Home Left

ଶିକ୍ଷକ ପଦବୀ ପୂରଣ ଦାବିରେ ସ୍କୁଲ ସାମ୍ନାରେ ଧାରଣା ଦେଲେ ଛାତ୍ରୀଛାତ୍ରଙ୍କ ସହ ଅଭିଭାବକ

ତିହିଡ଼ି,୧ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କାଁପଡ଼ା ପଞ୍ଚାୟତସ୍ଥିତ ବାସୁଳି ନୋଡାଲ ହାଇସ୍କୁଲର ଛାତ୍ରୀଛାତ୍ର, ଅଭିଭାବକଙ୍କ ସମେତ ସ୍କୁଲ ପରିଚାଳନା କମିଟିର କର୍ମକର୍ତ୍ତାମାନେ ସୋମବାର ପୂର୍ବାହ୍ନରେ ସ୍କୁଲ ସାମ୍ନାରେ ଧାରଣା ଦେଇଛନ୍ତି। ଆବଶ୍ୟକ ସଂଖ୍ୟକ ଶିକ୍ଷକ ପଦବୀ...

୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବାର କାର୍ଯ୍ୟକ୍ରମ...

ଏତେ ବର୍ଷ ପରେ ସତ ଆସିଲା ସାମ୍ନାକୁ, କାହିଁକି ୟୁକ୍ରେନ ସହ ହେଉଛି ଯୁଦ୍ଧ? ଅସଲ କାରଣ ଖୋଲି କହିଲେ ପୁଟିନ

ବେଜିଂ,୧।୯: ସାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ୨୦୨୫ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ପାଶ୍ଚାତ୍ୟ ଦେଶମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ପୁଟିନ କହିଛନ୍ତି ଯେ ପଶ୍ଚିମ ଦେଶଗୁଡ଼ିକ ନିରନ୍ତର ଭାବରେ ୟୁକ୍ରେନକୁ...

ଅଧରାତିରେ ସ୍ବାମୀଙ୍କୁ ଘରେ ବନ୍ଦ କରି ଦିଅରଙ୍କ ରୁମ୍‌କୁ ଗଲେ ଭାଉଜ: ଘଟାଇଲେ ଏମିତି କାଣ୍ଡ

ପାଟନା,୧।୯: ବିହାରର ପାଟନାର ଫୁଲୱାରିଫରେ ଜଣେ ଯୁବକଙ୍କ ହତ୍ୟା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାତିରେ ଯୁବକଙ୍କୁ ତାଙ୍କ ଭାଉଜ ହତ୍ୟା କରିଥିଲେ। ତା’ପରେ ସେ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ସକାଳେ ଯୁବକଙ୍କ ବଡ଼ ଭାଉଜ ଯେତେବେଳେ ମଝିଆଁ ଭାଉଜଙ୍କ...

ଚାଇନାରେ SCOର ଅର୍ଥ ବୁଝାଇଲେ ମୋଦି

ତିଆନଜିନ,୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର ତିଆନଜିନରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (SCO) ସମ୍ମିଳନୀରେ ଭାରତର ଚିନ୍ତାଧାରା ଏବଂ ନୀତି ଉଲ୍ଲେଖ କରିଥିଲେ। ସେ କହିଥିଲେ ଯେ ଭାରତର ଚିନ୍ତାଧାରା ଏବଂ ନୀତି S-ସିକ୍ୟୁରିଟି(ସୁରକ୍ଷା), C-କନେକ୍ଟିଭିଟି(ସଂଯୋଗ) ଏବଂ O-ଅପର୍ଚ୍ୟୁନିଟି(ସୁଯୋଗ)...

ନୂଆ ବ୍ଲକ୍‌ ଗଠନ ନେଇ ଦାବି ଦୋହରାଇଲେ ଅଞ୍ଚଳବାସୀ, ସରକାରୀ ପଦକ୍ଷେପ ନ ନେବାରୁ…

ଦାରିଙ୍ଗବାଡ଼ି,୧ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁର ୮ ପଞ୍ଚାୟତକୁ ନେଇ ନୂତନ ବ୍ଲକ ଗଠନ କରାଯିବା ଦାବି ଅଞ୍ଚଳବାସୀ ପୁଣି ଦୋହରାଇଛନ୍ତି। ଦୀର୍ଘ ୪ ଦଶନ୍ଧି ଧରି ବ୍ଲକ ଗଠନ ପାଇଁ ଦାବି ହୋଇଆସୁଥିବା ବେଳେ ଅଞ୍ଚଳବାସୀ...

ସରକାରୀ ଜମି ଜବରଦଖଲ, ନ୍ୟାୟ ନ ମିଳିଲେ ଗ୍ରାମବାସୀ…

ମହାକାଳପଡ଼ା, ୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସି ପଞ୍ଚାୟତ ହରିଆବାଙ୍କ ଗ୍ରାମର ସରକାରୀ ଜମି ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଛେଦ କରାଯାଇଥିଲା। ଏହି ଜମିରେ ହୋଇଥିବା ଜବରଦଖଲକୁ ନେଇ ତହସିଲ ପ୍ରଶାସନର ଉଦାସୀନତାକୁ ନେଇ ଗ୍ରାମବାସୀଙ୍କ...

SCO ବୈଠକରେ ମୋଦିଙ୍କ ସାମ୍ନାରେ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲେ ଜିନପିଙ୍ଗ

ବେଜିଂ,୧।୯: ସୋମବାର (ସେପ୍ଟେମ୍ବର ୧) ତିଆନଜିନରେ ଆରମ୍ଭ ହୋଇଥିବା ସାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀ ୨୦୨୫ର ଉଦଘାଟନୀ ଅଧିବେଶନରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବିଶ୍ୱର ସାମ୍ପ୍ରତିକ ପରିସ୍ଥିତି ଉପରେ ଏକ ଦୃଢ଼ ବିବୃତ୍ତି ଦେଇଛନ୍ତି। ତାଙ୍କ...

ତୁମେ ବହୁତ ବଡ଼ ଲୋକ, କେହି ତୁମକୁ ଛୁଇଁ ପାରିବେ ନାହିଁ: ବିମାନବନ୍ଦରରେ କାହାକୁ ଏମିତି କହିଲେ ରୋହିତ ଶର୍ମା

ମୁମ୍ବାଇ,୧।୯: ଭାରତୀୟ ଦିନିକିଆ ଦଳର ଅଧିନାୟକ ରୋହିତ ଶର୍ମା ଫିଟନେସ ପରୀକ୍ଷାରେ ପାସ କରି ମୁମ୍ବାଇ ଫେରିଛନ୍ତି। BCCIର ସେଣ୍ଟର ଅଫ ଏକ୍ସଲେନ୍ସରେ ତାଙ୍କର ୟୋ-ୟୋ ପରୀକ୍ଷା ହୋଇଥିଲା। ଏଥିରେ ସେ ପାସ କରିଥିଲେ। ବିମାନବନ୍ଦରରେ ତାଙ୍କର ଏକ ଭିଡିଓ...

୨ କଲରାପତରିଆ ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌, ଡାଇରେକ୍ଟର ଅଫ୍‌ ରେଭିନ୍ୟୁ ବିଭାଗ ଟ୍ରାକ୍‌ କରି…

ରାୟଗଡ଼ା,୧ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କୋଲନରା ଅଞ୍ଚଳରୁ ୨ଟି କଲରାପତରିଆ ବାଘ ଚମଡ଼ା ଜବତ ସହ ୪ ଜଣଙ୍କୁ ରାୟଗଡ଼ା ବନ ବିଭାଗ ସହାୟତାରେ ମୁମ୍ବାଇସ୍ଥିତ ଡାଇରେକ୍ଟର ଅଫ ରେଭିନ୍ୟୁ ଇଣ୍ଟେଲିଜେନ୍ସ ବିଭାଗ ଗିରଫ କରିଥିବା ଜଣାପଡ଼ିଛି ।...

ସର୍ବସମ୍ମୁଖରେ ପୁଣି ବେଇଜ୍ଜତ ହେଲା ପାକିସ୍ତାନ, କଥା ହେବା ସମୟରେ ସାମ୍ନାରେ ଚାଲିଗଲେ ମୋଦି-ପୁଟିନ

ବେଜିଂ,୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଦୁଇ ଦିନିଆ ଚାଇନା ଗସ୍ତରେ ଅଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ମୋଦି SCO ସମ୍ମିଳନୀରେ ଯୋଗ ଦେଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଆଜି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ମୋଦି, ରୁଷିଆ ରାଷ୍ଟ୍ରପତି ଏବଂ...

ସମସ୍ତଙ୍କୁ ଏକାଠି ହୋଇ ଆତଙ୍କବାଦ ବିରୋଧରେ ଲଢ଼ିବାକୁ ଆହ୍ବାନ ଦେଲେ ମୋଦି

ନୂଆଦିଲ୍ଲୀ,୧ା୯: ଚାଇନାର ତିଆଞ୍ଜିନ୍‌ରେ SCO ସମ୍ମିଳନୀ ଆରମ୍ଭ ହୋଇଛି। ଏହି ମହାସମ୍ମିଳନୀରେ ଯୋଗଦେଇ ପୁଣି ଆତଙ୍କବାଦ ପ୍ରସଙ୍ଗ ଉଠାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶାନ୍ତି ପ୍ରତିଷ୍ଠା ଦିଗରେ ଆତଙ୍କବାଦ ସବୁଠୁ ବଡ଼ ପ୍ରତିବନ୍ଧକ ବୋଲି କହିଛନ୍ତି ମୋଦି। ସୁରକ୍ଷା, ଶାନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri