିଜିଟାଲ ବ୍ୟାଙ୍କିଙ୍ଗ ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ ଜରିଆରେ କାରବାର ବୃଦ୍ଧି ଓ ଗ୍ରାହକଙ୍କ…

ୱକ୍‌ହାର୍ଟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୩୧।୭: ଅନ୍ତଃରାଷ୍ଟ୍ରୀୟ ଫାର୍ମାସ୍ୟୁଟିକାଲ ଏବଂ ବାୟୋଟେକ୍ନୋଲୋଜି କମ୍ପାନୀ ୱକ୍‌ହାର୍ଟ ପକ୍ଷରୁ ଗତ ଆର୍ଥିକ ବର୍ଷର ଶେଷ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ଏପରିକି ଗତ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକରେ କମ୍ପାନୀ ମଜଭୁତ ପରିଚାଳନାଗତ ପ୍ରଦର୍ଶନ କରିବା ସହିତ ରାଜସ୍ବ ସଂଗ୍ରହରେ…

ଭୁଶୁଡି ପଡ଼ିଲା ବ୍ୟାଙ୍କ ଛାତ

ସମ୍ବଲପୁର,୩୦ା୭( ଶୁଭାଶିଷ ପାଢ଼ୀ): ସମ୍ବଲପୁର କୁଞ୍ଜେଲପଡ଼ାରେ ବହୁବର୍ଷ ଧରି ଚାଲିଥିବା ସମ୍ବଲପୁର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କର ସିଟି ଶାଖା କୋଠା ଛାତ ରବିବାର ଭୁଶୁଡ଼ି ପଡିଛି। କିଛି ଦିନ ପୂର୍ବରୁ ପାଣି ଝରୁଥିବା ଯୋଗୁଁ ବ୍ୟାଙ୍କ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା।…

ମାଟିତଳୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ସନ୍ଦେହ

ହିଞ୍ଜିଳିକାଟୁ,୩୦ା୭(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା କୁକୁଡାଖଣ୍ଡି ତହସିଲ ଅଧୀନ ବୋରିଗାଁ ପଞ୍ଚାୟତର ମହୁଲପଲ୍ଲୀରେ ମାଟିତଳୁ ଜଣେ ଯୁବତୀଙ୍କ ଅର୍ଦ୍ଧ ଉଲଗ୍ନ ମୃତଦେହକୁ ପୋଲିସ ରବିବାର ଜବତ କରିଛି। ଯୁବତୀଙ୍କ ପରିଚୟ ମିଳି ନ ଥିବା ବେଳେ ବୟସ…

ଉମେଶ ପାଲ୍‌ ହତ୍ୟା ମାମଲା: ଆତିକ୍‌ ଅହମଦଙ୍କ ଓକିଲ ଗିରଫ

ପ୍ରୟାଗରାଜ,୩୦ା୭: ଉମେଶ ପାଲ୍‌ ହତ୍ୟା ମାମଲାରେ ପୋଲିସ ଗ୍ୟାଙ୍ଗଷ୍ଟର ତଥା ରାଜନେତା ଆତିକ୍‌ ଅହମଦଙ୍କ ଓକିଲ ବିଜୟ ମିଶ୍ରାଙ୍କୁ ରବିବାର ଗିରଫ କରିଛି। ତାଙ୍କ ବିରୋଧରେ ଏକାଧିକ ମାମଲା ବିଚାରାଧୀନ ରହିଛି। ଲକ୍ଷ୍ନୌର ଏକ ହୋଟେଲ ବାହାରୁ ମିଶ୍ରାଙ୍କୁ ଗିରଫ କରାଯାଇଥିବା…

ଜୀବନ ହାରିଲେ ଯବାନ

ବୁଗୁଡ଼ା,୩୦ା୭(କାଳି ଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ଦଶୀପୁର ଗ୍ରାମରେ ଜନୈକ ଜବାନଙ୍କ ଝୁଲନ୍ତା ମୃତଦେହକୁ ରବିବାର ବାଲିପଦର ପୋଲିସ ଜବତ କରିଛି। ସେ ହେଲେ ଉମା ଚରଣ ସ୍ବାଇଁ (୩୦)। ସେନା ବାହିନୀରେ ଚାକିରି…

ପାକିସ୍ତାନରେ ବିସ୍ଫୋରଣ: ମୃତ୍ୟୁ ସଖ୍ୟା ୩୯କୁ ବୃଦ୍ଧି

ପେଶାଓ୍ବର,୩୦ା୭: ଆଫଗାନିସ୍ତାନ ସୀମାକୁ ଲାଗିଥିବା ପାକିସ୍ତାନର ଖାଇବର ପଖତୁନ୍‌ଖ୍ବା ପ୍ରଦେଶ ଅଧୀନ ଏକ ଆଦିବାସୀ ଜିଲାରେ ରବିବାର ଆତ୍ମଘାତୀ ବିସ୍ଫୋରଣ ଘଟି ମୃତ୍ୟୁ ସଖ୍ୟା ୩୯କୁ ବୃଦ୍ଧି ଘଟିଛି। ୧୨୩ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୧୭ ଜଣଙ୍କ…

ଦିବ୍ୟାଙ୍ଗ ଝିଅକୁ ଅସଦାଚରଣ: ଅଭିଯୁକ୍ତଙ୍କୁ ପିଟି ପିଟି ମାରିଦେଲେ ଦୁଇ ଭାଇ

ରାଇକିଆ,୩୦ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମାଣିକେଶ୍ୱର ପଞ୍ଚାୟତ ସିକବାଡି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଦିବ୍ୟାଙ୍ଗ ଝିଅକୁ ଅସଦାଚରଣ କରିଥିବା ଜଣେ ଅଣଓଡ଼ିଆ ଯୁବକଙ୍କୁ ବାପା ଓ ଦାଦା ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଝାଡ଼ଖଣ୍ଡ…

ଭାରତକୁ ମିଳିଲା ଚତୁର୍ଥ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୩୦ା୭:ଚାଇନାର ଚେଙ୍ଗ୍‌ଡୁଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ଅମନ ସଇନି ଓ ପ୍ରଗତିଙ୍କୁ ନେଇ ଭାରତର ମିକ୍ସଡ କମ୍ପାଉଣ୍ଡ ତୀରନ୍ଦାଜୀ ଦଳ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେମାନେ ଫାଇନାଲରେ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୧୫୬-୧୫୬ରେ ହରାଇ ଦେଇଛନ୍ତି। ଭାରତ ବର୍ତ୍ତମାନ ପଦକ…

କାଉଡ଼ିଆଙ୍କୁ ନେଇ ଯାଉଥିବା ଗାଡ଼ି ଓଲଟିଲା

ଆନନ୍ଦପୁର,୩୦ା୭(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁର ୨୦ ନମ୍ବର ଜାତୀୟ ରାଜପଥର ଶୈଲଙ୍ଗ- ଗୋହିରା ମଧ୍ୟରେ କାଉଡ଼ିଆଙ୍କୁ ନେଇ ଯାଉଥିବା ଏକ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣ ଆହତ ହୋଇଛନ୍ତି। କାଉଡ଼ିଆମାନେ କେନ୍ଦ୍ରାପଡ଼ା ରାଜକନିକାରୁ ଯୋଡ଼ା ବ୍ଲକ୍‌ ମୁର୍ଗାମହାଦେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri