Home Left

ଏହି ମନ୍ଦିରରେ ଜଳ ଅର୍ପଣ କଲେ ଋଣରୁ ମିଳିଥାଏ ମୁକ୍ତି

ଏମିତି ଏକ ଶିବଲିଙ୍ଗ ରହିଛି, ଯେଉଁଠି ଜଳାଭିଷେକ କଲେ କରଜରୁ ମୁକ୍ତି ମିଳିଥାଏ ବୋଲି ବିଶ୍ୱାସ ରହିଛି। ଯାହାକି କୃଷ୍ଣ ମୁକ୍ତେଶ୍ୱର ମହାଦେବ ଭାବରେ ଜଣାଶୁଣା। ଏହି ମନ୍ଦିର ରାଜସ୍ଥାନର ନାଗୋରରେ ରହିଛି। ଏହି ମନ୍ଦିରର ପ୍ରତିଷ୍ଠା ବିଷୟରେ କହିବାକୁ ଗଲେ…

ଦୀର୍ଘ ୬ ମାସ ହେଲା ଅନ୍ଧାରରେ ନୂଆସାହି ବାସିନ୍ଦା

ପୋଲସରା,୩୦ା୭(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଢୁଙ୍କାପଡ଼ା ଗ୍ରାମର ନୂଆସାହି ବାସିନ୍ଦା ଦୀର୍ଘ ୬ ମାସ ହେବ ଅନ୍ଧାରରେ ଚଳପ୍ରଚଳ କରୁଛନ୍ତି। ଉକ୍ତ ସାହିରେ ଷ୍ଟ୍ରିଟ୍‌ ଲାଇଟ୍‌ ଦୀର୍ଘ ୬ ମାସ ହେବ ବନ୍ଦ ହୋଇପଡ଼ିଛି। ଯାହା ଫଳରେ…

ଏକ ପରିବାରକୁ ନେଇ ଗୋଟିଏ ଗାଁ, ଘରର ମୁଖିଆଙ୍କ ନାଁରେ ଗାଁ ପରିଚିତ

ସାଧାରଣତଃ ୫ରୁ ୧୦ ପରିବାର ଗାଁର ଗୋଟିଏ ସାହିରେ ରୁହନ୍ତି। କିନ୍ତୁ ମଧ୍ୟପ୍ରଦେଶରେ ୯୦ ଜଣ ଲୋକ ଏକ ଗାଁ ତିଆରି କରିଛନ୍ତି। ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ଗାଁରେ ରହୁଥିବା ସମସ୍ତ ୯୦ ଜଣ ଗୋଟିଏ ପରିବାରର ଅଟନ୍ତି। ଗାଁର…

ସ୍ମାର୍ଟ ଜିମ୍‌ ଗ୍ୟାଜେଟ୍ସ

ଆଜିକାଲି ନିଜକୁ ଫିଟ୍‌ ରଖିବା ଲାଗି ଅନେକେ ଜିମ୍‌ ଯିବା ସହ ଘରେ ବି ବିଭିନ୍ନ ଜିମ୍‌ ଗ୍ୟାଜେଟ୍‌ ବ୍ୟବହାର କରୁଛନ୍ତି। ତେବେ ଏକ୍ସରସାଇଜ୍‌ ମନିଟରିଂ କରିବା ସହ ଏଣ୍ଟରଟେନ୍‌ମେଣ୍ଟ ପାଇଁ ମ୍ୟୁଜିକ୍‌ ସୁବିଧା ଯୋଗାଇ ଦେଉଥିବା ସ୍ମାର୍ଟ ଜିମ୍‌ ଗ୍ୟାଜେଟ୍‌ର…

ଟକ୍ସିକ୍‌ ରିଲେଶନ୍‌ଶିପ୍‌

ପ୍ରେମ ଏକ ନିଃସ୍ବାର୍ଥପର ଶାଶ୍ୱତ ସମ୍ପର୍କ, ଯାହା ଦୁଇଜଣଙ୍କୁ ଏକ ସୂତ୍ରରେ ବାନ୍ଧିରଖେ ଓ ଆନନ୍ଦ ଦିଏ। ହେଲେ ଆଜିର କେତେକ ଯୁବତୀ ଯୁବକଙ୍କ ପାଇଁ ଯେମିତି ଏହାର ପରିଭାଷା ବଦଳିଯାଇଛି। ସ୍ବାର୍ଥହାସଲ ପାଇଁ ସେମାନେ ନିଜେ ଗଢ଼ୁଛନ୍ତି ସମ୍ପର୍କ। ଆଉ…

ରାଷ୍ଟ୍ରପତି ଭବନ

ଆମ ଦେଶର ରାଷ୍ଟ୍ରପତିଙ୍କ ଅଫିସିଆଲ ବାସସ୍ଥଳୀ ହେଉଛି ରାଷ୍ଟ୍ରପତି ଭବନ। ଏହା ହେଉଛି ପୃଥିବୀର ଦ୍ୱିତୀୟ ବୃହତ୍ତମ ବାସସ୍ଥଳି ବା ରେସିଡେନ୍ସ। ଯେଉଁଠାରେ ରହିଛି ଗାର୍ଡେନ, ମ୍ୟୁଜିୟମ୍‌, ସେରେମୋନିଆଲ୍‌ ହଲ୍‌ ଏବଂ ବଡିଗାର୍ଡ ଓ ଷ୍ଟାଫ୍‌ମାନଙ୍କ ପାଇଁ କ୍ୱାଟର୍ସ। ଜାଣିବା ଏହା…

୬ବର୍ଷ ହେଲା ହାତୀ ଗଣନା ହୋଇନି, ମଲେଣି ୫୨୬

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ରାଜ୍ୟରେ ମଣିଷ ଏବଂ ବନ୍ୟପ୍ରାଣୀ ବିବାଦ ବଢ଼ୁଛି। ବିଶେଷ କରି ହାତୀ ଏବଂ ମଣିଷ ଅଧିକାଂଶ ସମୟ ମୁହଁାମୁହିଁ ହେଉଥିବା ଦେଖାଦେଉଛି। କେଉଁଠି ହାତୀ ମଣିଷକୁ ମାରୁଛି ତ ଆଉ କେଉଁଠି ଶିକାରୀ ହାତୀକୁ ମାରୁଛି। ଏଥିସହ ବିଭିନ୍ନ…

ନବ ଦାସ ହତ୍ୟା ମାମଲାରେ ଭାଜପା ହୀନ ରାଜନୀତି କରୁଛି: ବିଜେଡି

ଭୁବନେଶ୍ୱର,୩୦।୭ (ଅନିଲ ଦାସ): ଓଡ଼ିଶା ଭାଜପା ନେତାଙ୍କ ପାଖରେ କୌଣସି ପ୍ରସଙ୍ଗ ନାହିଁ। ସେମାନେ ପ୍ରତି ୧୫ ଦିନରେ ଏହି ସମ୍ବେଦନଶୀଳ ବିଷୟ ଉପରେ ଦୁର୍ଭାଗ୍ୟପୂର୍ଣ୍ଣ ମନ୍ତବ୍ୟ ଦେଉଛନ୍ତି ବୋଲି ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଛନ୍ତି ା ଶଙ୍ଖ ଭବନଠାରେ…

ଭାଜପା ଛାଡ଼ିଲେ ଚାଷୀ ନେତା

କାଏମା,୩୦।୭(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅରାବଳ ଅଞ୍ଚଳର ଜଣାଶୁଣା ଚାଷୀ ନେତା ତଥା ବରିଷ୍ଠ ଭାଜପା ନେତା ଅଧର ଜେନା ଶନିବାର ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ଜେନା ଆରାବଳ ଲକ୍ଷ୍ମୀ ନାରାୟଣ ମନ୍ଦିର…

କେ.ଜି. ପିଛା ୫୦ ଗ୍ରାମ୍‌

କାମାକ୍ଷାନଗର,୩୦ା୭(ସୁଧୀର ପରିଡ଼ା)ଗରିବଙ୍କୁ ମିଳୁଥିବା ଚାଉଳ ବିକ୍ରି ଟଙ୍କାରେ ହେବ ଗଁାର ବିକାଶ। ଏଥିଲାଗି ବାଧ୍ୟତାମୂଳକ ଭାବେ କିଲୋଗ୍ରାମ୍‌ ପିଛା କଟାଯାଉଛି ୫୦ ଗ୍ରାମ୍‌ ଚାଉଳ। ଢେଙ୍କାନାଳ ଜିଲା ଭୁବନ ବ୍ଲକ ଜିରାଳ ଗ୍ରାମରୁ ଆସିଛି ଏଭଳି ଅଭିଯୋଗ। ଗ୍ରାମାଞ୍ଚଳରେ ଖାଦ୍ୟ ସୁରକ୍ଷା…

ବାସ୍ତୁ ଅନୁଯାୟୀ ଝରଣା ପେଣ୍ଟିଂ, ଘରେ ଲଗାଇଲେ ମିଳିବ ଶୁଭଫଳ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଝରଣାର ପେଣ୍ଟିଂ ହେଉ ଅବା ଫଟୋକୁ ଘରେ ଲଗାଇବା ଦ୍ୱାରା ଅନେକ ଶୁଭଫଳ ମିଳିଥାଏ। କିନ୍ତୁ ଏହାକୁ ନେଇ କିଛିଟା ନିୟମ ରହିଛି; ଯାହାକୁ ମାନିବା ଓ ନ ମାନିବା ଦ୍ୱାରା କ’ଣ ପ୍ରଭାବ ରହିବ ଜାଣନ୍ତୁ ସେ…

ବିଜେଡି ସରକାର ସବୁଜ ପତ୍ରିକାଧାରୀଙ୍କୁ ପ୍ରତାରଣା କରିଛନ୍ତି : ଭାଜପା

ଭୁବନେଶ୍ୱର,୩୦।୭ (ଅନିଲ ଦାସ): ଦେଶରେ ଦ୍ରୁତ ଜନସଂଖ୍ୟା ବୃଦ୍ଧିକୁ ରୋକିବା ପାଇଁ ଦେଶବାସୀଙ୍କ ସହଯୋଗରେ ୧୯୮୩ରେ ‘ଆମେ ଦୁଇ, ଆମର ଦୁଇ’ର ନାରା ଦେଇ ତତ୍କାଳୀନ ସରକାର ସବୁଜ ପତ୍ରିକା ଆରମ୍ଭ କରିଥିଲେ । ବିଭିନ୍ନ ସାମାଜିକ ପ୍ରତିବନ୍ଧକ ଓ ପରିବାର ଲୋକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri