Home Left

୪ ଦ୍ୱାର ଖୋଲିବା ନିଷ୍ପତ୍ତି ହୋଇପାରିଲାନି

ପୁରୀ,୨୨ା୭(ଅଜିତ୍‌ ମହାନ୍ତି): ଚଳିତ ବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପରେ ଶ୍ରୀମନ୍ଦିର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗକୁ ନେଇ ଶୁକ୍ରବାର ଛତିଶା ନିଯୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତନିବାସ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର…

ଭୁବନେଶ୍ୱର କୋର୍ଟରୁ ଧରାପଡ଼ିଲେ ଆଉଜଣେ ନକଲି ଜାମିନଦାର

ଭୁବନେଶ୍ୱର,୨୨।୭(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ବୁଲୁଛନ୍ତି ନକଲି ଜାମିନଦାର। ଅଭିଯୁକ୍ତଙ୍କ ଜାମିନଦାର ସାଜି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। କପିଳେଶ୍ୱର ଅଞ୍ଚଳର ବାଉରୀବନ୍ଧୁ ପତି ନାମକ ଜଣେ ନକଲି ଜାମିନଦାରଙ୍କୁ କମିଶନରେଟ ପୋଲିସ ଗିରଫ କରି ଗୁରୁବାର ଜେଲ…

ସ୍ମାର୍ଟସିଟି ରାଙ୍କିଙ୍ଗ୍‌ରେ ୨୪ ନଂ.କୁ ଖସିଲା ଭୁବନେଶ୍ୱର

ଭୁବନେଶ୍ୱର, ୨୨।୭ (ବନ୍ଦନା ସେଠୀ): ସ୍ମାର୍ଟସିଟି ରାଙ୍କିଙ୍ଗ୍‌ରେ ୨୪ ନମ୍ବର ସ୍ଥାନକୁ ଖସି ଆସିଛି ଭୁବନେଶ୍ବର। ସେହିଭଳି ରାଉରକେଲା ୪୭ ନମ୍ବର ସ୍ଥାନରେ ରହିଛି। ରାଙ୍କିଙ୍ଗ୍‌ ନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରଣାଳୟ ଅନୁମୋଦିତ ଜିଏମ୍‌ଆଇଏସ୍‌ (ଜିଓସ୍ପାଟିଆଲ୍‌ ମ୍ୟାନେଜ୍‌ମେଣ୍ଟ ଇନ୍‌ଫର୍‌ମେସନ୍‌…

ସୋସିଆଲ ମିଡିଆରେ ‘କଇଁଛ ତରକାରି’ ଭାଇରାଲ

ଭୁବନେଶ୍ୱର,୨୨।୭(ଅଭିଜିତ ଦାସ): ସଂରକ୍ଷିତ ବନ୍ୟପ୍ରାଣୀ ‘କଇଁଛ’ ରାଜ୍ୟରେ ଅସୁରକ୍ଷତି ହୋଇପଡୁଛି। ଚାଲାଣ ହେବା ସହ ଶିକାର ବଢ଼ିଚାଲିଛି। କଇଁଛକୁ ମାରି ତରକାରି କରି ଖିଆଯାଉଛି। ପୁଣି ଏହି ‘କଇଁଛ ତରକାରି’ର ଭିଡିଓ କରାଯାଇ ସୋସିଆଲ ମିଡିଆରେ ଛଡ଼ାଯାଉଛି। ଭାଇରାଲ ହୋଇଥିବା ଏହି…

ମାର୍ଚ୍ଚ ୫ରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନୂଆ ଶିକ୍ଷାବର୍ଷ ୨୦୨୩-୨୪ ପାଇଁ ଏକାଡେମିକ କ୍ୟାଲେଣ୍ଡର ପ୍ରସ୍ତୁତ କରିଛି। ଏଥିସହ ଏହାର କାର୍ଯ୍ୟକାରିତା ନେଇ ଅଧ୍ୟକ୍ଷମାନଙ୍କ ମତାମତ ମଧ୍ୟ ନିଆଯାଇଛି। କ୍ୟାଲେଣ୍ଡର ଅନୁସାରେ କାମ କରିବା ସହ ପ୍ରୋକ୍ଟରିଆଲ କ୍ଲାସ୍‌କୁ ଗୁରୁତ୍ୱ…

ସୋସିଆଲ ମିଡିଆରେ ବନ୍ଧା ବିଶ୍ୱର ୬୦%

ସିଙ୍ଗାପୁର: ବର୍ତ୍ତମାନ ସମୟରେ ପିଲାଙ୍କଠାରୁ ଆରମ୍ଭ କରି ବୃଦ୍ଧ ସମସ୍ତେ ଅଳ୍ପେ, ବହୁତେ ସୋସିଆଲ ମିଡିଆ ବ୍ୟବହାର କରୁଛନ୍ତି। ନିକଟରେ କରାଯାଇଥିବା ଏକ ଅଧ୍ୟୟନ ଅନୁସାରେ ବିଶ୍ୱର ୬୦%ରୁ ଅଧିକ ଲୋକ ଏବେ ସାମାଜିକ ଗଣମାଧ୍ୟମରେ ବନ୍ଧା। ସିଙ୍ଗାପୁରର ଡିଜିଟାଲ ଆଡ୍‌ଭାଇଜରି ଫାର୍ମ…

ଚିହ୍ନଟ ହୋଇନି ୪୧ ମୃତଦେହ

ନୂଆଦିଲ୍ଲୀ,୨୨ା୭: ବାଲେଶ୍ୱର ଜିଲାର ବାହାନଗା ବଜାର ଷ୍ଟେଶନ ନିକଟରେ ଗତ ଜୁନ୍‌ ୨ରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାର ମୃତକଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୪୧ ମୃତଦେହ ଚିହ୍ନଟ ହୋଇ ନ ଥିବା ଶୁକ୍ରବାର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପାର୍ଲାମେଣ୍ଟକୁ ସୂଚନା ଦେଇଛନ୍ତି। ରାଜ୍ୟ…

ଆଇସିସି ବିଶ୍ୱକପ୍‌ ପ୍ରମୋରେ ଓଡ଼ିଶାର ପିଣ୍ଟୁ

ବ୍ରହ୍ମପୁର ୨୨ା୭ (ତନୁଶ୍ରୀ ନାହାକ): ଓଡ଼ିଶାର ଖେଳ ପ୍ରେମୀଙ୍କ ଲାଗି ଏକ ଭଲ ଖବର। ଷ୍ଟାର ବ୍ୟାଟର ବିରାଟ କୋହଲିଙ୍କ ଜଣେ ଅନ୍ୟତମ ଦୃଢ ପ୍ରଶଂସକ ରୂପେ ପରିଚିତ ରାଜ୍ୟର ପିଣ୍ଟୁ ବେହେରା ଭାରତରେ ଅକ୍ଟୋବର ୫ରୁ ହେବାକୁଥିବା ଆଇସିସି ଦିନିକିଆ…

ଆଦୃତ ହେଉଛି ଫେସ୍‌କିନି ଫ୍ୟାଶନ

ବେଜିଂ: ଫ୍ରାନ୍ସ, ଆମେରିକା, ଚାଇନାରେ ଏବେ ଅସହ୍ୟ ତାତି। ସ୍ଥାନୀୟ ଅଞ୍ଚଳ ତାପମାତ୍ରା କ୍ରମାଗତ ବଢ଼ିବାରେ ଲାଗିଛି। ଚାଇନାର ବିଭିନ୍ନ ଅଞ୍ଚଳରେ ପାରଦ ଏବେ ୩୫ ଡିଗ୍ରୀ ସେଲ୍‌ସିୟସ୍‌ ପାର୍‌ କରିଥିବାବେଳେ ସ୍ଥାନୀୟ ଅଞ୍ଚଳରେ ଫେସ୍‌କିନି ଫ୍ୟାଶନ ଏବେ ଟ୍ରେଣ୍ଡ ପାଲଟିଛି।…

ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ

ପୁରୀ, ୨୨ା୭(ଅଜିତ ମହାନ୍ତି): ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତିରେ ବିଶୃଙ୍ଖଳା ନେଇ ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ଆଇନ-୨୦ ଓ ୩୦ ଧାରା ଅନୁଯାୟୀ ଏହି ନୋଟିସ…

କୂଅ ଭିତରେ ଶ୍ୱାସରୁଦ୍ଧ ହୋଇ ୨ ମୃତ

ପରଜଙ୍ଗ, ୨୨ା୭(ନିଗମାନନ୍ଦ ଦଳବେହେରା): କୂଅ ସଫେଇ ଚାଲିଥିବା ବେଳେ ଅଣନିଃଶ୍ୱାସୀ ହୋଇ ଖସିପଡ଼ିଲେ ଶ୍ରମିକ। ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ମାଲିକ ମଧ୍ୟ ଫସିଗଲେ। ଶ୍ୱାସରୁଦ୍ଧ ହୋଇ ଘଟଣାସ୍ଥଳରେ ଚାଲିଗଲା ୨ ଜଣଙ୍କ ଜୀବନ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି…

ରିଲାଏନ୍ସ ଜିଓର ପ୍ରଥମ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୧।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସଂସ୍ଥା ରିଲାଏନ୍ସ ଜିଓର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରିଲାଏନ୍ସ ଜିଓ ପକ୍ଷରୁ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୩ ଏପ୍ରିଲରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri