ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଘଟଣା: ଆଉ ଜଣେ ଅଭିଯୁକ୍ତ ଗିରଫ
ଇମ୍ଫାଲ,୨୫।୭: ମଣିପୁରରେ ମହିଳାମାନଙ୍କୁ ଉଲଗ୍ନ କରି ପରେଡ କରାଯିବା ଘଟଣା ସମଗ୍ର ଦେଶକୁ ଲଜ୍ଜାଜନକ କରିଛି। ଏହି ଘଟଣା ମେ ୪ରେ ଘଟିଥିଲା। ଯାହାର ଭିଡିଓ ଜୁଲାଇ ୧୯ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ପୋଲିସ ଆଉ ଜଣଙ୍କୁ…
ଅଜିତ ପାଓ୍ବାରଙ୍କ ଗୋଷ୍ଠୀର ନେତାଙ୍କୁ ଆଲିଙ୍ଗନ କଲେ ଶରଦଙ୍କ ବିଶ୍ୱସ୍ତ ଜୟନ୍ତ ପାଟିଲ: ଚର୍ଚ୍ଚା ଆରମ୍ଭ
ମୁମ୍ବାଇ,୨୫।୭: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି)ର ଦୁଇ ଗୋଷ୍ଠୀ ନେତାଙ୍କ ମଧ୍ୟରେ ସାକ୍ଷାତକୁ ନେଇ ଏବେ ଚର୍ଚ୍ଚା ହେଉଛି। ବିଧାନ ଭବନରେ ଶରଦ ପାୱାର ଦଳର ନେତା ଜୟନ୍ତ ପାଟିଲ ଏବଂ ଅଜିତ ପାୱାର ଦଳର…
ବଦଳିଲେ ୧୨ ଓଏଏସ୍ ଅଧିକାରୀ
ଭୁବନେଶ୍ୱର,୨୨ା୭(ଅନିଲଦାସ)-ରାଜ୍ୟ ସରକାର ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ସୋମବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅବକାରୀ ବିଭାଗ ଅତିରିକ୍ତ କମିଶନର ରାମଚନ୍ଦ୍ର ପଣ୍ଡାଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ସେକ୍ରେଟାରି…
୨୫ରେ ଲଘୁଚାପ: ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪ା୭(ଅନିଲଦାସ): ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୋମବାର ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଉକ୍ତ ଲଘୁଚାପ ରାଜ୍ୟରେ ବର୍ଷାର ପରିମାଣ ବଢ଼ାଇବା ନେଇ…
ଭିଜିଲାନ୍ସ କୋର୍ଟରେ ପୂର୍ବତନ ମେଡିକାଲ ଅଫିସର ଦଣ୍ଡିତ
ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ ଉପଖଣ୍ଡ ଚିକିତ୍ସାଳୟର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଫିସର ଡାକ୍ତର ଅଜିତ କୁମାର ନେଗୀ ସୋମବାର ଭିଜିଲାନ୍ସ ମାମଲାରେ ଦଣ୍ଡିତ ହୋଇଛନ୍ତି। ୨୦୧୪ରେ ଜଣେ ବ୍ୟକ୍ତିଙ୍କଠାରୁ ଏକ ପ୍ରସବ ମାମଲାରେ ଲାଞ୍ଚ ନେଉଥିବା ବେଳେ…
ଗଣତାନ୍ତ୍ରିକ ମୂଲ୍ୟବୋଧରେ ନିରପେକ୍ଷ ଗଣମାଧ୍ୟମ ଆବଶ୍ୟକ
ବ୍ରହ୍ମପୁର ଅଫିସ,୨୪ା୭(ସ୍ମୃତିରଞ୍ଜନ ମହାଲିକ/ସୁବାସଚନ୍ଦ୍ର ପାଢୀ)- ଗଣତନ୍ତ୍ରରେ ଯୁବପିଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥ ଓ ବଳିଷ୍ଠ ଗଣତନ୍ତ୍ର ସେତେବେଳେ ପ୍ରତିଷ୍ଠା ହେବ, ଯେତେବେଳେ ଯୁବପିଢି ସତ୍ୟ ଅସତ୍ୟକୁ ବୁଝିବା ସହ ଠିକ ପଦକ୍ଷେପ ନେବା ଭଳି ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ।…
ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବହିଷ୍କାର ଦାବିରେ ସ୍କୁଲ ଘେରାଉ : ପ୍ରଧାନ ଶିକ୍ଷୟିତ୍ରୀ ଚେତା ଶୁନ୍ୟ
କେସିଙ୍ଗା,୨୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବୋରିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସବିତା ସେଠି ୧୦ ବସ୍ତା (୫) କୁଇଣ୍ଟାଲ ମଧ୍ୟାହ୍ନ ଭୋଜନ ଚାଉଳ ନେଉଥିବା ବେଳେ ଗ୍ରାମବାସୀଙ୍କ ଦ୍ୱାରା ଧରା ପଡିଥିଲେ। ଏହି…
ସିଂଘମ ଅଭିନେତା ଜୟନ୍ତ ସାବରକରଙ୍କ ପରଲୋକ
ବଲିଉଡ୍ର ଭେଟେରାନ ଅଭିନେତା ଜୟନ୍ତ ସାବରକରଙ୍କ ବାର୍ଦ୍ଧକ୍ୟ ଜନିତ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ସୋମବାର ସକାଳେ ପରଲୋକ ଘଟିଛି। ସେ ୮୭ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏ ନେଇ ଜୟନ୍ତଙ୍କ ପୁଅ କୌସ୍ତୁଭ ସ୍ପଷ୍ଟ କରିଛନ୍ତି। ପ୍ରାୟ ଛଅ…
ମଣିପୁର ହିଂସାକୁ ନେଇ ବିଧାନସଭାରେ ନିନ୍ଦା ପ୍ରସ୍ତାବ ଆଣିବ ଟିଏମସି
କୋଲକାତା,୨୪।୭: ମଣିପୁର ପ୍ରସଙ୍ଗକୁ ନେଇ ସଡ଼କରୁ ସଂସଦ ପର୍ଯ୍ୟନ୍ତ ସଂଗ୍ରାମ ଜାରି ରହିଛି। ଏବେ ପଶ୍ଚିମବଙ୍ଗରେ ଟିଏମସି ମଧ୍ୟ ମଣିପୁର ଉପରେ ଏକ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି ଚଳାଇଛି। ଟିଏମସି ବିଧାନସଭା ଅଧିବେଶନରେ ମଣିପୁର ଉପରେ ଏକ ପ୍ରସ୍ତାବଆଣିବ। ଯାହାର ତାରିଖ…
ଆସାମ ନିର୍ବାଚନ ମଣ୍ଡଳୀ ପୁନଃନିର୍ଦ୍ଧାରଣରେ ରୋକ ଲଗାଇଲେନି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୪ା୭ (ପି.ଟି.): ନିର୍ବାଚନ କମିଶନ ଆସାମର ଲୋକ ସଭା ଓ ବିଧାନସଭା ନିର୍ବାଚନ ମଣ୍ଡଳୀଗୁଡ଼ିକର ସୀମା ପୁନଃନିର୍ଦ୍ଧାରଣ ପ୍ରକ୍ରିୟା ଚଳାଇଥିବାବେଳେ ଏହା ଉପରେ ସ୍ଥଗିତାଦେଶ ଲଗାଇବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ଏହି ପ୍ରସଙ୍ଗରେ ଏକାଧିକ ପିଟିଶନକୁ ନେଇ ସର୍ବୋଚ୍ଚ ଅଦାଲତ…
ବିଶ୍ୱକପ ପାଇଁ ଭାରତୀୟ ଦଳ ଚୟନ କଲେ ୱାସିମ, ବୁମ୍ରା ସମେତ ଏହି ଆହତ ଖେଳାଳିଙ୍କୁ କଲେ ସାମିଲ
ନୂଆଦିଲ୍ଲୀ,୨୪।୭: ୨୦୨୩ ବିଶ୍ୱକପ ୫ ଅକ୍ଟୋବରରୁ ଆରମ୍ଭ ହେବ। ଏଥର ପ୍ରଥମ ମ୍ୟାଚ ଅହମ୍ମଦାବାଦରେ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯିବ। ଭାରତ ଏହି ଟୁର୍ନାମେଣ୍ଟ ଆୟୋଜନ କରିବ। ଏଥିପାଇଁ ଭାରତରେ ବିସିସିଆଇ ପ୍ରସ୍ତୁତି ଆରମ୍ଭ କରିଛି। ୱାସିମ ଜାଫର ବିଶ୍ୱକପ…
କୁକି ମହିଳାଙ୍କୁ ଉଲଗ୍ନ ପରେଡ୍ରେ ସମ୍ପୃକ୍ତ ଆଉ ୧୪ ଚିହ୍ନଟ
ନୂଆଦିଲ୍ଲୀ,୨୪ା୭: ମଣିପୁର ହିଂସା ବେଳେ କୁକି ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଘଟଣାର ଭିଡିଓ ପଦାକୁ ଆସିବା ପରେ ଏପର୍ଯ୍ୟନ୍ତ ୬ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ଉକ୍ତ ଭିଡିଓରୁ ଆଉ ୧୪ ଜଣଙ୍କୁ ଚିହ୍ନଟ କରିଛି। ମେ’ ୪ରେ ମଣିପୁରର…
Archives


