ଜେଲ ହାଜତରେ କଏଦୀଙ୍କୁ ପିଟି ହତ୍ୟା
ଢେଙ୍କାନାଳ ଅଫିସ,୨୨ା୬(ରତନ ନାୟାର)ଏକ ଅବକାରୀ ମାମଲାରେ ଗିରଫ ହୋଇ ଢେଙ୍କାନାଳ ଜିଲା କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ବୁଧବାର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ବେଶାଳିଆ ଗ୍ରାମର ଅଥାନି ଦେହୁରୀ (୪୨)। ଅଥାନିଙ୍କୁ ପିଟି…
ଆନ୍ଦୋଳନ ବେଳେ ପ୍ରାଣୀ ଉପଦ୍ରବ
ଶିକାରୀଙ୍କ ଆକ୍ରମଣରେ ଅସୁରକ୍ଷିତ ବନ କର୍ମଚାରୀ। ତେଣୁ ସୁରକ୍ଷା ଦାବିରେ ଗତ ୧୯ତାରିଖରୁ ୮,୧୮୮ଜଣ ବନ କର୍ମଚାରୀ ପାଟ୍ରୋଲିଂ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଆସନ୍ତା ୮ତାରିଖ ସୁଦ୍ଧା ସରକାର ସେମାନଙ୍କ କଥା ନ ଶୁଣିଲେ ୧୦ତାରିଖରୁ ସମୂହ କାର୍ଯ୍ୟ ଛାଡ଼…
ଜେଲରେ ଦୁଇ କଏଦୀଙ୍କ ଆତ୍ମହତ୍ୟା
ସୁଲତାନପୁର୨୧ା୬: ଉତ୍ତରପ୍ରଦେଶର ସୁଲ୍ତାନପୁର ଜିଲା ଜେଲ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଲ୍ ପରିସରରେ ଥିବା ଏକ ଗଛରେ ବୁଧବାର ଦୁଇଜଣ କଏଦୀ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ କାରିଆ ପାସି ଓ ମନୋଜ। ଉଭୟ ଆମେଠି ଜିଲାର।…
ଛାତ୍ରୀଙ୍କୁ ଗଣବଳାତ୍କାର ପରେ ହତ୍ୟା
ଜୟପୁର,୨୧ା୬: ରାଜସ୍ଥାନର ବିକାନେର ଜିଲାରେ ଜଣେ ୨୦ ବର୍ଷୀୟା ଦଳିତ ଛାତ୍ରୀଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ପୀଡ଼ିତାଙ୍କ ପରିବାର ଲୋକେ ଧାରଣାରେ ବସିଛନ୍ତି। ସେମାନଙ୍କ ସହ ଆନ୍ଦୋଳନରେ ଭାଜପା ନେତାମାନେ ସାମିଲ ହୋଇଛନ୍ତି।…
ନାବାଳକଙ୍କ ଗୋଡ଼ରେ ଚଢ଼ିଗଲା ରଥ ଚକା
ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ପରମ୍ପରା ଅନୁଯାୟୀ ଶ୍ରୀଗୁଣ୍ଡିଚା ଯାତ୍ରା ପରଦିନ ଶ୍ରୀ ଜୀଉଙ୍କ ରଥ ଟଣା ଯାଇଥାଏ। ବୁଧବାର ରଥଟଣା ହେଉଥିବା ବେଳେ ରଥଚକା ମାଡ଼ିଯାଇ ଜଣେ ନାବାଳକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ଦିଗପହଣ୍ଡି…
ଡାକ୍ତରଙ୍କୁ ମାଡ଼ ମାରିଲେ ରୋଗୀଙ୍କ ସମ୍ପର୍କୀୟ
ଟିଟିଲାଗଡ଼,୨୧ା୬(ଶରତ ମିଶ୍ର ): ବଲାଙ୍ଗୀର ଜିଲା ଟିଟିଲାଡ଼ ଉପକଣ୍ଡ ଡାକ୍ତରଖାନାର ଜଣେ ଡାକ୍ତରଙ୍କୁ ରୋଗୀଙ୍କ ସମ୍ପର୍କୀୟ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଟିଟିଲାଗଡ଼ ଥାନା ପୋଲିସ ମୁରାରୀ ମିଶ୍ର ନାମକ ଜଣେ ବ୍ୟକ୍ତିଙ୍କୁ ବୁଧବାର ଗିରଫ କରି କୋର୍ଟ…
ପୋଖରୀରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ
କବିସୂର୍ଯ୍ୟନଗର,୨୧ା୬(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ସିଆଳିଆ ପଞ୍ଚାୟତ ଅଧୀନ ସିଦ୍ଧେଶ୍ୱର ମନ୍ଦିର ନିକଟ ଲକ୍ଷ୍ମୀନାରାୟଣ ସାଗର ପୋଖରୀରେ ମାଛ ମଡ଼କ ଦେଖିବାକୁ ମିଳିଛି। ଶତାଧିକ ମାଛ ମରି ଭାସୁଥିବା ଦେଖି ଚାଷୀ ଆଖିରୁ ଲୁହ ଗଡ଼ାଉଛି। ଛୋଟ ମାଛଠୁ…
ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା: ପୋଲିସର ତଦନ୍ତ ଆରମ୍ଭ
ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଖମ୍ବାରିଗାଁ ପଞ୍ଚାୟତର ବିଜେଡି ଯୁବନେତା ତଥା ପୂର୍ବତନ ବ୍ଲକ ଯୁବ ସଭାପତି ଲଳିତ ମୋହନ ମହାପାତ୍ରଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଭାଇ ରଜତ ମହାପାତ୍ର…
ବୋଲରଙ୍କ ତଣ୍ଟି ଚିପି ହତ୍ୟା କଲେ ବ୍ୟାଟ୍ସମ୍ୟାନ୍
କାନପୁର, ୨୧ା୬: ଉତ୍ତରପ୍ରଦେଶର କାନପୁର ଜିଲା ଘାଟମପୁର ଅଞ୍ଚଳ ରାହତି ଡେରା ଗ୍ରାମ ଖେଳପଡ଼ିଆରେ ଅନୁଷ୍ଠିତ କ୍ରିକେଟ ମ୍ୟାଚ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ମ୍ୟାଚ୍ରେ ଜଣେ ୧୪ ବର୍ଷୀୟ ବୋଲରଙ୍କ ଦ୍ୱାରା ଜଣେ ୧୭ ବର୍ଷୀୟ ବ୍ୟାଟ୍ସମ୍ୟାନ୍ ଆଉଟ ହୋଇଯାଇଥିଲେ।…
ବନ କର୍ମଚାରୀଙ୍କୁ ଆକ୍ରମଣ କରି ଜଣେ ଗିରଫ
କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ଥାନା ଅନ୍ତର୍ଗତ କୋଳିମାଟିଠାରେ ଗତ ୭ ତାରିଖରେ ଜାତୀୟ ରାଜପଥ ୨୦ର ମେଲଣ ନିକଟରେ ବନ ବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ଚୋରା କାଠ ବୋଝେଇ ଗାଡ଼ି ଲୁଟି ନେବା ଘଟଣାରେ ପୋଲିସ ସାନ୍ତରାପୁରର…
ବାଲୁକା କଳାରେ ‘ଭିଲେଜ୍ ଇନ୍ ସମର’
କର୍ଲାମୁଣ୍ଡା,୨୧ା୬(ପ୍ରଦୀପ କୁମାର ସାହୁ): ଚଳିତ ବର୍ଷ ଗ୍ରୀଷ୍ମର ପ୍ରକୋପ ରଥଯାତ୍ରା ପରେ ବି ଜାରି ରହିଛି। ଏପରିକି ଆଷାଢ଼ ମାସରେ ବି ସକାଳୁଆ କ୍ଲାସ ଚାଲିଛି। ଫଳରେ ଚାଷ କାମ ପଛେଇ ଯିବା ସହ କଂକ୍ରିଟ ରାସ୍ତା, ଛାତ ଘର,ଆଜବେଷ୍ଟସ୍ ଘର…
ମହିଳାଙ୍କୁ ଟାଣିନେଲା କୁମ୍ଭୀର
ରାଜନଗର,୨୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ହାତିଆଗଡ଼ି ଗାଁ ପୋଖରୀରେ ବୁଧବାର ବାସନ ମାଜୁଥିବା ବେଳେ ଜଣେ ମହିଳାଙ୍କୁ ଟାଣି ନେଇଛି କୁମ୍ଭୀର। ମହିଳା ଜଣଙ୍କ ହାତିଆଗଡ଼ି ଗାଁର ସୀତା ରାଣୀ ଦାସ । ଦଳ ଭର୍ତ୍ତି କେନାଲରୁ…
Archives


