ସଚିବଙ୍କ ସହ ରେଖାଙ୍କ ସମ୍ପର୍କକୁ ଭୁଲ୍ କହିଲେ ୟାସିର
ମୁମ୍ବାଇ: ଭାରତୀୟ ସିନେମାରେ ଏଭର ଗ୍ରୀନ୍ ଅଭିନେତ୍ରୀ ରେଖା ସୌନ୍ଦର୍ଯ୍ୟ ପାଇଁ ବେଶ୍ ପ୍ରସିଦ୍ଧ। ତାଙ୍କ ନାମ ଅନେକ କଳାକାରଙ୍କ ନାଁ ସହ ଜଡ଼ିତ। ବିଗ୍ ବି’ ଅମିତାଭ ବଚ୍ଚନଙ୍କ ସହ ତାଙ୍କ ସମ୍ପର୍କ ସେତେବେଳେ ଚର୍ଚ୍ଚାରେ ଥିଲା। ଏବେ ପୁଣି…
ବାପଘରକୁ କ’ଣ ଝିଅ ଯାଇପାରିବନି: ସଂଯୁକ୍ତା
ଭୁବନେଶ୍ୱର,୨୨।୭(ସୂର୍ଯ୍ୟକାନ୍ତ ବେହେରା): ପୂର୍ବତନ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣି ଚର୍ଚ୍ଚାକୁ ଆସିଥିବା ବିଜେଡି ନେତ୍ରୀ ସଂଯୁକ୍ତା ମହଲାଙ୍କୁ ନବୀନ ନିବାସ ଗଲା ବେଳେ ଶନିବାର ଟ୍ରାଫିକ ଛକରେ ପୋଲିସ ଅଟକାଇଥିଲା। ଛାଡ଼ିବା ପାଇଁ ସଂଯୁକ୍ତା ପୋଲିସକୁ…
ଯୌତୁକ ବାଇକ୍ ପୋଡ଼ିଦେଲେ ଦୁର୍ବୃତ୍ତ
କୋକସରା,୨୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝିଗୁଡ଼ା ପଞ୍ଚାୟତ ଦାବ୍ରିଗୁଡ଼ା ଗ୍ରାମର ସୁଦର୍ଶନ ନାଏକଙ୍କ ଘର ବାରଣ୍ଡା ଆଗରେ ଥିବା ୟାମାହା ନମ୍ବର ଓଡି ୦୮ ଏଲ୍ ୭୨୬୨କୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଅଜଣା ଦୁର୍ବୃତ୍ତ…
ମନ୍ଦିର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଉନ୍ନୟନ ପାଣ୍ଠିରୁ ହେବ ଖର୍ଚ୍ଚ
ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଥିବା ଦୁଇଟି ମନ୍ଦିରର ଉନ୍ନତିକରଣ ପାଇଁ ଶନିବାର ଭିତ୍ତିପ୍ରସ୍ତର କରାଯାଇଛି। ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇ ଥିବା ବେଳେ ଅନ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର…
ଧରିତ୍ରୀ ପ୍ରଭାବ: ରାସ୍ତା ମରାମତି କଲା ଆର୍ଡି ବିଭାଗ
କେସିଙ୍ଗା,୨୨ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ମାଟିଆ ଗ୍ରାମର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ବର୍ଷା ପାଣି ଜମି ରହୁଥିବାରୁ ସ୍କୁଲ ଛାତ୍ରୀଛାତ୍ର ଆଣ୍ଠୁଏ ପାଣି କାଦୁଅ ପାଣିରେ ସ୍କୁଲ ଯାଉଥିଲେ। ‘ମୁଖ୍ୟ ରାସ୍ତା ଉପରେ…
ଭାସିଗଲା ପୋଲ, ବିଦ୍ୟାଳୟ ଯିବାରୁ ବଞ୍ଚିତ ହେଲେ କୁନିକୁନି ପିଲା
କଣ୍ଟିପାଳ/ଆନନ୍ଦପୁର,୨୨ା୭(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ବ୍ଲକ ଶାଳବଣି ପଞ୍ଚାୟତର ବାଲିପଶିଠାରେ ଘାଗରା ନାଳ ଉପରେ ନିର୍ମାଣ ହୋଇଥିବା ଅସ୍ଥାୟୀ ପୋଲ ନଦୀ ଜଳରେ ଭାସିଯାଇଛି। ଶୁକ୍ରବାର ରାତିରେ ଘାଗରା ନାଳରେ ଅଧିକ ଜଳ ପ୍ରବାହିତ ହେବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି।…
ପୁରୁଷଙ୍କଠାରୁ ଏହି ୪ ମାମଲାରେ ଆଗରେ ରହିଥାନ୍ତି ମହିଳା; ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…
ଚାଣକ୍ୟ ଭାରତର ମହାନ ରାଜନୈତିଜ୍ଞ, କୁଟନିତିଜ୍ଞ ଏବଂ ଅର୍ଥଶାସ୍ତ୍ରୀ ଥିଲେ। ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ରାଜା କରିବାରେ ଚାଣକ୍ୟଙ୍କ ବଡ଼ ଯୋଗଦାନ ଥିଲା। ଆଜିର ସମୟରେ ମଧ୍ୟ ତାଙ୍କର ନୀତି ବେଶ ପ୍ରଭାବଶାଳୀ। କୁହାଯାଏ ଯେଉଁ ବ୍ୟକ୍ତି ଏହି ନୀତିଗୁଡ଼ିକୁ ଅନୁସରଣ କରେ…
ବାସ୍ତୁଦୋଷ ଥିଲେ ଲାଗି ରହେ ଘରେ କଳହ, ଜାଣନ୍ତୁ କ’ଣ କଲେ ପାଇହେବ ମୁକ୍ତି…
ବାସ୍ତୁଶାସ୍ତ୍ର କହେ, ଘରେ ବାସ୍ତୁଦୋଷ ଥିଲେ କଳହ ଲାଗି ରହେ। ଘରର ଉନ୍ନତି ପଥରେ ବାରମ୍ବାର ବାଧା ଉପୁଜିବା ସହ ରୋଜଗାର ତୁଳନାରେ ଖର୍ଚ୍ଚ ବଢିଯାଏ, ରୋଗବ୍ୟାଧି ଲାଗି ରହେ ଇତ୍ୟାଦି। ତେଣୁ କ’ଣ କଲେ ଏସବୁରୁ ମୁକ୍ତି ପାଇହେବ ଜାଣନ୍ତୁ…
ପୁଣି ପ୍ରଧାନମନ୍ତ୍ରୀଙ୍କୁ କଂଗ୍ରେସର ଟାର୍ଗେଟ: ‘୫୬ ଇଞ୍ଚର ଛାତି ଥିଲେ ଗୃହରେ ଆସି ଜବାବ ଦିଅନ୍ତୁ’
ଇମ୍ଫାଲ,୨୨।୭: ମଣିପୁରରେ ଦୁଇ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ମାମଲା ପୁରା ଦେଶକୁ ସ୍ତବ୍ଧ କରି ଦେଇଛି। ସୁପ୍ରିମକୋର୍ଟଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପର୍ଯ୍ୟନ୍ତ ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିରୋଧୀ ଦଳ ଏହି ମାମଲା…
ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଭେଟିଲେ ଆମ୍ରପାଲି-ନିରହୁଆ
ବମ୍ବେ: ବାଗେଶ୍ୱର ଧାମ୍ର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କୁ ଭେଟିଛନ୍ତି ଭୋଜପୁରୀ ସୁପରଷ୍ଟାର ଦିନେଶ ଲାଲ ଯାଦବ(ନିରହୁଆ) ଏବଂ ଅଭିନେତ୍ରୀ ଆମ୍ର୍ରପାଲି ଦୁବେ। ଏହାର ଫଟୋ ଅଭିନେତ୍ରୀ ନିଜର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଫଟୋରେ ତିନିଜଣ ଯାକ ହାତ ଯୋଡ଼ି…
ସୁମ୍ବୁଲଙ୍କୁ ମିଳିଲା ବଡ ଶୋ’
ବମ୍ବେ: ବିଗ୍ବସ୍ରୁ ଆସିବା ପରେ ମିଳିଲା ବଡ ବ୍ରେକ୍। ଆମେ କହୁଛୁ ଅଭିନେତ୍ରୀ ସୁମ୍ବୁଲ ତୌକିର ଖାଁଙ୍କ ବିଷୟରେ। ‘ଇମଲି’ ଚରିତ୍ରରେ ଘରେ ଘରେ ପରିଚିତ ହୋଇଥିବା ସୁମ୍ବୁଲ ଖୁବ୍ଶୀଘ୍ର ସୋନି ଚ୍ୟାନେଲରେ ପ୍ରସାରିତ ହେବାକୁ ଥିବା ଏକ ଧାରାବାହିକରେ ନଜର…
୫୦ ଘଣ୍ଟାରେ ୩ ପିଲା ନିଖୋଜ, ଟେର୍ ପାଉନି ପୋଲିସ
ଲକ୍ଷ୍ନୌ,୨୨ା୭: ଉତ୍ତରପ୍ରଦେଶର ଆମେଠି ଜିଲାର ଜୟସ କୋଟଓ୍ବାଲି ଅଞ୍ଚଳରୁ ପ୍ରାୟ ୫୦ ଘଣ୍ଟା ଭିତରେ ତିନିଜଣ ଶିଶୁ ନିଖୋଜ ହୋଇଯାଇଛନ୍ତି। ପୋଲିସ ଏପର୍ଯ୍ୟନ୍ତ କୌଣସି ଟେର୍ ପାଉନାହିଁ। ଯଦିଓ ଆମେଠି ପୋଲିସ କହିଛି ଯେ, ନାବାଳକ ପିଲାମାନଙ୍କୁ ଖୋଜିବା ପାଇଁ ଅନେକ…
Archives


