Home Left

ସଜେଇ ହେଉଛି ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ

ଗଣିଆ,୨ା୧୧(ସନ୍ତୋଷ କୁମାର ପ୍ରଧାନ) ପ୍ରତିବର୍ଷ ପରି ଚଳିତ ବର୍ଷ ନଭେମ୍ବର ୧୫ରୁ ଖୋଲିବ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟର ବାଲୁକା ଟେଣ୍ଟ। ଏ ନେଇ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ପରିଚାଳନା କମିଟି ତରଫରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପର୍ଯ୍ୟଟନ କେନ୍ଦ୍ରରେ ବିଗତ…

ପଦାରେ ପଡ଼ିଲା ରାଶନକାର୍ଡ ଅନିୟମିତତା

ନୟାଗଡ଼/ଓଡ଼ଗାଁ,୨ା୧୧(ଲୋକନାଥ ମିଶ୍ର/ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ଆଦର୍ଶ ପଞ୍ଚାୟତ ଭାବେ ରାଜ୍ୟସ୍ତରରେ ପୁରସ୍କୃତ କୁରାଳ ପଞ୍ଚାୟତରେ ରାଶନ କାର୍ଡ ପ୍ରଦାନରେ ଅନିୟମିତତା ଚର୍ଚ୍ଚାକୁ ଆସିଛି । ଏଠାରେ ସରପଞ୍ଚଙ୍କ ବାପା ପେନଶନଧାରୀ ହୋଇଥିଲେ ହେଁ ରାଶନକାର୍ଡ ହାତେଇ…

ଶେଷରେ ସଫଳତାର ରାଜ୍‌ ଖୋଲିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨।୧୧: ୨୦୨୩ ଦିନିକିଆ ବିଶ୍ୱକପ ଭାରତୀୟ ଦଳ ତଥା ଅଧିନାୟକ ରୋହିତ ଶର୍ମାଙ୍କ ପାଇଁ ଏପର୍ଯ୍ୟନ୍ତ ବହୁତ ଭଲ ଚାଲିଛି। ଭାରତୀୟ ଅଧିନାୟକ ବହୁତ ଭଲ ଫର୍ମରେ ଅଛନ୍ତି। ବିଶ୍ୱକପ ମଧ୍ୟରେ ରୋହିତ ଶର୍ମା ତାଙ୍କ ସଫଳତାର ରହସ୍ୟ ପ୍ରକାଶ କରିଛନ୍ତି।…

ପୃଥିବୀ ଉପରେ ମୃତ୍ୟୁ ପରି ବୁଲୁଛି ଉପଗ୍ରହ: ଧକ୍କା ହେଲେ କଣ ହେବ ଜାଣନ୍ତୁ

ଆଧୁନିକତା ନାମରେ ମଣିଷ ଦ୍ରୁତ ଗତିରେ ଅଗ୍ରଗତି କରୁଛି। ଅବଶ୍ୟ ଏହି ରେସରେ ମଣିଷ ଏପରି ଅନେକ କାର୍ଯ୍ୟ କରିଛି, ଯାହା ତାକୁ ବିନାଶ ଆଡ଼କୁ ନେଇପାରେ। ଏଥି ମଧ୍ୟରୁ ଗୋଟିଏ ହେଉଛି ଉପଗ୍ରହ। ବର୍ତ୍ତମାନ ହଜାର ହଜାର ଉପଗ୍ରହ ପୃଥିବୀ…

ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ସାଇନ୍‌ବୋର୍ଡ

ନିରାକାରପୁର,୧ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳ ବିଭାଗ ଷ୍ଟେଶନ ଉନ୍ନତିକରଣଠାରୁ ଆରମ୍ଭ କରି ଟ୍ରେନ୍‌ ଭିତରେ ଯାତ୍ରୀ କିଭଳି ସୁରକ୍ଷିତ ଓ ଆରାମରେ ଯାତାୟାତ କରିପାରିବେ, ଟ୍ରେନ୍‌ଟି ଲାଇନ୍‌ରେ କିଭଳି ସୁବିଧାରେ ଯାଇପାରିବ ଓ ଦୂରରୁ କେଉଁଠି କ’ଣ…

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଛୁରାମାଡ଼

ଓ୍ବାଶିଂଟନ,୧ା୧୧:ଆମେରିକାର ଇଣ୍ଡିଆନା ରାଜ୍ୟ ଅନ୍ତର୍ଗତ ଭାଲପାରାଇସୋ ସହରରେ ଜଣେ ୨୪ ବର୍ଷୀୟ ଭାରତୀୟ ଛାତ୍ରଙ୍କୁ ଗୁଳିମାଡ଼ ହୋଇଛି। ଗୁରୁତର ବରୁଣଙ୍କୁ ଫୋର୍ଟ ଓ୍ବାନେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରବିବାର ସକାଳେ ଏକ ପବ୍ଲିକ୍‌ ଜିମ୍‌ରେ କମ୍ପ୍ୟୁଟର ସାଇନ୍ସ ପଢ଼ୁଥିବା ଭାରତୀୟ ଛାତ୍ର…

ଶିନ୍ଦେଙ୍କ ଘୋଷଣା: ମରାଠାଙ୍କୁ ମିଳିବ ସଂରକ୍ଷଣ

ମୁମ୍ବାଇ,୧ା୧୧:ମହାରାଷ୍ଟ୍ରର ଅନ୍ୟ ସମ୍ପ୍ରଦାୟଗୁଡ଼ିକୁ ମିଳୁଥିବା ସଂରକ୍ଷଣ ସୁବିଧାକୁ ଅପରିବର୍ତ୍ତିତ ରଖି ମରାଠାମାନଙ୍କୁ ସଂରକ୍ଷଣ ଯୋଗାଇଦେବା ଲାଗି ବୁଧବାର ସର୍ବଦଳୀୟ ବୈଠକରେ ସହମତି ହୋଇଥିବା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଘୋଷଣା କରିଛନ୍ତି। ମରାଠାମାନଙ୍କୁ ସଂରକ୍ଷଣ ଯୋଗାଇଦେବା ଦାବିରେ ଆକ୍ଟିଭିଷ୍ଟ ମନୋଜ ଜରାଙ୍ଗେ ଗତ…

ଓ୍ବାଙ୍ଖଡେ ଷ୍ଟାଡିୟମରେ ସ୍ଥାପନ ହେଲା ମାଷ୍ଟର ବ୍ଲାଷ୍ଟରଙ୍କ ପ୍ରତିମୂର୍ତ୍ତି

ମୁମ୍ବାଇ,୧।୧୧: କ୍ରିକେଟର ଭଗବାନ ସଚିନ ତେନ୍ଦୁଲକରଙ୍କ ଲାଗି ୧ ନଭେମ୍ବର ୨୦୨୩ ସ୍ମରଣୀୟ ହୋଇ ରହିବ। କାରଣ ଯେଉଁ ମଇଦାନରେ ସେ ୧୦ ବର୍ଷ ପୂର୍ବେ ନିଜର ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରର ଅନ୍ତିମ ମ୍ୟାଚ୍‌ ଖେଳିଥିଲେ, ସେହି ଓ୍ବାଙ୍ଖଡେ ଷ୍ଟାଡିୟମରେ ତାଙ୍କର…

ପଢୁଥିବା ବେଳେ ଘରେ ପଶି ଛାତ୍ରଙ୍କ ଗଳା କାଟି ଛୁ ମାରିଲେ ଯୁବକ

ଖୋର୍ଦ୍ଧା,୧ା୧୧(ପ୍ରଭାତ ପାଣିଗ୍ରାହୀ): ରାଜଧାନୀ ଭୁବନେଶ୍ୱର ଉପକଣ୍ଠ ଜଟଣୀ ଥାନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପରୀକ୍ଷା ଥିବାରୁ ଜଣେ ଛାତ୍ର ଘରେ ବସି ପାଠ ପଢୁଥିବା ସମୟରେ କେହି ଜଣେ ଯୁବକ ତାଙ୍କ ଘର ଭିତରେ ପଶି…

କର୍ମଚାରୀଙ୍କୁ ମାସକୁ ୧୦ ଦିନ ଅଫିସରୁ କାମ କରିବାକୁ କହିଲା ଇନ୍‌ଫୋସିସ୍‌

ନୂଆଦିଲ୍ଲୀ,୧।୧୧: ପ୍ରମୁଖ ଆଇଟି କମ୍ପାନୀ ଇନ୍‌ଫୋସିସ୍‌ ନିଜର କର୍ମଚାରୀମାନଙ୍କୁ ପ୍ରତିମାସରେ ଅତି କମ୍‌ରେ ୧୦ ଦିନ ଅଫିସରୁ କାମ କରିବାକୁ କହିଛି। ଏହାକୁ କମ୍ପାନୀର କାର୍ଯ୍ୟ ନୀତିରେ ବଡ଼ ପରିବର୍ତ୍ତନ ବୋଲି କୁହାଯାଉଛି। ତେବେ ଏଭଳି ପଦକ୍ଷେପ କମ୍ପାନୀର ହାଇବ୍ରିଡ୍‌ ଓ୍ବାର୍କ…

ପାଣି ବଦଳରେ ପେଟଭର୍ତ୍ତି ମଦ ପିଇଦେଲା ମୂଷା, ପରେ ଯାହା ହେଲା ଦେଖିଲେ ରୋକି ପାରିବେନି ହସ…

ସୋସିଆଲ ମିଡିଆରେ ପ୍ରତ୍ୟହ କିଛି ନା କିଛି ମଜାଦାର ଭିଡିଓ ଭାଇରାଲ ହୋଇଥାଏ, ଯାହାକୁ ଦେଖିଲେ ହସ ରୋକି ହୁଏନା। ଏବେ ସେଭଳି ଏକ ଜବରଦସ୍ତ ଭିଡିଓ ସାମ୍ନାକୁ ଆସିବା ପରେ ବେଶ ଭାଇରାଲ ହେଉଛି। ଭିଡିଓରେ ଏକ ମୂଷା ଦୋକାନକୁ…

ପିକ୍‌ଅପ୍‌-ବୁଲେଟ୍‌ ମୁହାଁମୁହିଁ ଧକ୍କା, ଦୁଇ ଜଣଙ୍କ ଜୀବନ ଗଲା

କେନ୍ଦୁଝର,୧ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସନ୍ଧ୍ୟାରେ ଟାଉନ ଥାନା ଅନ୍ତର୍ଗତ ମଣ୍ଡୁଆ ପୋଲ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବୁଲେଟ୍‌ ମୁହାଁମୁହିଁ ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?