Home Left

ଫିଲିପାଇନ୍ସରେ ବୋଟ୍‌ ଦୁର୍ଘଟଣା: ୨୭ ମୃତ

ମାନିଲା,୨୯ା୭: ଫିଲିପାଇନ୍ସର ଏକ ହ୍ରଦରେ ବୋଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ବୁଡ଼ିଯିବାରୁ ୨୭ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବୋଟ୍‌ରେ ସାମର୍ଥ୍ୟଠାରୁ ଅଧିକ ଯାତ୍ରୀ ଥିବା ଜାଣି ମଧ୍ୟ ଏହାକୁ ଚଳାଇବା ପାଇଁ କ୍ୟାପ୍‌ଟେନ୍‌ ନିଷ୍ପତ୍ତି ନେଇଥିଲେ ବୋଲି ତଟସୁରକ୍ଷା ମୁଖ୍ୟ କହିଛନ୍ତି। ଏମ୍‌/ବି ଆୟା…

ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ୪୫୦ ଛୁଇଁଲା

ଭୁବନେଶ୍ୱର, ୨୯।୭ (ବନ୍ଦନା ସେଠୀ): ଦିନକୁ ଦିନ ରାଜଧାନୀ ଭୁବନେଶ୍ବର ଡେଙ୍ଗୁ ହଟ୍‌ସ୍ପଟ୍‌ ପାଲଟୁଛି। ୨୬ ତାରିଖ ସୁଦ୍ଧା ସହରରୁ ୩୫୧ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ୪୮ ଘଣ୍ଟାରେ ଏହା ୪୫୦ ଛୁଇଁଛି। ଦୈନିକ ହାରାହାରି ୫୦ ରୋଗୀ ଚିହ୍ନଟ…

ରାସ୍ତାରେ ଧାନତଳି ରୋଇଲେ ଗ୍ରାମବାସୀ

ଉଦଳା,୨୯ା୭(ସନ୍ତୋଷ କୁମାର ବାଚ୍ଛିନୀ): ଗଁାକୁ ନାହିଁ ଭଲ ରାସ୍ତା। ଆଣ୍ଠୁଏ ଲେଖାଏ ଖାଲ। କାଦୁଅ ପଚପଚ ରାସ୍ତାରେ ବର୍ଷାଦିନେ ଯାଇଆସି ହେଉନାହିଁ। ବାରମ୍ବାର ଦାବି ସତ୍ତ୍ୱେ ମଧ୍ୟ ପ୍ରଶାସନ ପ୍ରତିକାର ବ୍ୟବସ୍ଥା କରୁନାହିଁ। ଏଥିରେ ଅତିଷ୍ଠ ହୋଇ ମୟୂରଭଞ୍ଜ ଜିଲା କପ୍ତିପଦା…

ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଗଣବଳାତ୍କାର

କୁଚିଣ୍ଡା,୨୯ା୭(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ବାମରା ବ୍ଲକ ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଲିଫ୍ଟ ଦେବା ବାହାନାରେ ଗଣବଳାତ୍କାର କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଆଇପିସି ଦଫା ୩୭୬, ୩୭୬(ଡି), ୩୬୬, ୧୨୦(ବି)ରେ ଏକ ମାମଲା…

ଭାରତ ସିଧା କ୍ୱାର୍ଟରଫାଇନାଲ ଖେଳିବ

ନୂଆଦିଲ୍ଲୀ,୨୯ା୭: ଏସିଆନ ଗେମ୍ସ ମହିଳା କ୍ରିକେଟ ପ୍ରତିଯୋଗିତା ପାଇଁ ଡ୍ର’ ଅନୁଷ୍ଠିତ ହୋଇଯାଇଛି। ତଦନୁସାରେ ଭାରତ ସିଧାସଳଖ କ୍ୱାର୍ଟରଫାଇନାଲ ଖେଳିବ। ଆଇସିସି ଦ୍ୱାରା ଦୁଇଟି ମ୍ୟାଚରୁ ସସ୍‌ପେଣ୍ଡ ହୋଇଥିବାରୁ ଦଳ ଯଦି ଫାଇନାଲରେ ପ୍ରବେଶ କରେ ତେବେ ଅଧିନାୟିକା ହରମନପ୍ରୀତ ଏଥିରେ…

୧୪ କି.ମି. ଭାରରେ ବୁହାହେଲେ ଗର୍ଭବତୀ

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ପୁଣି ସାମ୍ନାକୁ ଆସିଛି ଜନନୀ ଯନ୍ତ୍ରଣା। ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସିପାରି ନ ଥିଲା। ଶେଷରେ ବାଧ୍ୟହୋଇ ପରିବାର ଲୋକେ ଗର୍ଭବତୀଙ୍କୁ ଭାରରେ ପ୍ରାୟ ୧୪ କି.ମି. ବୋହି ନେଇଥିଲେ। ଶୁକ୍ରବାର ଏଭଳି…

କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ଲେଖିଲେ ବାଲେଶ୍ୱର ଏସ୍‌ପି

ବାଲେଶ୍ୱର,୨୯ା୭(ମାନସ ବିଶ୍ୱାଳ): ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ (ଓଏସ୍‌ଏସ୍‌ସି) ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ମାଷ୍ଟରମାଇଣ୍ଡ ଏବଂ ରାଜ୍ୟର ଦୁଇଜଣ ଶିକ୍ଷକ ସମ୍ପୃକ୍ତ ଥିବାରୁ ସମସ୍ତଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ବାଲେଶ୍ୱର ଜିଲା ଏସ୍‌ପି…

କଳିଙ୍ଗରେ ଡ୍ରାଗ୍‌ଫ୍ଲିକ୍‌ କ୍ୟାମ୍ପ ଆରମ୍ଭ

ଭୁବନେଶ୍ୱର, ୨୯।୭ (ତପନ ସ୍ବାଇଁ): ଓଡ଼ିଶାରେ ହକିର ବିକାଶ ଲକ୍ଷ୍ୟରେ ଆଉ ଏକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ, ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଏବଂ ନାଭାଲ ଟାଟା ଏଚ୍‌ପିସିର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ…

ଅଡୁଆ କଲା ୧୪ ବର୍ଷ ପୁରୁଣା ଅଡିଟ୍‌ ରିପୋର୍ଟ

ସୋନପୁର, ୨୯ା୭(ମୃତ୍ୟୁଞ୍ଜୟ ଶତପଥୀ): ଓଡ଼ିଶା ଭୂ-ସଂସ୍କାର ଆଇନରେ ମକଦ୍ଦମା ଫଇସଲା କରିବାରେ କର୍ତ୍ତବ୍ୟରେ ଅବହେଳା କାରଣରୁ ରାଜ୍ୟ ସରକାର ସହିଥିଲେ ୨ କୋଟି ୪୨ ଲକ୍ଷ ୬୬ ହଜାର ୧୧୭ ଟଙ୍କାର ରାଜସ୍ବ କ୍ଷତି। ୨୦୦୪ରେ ହୋଇଥିବା ଏହି ଆର୍ଥିକ ଅନିୟମିତା…

ଆହାନଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୨୯।୭ (ତପନ ସ୍ବାଇଁ): ଛତିଶଗଡ଼ର ଭିଲାଇଠାରେ ଅନୁଷ୍ଠିତ ଏସିଆନ ୧୪ ବର୍ଷରୁ କମ୍‌ ର଼୍ୟାଙ୍କିଙ୍ଗ୍‌ (କାଟେଗୋରୀ-୨) ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଆହାନ ଡବଲ ଟାଇଟଲ ହାସଲ କରିଛନ୍ତି। ସେ ୧୪ ବର୍ଷରୁ କମ୍‌ ବାଳିକା ବର୍ଗରେ ଉଭୟ ସିଙ୍ଗଲ୍ସ ଓ…

୪ ଲଘୁଚାପ ପରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୯ା୭(ଅନିଲ ଦାସ): ଚାଷୀମାନେ ତଳି ପକାଇ ବର୍ଷାକୁ ଚାହିଁ ରହିଛନ୍ତି। ରାଜ୍ୟର ଅଧିକାଂଶ ଜିଲାରେ ରୁଆ, ବେଉଷଣ ପାଇଁ ଆବଶ୍ୟକ ଅନୁଯାୟୀ ବର୍ଷା ନାହିଁ। ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନାବାନ୍ଧୁଛି, ହେଲେ ଓଡ଼ିଶାରେ ବର୍ଷା ଦେଉନାହିଁ। ହାଲୁକାରୁ ମଧ୍ୟମ ଧରଣର…

ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡ଼ାଇ ହାଣିଲେ

ଖୁଣ୍ଟୁଣୀ, ୨୯ା୭ (ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାଡ୍‌, କଟକ ୟୁନିଟ୍‌-୧ର ମୋବାଇଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri