Home Left

ପଶ୍ଚିମବଙ୍ଗର ବୀରଭୁମରୁ ମିଳିଲା ବୋମା, ଶାନ୍ତିନିକେତନରୁ ୨୮ କ୍ରୁଡ ବୋମା ଜବତ

କୋଲକାତା,୧୭।୬: ପଶ୍ଚିମବଙ୍ଗରେ ପଞ୍ଚୟତ ନିର୍ବାଚନ ଚାଲିଛି। ଆଉ ପ୍ରତିଥର ଭଳି ଏଥର ମଧ୍ୟ ନିର୍ବାଚନ ସମୟରେ ସେଠାରେ ହିଂସା ଦେଖିବାକୁ ମିଳିଛି। ଇତିମଧ୍ୟରେ ପଶ୍ଚିମବଙ୍ଗର ବୀରଭୁମ ଜିଲାରେ ଲଗାତାର ଦ୍ୱିତୀୟ ଦିନରେ ବୋମା ମିଳିବାରୁ ଭୟର ବାତାବରଣ ସୃଷ୍ଟି ହୋଇଛି। ଶନିବାର…

ଶିମିଳିପାଳ ଅଭୟାରଣ୍ୟ: ଶିକାରୀ ଗୁଳିରେ ଆଉ ଜଣେ ବନ କର୍ମଚାରୀ ମୃତ

ଠାକୁରମୁଣ୍ଡା,୧୭।୬ (ତାରାକାନ୍ତ ପଟ୍ଟନାୟକ): ଶିକାରୀଙ୍କ ଗୁଳିରେ ରକ୍ତରଞ୍ଜିତ ହୋଇପଡିଛି ଶିମିଳିପାଳ ଅଭୟାରଣ୍ୟ। ଶୁକ୍ରବାର ଅପରାହ୍ନରେ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଡିଭିଜନ ଅନ୍ତର୍ଗତ ଗାମଛାଚରଣ ବିଟ୍‌ ଅଞ୍ଚଳରେ ଶିକାରୀଙ୍କ ଗୁଳିରେ ଜଣେ ଫରେଷ୍ଟରଙ୍କ ମୃତ୍ୟୁ ଘଟିଛ। ମୃତ ଫରେଷ୍ଟର ଜଣକ ଉପର ବାରହାକାମୁଡା…

ଟିଏସ୍‌ଏମ୍‌ଏଲ୍‌ର ସ୍ବତନ୍ତ୍ର ସମ୍ମାନ ସମାରୋହ

ଭୁବନେଶ୍ୱର,୧୭।୬: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ଗୁରୁବାର ‘ଖଣି କ୍ଷେତ୍ର ମହିଳାଙ୍କ ପାଇଁ ଆନ୍ତର୍ଜାତିକ ଦିବସ’ ପାଳିତ ହୋଇଯାଇଛି। ବିଶେଷକରି ଖଣି ଶିଳ୍ପରେ କାର୍ଯ୍ୟରତ ମହିଳାମାନଙ୍କ ଗୁରୁତ୍ୱପୂର୍ଣ୍ଣ ଯୋଗଦାନକୁ ସମ୍ମାନ ଜଣାଇ କମ୍ପାନୀ ବିଶ୍ୱ ସମୁଦାୟ ସହ ୨୦୨୩…

ବିଓଆଇର ମିନି ଆର୍‌ବିସି ଉଦ୍‌ଘାଟିତ

ଭୁବନେଶ୍ୱର,୧୭।୬: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଏକ ମିନି-ଆର୍‌ବିସି ନିକଟରେ କଟକର କଲେଜ ସ୍କୋୟାର ଶାଖାଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏନ୍‌ବିଜି ଓଡ଼ିଶାର ମହାପ୍ରବନ୍ଧକ ବିକ୍ରମ କେଶରୀ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ।…

ଜୁଲାଇ ୩ରେ ଜିଆଇଏଫ୍‌ଆଇ

ଭୁବନେଶ୍ୱର,୧୭।୬: ବଜାଜ୍‌ ଆଲିଆଞ୍ଜ ଜେନେରାଲ ଇନ୍‌ସ୍ୟୁରାନ୍ସ ପକ୍ଷରୁ ପ୍ରଥମ ଥର ପାଇଁ ଭାରତରେ ଜେନେରାଲ ଇନ୍‌ସ୍ୟୁରାନ୍ସ ଫେଷ୍ଟିଭାଲ୍‌ ଅଫ୍‌ ଇଣ୍ଡିଆ (ଜିଆଇଏଫ୍‌ଆଇ)ର ଆୟୋଜନ କରାଯାଉଛି। ୨୦୨୩ ଜୁଲାଇ ୩ରେ ଜିଆଇଏଫ୍‌ଆଇ ପୁଣେଠାରେ ଆୟୋଜନ ହେବ। ବଜାଜ୍‌ ଆଲିଆଞ୍ଜ ଜେନେରାଲ ଇନ୍‌ସ୍ୟୁରାନ୍ସର ଏମ୍‌ଡି…

ବିପର୍ଯ୍ୟୟରେ ଜନ୍ମନେଲେ ୭୦୭ ଶିଶୁ

ଗାନ୍ଧୀନଗର, ୧୭।୬: ଗୁଜରାଟ କଚ୍ଛ ଜିଲାରେ ଗୁରୁବାର ଅତି ଭୀଷଣ ସାମୁଦ୍ରିକ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ୭୦୭ ନବଜାତ ଜନ୍ମ ନେଇଛନ୍ତି। ବାତ୍ୟା ବିପର୍ଯ୍ୟୟ ଯୋଗୁ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ଏହି ଗର୍ଭବତୀମାନଙ୍କୁ ସ୍ଥାନାନ୍ତର କରାଯାଇଥିଲା। ସରକାରୀ ସୂଚନାନୁସାରେ…

ଅନ୍ଧାରରେ ହଜାରେ ଗାଁ

ଅହମଦାବାଦ୍‌/ଜୟପୁର,୧୭।୬: ଭୀଷଣ ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ଗୁରୁବାର ଗୁଜରାଟରେ ସ୍ଥଳଭାଗ ଛୁଇଁବା ସହ ବ୍ୟାପକ କ୍ଷୟକ୍ଷତି କରିଛି। ସେଠାରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୨୨ ଜଣ ଆହତ ହୋଇଛନ୍ତି। ଗଛ ପଡ଼ି ବହୁ ଗାଡ଼ି ଓ ଘର ଭାଙ୍ଗିଯାଇଛି।…

୧୦ କୋଟିର ସହାୟତା ଦେବାକୁ ମହାଠକ ସୁକେଶ ଆଗ୍ରହୀ

ନୂଆଦିଲ୍ଲୀ,୧୭।୬: ୨୦୦ କୋଟି ଟଙ୍କା ଠକେଇ ମାମଲାରେ ଜେଲରେ ଥିବା ମହାଠକ ସୁକେଶ ଚନ୍ଦ୍ରଶେଖର ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣା ଆହତଙ୍କୁ ଆର୍ଥିକ ସହାୟତା ଦେବା ଲାଗି ଆଗ୍ରହ ପ୍ରକାଶ କରିଛନ୍ତି। ଏ ନେଇ ସୁକେଶ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଉଦ୍ଦେଶ୍ୟରେ ଏକ…

ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ବନ୍ଦ ହେଉ: ରାଜ୍ୟପାଳ

କୋଲକାତା, ୧୭।୬ (ପି.ଟି.): ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ବନ୍ଦ ହେବା ଜରୁରୀ ବୋଲି ରାଜ୍ୟପାଳ ଡ. ସି.ଭି. ଆନନ୍ଦ ବୋଷ ଶୁକ୍ରବାର କହିଛନ୍ତି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଘଟୁଛି। ଦିନକ ପୂର୍ବରୁ ଭାଙ୍ଗୋରରେ ଦୁଇ ରାଜନୈତିକ…

ସହମତି ବୟସ: କେନ୍ଦ୍ରକୁ ତଥ୍ୟ ମାଗିଲେ ଆଇନ କମିଶନ

ନୂଆଦିଲ୍ଲୀ, ୧୭।୬: ସହମତି ବୟସ ପ୍ରସଙ୍ଗର ଅନୁଧ୍ୟାନ କରୁଥିବା ୨୨ତମ ଆଇନ କମିଶନ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ଅଧିକାରୀମାନଙ୍କ ସହ ବୈଠକ କରିଛନ୍ତି। ଏନେଇ କମିଶନ ମନ୍ତ୍ରଣାଳୟକୁ ସବିଶେଷ ତଥ୍ୟ ମାଗିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ଶିଶୁ ଯୌନ ଅପରାଧ…

ଶବବୁହା ଗାଡ଼ି ନ ମିଳିବାରୁ ମୃତ ନବଜାତକକୁ ବ୍ୟାଗ୍‌ରେ ନେଲେ ବାପା

ଭୋପାଳ,୧୭।୬: ମଧ୍ୟପ୍ରଦେଶ ଜବଲପୁରରେ ଏକ ହୃହୟବିଦାରକ ଘଟଣା ସାମ୍ନାକୁ ଆସିଛି। ଡାକ୍ତରଖାନାରେ ଶବବୁହା ଗାଡ଼ି ନ ମିଳିବାରୁ ମୃତ ନବଜାତକକୁ ବ୍ୟାଗ୍‌ରେ ଭିର୍ତ୍ତି କରି ବସ୍‌ରେ ନେବାକୁ ପଡ଼ିଥିଲା। ଦିଣ୍ଡୋରି ଜିଲା ସହଜପୁରିର ଜାମାନି ଜୁନ ୧୩ରେ ମାରାଭି ଜିଲା ହସ୍ପିଟାଲରେ…

ଗ୍ରୀନ୍‌କାର୍ଡ ଯୋଗ୍ୟତା କୋହଳ କଲେ ବାଇଡେନ୍‌

ଓ୍ବାଶିଂଟନ, ୧୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ଆମେରିକାରେ ରହିବା ଏବଂ କାର୍ଯ୍ୟ କରିବା ଉଦ୍ଦେଶ୍ୟରେ ଯେଉଁମାନେ ଗ୍ରୀନ୍‌ କାର୍ଡ ପାଇଁ ଦୀର୍ଘଦିନ ହେଲା ଅପେକ୍ଷା କରିଛନ୍ତି, ସେମାନଙ୍କ ପାଇଁ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପ୍ରଶାସନ ଯୋଗ୍ୟତା ମାନଦଣ୍ଡରେ କୋହଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri