Home Left

୧୮ବର୍ଷୀୟା ପାକିସ୍ତାନ କ୍ରିକେଟରଙ୍କ ଅବସର

କରାଚୀ, ୨୨ା୭ ପାକିସ୍ତାନର ୧୮ବର୍ଷୀୟା ମହିଳା କ୍ରିକେଟର ଆୟେଶା ନସିମ୍‌ଙ୍କ ଅବସର ଘୋଷଣା ନିଷ୍ପତ୍ତିକୁ ନେଇ ଅନେକ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ମହାନ ଖେଳାଳି ଓ୍ବାସିମ ଆକ୍ରମଙ୍କ ନିକଟରେ ଯୋଉଁ ପ୍ରତିଭା ରହିଥିଲା, ତାହା ଆୟେଶାଙ୍କ ନିକଟରେ ରିହିଛ ବୋଲି କୁହାଯାଉଥିଲା।…

ଆମେରିକା ନୌସେନାରେ ମହିଳା ମୁଖ୍ୟ ଲିସା ଫ୍ରାନ୍‌ଚେଟ୍ଟି

ଓ୍ବାଶିଂଟନ,୨୨।୭: ଆମେରିକା ନୌସେନାର ନେତୃତ୍ୱ ଜଣେ ମହିଳା ନେବାକୁ ଯାଉଛନ୍ତି। ଆଡ୍‌ମିରାଲ୍‌ ଲିସା ଫ୍ରାନ୍‌ଚେଟ୍ଟିଙ୍କୁ ନୌସେନା ମୁଖ୍ୟ କରିବା ପାଇଁ ରାଷ୍ଟ୍ରପତି ଜୋ’ ବାଇଡେନ୍‌ ଶୁକ୍ରବାର ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ନେଭିର ପାସିଫିକ୍‌ ଫ୍ଲିଟ୍‌ କମାଣ୍ଡର ଥିବା ଆଡ୍‌ମିରାଲ୍‌ ସାମୁଏଲ୍‌ ପାପାରୋଙ୍କ…

ପ୍ରେମିକଙ୍କ ପାଇଁ ସାତ ଦରିଆ ପାର୍‌ କରି ଝାଡଖଣ୍ଡରେ ପହଞ୍ଚିଲେ ମହିଳା

ରାଞ୍ଚି,୨୨।୭: ପାକିସ୍ତାନରୁ ଭାରତ ଆସିଥିବା ସୀମା ହାଇଦରଙ୍କ ପ୍ରେମ କାହାଣୀ ଭଳି ଏବେ ଝାଡଖଣ୍ଡରେ ମଧ୍ୟ ଏଭଳି ମାମଲା ସାମ୍ନାକୁ ଆସିଛି। ଏଠାରେ ବାରବରା ପୋଲକ ନାମକ ଜଣେ ୪୯ବର୍ଷୀୟା ମହିଳା ନିଜର ୬ ବର୍ଷର ଝିଅ ସହିତ ତାଙ୍କ ପ୍ରେମିକ…

ବିଦ୍ୟାଳୟ ପରିସରରେ ପଶିଲା ବର୍ଷାଜଳ

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବା ବେଳେ ଗୁରୁବାର ମଧ୍ୟାହ୍ନରେ କିଛି ସମୟ ପ୍ରବଳ ବର୍ଷା ହୋଇଥିଲା। ଫଳରେ ଉକ୍ତ ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁଖ୍ୟ ଫାଟକ ଦେଇ ଯାଇଥିବା ପଞ୍ଚାୟତ…

‘ମଣିପୁର ଫାଇଲ୍ସ’ ନିର୍ମାଣ କରିବାକୁ ବିବେକ ଅଗ୍ନିହୋତ୍ରୀଙ୍କୁ ୟୁଜର୍ସଙ୍କ ନିବେଦନ

ମୁମ୍ବାଇ: କାଶ୍ମୀର ଫାଇଲ୍ସ ପରି ହିଟ ମୁଭି ନିର୍ମାଣ କରିଥିବା ନିର୍ମାତା ବିବେକ ଅଗ୍ନିହୋତ୍ରୀ ମଧ୍ୟ ତାଙ୍କର ବେବାକ ଅନ୍ଦାଜ ପାଇଁ ବେଶ ଜଣାଶୁଣା। ସେ ପ୍ରତ୍ୟେକ ପ୍ରସଙ୍ଗରେ ନିଜର ମତ ଦେବାକୁ ପଛଘୁଞ୍ଚା ଦିଅନ୍ତି ନାହିଁ। ନିକଟରେ ବିବେକ ତାଙ୍କ…

ଫେରାର ମ୍ୟାନେଜର ପୁରୀରୁ ଗିରଫ

ବାସୁଦେବପୁର,୨୨।୭ (ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁରରେ କାର୍ଯ୍ୟ କରୁଥିବା ଭିକ୍ଟର ଫାଇନାନ୍ସ ନାମକ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ମ୍ୟାନେଜର କମ୍ପାନୀର ପ୍ରାୟ ୫.୨୪ ଲକ୍ଷ ଟଙ୍କା ନେଇ ଗତ ଜୁନ୍‌ ୧୪ରୁ ଫେରାର ଥିଲେ। ଫେରାର…

ପୋଲିସ ଗୁମର ଖୋଲିଲେ ବ୍ୟବସାୟୀ

ବାଲେଶ୍ୱର,୨୧ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଚାନ୍ଦିପୁର ଥାନାର ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍‌ଆଇ ପ୍ରଦୀପ କୁମାର ମହାନ୍ତି ଜଣେ ମଦ ବ୍ୟବସାୟୀଙ୍କଠାରୁ ମାସିକିଆ ବଟି ନେଉଥିବା ବେଳେ ଗତ ୧୯ ତାରିଖରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଏନେଇ ଭିଜିଲାନ୍ସ ମାମଲା…

ବିହାରରେ ହୋଇପାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, କଂଗ୍ରେସ-ଆରଜେଡି ବିଧାୟକଙ୍କୁ ମିଳିପାରେ ମନ୍ତ୍ରୀ ପଦ

ପାଟନା,୨୨।୭: ବିହାର ସରକାରଙ୍କ କ୍ୟାବିନେଟରେ ସମ୍ପ୍ରସାରଣ ହେବାର ସମ୍ଭାବନା ରହିଛି। ଜୁଲାଇ ୨୪ରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ କ୍ୟାବିନେଟକୁ ସମ୍ପ୍ରସାରଣ କରାଯାଇପାରେ ବୋଲି ଅନୁମାନ କରାଯାଉଛି। ଦାବି ହେଉଛି ଯେ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ଦୁଇ ନେତା ଏବଂ କଂଗ୍ରେସର ଦୁଇଜଣ…

ନିର୍ମାଣର ୧୦ ଦିନରେ ଭାଙ୍ଗିଗଲା ଚେକ୍‌ ଡ୍ୟାମ

କଣ୍ଟିପାଳ,୨୨ା୭ (ସୁଶାନ୍ତ କୁମାର ସାହୁ ): ମରୁଡି ସମସ୍ୟାକୁ ଦୂର ପାଇଁ ଚାଷ ଜମିରେ ଜଳ ସେଚନ ପାଇଁ ବିଭିନ୍ନ ସୁବିଧା କରାଯାଉଛି। କେଉଁଠି କେନାଲ ସାହାଯ୍ୟରେ ତ କେଉଁଠି ଲିଫ୍ଟ ପଏଣ୍ଟ କରି ଛୋଟ ଛୋଟ ନାଳରେ ଚେକ ଡ୍ୟାମ…

ଲୋକଙ୍କ କଥା ନୁହେଁ ବରଂ ଇମେଜ କଥା ଅଧିକ ଚିନ୍ତା କରୁଛନ୍ତି ମୋଦି ଆଉ ତାଙ୍କ ଦଳ: ଓଓ୍ବାଇସି

ନୂଆଦିଲ୍ଲୀ,୨୨।୭: ମଣିପୁରରେ ମହିଳାଙ୍କ ସହ ହୋଇଥିବା ବର୍ବରତାକୁ ନେଇ ଅସଦୁଦ୍ଦିନ ଓଓ୍ବାଇସି ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ବୟାନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆରଏସଏସକୁ ଟାର୍ଗେଟ କରିଛନ୍ତି। ଏଆଇଏମଆଇଏମ ନେତା ଓ ହାଇଦ୍ରାବାଦର ଏମପି ଓଓ୍ବାଇସି ଟୁଇଟ କରି…

୧୫ ଲକ୍ଷର ପୋଲ ଧୋଇଗଲା

ଉଦଳା,୨୨।୭(ସନ୍ତୋଷ କୁମାର ବାଚ୍ଛିନୀ): ୧୫ ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳରେ ତିଆରି ହୋଇଥିବା ଅସ୍ଥାୟୀ ପୋଲ ୧୫ ମାସ ବି ଗଲାନି। ନଦୀରେ ଅଳ୍ପ ପାଣି ଆସିବାରୁ ପୋଲ ଧୋଇଗଲା। ଉଦଳା-ବାଲେଶ୍ୱର ରାଜ୍ୟ ରାଜପଥର କଇଁସାରୀଠାରେ ଥିବା ଜାମୁଘାଟ ଅସ୍ଥାୟୀ ପୋଲ…

ଭୁବନେଶ୍ୱର ବନ୍ଦ କରିବେ ବ୍ୟବସାୟୀ ସଂଘ

ଭୁବନେଶ୍ୱର, ୨୨।୭ (ବନ୍ଦନା ସେଠୀ): ମାର୍କେଟ ବିଲ୍ଡିଂରେ ସ୍ଥାୟୀ ଓ ଅସ୍ଥାୟୀ ବ୍ୟବସାୟୀଙ୍କ ମଧ୍ୟରେ ଲାଗିଥିବା ବିବାଦ ଥମିବାର ନାଁ ଧରୁନି କି ମାର୍କେଟ ଖୋଲିବାର ବାଟ ଫିଟୁନି। ଫଳରେ ଲଗାତର ୬ଦିନ ଧରି ମାର୍କେଟ ବିଲ୍ଡିଂରେ ବ୍ୟବସାୟ ବନ୍ଦ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri