ବିସ୍ଥାପନକୁ ନେଇ ଆନ୍ଦୋଳନ ତେଜୁଛି
ଯାଜପୁର,୨୨ା୬(ହର୍ଷବର୍ଦ୍ଧନ ବେହେରା)ଶିଳ୍ପାୟନ ପ୍ରକ୍ରିୟାରେ ଅଞ୍ଚଳରେ ଦେଖାଯାଇଥିବା ପ୍ରଦୂଷଣ ସମସ୍ୟା ଓ ଏହାର ନିୟନ୍ତ୍ରଣ ଦିଗରେ ସରକାରଙ୍କ ବିଫଳତା ଲୋକଙ୍କୁ ଏଭଳି ହତାଶ କରିଛି ଯେ ଆର୍ଥତ୍କ ଅଭିବୃଦ୍ଧିର ସ୍ବାଦ ଚାଖିବେ କ’ଣ ନିଜ ଗଁା ମାଟି ଛାଡି ବିସ୍ଥାପିତ କରିବାକୁ ଦାବି…
ଦଲକ ସନ୍ଧାନରେ କୀଟପତଙ୍ଗଙ୍କ ମୃତ୍ୟୁ
ଯାଜପୁର,୨୨ା୬(ହର୍ଷବର୍ଦ୍ଧନ ବେହେରା) :ଜୈବବିବିଧତା, ପରିବେଶ, କୃଷି, ମାନବ ସ୍ବାସ୍ଥ୍ୟ ଏବଂ ପ୍ରାକୃତିକ ସମ୍ପଦର ସୁରକ୍ଷାରେ କୀଟପତଙ୍ଗମାନଙ୍କ ଭୂମିକା ଅପରିହାର୍ଯ୍ୟ। ବିଜ୍ଞାନର ଅନେକ ଅଗ୍ରଗତି ପାଇଁ ମଧ୍ୟ କୀଟପତଙ୍ଗ ବ୍ୟବହାର ହୋଇଆସୁଛନ୍ତି। ସେମାନେ ପୋଷକ ତତ୍ତ୍ବକୁ ରିସାଇକ୍ଲିଂ କରୁଛନ୍ତି। ମଞ୍ଜି ବିସ୍ତାର, ମୃତ୍ତିକାର…
ମଡେଲ ବସ୍ଷ୍ଟାଣ୍ଡ ନିର୍ମାଣରେ ବିଳମ୍ବ
ଜଗତ୍ସିଂହପୁର,୨୨ା୬(ପ୍ରମୋଦ କୁମାର ନାୟକ)ଜଗତ୍ସିଂହପୁର ଜିଲା ମୁଖ୍ୟାଳୟରେ ଏକ ସ୍ଥାୟୀ ବସଷ୍ଟାଣ୍ଡ ନିର୍ମାଣ ପାଇଁ ୧୧ ବର୍ଷ ପୂର୍ବରୁ ଚିନ୍ତା କରାଯାଇଥିଲା । ସେତେବେଳେ ଏହି ଖବର ସାଧାରଣରେ ଖୁସି ଭରି ଦେଇଥିଲା। ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଯୋଗଧାରୀ ନିକଟରେ ସ୍ଥାନ ଚିହ୍ନଟ…
ରାତି ପାଠପଢ଼ାରେ ବିଦ୍ୟୁତ୍ ବାଧକ
ନାଉଗଁା,୨୨ା୬(ସୁଧା ବେହୁରା) ନାଉଗଁା ବ୍ଲକର ତିରୁଣା ପଞ୍ଚାୟତ ଦହିପାଳ(ବେଲକନ୍ଦା)ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିର୍ମାଣ ହୋଇଛି। ୯ କୋଟି ୯୯ ଲକ୍ଷ ୯୧ ହଜାର ଟଙ୍କା ବ୍ୟୟ ବରାଦ କରାଯାଇ ଉକ୍ତ ବିଦ୍ୟାଳୟର ଶ୍ରେଣୀ ଗୃହ ନିର୍ମାଣ ସରିଛି। ହେଲେ ଏପର୍ଯ୍ୟନ୍ତ…
ପାଣି ପାଇପ ମିସ୍ତ୍ରିଙ୍କ ଚିହ୍ନଟ ଜରୁରୀ
କେନ୍ଦ୍ରାପଡ଼ା,୨୨ା୬ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ ପାଣି ପାଇପ ମିସ୍ତ୍ରି ଦେଶ ବିଦେଶରେ ରହି କାମ କରୁଛନ୍ତି। ଦି ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ୍ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣି ପାଇପ ମିସ୍ତ୍ରିଙ୍କ ମଧ୍ୟରୁ ଓଡ଼ିଆ ଭାଷାଭାଷୀ…
ପୋଲିସ ଅଧିକାରୀଙ୍କୁ କାଉନ୍ସେଲିଂ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ
କଟକ,୨୨ା୬ (କାର୍ତ୍ତିକ ସାହୁ)ପୋଲିସ ଅଧିକାରୀମାନେ ଲୋକଙ୍କ ସହ ବ୍ୟବହାର କଲାବେଳେ ସେମାନଙ୍କ ମାନବିକ ଅଧିକାରର ସୁରକ୍ଷା ପ୍ରତି ସଚେତନ ରହିବେ। ଏନେଇ ପର୍ଯ୍ୟାୟକ୍ରମେ ପୋଲିସ ଅଧିକାରୀମାନଙ୍କୁ କାଉନ୍ସେଲିଂ କରିବା ପାଇଁ ପଦକ୍ଷେପ ନେବାକୁ ହାଇକୋର୍ଟ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁର ଟାଉନ୍…
ପ୍ରତିଦ୍ୱନ୍ଦ୍ୱୀ ନ ଥିବାରୁ ବଦଳିଲେନି ଅଧ୍ୟକ୍ଷ
ଭୁବନେଶ୍ୱର,୨୨ା୬ (ବନ୍ଦନା ସେଠୀ)ଶାନ୍ତି ଶୃଙ୍ଖଳାରେ ସରିଲା ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିର୍ବାଚନ। ବୁଧବାର ବିଏମ୍ସି ମୁଖ୍ୟାଳୟରେ ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବଦଳିବା ନେଇ ଯେଉଁ…
ମାସେ ୨୦ଦିନରେ ୩୮.୩୪ ଲକ୍ଷ ଜରିମାନା ଆଦାୟ
ଭୁବନେଶ୍ୱର,୨୨ା୬(ସତ୍ୟଜିତ୍ ରାଉତ)କମିଶନରେଟ ପୋଲିସ ଦ୍ୱାରା ଭୁବନେଶ୍ୱରରେ ଜାରି ରହିଥିବା ’ସେଫ୍ ସିଟି ଡ୍ରାଇଭ’ ଅଭିଯାନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବେଆଇନ ନିଶା କାରବାର, ସର୍ବସାଧାରଣରେ ମଦ୍ୟପାନ ଆଦି ଅସାମାଜିକ କାର୍ଯ୍ୟ କରି ‘ଓଡ଼ିଶା ଅର୍ବାନ ପୋଲିସ୍ ଆକ୍ଟ’ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କଠୁ…
ପ୍ରବଳ ଗରମରେ ଛାତ୍ର, ୨ ଶିକ୍ଷକ ଅସୁସ୍ଥ
ଖୋର୍ଦ୍ଧା,୨୨ା୬(ପ୍ରଭାତ ପାଣିଗ୍ରାହୀ)ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଥିବାବେଳେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଏହାକୁ ଦୃଷ୍ଟିରେ ରଖି ସରକାର ସ୍କୁଲଗୁଡ଼ିକ ପାଇଁ ଖରା ଛୁଟି ଘୋଷଣା କରିଥିଲେ। ତେବେ ତାତିର ପ୍ରଭାବ କମି ନ ଥିବା ସତ୍ତ୍ୱେ ବୁଧବାରଠାରୁ ସ୍କୁଲ…
ତହସିଲଦାର ବଦଳିଲେ, ହେଲେ କାର୍ଯ୍ୟାନୁଷ୍ଠାନ ଶୂନ
ଗୋପ,୨୨ା୬ (ଭାରତୀ ଭୂଷଣ ଉପାଧ୍ୟାୟ)ପୁରୀ ଜିଲା ଗୋପ ବ୍ଲକ ମହଲପଡ଼ାରେ ଶହ ଶହ ଏକର ସରକାରୀ ଜମି ଜବରଦଖଲ କରି ବେଆଇନ ଭାବେ ପୋଖରୀ ଖୋଳିବା ସହିତ ଶ୍ମଶାନ, ଦେବୋତ୍ତର ଓ ବେଆଇନ ଭାବରେ କାଦୁଅ ନଦୀକୁ ପୋତି ଦେବା ଭଳି…
୫ ବର୍ଷ ବିତିଲା: ମିଶନ ଶକ୍ତି ଗୃହ ନିର୍ମାଣ ସରୁନାହିଁ
ନିଶ୍ଚିନ୍ତକୋଇଲି,୨୨ା୬(ଅଶୋକ କୁମାର ମହାପାତ୍ର)କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟରପଡ଼ା ପଞ୍ଚାୟତ ସାଙ୍କିଲୋଠାରେ ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲାଣି ମନ୍ଥର ଗତିରେ ଚାଲିଥିବା ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟ ଶେଷ ହେଉନାହିଁ ବୋଲି ଅଭିଯୋଗ ହୋଇଛି। ଅପରପକ୍ଷରେ ଏହି…
ଦୋକାନରେ ସ୍ତ୍ରୀଙ୍କୁ ହତ୍ୟା, ସ୍ବାମୀ ଫେରାର
ମଙ୍ଗୁଳି-ଜଗତପୁର,୨୨ା୬(ମାନସ ସାମଲ)ଜଗତପୁର ଥାନା ଅଧୀନ ତ୍ରିନାଥ ସାହିସ୍ଥିତ ଏକ ଚା’ ଦୋକାନରେ ଜଣେ ମହିଳାଙ୍କୁ ହାଣି ହତ୍ୟା କରାଯାଇଛି। ସେ ହେଲେ ତ୍ରିନାଥ ସାହିର କବିତା ବେହେରା। ବୁଧବାର ସକାଳେ ଖବରପାଇ ଜୋନ-୧ ଏସିପି ଅରୁଣ କୁମାର ସ୍ବାଇଁ, ଥାନା ଅଧିକାରୀ…
Archives


