୧୪୬ ବର୍ଷ ଟେଷ୍ଟ କ୍ରିକେଟ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଶକିଲ କଲେ ବଡ଼ କାରନାମା
କଲମ୍ବୋ,୨୬।୭: ଶ୍ରୀଲଙ୍କା ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ସାଉଦ ଶକିଲ ଅର୍ଦ୍ଧଶତକ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ୭ଟି ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରିଥିବା ଶକିଲ ବର୍ତ୍ତମାନ ପ୍ରଥମ କ୍ରିକେଟର…
ଏନ୍ଡିଏରେ କେବଳ ୩ ମଜଭୁତ ପାର୍ଟି ରହିଛି; ଇଡି, ସିବିଆଇ, ଆଇଟି: ଉଦ୍ଧବ ଠାକରେ
ପୁଣେ,୨୬।୭: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ରେ କେବଳ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି), ଆୟକର ବିଭାଗ ଏବଂ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଭଳି ତିନିଟି…
ଲାଞ୍ଚ ନେଇ ଧରାପଡ଼ିଲେ ଥାନା ଏଏସ୍ଆଇ
ମାଧପୁର,୨୬ା୭(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନାର ଏଏସ୍ଆଇ ନବୀନ କୁମାର ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, କିଆକଟା ଥାନା କନ୍ଧପଡ଼ା ପଞ୍ଚାୟତ ଅଧୀନ ବେଲାଦୁଲା ଗ୍ରାମର ପଞ୍ଚାନନ…
ଭିତରକନିକାରେ ୩୦ ହଜାର ଦେଶୀୟ ପକ୍ଷୀଙ୍କ ଭିଡ଼
ରାଜନଗର,୨୬।୭(ଭାସ୍କର ରାଉତରାୟ): ବର୍ଷାଋତୁ ଆରମ୍ଭ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗହଳି ଲାଗିଛି। ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ କୋଳାହଳମୟ ହୋଇଉଠିଛି। ଭିତରକନିକାର ମଠଆଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ଲକ୍ଷ୍ମୀପ୍ରସାଦଡ଼ିଆରେ ଏବେ ପ୍ରାୟ ୩୦ ହଜାରରୁ ଅଧିକ ପକ୍ଷୀ ଭିଡ଼…
ରାଜ୍ୟ ସଭାରେ ରାଗିଗଲେ ସ୍ମୃତି ଇରାନୀ, ବିରୋଧୀଙ୍କୁ ଦେଲେ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୨୫।୭: ମଣିପୁର ହିଂସାକୁ ନେଇ ସଂସଦରେ ହଟ୍ଟଗୋଳ ବୁଧବାର ମଧ୍ୟ ଜାରି ରହିଛି। ବିରୋଧୀ ଦଳ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ନୋଟିସ ଦେଇଛନ୍ତ। ଏହାକୁ ଲୋକ ସଭା ବାଚସ୍ପତି ଓମ ବିର୍ଲା ଗ୍ରହଣ କରିଛନ୍ତି। ମଣିପୁର ପ୍ରସଙ୍ଗରେ ସଂସଦରେ…
ଗୋପନରେ ଚାଲିଛି ବାଲ୍ୟ ବିବାହ
ମହାକାଳପଡ଼ା, ୨୬।୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁଦିନ ବାଲ୍ୟ ତଥା ନାବାଳିକା ବିବାହ ବୃଦ୍ଧି ପାଇବାରେ ଲାଗିଛି। ଏହା ଏକ ସାମାଜିକ ବ୍ୟାଧି ବୋଲି ବୁଦ୍ଧିଜୀବୀମାନେ ମତବ୍ୟକ୍ତ କରିଛନ୍ତି। ବ୍ଲକର ବିଶେଷକରି ଉପକୂଳର ଉପାନ୍ତ ଅଞ୍ଚଳରେ ବିବାହ…
ଗୋରୁପଲ କବ୍ଜାରେ ବସ୍ଷ୍ଟାଣ୍ଡ
ଢେଙ୍କାନାଳ, ୨୬।୭(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଇନ୍ଦିପୁର ଗ୍ରାମ ବସ୍ଷ୍ଟାଣ୍ଡ ଏବେ ଗୋରୁପଲ କବ୍ଜାରେ। ପଞ୍ଚାୟତ ପକ୍ଷରୁ ବୁଲା ଗୋରୁଙ୍କୁ ନିୟନ୍ତ୍ରଣ କରାଯାଉ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି। ଏହାଯୋଗୁ ଯାତ୍ରୀମାନେ ନାହିଁ ନ ଥିବା…
ଦିନେ ପେଟ୍ରୋଲ ପମ୍ପରେ କାମ କରି ଦିନକୁ ୧୦୦ ଟଙ୍କା କରୁଥିଲେ ରୋଜଗାର, ଏବେ କୋଟି କୋଟି ଟଙ୍କାର ମାଲିକାଣୀ
ବଲିଉଡ୍ ଅଭିନେତ୍ରୀ ମୁଗ୍ଧା ଗଡ୍ସେ ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ଜୁଲାଇ ୨୬,୧୯୮୬ରେ ପୁଣେରେ ଜନ୍ମ ହୋଇଥିବା ମୁଗ୍ଧା ଅନେକ ସଂଘର୍ଷର ସାମ୍ନା କରି ଇଣ୍ଡଷ୍ଟ୍ରିରେ ନିଜର ପରିଚୟ ସୃଷ୍ଟି କରିଥିଲେ। ଦିନ ଥିଲା ସେ ପେଟ୍ରୋଲ ପମ୍ପରେ କାମ…
ସାଇଲେନ୍ସ-୨କୁ ନେଇ ଆଶାବାଦୀ ମନୋଜ ବାଜପେୟୀ…
ମୁମ୍ବାଇ : ଜାତୀୟ ପୁରସ୍କାର ବିଜେତା ଅଭିନେତା ମନୋଜ ବାଜପେୟୀଙ୍କ ଚଳଚ୍ଚିତ୍ର ସାଇଲେନ୍ସର ଦ୍ୱିତୀୟ ଭାଗକୁ ଅପେକ୍ଷା କରିଥିବା ଦର୍ଶକଙ୍କ ପ୍ରତୀକ୍ଷା ଶେଷ ହୋଇଛି। ଏହି ଅଭିନେତା ପୁଣି ଥରେ ଏସିପି ଅବିନାଶଙ୍କ ଭୂମିକାରେ ପାଦ ଦେବାକୁ ପ୍ରସ୍ତୁତ ଅଛନ୍ତି। ନିର୍ମାତା…
ମାଲିଙ୍ଗାଙ୍କ ଭୟ: ବୋଲିଂ ଇଞ୍ଚେ ଏପଟ ସେପଟ ହେଲେ ଧୋନୀ ମାରିଦେବେ ଛକା…
ନୂଆଦିଲ୍ଲୀ,୨୬।୭ : ମହେନ୍ଦ୍ର ସିଂ ଧୋନୀ ଏପରି ଏକ ନାମ ଯାହାଙ୍କୁ ସମଗ୍ର ଭାରତର କ୍ରିକେଟ ପ୍ରେମୀ ଭଲ ପଆନ୍ତି। ଧୋନୀ ଟିମ ଇଣ୍ଡିଆର ସବୁଠାରୁ ସଫଳ ଅଧିନାୟକ ତାଲିକାରେ ଅନ୍ତର୍ଭୁକ୍ତ। ବଡ ବୋଲରମାନେ ଧୋନୀଙ୍କ ନାମ ନେଇ ଭୟଭୀତ ଥାଆନ୍ତି।…
ହରମନପ୍ରୀତଙ୍କ ଉପରେ ରାଗିଗଲେ ପାକିସ୍ତାନ କ୍ରିକେଟର୍
ଇସଲାମାବାଦ,୨୬।୭:ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ହରମନ୍ପ୍ରୀତ କୌରଙ୍କୁ ପରବର୍ତ୍ତୀ ଦୁଇ ଅନ୍ତର୍ଜାତୀୟ ମ୍ୟାଚରୁ ସସ୍ପେଣ୍ଡ କରାଯାଇଛି। ଶନିବାର ଢାକାଠାରେ ବାଂଲାଦେଶ ବିପକ୍ଷ ଆଇସିସି ମହିଳା ଚାମ୍ପିୟନଶିପ୍ ତୃତୀୟ ମ୍ୟାଚ ବେଳେ ଦୁଇଟି ପୃଥକ୍ ପୃଥକ ଘଟଣାରେ ସେ ଅନ୍ତର୍ଜାତୀୟ କ୍ରିକେଟ…
ଧୋଇଗଲା କସପଙ୍କା ପୋଲ ସଂଯୋଗୀକରଣ ରାସ୍ତା: ଯାତାୟତରେ ବାଧାପ୍ରାପ୍ତ
ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୬।୭(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ଦୁର୍ଗମ ତାମାଙ୍ଗି ଗ୍ରାମକୁ ସଂଯୋଗୀକରଣ କରୁଥିବା କସପଙ୍କାଠାରେ ନବ ନିର୍ମିତ ପୋଲର ସଂଯୋଗୀକରଣ ରାସ୍ତା ଧୋଇହୋଇଯାଇଛି। ଫଳରେ ଉକ୍ତ ରାସ୍ତାଦେଇ ଯାତାୟାତ ଠପ୍ ହୋଇଛି। ତାମାଙ୍ଗି ସମେତ କୁମ୍ଭାରିପଦର,…
Archives


