Home Left

ଅବଢ଼ା ଯୋଜନା ବ୍ୟୟ ଅଟକଳ ବଢ଼ିଲା

ଭୁବନେଶ୍ୱର,୨୨ା୬(ଅନିଲ ଦାସ) ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟରେ ପରିଣତ ଓ ଏହାର ସଂରକ୍ଷଣ ପୁନର୍ଜୀବିତ କରିବା ପାଇଁ ସରକାର ଅବଢ଼ା ଯୋଜନା କରିଛନ୍ତି। ପୂର୍ବରୁ ଏହି ଯୋଜନା ପାଇଁ ୩,୨୦୮ କୋଟି ଟଙ୍କା ଅନୁମୋଦନ କରାଯାଇଥିଲା। ଏହି ଯୋଜନା ଅଧୀନରେ ଅନେକ ପ୍ରକଳ୍ପ…

ଇଚ୍ଛାଧୀନ କୋଟା ଟାସ୍କଫୋର୍ସ ରିପୋର୍ଟ ସଂଶୋଧନକୁ କ୍ୟାବିନେଟ ମୋହର

ଭୁବନେଶ୍ୱର,୨୨ା୬(ଅନିଲ ଦାସ) ଇଚ୍ଛାଧୀନ କୋଟା ବଳରେ ସରକାରୀ ଜମି ହାତେଇଥିବା ବ୍ୟକ୍ତିଙ୍କୁ ଆଇନଗତ ମାଲିକାନା ହକ୍‌ ଦେବା ନେଇ ୭ମାସ ବ୍ୟବଧାନରେ ଦ୍ୱିତୀୟ ଥର ପାଇଁ ଟାସ୍କଫୋର୍ସଙ୍କ ନିଷ୍ପତ୍ତିର ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ବୁଧବାର ଅନୁମୋଦନ କରିଛି। ଏଥିରେ ଟାସ୍କଫୋର୍ସ…

ଆଜି ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଶୁକ୍ର ଓ ମଙ୍ଗଳ ଗ୍ରହ

ଭୁବନେଶ୍ୱର,୨୨ା୬(ବନ୍ଦନା ସେଠୀ)ଗୁରୁବାର ସନ୍ଧ୍ୟାରେ ଶୁକ୍ର ଓ ମଙ୍ଗଳ ଗ୍ରହର ଖୁବ୍‌ ନିକଟରେ ଚନ୍ଦ୍ର ଦେଖାଯିବ। ପଶ୍ଚିମ ଆକାଶରେ ଶୁକ୍ର ଉଜ୍ଜ୍ୱଳ ଓ ମଙ୍ଗଳ ଗ୍ରହ ଫିକା ଲାଲ ରଙ୍ଗର ଦେଖାଯିବ। ତେବେ ଚନ୍ଦ୍ର ସହିତ ଏମାନଙ୍କ କୌଣିକ ଦୂରତା ପ୍ରାୟ ୨ରୁ…

ଦୁଇ ଅଭିଯୁକ୍ତଙ୍କ କ୍ରିପ୍ଟୋ ଆକାଉଣ୍ଟରେ ୧.୩ କୋଟି

ଭୁବନେଶ୍ୱର,୨୨ା୬(ସତ୍ୟଜିତ୍‌ ରାଉତ) ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍‌ସ (ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଅଧିକ ତଦନ୍ତ ଜାରି ରଖିଛି। ଗିରଫ ୫ ଅଭିଯୁକ୍ତ ଜେଲରେ ଦିନ କାଟୁଥିବାବେଳେ ଏସ୍‌ଟିଏଫ୍‌ ଏହି…

‘ଡିଏସ୍‌ପି ନିଫ୍‌ଟି ଆଇଟି ଇଟିଏଫ୍‌’

ନୂଆଦିଲ୍ଲୀ,୨୨।୬: ଡିଏସ୍‌ପି ମ୍ୟୁଚୁଆଲ ଫଣ୍ଡ୍‌ର ନୂତନ ଉତ୍ପାଦ ‘ଡିଏସ୍‌ପି ନିଫ୍‌ଟି ଆଇଟି ଇଟିଏଫ୍‌’ର ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ଏହା ଏକ ଓପୋନ ଏଣ୍ଡେଡ୍‌ ଏକ୍ସଚେଞ୍ଜ ଟ୍ରେଡେଡ୍‌ ଫଣ୍ଡ୍‌ ଭାବେ ଜଣାଶୁଣା। ଏପରିକି ଦୀର୍ଘମିଆଦୀ ଭିତ୍ତିରେ ଆଇଟି କମ୍ପାନୀଗୁଡ଼ିକର ଉନ୍ନତ ପ୍ରଦର୍ଶନରୁ…

ସୀମାନ୍ତରେ ଭାଜପା ନେତାଙ୍କୁ ହତ୍ୟା

ମାଲକାନଗିର,୨୨ା୬(ଦୁର୍ଯ୍ୟୋଧନ ପାତ୍ର) ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ପୁଣି ଏକ ବର୍ବରକାଣ୍ଡ ଘଟାଇଛନ୍ତି। ବିଜାପୁର ଜିଲାର ଜଣେ ଭାଜପା ନେତାଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ଇଲମିଡି ଗ୍ରାମର କାକା ଅର୍ଜୁନ। ପ୍ରକାଶ ଯେ, ବୁଧବାର ସକାଳୁ କାକା ଘରୁ ବାହାରି…

ବାହାନଗା ସ୍କୁଲ୍‌: ଭୂତ ଭୟରେ କମିଲା ଉପସ୍ଥାନ

ବାହାନଗା,୨୨ା୬(ଅରୂପ କୁମାର ଦାସ)ବାହାନଗା ଟ୍ରେନ ଦୁର୍ଘଟଣାକୁ ବୁଧବାର ପୂରିଛି ୧୯ଦିନ। ଉଦ୍ଧାର କାର୍ଯ୍ୟ ଲାଗି ବାହାନଗାବାସୀ ଚାରିଆଡ଼େ ପ୍ରଶଂସା ସାଉଁଟୁଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କୁ ବାହାନଗା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରଖାଯାଇଥିଲା। ସ୍କୁଲ ଶବ ଗୃହ ପାଲଟିଥିବା ହେତୁ…

ହୋଣ୍ଡା ୱିନ୍‌-ୱିନ୍‌ ଅଫରର ଶୁଭାରମ୍ଭ

ନୂଆଦିଲ୍ଲୀ,୨୨।୬: ହୋଣ୍ଡା ଇଣ୍ଡିଆ ପାୱାର ପ୍ରଡକ୍ଟ ଲିମିଟେଡ୍‌ (ଏଚ୍‌ଆଇପିପି) ପକ୍ଷରୁ ଏକ ଅଭିନବ ଯୋଜନା ‘ହୋଣ୍ଡା ୱିନ୍‌-ୱିନ୍‌ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏଚ୍‌ଆଇପିପିର ପୋର୍ଟେବଲ ଜେନେରେଟର ମଡେଲଗୁଡିକର ପ୍ରମାଣିତ ଲାଇନ ଅପ୍‌ ଉପରେ ମଧ୍ୟ ଆକର୍ଷଣୀୟ ଋତୁକାଳୀନ…

ବାହାନଗା ରେଳ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ମିଳିଲା ୬ ଲକ୍ଷ ୮୫ ହଜାର

ଭୁବନେଶ୍ବର,୨୨ା୬(ସୁନିତ୍‌ ମିଶ୍ର): ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଓଡ଼ିଶା ମୃତ୍ତିକା ସଂରକ୍ଷଣ ଅଧିକାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୪ ଲକ୍ଷ ୨୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ…

ବଡି କେୟାର କିଡ୍‌ସର ନ୍ୟୁ ସମର କଲେକ୍ସନ

ନୂଆଦିଲ୍ଲୀ,୨୨।୬: ବଡି କେୟାର ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ର ଅଗ୍ରଣୀ କ୍ଲଥିଂ ଲାଇନ ବଡି କେୟାର କିଡ୍‌ସର ନୂତନ ସମୟ କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଚଳିତ ବର୍ଷର ଗ୍ରୀଷ୍ମଋତୁ ବା ଖରାଦିନ ପାଇଁ ଛୋଟପିଲାମାନଙ୍କର ଏକ ବିସ୍ତୃତ ରେଞ୍ଜର ନୂଆ ସାମଗ୍ରୀକୁ ବଜାର…

ଖରିଫ ଚାଉଳ ସଂଗ୍ରହରେ ବିଳମ୍ବ

ସମ୍ବଲପୁର,୨୨ା୬(ଶୁଭାଶିଷ ପାଢ଼ୀ) ଆର୍ଥତ୍କ ବର୍ଷ ୨୦୨୨-୨୩ ପାଇଁ ଖରିଫ ଧାନ ସଂଗ୍ରହ ଧାର୍ଯ୍ୟ ଓ ଅନୁମୋଦିତ ପରିମାଣ ଅନୁସାରେ ହୋଇଥିଲା। ତଦନୁଯାୟୀ ଜିଲା ତଥା ବାହାର ଜିଲାରୁ ଧାନ ସମ୍ବଲପୁର ଜିଲାର ମିଲ୍‌ଗୁଡିକୁ ଆସିଥିଲା। ହେଲେ ଏବେ ଚାଉଳ ସଂଗ୍ରହରେ ବିଳମ୍ବ…

ହୋଣ୍ଡା ସାଇନ୍‌ ୧୨୫ ଉନ୍ମୋଚିତ

ନୂଆଦିଲ୍ଲୀ,୨୨।୬(ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ହୋଣ୍ଡା ସାଇନ୍‌ ୧୨୫ ମଡେଲର ନିକଟରେ ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri