Home Left

ବନ୍ଧୁକ ଦେଖାଇ ୨ ଭାଇଙ୍କୁ ଉଠାଇନେଇଥିଲେ: ଆନ୍ଧ୍ରରେ ହେଲେ ଠାବ

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅଧିନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଉଠାଇ ନେଇଥିଲେ।…

ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ଏକମାତ୍ର ଉପାୟ ହେଉଛି ମୁଖ୍ୟମନ୍ତ୍ରୀଙ୍କୁ ବରଖାସ୍ତ, ରାଷ୍ଟ୍ରପତି ଶାସନ ଲାଗୁ କରିବା: କପିଲ ସିବଲ

ନୂଆଦିଲ୍ଲୀ,୨୨।୭: ରାଜ୍ୟ ସଭା ଏମ୍‌ପି କପିଲ ସିବଲ ମଣିପୁରରେ ଶାନ୍ତି ପ୍ରତିଷ୍ଠା ପାଇଁ ରାସ୍ତା ବତାଇଛନ୍ତି। ଶନିବାର ସିବଲ କହିଛନ୍ତି, ମଣିପୁରରେ ଏକମାତ୍ର ଉପାୟ ହେଉଛି ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ ସିଂଙ୍କୁ ବରଖାସ୍ତ କରିବା ଏବଂ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ…

ବନ୍ଧୁକ ଦେଖାଇ ୨ ଭାଇଙ୍କୁ ଉଠାଇନେଲେ ଦୁର୍ବୃତ୍ତ

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ )- ଗଞ୍ଜାମ ଥାନା ଅଧିନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଉଠାଇ ନେଇଛନ୍ତି…

ଏମର୍ଜିଂ ଏସିଆ କପ ଫାଇନାଲରେ ଭାରତ-ପାକ୍‌, ରବିବାର ହେବ ମୁକାବିଲା

ନୂଆଦିଲ୍ଲୀ,୨୨।୭: ଏସୀୟ କ୍ରିକେଟର ମହାକୁମ୍ଭ ୩୦ ଅଗଷ୍ଟରୁ ଆରମ୍ଭ ହେବ। ୨୦୨୩ଏସିଆ କପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ୨ ସେପ୍ଟେମ୍ବରରେ ଏକ ବଡ଼ ମ୍ୟାଚ ଖେଳାଯିବ। ଚଳିତ ବର୍ଷ ଏସିଆ କପ ପାକିସ୍ତାନ ଏବଂ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବ। ଏହାପୂର୍ବରୁ…

ପ୍ରେମୀଯୁଗଳଙ୍କ ବିବାହ କଲା ପୋଲିସ

ଅମରପାଲି,୨୧ା୭(ପୀତାମ୍ବର ସାହୁ): ନା ଥିଲା ବ୍ରାହ୍ମଣର ମନ୍ତ୍ରପାଠ ନା ବାଜୁଥିଲା ସାହାନାଇ। ଅତି ନିରାଡମ୍ବର ଭାବରେ ସୁବର୍ଣ୍ଣପୁର ଜିଲାର ସୁବଳୟା ଥାନା ପରିସରରେ ପ୍ରେମୀଯୁଗଳ ପରସ୍ପରକୁ ଫୁଲମାଳ ଦେଇ ବିବାହ କରିଛନ୍ତି । ଥାନା ଅଧିକାରୀ, ପୋଲିସ ଓ ବରକନ୍ୟାଙ୍କ ପରିବାର…

ସାମନାରେ ଭାଜପାକୁ ଟାର୍ଗେଟ, ଶିବସେନା କହିଲା ଏବେ କଶ୍ମୀର ଫାଇଲ୍ସ ଭଳି ଭାଜପା ଦେଖିବ ମଣିପୁର ଫାଇଲ୍ସ

ମୁମ୍ବାଇ,୨୨।୭: ମଣିପୁର ହିଂସାକୁ ନେଇ ଉଦ୍ଧବ ଗ୍ରୁପର ଶିବସେନା ତା’ର ମୁଖପତ୍ର ସାମନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛି। ମଣିପୁର ଘଟଣାକୁ ନେଇ ମୋଦି ଚୁପ ରହିଥିବା ବେଳେ ସାମନାରେ ପ୍ରଶ୍ନ କରାଯାଇଛି ଯେ ମୋଦି ବୋଧହୁଏ ଚାହୁଁଛନ୍ତି ‘ଦ…

ଏକ୍ସରସାଇଜ୍‌ କରୁଥିବା ବେଳେ ଜିମ୍‌ରେ ଫିଟନେସ୍‌ ଇନଫ୍ଲୁଏନସର୍‌ଙ୍କ ମୃତ୍ୟୁ

ବାଲି,୨୨।୭: ଇଣ୍ଡୋନେସିଆର ବାଲିରେ ଜଣେ ଫିଟନେସ୍‌ ଇନଫ୍ଲୁଏନ୍ସଙ୍କର ଜିମ୍‌ରେ ଏକ୍ସରସାଇଜ୍‌ କରିବା ସମୟରେ ମୃତ୍ୟୁ ଘଟିଛି। ୩୩ ବର୍ଷିୟ ଇଣ୍ଡୋନେସିଆର ଫିଟନେସ ଇନଫ୍ଲୁଏନ୍ସର ଜଷ୍ଟିନ ଭିକି ଜିମ୍‌ରେ ୨୧୦କି.ଗ୍ରା.ର ବାରବେଲ ଉଠାଇବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ତାଙ୍କ ବେକ ଭାଙ୍ଗି…

ପୂରା ଯୋଜନାକୁ ନଷ୍ଟ କରିଦେଲେ ଜୟ ଶାହା, ଏସିସି ଅଧ୍ୟକ୍ଷଙ୍କ ଉପରେ ଏଭଳି ଅଭିଯୋଗ ଆଣିଲା ପିସିବି

ନୂଆଦିଲ୍ଲୀ,୨୨।୭: ୩୦ ଅଗଷ୍ଟରୁ ଆରମ୍ଭ ହେବାକୁ ଥିବା ଏସିଆ କପ କାର୍ଯ୍ୟସୂଚୀ ଘୋଷଣା ହୋଇସାରିଛି। ବର୍ତ୍ତମାନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବିସିସିଆଇ ସଚିବ ତଥା ଏସୀୟ କ୍ରିକେଟ ପରିଷଦ (ଏସିସି) ସଭାପତି ଜୟ ଶାହାଙ୍କ କାର୍ଯ୍ୟସୂଚୀ ଘୋଷଣା ତାଙ୍କ ସରକାରୀ…

ବାଘ, ହରିଣ ଛାଲ ଜବତ : ଜଣେ ଗିରଫ

କଳାହାଣ୍ଡି,୨୨।୭: କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଶ୍ରୀପଲ୍ଲୀ ଛକ ନିକଟରୁ ଏସ୍‌ଟିଏଫ୍‌ ଜଣେ ବାଘଛାଲ ବେପାରୀଙ୍କୁ ଗିରଫ କରିଥିବା ବେଳେ ତାଙ୍କ ଠାରୁ ୩ଟି କଲରାପତରିଆ ବାଘର ଛାଲ ଓ ୩ଟି ହରିଣ ଛାଲ ଜବତ କରିଛି। ଗିରଫ ଅଭିଯୁକ୍ତଙ୍କ…

ନିଦ ହଜାଇ ଦେଇଛି ମଣିଷଖିଆ ଭାଲୁ

ନୂଆପଡ଼ା,୨୨।୭(ମକାରୁ ବେମାଲ): ନୂଆପଡା ଜିଲା କୋମନା ବିଜାଖମନ ଜଙ୍ଗଲ ନିକଟ ଗାଁଗୁଡିକରେ ଭାଲୁ ଆତଙ୍କରେ ଲୋକେ ଆତଙ୍କିତ। ବାପପୁଅଙ୍କୁୁ ଆକ୍ରମଣ ପରେ ୪ଜଣ ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛି ରକ୍ତମୁଖା ଭାଲୁ। ଗୋଟିଏ ଗାଁରୁ ୨ଜଣ ଘନଶ୍ୟାମ ପଟେଲ ଓ…

ରାହାନେଙ୍କୁ ଚେତାବନୀ ଦେଲେ ପୂର୍ବତନ ଓପନର୍‌ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୨।୭: ଭାରତର ପୂର୍ବତନ ଓପନର୍‌ ବ୍ୟାଟ୍ସମ୍ୟାନ ୱାସିମ ଜାଫର୍‌ ବିଶ୍ୱାସ କରନ୍ତି ଯେ, ବର୍ତ୍ତମାନର ଉପ-ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କୁ ଟେଷ୍ଟ ଦଳରେ ରହିବାକୁ ରନ ସ୍କୋର ଜାରି ରଖିବାକୁ ପଡ଼ିବ। ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜରେ ରାହାନେ ଏପର୍ଯ୍ୟନ୍ତ ଏକ ଫ୍ଲପ…

ସଚିନଙ୍କୁ ପଛରେ ପକାଇଲେ କିଙ୍ଗ କୋହଲି

ପୋର୍ଟ ଅଫ୍‌ ସ୍ପେନ୍‌,୨୨।୭: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପାଇଁ ୫୦୦ତମ ଟେଷ୍ଟ ମ୍ୟାଚ୍‌ ସ୍ମରଣୀୟ ହୋଇଛି। ଦୀର୍ଘଦିନରୁ ଏହି ଫର୍ମାଟରେ ସେ ଶତକ ହାସଲ କରି ନ ଥିଲେ। ହେଲେ ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri