Home Left

ପୁଣି ବଢ଼ିପାରେ ଖାଇବାତେଲ ଦର

ନୂଆଦିଲ୍ଲୀ,୨୨।୭ (ଅଭୟ ଦାଶ): ଗତ କିଛିଦିନ ହେବ ଅନ୍ତର୍ଜାତୀୟ ବଜାରରେ ପାମ୍‌ ଅଏଲର ଦର ବୃଦ୍ଧି ପାଇଚାଲିଛି। ଏପରିକି ପାମ୍‌ ଅଏଲର ଦର ଗତ ୪ ମାସର ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ବିଶେଷକରି ମାଲେସିଆରେ ପାମ୍‌ ଅଏଲର ୪୦୪୩ ରିଙ୍ଗିଟ୍‌ ପାର ହୋଇଯାଇଛି। ଅପରପକ୍ଷରେ…

ଉଭା ହୋଇପାରନ୍ତି ନୂଆ ମୁହଁ

ଯାଜପୁର,୨୨ା୭(ହର୍ଷବର୍ଦ୍ଧନ ବେହେରା): ୨୦୦୦ ମସିହାରୁ ଯାଜପୁର ଲୋକ ସଭା ଓ ୨୦୦୯ରୁ ସମସ୍ତ ବିଧାନସଭା ଆସନକୁ ବିଜେଡି ଅକ୍ତିଆର କରିଆସୁଛି। କିନ୍ତୁ ୨୦୧୪ରେ ଯାଜପୁର ସଂସଦୀୟ କ୍ଷେତ୍ରରେ ବିଜେଡି ୫୫.୭୮ ପ୍ରତିଶତ ଭୋଟ ପାଇଥିଲାବେଳେ ୨୦୧୯ରେ ୪୯.୮୧ ପ୍ରତିଶତକୁ ଖସିଥିଲା। ଭାଜପା…

ଏନ୍‌ଆଇପିଏଲ୍‌ର ସ୍ବତନ୍ତ୍ର ପ୍ରଦର୍ଶନୀ

ଭୁବନେଶ୍ୱର,୨୨।୭: ନିକନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ (ଏନ୍‌ଆଇପିଏଲ୍‌)ର ନୂତନ ଉତ୍ପାଦ ‘ନିକନ୍‌ ଜେଡ୍‌-୮’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ହୋଟେଲ ଆଇଟିସି ୱେଲକମ୍‌ ପରିସରରେ ଏକ ସ୍ବତନ୍ତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଉକ୍ତ ପ୍ରଦଶନୀରେ ନିକନ୍‌ର…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୨।୭: କ୍ରମାଗତ ୬ଷ୍ଠ ଦିନର ଉଚ୍ଚ କାରବାର ପରେ ଭାରତୀୟ ଶେୟାର ବଜାରର କାରବାରରେ ଏକ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର…

ସ୍କୁଲ ପିଲାଙ୍କୁ ଉନ୍ନତ ଶିକ୍ଷାରୁ ବଞ୍ଚିତ କରିବାକୁ ଭାଜପାର ଷଡ଼ଯନ୍ତ୍ର: ବିଜେଡି

ଭୁବନେଶ୍ୱର,୨୨ା୭(ଅନିଲ ଦାସ): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳର ଏକ ସ୍କୁଲର ଅଫିସ ଗୃହ ଛାତରୁ ପ୍ଲାଷ୍ଟର ଖସି ୨ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଆହତ ହେବା ଘଟଣା ନିଶ୍ଚିତ ଭାବେ ଦୁର୍ଭାଗ୍ୟଜନକ। ତେବେ ୫-ଟି ସ୍କୁଲରେ ନିମ୍ନମାନର କାମ ଯୋଗୁ ଏଭଳି ଦୁର୍ଘଟଣା…

ଅଗଷ୍ଟ ୧୫ ସୁଦ୍ଧା କୋଟିଏ ଗଛ ଲଗାଇବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଭୁବନେଶ୍ବର, ୨୨ା୭(ସୁନିତ୍‌ ମିଶ୍ର): ପ୍ରକୃତି ତଥା ପରିବେଶର ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କୁ ସଂକଳ୍ପ ନେବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ବାନ କରିଛନ୍ତି।…

ଭାଜପା ସହ ଏକାଠି କାମ କରିବ ଜେଡିଏସ୍‌: କୁମାରସ୍ବାମୀ

ନୂଆଦିଲ୍ଲୀ,୨୨ା୭: କର୍ନାଟକର ସ୍ବାର୍ଥ ପାଇଁ ଜେଡିଏସ୍‌ ଭାଜପା ସହ ଏକାଠି ବିରୋଧୀ ଦଳ ଭାବେ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଥିବା ଏହାର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ଶୁକ୍ରବାର ଘୋଷଣା କରିଛନ୍ତି। ଦଳ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନେବାକୁ…

ମମତାଙ୍କ ଘରେ ପ୍ରବେଶ ଉଦ୍ୟମ: ଯୁବକ ଗିରଫ

କୋଲକାତା,୨୨ା୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପ୍ରବେଶ ଉଦ୍ୟମ କରି ଜଣେ ଯୁବକ ଗିରଫ ହୋଇଛନ୍ତି। ତାଙ୍କ ନଁା ଶେଖ୍‌ ନୁର୍‌ ଆଲମ। ତାଙ୍କ ନିକଟରୁ ବନ୍ଧୁକ, ଛୁରି, ନିଷିଦ୍ଧ ସାମଗ୍ରୀ ସହ ବିଭିନ୍ନ ସଂସ୍ଥାର ପରିଚୟପତ୍ର ଜବତ…

ରାଜେନ୍ଦ୍ର ଗୁଧାଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ ଗେହଲଟ

ଜୟପୁର,୨୨।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମନ୍ତ୍ରୀ ରାଜେନ୍ଦ୍ର ଗୁଧାଙ୍କୁ ପଦରୁ ବହିଷ୍କାର କରିଛନ୍ତି। ରାଜସ୍ଥାନ ସରକାରର ମନ୍ତ୍ରୀ ରାଜେନ୍ଦ୍ର ବିଧାନସଭାରେ ନିଜ ସରକାରକୁ ଟାର୍ଗେଟ କରିଛନ୍ତି। ବିଧାନସଭାରେ ମଣିପୁର ପ୍ରସଙ୍ଗରେ ଏକ ବିବୃତ୍ତି ଦେଇଥିବା ବେଳେ ସେ ନିଜ ସରକାର…

ମଣିପୁର ସରକାରକୁ ବରଖାସ୍ତ କରନ୍ତୁ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨ା୭: ମଣିପୁର ସ୍ଥିତିକୁ ନେଇ ସରକାର ଆଦୌ ଗମ୍ଭୀର ନୁହନ୍ତି। ତେଣୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ଭାଜପା ସରକାରକୁ ବରଖାସ୍ତ କରନ୍ତୁ ବୋଲି କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ରାଜ୍ୟ ସଭାର କଂଗ୍ରେସ ଉପନେତା ପ୍ରମୋଦ ତିଓ୍ବାରୀ ଏକ ଖବରଦାତା ସମ୍ମିଳନୀରେ…

ମାଲଗୋଦାମରେ ମସଲା ଅପମିଶ୍ରଣ

କଟକ,୨୨ା୭ (କାର୍ତ୍ତିକ ସାହୁ): କଟକ ଅପମିଶ୍ରିତ ସାମଗ୍ରୀର ପେଣ୍ଠସ୍ଥଳ ପାଲଟିଛି। କିଛି ମାସ ବ୍ୟବଧାନ ପରେ ମାଲଗୋଦାମ ଅଞ୍ଚଳର ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଶୁକ୍ରବାର କମିଶନରେଟ୍‌ ପୋଲିସ କଟକ ମହାନଗର ନିଗମ(ସିଏମ୍‌ସି)ର ସ୍ବାସ୍ଥ୍ୟ ବିଭାଗ ସହଯୋଗରେ ଚଢାଉ କରି ୨୪ ବସ୍ତାରୁ…

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କୋର୍ଟ ଛୁଟି

କଟକ,୨୨ା୭ (କାର୍ତ୍ତିକ ସାହୁ): ଆସନ୍ତା ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଉକ୍ତ ଦିନ ଓଡ଼ିଶା ହାଇକୋର୍ଟ ପକ୍ଷରୁ କୋର୍ଟ ଛୁଟି ଘୋଷଣା କରାଯାଇଛି। କଟକ ଜଜ୍‌ଶିପ୍‌ ମୁଖ୍ୟାଳୟର ସମସ୍ତ ସିଭିଲ ଓ କ୍ରିମିନାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri