ଆଗୁଆ ଲୋକ ସଭା ନିର୍ବାଚନ କରାଇପାରେ ଭାଜପା: ନୀତୀଶ
ପାଟନା, ୧୭।୬: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପା ବିରୋଧରେ ସମସ୍ତ ବିରୋଧୀ ଦଳଙ୍କୁ ଏକାଠି କରିବାକୁ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାର ଉଦ୍ୟମ ଚଳାଇଛନ୍ତି। ଏଥିରେ ଭୟଭୀତ ଶାସକ ଦଳ ଆଗୁଆ ନିର୍ବାଚନ କରାଇପାରନ୍ତି…
ଉପଜିଲାପାଳଙ୍କ କାର୍ଯ୍ୟାଳୟର କିରାଣି ଘରେ ଭିଜିଲାନ୍ସ ଚଢ଼ାଉ
ବାରିପଦା ଅଫିସ,୧୭।୬ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପଜିଲାପାଳଙ୍କ କାର୍ଯ୍ୟାଳୟର କିରାଣି ରାମଚନ୍ଦ୍ର ସେନଙ୍କ ଘରେ ଶନିବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ…
ହାତୀ ଚଲାପଥରେ ପାଇପ
କେନ୍ଦୁଝର,୧୭ା୬(ନରେଶ ପଟ୍ଟନାୟକ) କେନ୍ଦୁଝର ଜିଲାରେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ବୁଲୁଛନ୍ତି। ହାତୀ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ଯାତାୟାତ ବେଳେ ପ୍ରଶସ୍ତ ରାସ୍ତାଘାଟ ପାରହୋଇଯିବାକୁ ପଡୁଛି। ବିଶେଷ କରି ଜିଲାର ଏନ୍ଏଚ୍ ୨୦, ୪୯, ୫୨୦ ପାର…
ଜଳ ଅଭାବରୁ ନଷ୍ଟ ହେଉଛି ଚାରା
କେନ୍ଦୁଝର,୧୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ବନଖଣ୍ଡ ସଦର ରେଞ୍ଜ ଅଧୀନରେ ଥିବା ପଦ୍ମପୁର ମେଗା ନର୍ସରିରେ ହଜାର ସଂଖ୍ୟାରେ ବିଭିନ୍ନ କିସମର ଚାରା ଶୁଖି ନଷ୍ଟହେବାକୁ ବସିଛି। ଜିଲାରେ ତାପମାତ୍ର ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଏ ନେଇ ପ୍ରତିକାର…
ଯାତ୍ରୀ ବିଶ୍ରାମାଗାର ଜରାଜୀର୍ଣ୍ଣ
ବଅଁରପାଳ,୧୭ା୬(ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦଠାରେ ଥିବା ଯାତ୍ରୀ ବିଶ୍ରାମାଗାର ଦୀର୍ଘଦିନ ହେବ ଜରାଜୀର୍ଣ୍ଣ ହୋଇ ରହିଛି। ଫଳରେ ପଥଚାରୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ…
୭୬ ବର୍ଷ ହେଲା ଭଡ଼ାଘରେ ଚାଲିଛି ଉପଡାକଘର
ଲାଠୋର,୧୭ା୬(ଭୁବନେଶ୍ବର ବାରିକ) ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ରୋଡ଼ରେ ରହିଥିବା ଉପଡାକଘର ୭୬ବର୍ଷ ହେଲା ଭଡ଼ା ଘରେ ଚାଲିଛି। ଏଥିପ୍ରତି ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷଙ୍କ ଦୃଷ୍ଟି ପଡୁନାହିଁ। ଫଳରେ ଆଜି ଏଠି ତ କାଲି ପୁଣି ଅନ୍ୟ କେଉଁଠି ଡାକଘର…
କିଲୋ ପ୍ରତି ଆମ୍ବର ଦାମ୍ ୨.୭୫ ଲକ୍ଷ ଟଙ୍କା
ନୂଆପଡ଼ା,୧୭ା୬ (ମକାରୁ ବେମାଲ) ନୂଆପଡା ସଦର ମହକୁମାସ୍ଥିତ ଜିଲା ପରିଷଦ କାର୍ଯ୍ୟାଳୟ ପରିସରରେ ଓରମାସ ଓ ଜିଲା ପ୍ରଶାସନଙ୍କ ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଆମ୍ବ ମେଳା ବା ଆମ ଗାଁ ଆମ୍ବ ପସରା ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ୫ ଦିନ ଧରି…
ପୁନରୁଦ୍ଧାର ହେଲାନି ଜଳଉତ୍ସ
ସୋନପୁର,୧୭ା୬(ମୃତ୍ୟୁଞ୍ଜୟ ଶତପଥୀ) ଜନସଂଖ୍ୟା ବୃଦ୍ଧି, ଭୂତଳ ଜଳସ୍ତର ହ୍ରାସ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅମୃତ ମହୋତ୍ସବ…
ମିଶନ ଶକ୍ତି ପଦବୀ ଚୟନରେ ଅନିୟମିତତା
ଭବାନୀପାଟଣା,୧୭ା୬(ଉତ୍ତମ କୁମାର ଦାଶ) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ମିଶନ ଶକ୍ତି ପକ୍ଷରୁ ବିଭିନ୍ନ ପଦବୀରେ ନିଯୁକ୍ତି ପାଇଥିବା ପ୍ରାର୍ଥତ୍ନୀଙ୍କ ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ପ୍ରାର୍ଥତ୍ନୀମାନେ ପୂର୍ବରୁ ଜିଲାପାଳଙ୍କୁ ମଧ୍ୟ ଲିଖିତ ଅଭିଯୋଗ କରିଛନ୍ତି। ଏପରିକି…
ଗଛମୂଳ, ରାସ୍ତା କଡ଼ରେ ଚାଲିଛି ଡ୍ୟୁଟି
ରାଉରକେଲା,୧୭ା୬(ଦିନେଶ ମିଶ୍ର) ସ୍ମାର୍ଟସିଟି ରାଉରକେଲାରେ ଦିନକୁ ଦିନ ଜନସଂଖ୍ୟା ସାଙ୍ଗକୁ ଗାଡିମୋଟର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ମାର୍ଟସିଟି ପକ୍ଷରୁ ବହୁ ଉନ୍ନୟନମୂଳକ କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଟ୍ରାଫିକକୁ ଅଣଦେଖା କରାଯାଉଛି। ସହରରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ…
ମଧ୍ୟପ୍ରଦେଶ, ଛତିଶଗଡ, ଉତ୍ତରାଖଣ୍ଡ, ଓଡ଼ିଶା, ମଣିପୁର ବିଜୟୀ
ରାଉରକେଲା,୧୭ା୬(ଦିନେଶ ମିଶ୍ର) ରାଉରକେଲା ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ତ୍ରୟୋଦଶ ଜାତୀୟ ଜୁନିୟର ପୁରୁଷ ହକି ଚାମ୍ପିୟନଶିପ୍ର ପଞ୍ଚମ ଦିନରେ ୬ଟି ମ୍ୟାଚ ଖେଳାଯାଇଥିଲା। ସେଥିମଧ୍ୟରୁ ପ୍ରଥମ ମ୍ୟାଚ ମଧ୍ୟପ୍ରଦେଶ ଓ କେରଳ ମଧ୍ୟରେ ହୋଇଥିଲା। ଏଥିରେ ମଧ୍ୟପ୍ରଦେଶ ଦଳ…
ହୋଇପାରିଲାନି ଇନ୍ଦ୍ରାବତୀ ପ୍ରକଳ୍ପ ହାଇସ୍କୁଲ ହସ୍ତାନ୍ତର ପ୍ରକ୍ରିୟା
ତେନ୍ତୁଳିଖୁଣ୍ଟି,୧୭ା୬(ଚିଦାନନ୍ଦ ସାହୁ) ଇନ୍ଦ୍ରାବତୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଚାଳନା ଦାୟିତ୍ୱ ଶୁକ୍ରବାର ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗକୁ ହସ୍ତାନ୍ତର ହେବାକୁ ଧାର୍ଯ୍ୟ ହୋଇଥିଲା। କିନ୍ତୁ ତାହା ହୋଇପାରି ନ ଥିଲା। ଜିଲାପାଳଙ୍କ ନିର୍ଦ୍ଦେଶ ପରେ ହସ୍ତାନ୍ତର ତାରିଖ ଧାର୍ଯ୍ୟ ହେବାରୁ…
Archives


