Home Left

ରଜ ଦୁଇଦିନରେ ୬.୭୭ କୋଟିର ଆମିଷ ବେପାର

ଭୁବନେଶ୍ୱର,୧୭ା୬ (ବନ୍ଦନା ସେଠୀ) ସରିଲା ରଜ। ଦୋଳି ସାଙ୍ଗକୁ ଭଳିକି ଭଳି ପିଠା, ପାନ ସହିତ ରାଜଧାନୀବାସୀ ପାଳନ କରିଥିଲେ ରଜ ଉତ୍ସବ। ତେବେ ଏଥର ରଜ ଭଲ ବାରରେ ପଡିଥିବାରୁ ପିଠାଖିଆ ସାଙ୍ଗକୁ ଆମିଷ ବାସ୍ନାରେ ପୂରି ଉଠିଥିଲା ଘରଠୁ…

ପଞ୍ଚସଖାଙ୍କ ସମାଧିପୀଠ ଅବହେଳିତ

ସାକ୍ଷୀଗୋପାଳ,୧୭ା୬(କିଶୋର ମହାପାତ୍ର /ପ୍ରଶାନ୍ତ ବାରିକ) ପୁରୀ ଜିଲା ସତ୍ୟବାଦୀ ବକୁଳବନରେ ପୁଣ୍ୟାତ୍ମା ପଞ୍ଚସଖାଙ୍କ ସ୍ମୃତି ରକ୍ଷା ନିମନ୍ତେ ପ୍ରତିଷ୍ଠା ହୋଇଥିବା ପଞ୍ଚସଖା ସ୍ମୃତି ସମାଧିପୀଠ ଏବେ ଅବହେଳିତ ହୋଇପଡ଼ିଛି। ଅନାବନା ଲଟା ବୁଦାରେ ଏହି ପୀଠ ପରିପୂର୍ଣ୍ଣ ହୋଇଥିବାବେଳେ ସନ୍ଧ୍ୟା ହେଲେ…

ଏସ୍‌ସିବିରୁ ଆହତଙ୍କ ସଂଖ୍ୟା କମୁଛି

କଟକ,୧୭ା୬ (କାର୍ତ୍ତିକ ସାହୁ) ବାଲେଶ୍ୱର ଜିଲା ବାହାନଗାଠାରେ ଗତ ୨ ତାରିଖରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାକୁ ୨ ସପ୍ତାହ ବିତିଲାଣି। ତଥାପି ମନରୁ ଭୟ ଯାଇନି। ରାଜ୍ୟ ତଥା ରାଜ୍ୟ ବାହାରେ ଚିକିତ୍ସାଧୀନ ଆହତମାନେ ଏବେ ବି ଆଶଙ୍କିତ ଅବସ୍ଥାରେ ଅଛନ୍ତି।…

ଚିହ୍ନଟ ଅପେକ୍ଷାରେ ୮୧ ମୃତଦେହ

ଭୁବନେଶ୍ୱର,୧୭ା୬(ଅଭିଜିତ ଦାସ) ବାହାନଗା ଟ୍ରେନ୍‌ ଦୁର୍ଘଟଣାକୁ ୨ ସପ୍ତାହ ବିତିଯାଇଛି। ଗତ ୨ ତାରିଖ ଶୁକ୍ରବାର ରାତିରେ ଘଟିଥିବା ଏହି ଭୟଙ୍କର ଦୁର୍ଘଟଣାରେ ଘଟଣାସ୍ଥଳରେ ୨୮୮ଜଣଙ୍କ ଜୀବନ ଯାଇଥିବାବେଳେ ପରବର୍ତ୍ତୀ ସମୟରେ କଟକ ଏସ୍‌ସିବିରେ ଚିକିତ୍ସାଧୀନ ଥିବା ୨ଜଣ ଯାତ୍ରୀଙ୍କ ମୃତ୍ୟୁ…

୨୧ ଯାଏ ପ୍ରଚଣ୍ଡ ରୌଦ୍ରତାପ

ଭୁବନେଶ୍ୱର,୧୭ା୬,ଅନିଲ ଦାସ: ଉପକୂଳରୁ ଉପାନ୍ତ ସବୁଠି ପାରଦ ଉପରମୁହାଁ ହୋଇଛି। ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୫.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ରାଜ୍ୟର ୩ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀକୁ ଟପି…

ପୁଅ ଧର୍ମ ପରିବର୍ତ୍ତନ କରିଥିବାରୁ ବାପା ମୃତଦେହକୁ ଶ୍ମଶାନ ମନା

ଉମରକୋଟ,୧୭ା୬(ସନ୍ତୋଷ ଶତପଥୀ)ପୁଅ କରିଥିଲା ଧର୍ମ ପରିବର୍ତ୍ତନ। ତେଣୁ ତାଙ୍କ ବାପାଙ୍କ ମୃତ୍ୟୁ ପରେ ହିନ୍ଦୁ ଶ୍ମଶାନରେ ସତ୍କାର କରିବାକୁ ମିଳିଲାନି ଅନୁମତି। ଏପରି ଏକ ସମ୍ବେଦନଶୀଳ ଘଟଣା ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ବେହେଡ଼ା ପଞ୍ଚାୟତ ସିଉନାଗୁଡ଼ା ଗ୍ରାମରେ ଶୁକ୍ରବାର…

ଭିଜିଲାନ୍ସ ଜାଲରେ ପ୍ରାଣୀଧନ ଚିକିତ୍ସାଧିକାରୀ

ଆସିକା,୧୭ା୬(ସୁରେନ୍ଦ୍ର ନାଥ ସାହୁ) ଗଞ୍ଜାମ ଜିଲା ଆସିକା ବ୍ଲକ ପ୍ରାଣୀଧନ ଚିକିତ୍ସାଧିକାରୀ ରବି ନାରାୟଣ ସାହୁ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମୋବାଇଲ ଭେଟେରିନାରୀ ୟୁନିଟ ବ୍ୟବହାର ଲାଗି ନିୟୋଜିତ ଏକ ବୋଲେରୋର ଭଡା ନବୀକରଣ ଲାଗି କାଗଜପତ୍ର ପ୍ରସ୍ତୁତ କରିବା…

ଶୋଇଥିବା ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା

ଖମାର,୧୭ା୬ (ରଜନୀକାନ୍ତ ମହାରଣା) ଅସହ୍ୟ ଗରମରୁ ରକ୍ଷା ପାଇବା ପାଇଁ ବାରଣ୍ଡାରେ ଖଟ ପକାଇ ଶୋଇଥିବା ଜଣେ ଯୁବକଙ୍କୁ ଦଳିଦେଇଛି ହିଂସ୍ର ଦନ୍ତା। ଅନୁଗୋଳ ଜିଲା ପାଲଲହଡ଼ା ବନାଞ୍ଚଳ ଅଧୀନ ପେଚାମୁଣ୍ଡି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏଭଳି ଏକ…

ଭିଜିଲାନ୍ସ ଜାଲରେ କୋଟିପତି ନିଲମ୍ବିତ ଯୋଗାଣ ଅଧିକାରୀ

ଭୁବନେଶ୍ୱର(ସତ୍ୟଜିତ୍‌ ରାଉତ)/ନିମାପଡ଼ା(ବିଚିତ୍ରାନନ୍ଦ ସାହୁ), ୧୭ା୬: ସରକାରୀ କ୍ଷମତାର ଅପବ୍ୟବହାର କରି ନିଲମ୍ବିତ ହୋଇଥିବା ନୟାଗଡ଼ ଜିଲା ଯୋଗାଣ ଅଧିକାରୀ (ସିଏସ୍‌ଓ) ବ୍ରଜେନ୍ଦ୍ର କୁମାର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସର ୮ଟି ଟିମ୍‌…

ଅଦିନିଆ ରଥଯାତ୍ରାକୁ ବିରୋଧ

ପୁରୀ,୧୭ା୬(ଅଜିତ୍‌ ମହାନ୍ତି) ଅଦିନିଆ ରଥଯାତ୍ରାକୁ ନେଇ ପୁଣି ବିବାଦ ସୃଷ୍ଟି ହୋଇଛି। ମଧ୍ୟପ୍ରଦେଶର ଗ୍ବାଲିୟରଠାରେ ଚଳିତ ମାସ ୨୪ତାରିଖରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେବ ବୋଲି ସୋସିଆଲ ମିଡିଆରେ ଖବର ଘୂରିବୁଲୁଛି। ଏହି ଅଦିନିଆ ରଥଯାତ୍ରାକୁ ଓଡ଼ିଶାର ଜଗନ୍ନାଥପ୍ରେମୀ ଓ ଶ୍ରୀମନ୍ଦିର ସେବାୟତଙ୍କ…

ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ହତ୍ୟା, ସାନଭାଇ ଗୁରୁତର

ଗୁଣପୁର,୧୭ା୬(ପ୍ରଦୀପ କୁମାର ପାଢ଼ୀ) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ନନ୍ଦରାମପୁର ଅଞ୍ଚଳର ୨ ଭାଇ ଦାଦନ ଖଟିବାକୁ ବେଙ୍ଗାଲୁରୁ ଯାଇଥିବାବେଳେ ସେଠାରେ କେତେଜଣ  ଅଟୋ ଚାଳକ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗତ ୧୧ ତାରିଖରେ ଅଟୋ ଚାଳକଙ୍କ ଆକ୍ରମଣରେ…

ବିଦ୍ୟୁତ୍‌ ବିଭ୍ରାଟ: ଉପଭୋକ୍ତା ଉତ୍ତେଜିତ

ଭୁବନେଶ୍ୱର,୧୭ା୬(ଅନିଲ ଦାସ) ଅସମ୍ଭାଳ ହେଉଛି ଗରମ ଓ ଗୁଳୁଗୁଳି। ଏଭଳି ସ୍ଥଳେ ବିଦ୍ୟୁତ୍‌ କାଟ ଯୋଗୁ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ଲୋକେ। ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ଓ ଲୋ-ଭୋଲ୍‌ଟେଜକୁ ନେଇ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ବିଦ୍ୟୁତ୍‌ ବିଭ୍ରାଟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri