ନିରାମୟ ଯୋଜନାରେ ମିଳୁନି ଔଷଧ
କେନ୍ଦ୍ରାପଡ଼ା,୨୯ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ଉପରେ ରାଜନଗର, ଆଳି, ରାଜକନିକା ବ୍ଲକର ରୋଗୀମାନେ ନିର୍ଭର କରୁଛନ୍ତି। ବିଭିନ୍ନ ଯୋଜନାରେ ସରକାର ଏବେ ଅନେକ ସୁବିଧା ମାଗଣା କରିଦେଇଥିବାରୁ ଡାକ୍ତରଖାନାରେ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ସରକାର କହୁଛନ୍ତି,…
ଇଣ୍ଡିଗୋ ଦେବ ୩୦ଲକ୍ଷର ଜରିମାନା
ଭୁବନେଶ୍ୱର,୨୯।୭: ବିଗତ କିଛି ମାସ ହେବ ଘରୋଇ ବିମାନ ସେବା ପ୍ରଦାନକାରୀ ସଂସ୍ଥା ଇଣ୍ଡିଗୋ ଏୟାରଲାଇନ୍ସ ଉପରେ ଭିନ୍ନ ଭିନ୍ନ ଅଭିଯୋଗ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ନିକଟକୁ ଆସିଥିଲା। ଏପରିକି ଡିଜିସିଏ ବିଭିନ୍ନ ଘଟଣାର ତଦନ୍ତ କରିବା ସହ…
ମିଳୁନି ପାଣି, ମଣିଷକୁ କୁମ୍ଭୀର ନେଉଛି ଟାଣି
କେନ୍ଦ୍ରାପଡ଼ା, ୨୯ା୭ (ଜଗନ୍ନାଥ ଧଳ): ଜାତୀୟଉଦ୍ୟାନ ଭିତରକନିକାର କୁମ୍ଭୀର ସଂଖ୍ୟା ବୃଦ୍ଧି କେନ୍ଦ୍ରାପଡ଼ା ଜିଲା ପାଇଁ ଆତଙ୍କ ହୋଇଛି। ୨ ମାସରେ କେବଳ ବ୍ରାହ୍ମଣୀ ନଦୀ ଓ ନାଳ ସଂଲଗ୍ନ ଅଞ୍ଚଳରୁ ୪ ଜଣଙ୍କ ଜୀବନ ଅକାଳରେ ନଷ୍ଟ ହୋଇଛି। ଉପାନ୍ତ…
ଜୁଲାଇ ୩୦ ବୈଠକରେ ଅଧ୍ୟକ୍ଷତା କରିବେ ବ୍ରିଜଭୂଷଣ
ନୂଆଦିଲ୍ଲୀ, ୨୯ା୭ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ନିର୍ବାଚନ ପୂର୍ବରୁ ଜୁଲାଇ ୩୦ରେ ବସିବାକୁ ଥିବା ଏକ ବୈଠକରେ ବିଦାୟୀ ସଭାପତି ବ୍ରିଜଭୂଷଣ ଶରଣ ସିଂ ଅଧ୍ୟକ୍ଷତା କରିବେ। ନୂଆ କର୍ମକର୍ତ୍ତାଙ୍କ ଲାଗି ହେବାକୁଥିବା ନିର୍ବାଚନ ପାଇଁ ସେ ତାଙ୍କ ପ୍ରାର୍ଥୀ…
ଥମିଯାଇଛି ସ୍ଥାନୀୟ ନିଯୁକ୍ତି, ଦୁର୍ନୀତି ପ୍ରସଙ୍ଗ
ଯାଜପୁର,୨୯ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ରାଜନୀତିରେ ବିରୋଧୀଙ୍କ ଭୂମିକା ଅତି ନଗଣ୍ୟ। ତୃଣମୂଳସ୍ତରରେ ବିରୋଧୀଙ୍କ ସଂଗଠନ ଅତି ଦୁର୍ବଳ ରହିଥିବାବେଳେ ସବୁଠି ପ୍ରାୟ ଫାଳ ଫାଳ। ଶାସକ ବିଜେଡିର ସଂଗଠନ ଆଗରେ ବିରୋଧୀ ସମ୍ପୂର୍ଣ୍ଣ ଭାବେ ହାତ ଟେକିଦେଇଥିବା ମନେହେଉଛି। ସାଧାରଣ…
ଗୋଚର ଜମିରେ ବେଆଇନ ନିର୍ମାଣ
ଯାଜପୁର,୨୯ା୭(ହର୍ଷବର୍ଦ୍ଧନ ବେହେରା): ସରକାରୀ ଜମି ଥିବା ସତ୍ତ୍ୱେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ (ଆର୍ଡବ୍ଲ୍ୟୁଏସ୍ଏସ୍) ବିଭାଗ ପକ୍ଷରୁ ଗୋଚର ଜମିରେ ଗଛ କାଟି ବେଆଇନ ଭାବେ ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏଭଳି ଏକ ସଙ୍ଗିନ ଅଭିଯୋଗ ଆଣିଛନ୍ତି ଯାଜପୁର…
୩୫ ବର୍ଷ ପରେ ମାଆଙ୍କୁ ପାଇଲେ ପୁଅ
ପଟିଆଲା,୨୯ା୭: ଦୀର୍ଘ ୩୫ ବର୍ଷ ପରେ ଜଣେ ମହିଳାଙ୍କୁ ତାଙ୍କ ପୁଅ ଖୋଜି ପାଇଛନ୍ତି। ଜଗଜିତ୍ ସିଂ ବନ୍ୟା ଉଦ୍ଧାର କାର୍ଯ୍ୟରେ ସ୍ବେଚ୍ଛାସେବୀ ଭାବେ ନିୟୋଜିତ ଥିବାବେଳେ ନିଜ ମାଆଙ୍କୁ ପାଇ ଖୁସିରେ ଆତ୍ମହରା ହୋଇପଡ଼ିଥିଲେ। ଜୁଲାଇ ୨୦ରେ ପଞ୍ଜାବର ପଟିଆଲା ଗ୍ରାମରେ…
ଇଂଲଣ୍ଡ, ଚାଇନା ବିଜୟୀ: ଆର୍ଜେଣ୍ଟିନା-ଦକ୍ଷିଣ ଆଫ୍ରିକା ମ୍ୟାଚ ଡ୍ର
ସିଡ୍ନୀ/ଡୁନେଡିନ୍/ ଆଡିଲେଡ୍, ୨୯ା୭: ଚଳିତ ଫିଫା ମହିଳା ଫୁଟବଲ ବିଶ୍ୱକପ୍ରେ ଶୁକ୍ରବାର ଇଂଲଣ୍ଡ ଓ ଚାଇନା ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଥିବା ବେଳେ ଆର୍ଜେଣ୍ଟିନା ଓ ଦକ୍ଷିଣ ଆଫ୍ରିକା ମଧ୍ୟାରେ ଅନୁଷ୍ଠିତ ମ୍ୟାଚ ଡ୍ର’ ଭାବେ ଶେଷ ହୋଇଛି। ସିଡ୍ନୀଠାରେ…
ଅଭିଷେକ ବାନାର୍ଜୀଙ୍କ ନାଁରେ ଲୁକ୍ଆଉଟ୍ ସର୍କୁଲାର ପ୍ରତ୍ୟାହାର ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗ କୋଇଲା ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ଟିଏମ୍ସି ନେତା ଅଭିଷେକ ବାନାର୍ଜୀ ଏବଂ ତାଙ୍କ ସ୍ତ୍ରୀ ରୁଜିରାଙ୍କ ନାଁରେ ଇସ୍ୟୁ ହୋଇଥିବା ଲୁକ୍ ଆଉଟ୍ ସର୍କୁଲାର (ଏଲ୍ଓସି) ପ୍ରତ୍ୟାହାର ଲାଗି ସୁପ୍ରିମକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ବିଦେଶ…
ଆଣବିକ ଖଣିଜ ଉତ୍ତୋଳନ ପାଇଁ ଘରୋଇ ସଂସ୍ଥାକୁ ମିଳିବ ଅନୁମତି
ନୂଆଦିଲ୍ଲୀ,୨୯ା୭: ଲିଥିୟମ ସମେତ ୬ ଆଣବିକ ଖଣିଜ ଉତ୍ତୋଳନ ଲାଗି ଘରୋଇ ସଂସ୍ଥାକୁ ଅନୁମତି ମିଳିବ। ଏଥିପାଇଁ ଶୁକ୍ରବାର ଲୋକ ସଭାରେ ଖଣି ଓ ଖଣିଜ(ବିକାଶ ଓ ନିୟନ୍ତ୍ରଣ) ସଂଶୋଧନ ବିଲ୍, ୨୦୨୩ ଧ୍ୱନି ମତରେ ପାରିତ ହୋଇଛି। ପ୍ରଚଳିତ ଆଇନ ଅନୁଯାୟୀ…
୨ ପ୍ରଯୋଜକ ଗୋଷ୍ଠୀ ମୁହଁାମୁହିଁ, ଯୁକ୍ତିତର୍କରୁ ହାତାହାତି
ଭୁବନେଶ୍ୱର,୨୯।୭(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ସିନେ ପ୍ରଯୋଜକଙ୍କୁ ନେଇ ଗଠିତ ଉତ୍କଳ ସିନେ ଚାମ୍ବର୍ସ ଅଫ୍ କମର୍ସ(ୟୁସିସି)ରେ ଏବେ ଗୋଷ୍ଠୀକନ୍ଦଳ ଚରମ ସୀମାରେ ପହଞ୍ଚତ୍ଛି। ୟୁସିସି ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ଫିଲ୍ମ ପ୍ରଡ୍ୟୁସର ଆସୋସିଏଶନ (ଓଏଫ୍ପିଏ)ରେ ଆର୍ଥିକ ଅନିୟମିତତାକୁ ନେଇ କୋର୍ଟ…
ସ୍ମିଥ୍ଙ୍କ ଅର୍ଦ୍ଧଶତକ ସମ୍ମାନ ରଖିଲା
ଲଣ୍ଡନ, ୨୯।୭: ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ୫ମ ତଥା ଅନ୍ତିମ ଆଶେସ କ୍ରିକେଟ ଟେଷ୍ଟରେ ଷ୍ଟିଭେନ୍ ସ୍ମିଥଙ୍କ ଅର୍ଦ୍ଧଶତକ ଅଷ୍ଟ୍ରେଲିଆର ସମ୍ମାନ ରଖିଛି। ପ୍ରଥମ ଇନିଂସରେ ଇଂଲଣ୍ଡ ୨୮୩ ରନ କରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ଦିବସରେ ରିପୋର୍ଟ ପ୍ରସ୍ତୁତ ବେଳକୁ ଅଷ୍ଟ୍ରେଲିଆ…
Archives


