ଭାଜପା ବିଧାୟକଙ୍କ କଳାକାରନାମା ପାଇଁ ଦେବଗଡ଼ବାସୀ ଲଜ୍ଜିତ: ବିଜେଡି
ଭୁବନେଶ୍ୱର,୨୬ା୭(ଅନିଲ ଦାସ): ନିର୍ବାଚନରେ ବିଜୟୀ ହେଲେ ଦେବଗଡ଼ବାସୀଙ୍କ ସେବା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ଭାଜପା ନେତା ସୁବାସ ପାଣିଗ୍ରାହୀ। ତାଙ୍କ କଥାରେ ଭରସା କରି ୨୦୧୯ ସାଧାରଣ ନିର୍ବାଚନରେ ଦେବଗଡ଼ବାସୀ ମଧ୍ୟ ତାଙ୍କୁ ତୃତୀୟ ଥର ପାଇଁ ବିଧାୟକ ଭାବେ…
ଜେଡିଏସ୍ ଏକାକୀ ଲୋକ ସଭା ନିର୍ବାଚନ ଲଢ଼ିବ: ଦେବଗୌଡ଼ା
ବେଙ୍ଗାଲୁରୁ, ୨୬।୭: ଧର୍ମନିରପେକ୍ଷ ଜନତା ଦଳ(ଜେଡିଏସ୍) ଆସନ୍ତା ଲୋକ ସଭା ନିର୍ବାଚନ ଏକାକୀ ଲଢ଼ିବ ବୋଲି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଏହାର ସୁପ୍ରିମୋ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍. ଡି. ଦେବେଗୌଡ଼ା କହିଛନ୍ତି। ତେବେ ନିକଟରେ ଦଳ ଭାଜପା ସହ…
‘ମଣିପୁର ଜଳୁଥିବା ବେଳେ ପ୍ରଧାନମନ୍ତ୍ରୀ ନିଘୋଡ଼ ନିଦ୍ରାରେ’
ଭୁବନେଶ୍ବର, ୨୬ା୭(ସୁନିତ୍ ମିଶ୍ର): ମଣିପୁରରେ ଦେଖାଦେଇଥିବା ହିଂସାକୁ ନେଇ ରାସ୍ତାକୁ ଓହ୍ଲାଇଛି କଂଗ୍ରେସ। ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ସୟଦ୍ ୟାସିର ନୱାଜଙ୍କ ନେତୃତ୍ୱରେ ମଣିପୁର ହିିଂସାକାଣ୍ଡ, ହତ୍ୟା, ମହିଳାଙ୍କୁ ଉଲଗ୍ନ କରାଯିବା ଘଟଣା ବିରୋଧରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇଛି।…
ଫିଫା ମହିଳା ବିଶ୍ୱକପ: ଫିଲିପାଇନ୍ସ, କଲମ୍ବିଆ ବିଜୟୀ
ଓ୍ବେଲିଂଟନ୍, ୨୬ା୭(ପି.ଟି.): ଫିଫା ମହିଳା ଫୁଟବଲ୍ ବିଶ୍ୱକପ୍ରେ ମଙ୍ଗଳବାର ଫିଲିପାଇନ୍ସ, କଲମ୍ବିଆ ବିଜୟ ହାସଲ କରିଥିବା ବେଳେ ସୁଇଜରଲାଣ୍ଡ ବିପକ୍ଷରେ ପଏଣ୍ଟ ବାଣ୍ଟିଛି ନରଓ୍ବେ। ଫିଲିପାଇନ୍ସ ବିଶ୍ୱକପ୍ ଇତିହାସରେ ଏହାର ପ୍ରଥମ ବିଜୟ ହାସଲ କରିଥିବା ବେଳେ ସରିନା ବୋଲ୍ଡେନ୍ ପ୍ରଥମ…
ଦ୍ୱିତୀୟ ସ୍ଥାନକୁ ଖସିଲା ଭାରତ
ଦୁବାଇ,୨୬ା୭(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟ ଡ୍ର ପରେ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଷ୍ଟାଣ୍ଡିଂରେ ଦ୍ୱିତୀୟ ସ୍ଥାନକୁ ଖସିଆସିଛି। ଦୁଇ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ରହିବା ପରେ ଭାରତ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟରେ ମଧ୍ୟ ବିଜୟୀ ହେବ…
ଭାରତ ୫ ଟେଷ୍ଟ, ୩ ଦିନିକିଆ, ୮ ଟି୨୦ ଖେଳିବ
ନୂଆଦିଲ୍ଲୀ, ୨୬।୭ (ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ୨୦୨୩-୨୪ ଘରୋଇ ସିଜନ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ପ୍ରକାଶିତ ହୋଇଛି। ଏହି ସମୟ ମଧ୍ୟରେ ଭାରତୀୟ କ୍ରିକେଟ ଦଳ ୫ ଟେଷ୍ଟ, ୮ ଟି୨୦ ଓ ୩ଟି…
ଭାରତୀୟ ଦଳରେ ଓଡ଼ିଶାର ଅମିତ
ନୂଆଦିଲ୍ଲୀ, ୨୬।୭: ହିରୋ ଏସିଆନ ଚାମ୍ପିୟନ୍ସ ଟ୍ରଫି ଚେନ୍ନାଇର ମେୟର ରାଧାକ୍ରିଷ୍ଣନ ଷ୍ଟାଡିୟମରେ ଅଗଷ୍ଟ ୩ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ମଙ୍ଗଳବାର ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାରୁ କେବଳ…
ଆଲଜେରିଆ ଜଙ୍ଗଲରେ ନିଆଁ: ଗଲାଣି ୩୪ ଜଣଙ୍କର ଜୀବନ
ଅଲଜିୟର୍ସ,୨୬।୭: ଉତ୍ତର ଆଲଜେରିଆର ଜଙ୍ଗଲ, ଗ୍ରାମ ଏବଂ ସହରଗୁଡ଼ିକରେ ଲାଗିଥିବା ଅଗ୍ନିକାଣ୍ଡରେ ଅତି କମରେ ୩୪ ଜଣଙ୍କର ମୃତ୍ୟୁ ହୋଇଛି। ବୈଦେଶିକ ଗଣମାଧ୍ୟମ ଅନୁଯାୟୀ, ଆଲଜେରିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ସୋମବାର ରାତିରେ ସୂଚନା ଦେଇଛି ଯେ, ମୃତକଙ୍କ ମଧ୍ୟରେ ୧୦ ଜଣ…
ଭାରତୀୟ ମୂଳ ମାଧବ ଚିନ୍ନାପ୍ପାଙ୍କୁ ଚାକିରିରୁ ହଟାଇଲା ଗୁଗୁଲ
କାଲିଫର୍ନିଆ,୨୬।୭: ବିଶ୍ୱର ସର୍ବବୃହତ ଟେକ କମ୍ପାନୀ ଗୁଗୁଲ ଏହାର ନ୍ୟୁଜ ଇକୋସିଷ୍ଟମ ଡେଭଲପମେଣ୍ଟର ନିର୍ଦ୍ଦେଶକ ମାଧବ ଚିନ୍ନାପ୍ପାଙ୍କୁ ହଟାଇ ଦେଇଛି। ଭାରତୀୟ ମୂଳ ମାଧବ ଚିନ୍ନାପ୍ପା ୧୩ ବର୍ଷ ଧରି ଗୁଗୁଲ ସହିତ ଜଡିତ ଥିଲେ। ସୋସିଆଲ ମିଡିଆରେ ସେ କହିଛନ୍ତି…
ଜେଏସ୍ଏଲ୍କୁ ଏକ୍ସପାଣ୍ଡ ଗ୍ଲୋବାଲ ମାର୍କେଟ୍ସ ଆଓ୍ବାର୍ଡ
ଭୁବନେଶ୍ୱର,୨୬।୭: ଦେଶର ପ୍ରମୁଖ ଘରୋଇ ଶିଳ୍ପ ପ୍ରତିଷ୍ଠାନ ଜିନ୍ଦଲ ଷ୍ଟେନ୍ଲେସ ଲିମିଟେଡ୍ (ଜେଏସ୍ଏଲ୍)କୁ ନିକଟରେ ଅଉ ଏକ ଅନ୍ତର୍ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି। ଏପରିକି ଆମେରିକାସ୍ଥିତ ଡାନା ଇନ୍କୋରପୋର୍ଟେଡ୍ ଦ୍ୱାରା ଜେଏସ୍ଏଲ୍କୁ ଏକ୍ସପାଣ୍ଡ ଗ୍ଲୋବାଲ ମାର୍କେଟ୍ସ ଆଓ୍ବାର୍ଡ ଦିଆଯାଇଥିଲା। ବିଶେଷକରି ୨୯ଟି…
ତନିସ୍କରେ ଡାଇମଣ୍ଡ ଫେଷ୍ଟିଭାଲ
ଭୁବନେଶ୍ୱର,୨୬।୭: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ତନିସ୍କ ପକ୍ଷରୁ ଏକ ଆକର୍ଷଣୀୟ ଡାଇମଣ୍ଡ ଫେଷ୍ଟିଭାଲର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍ର ନୂତନ କଲେକ୍ସନ ‘ଦି ଅଟମ୍ ଏଡିଟ୍’ ଓ ହୀରା ଗହଣାର ବ୍ୟାପକ ସମ୍ଭାରକୁ ଫେଷ୍ଟିଭାଲରେ ପ୍ରଦର୍ଶନୀ…
ଜେଏସ୍ପିକୁ ଶ୍ରେଷ୍ଠ କାର୍ଯ୍ୟସ୍ଥଳୀର ପ୍ରମାଣପତ୍ର
ଭୁବନେଶ୍ୱର,୨୬।୭(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିଳ୍ପ ପ୍ରତିଷ୍ଠାନ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସ୍ପି) କୁ ନିକଟରେ ଆଉ ଏକ ସ୍ବୀକୃତି ତଥା ଶ୍ରେଷ୍ଠ କାର୍ଯ୍ୟସ୍ଥଳୀର ପ୍ରମାଣପତ୍ର ପ୍ରଦାନ କରାଯାଇଛି। ବିଶେଷକରି ଉନ୍ନତ କର୍ମକ୍ଷେତ୍ରର ସଂସ୍କୃତି ପାଇଁ ୨୦୨୩ ଜୁଲାଇରୁ…
Archives


