ଗ୍ୟାସ୍ ଦରବୃଦ୍ଧି ନେଇ ଆଜି ରାଜଭବନ ଆଗରେ ଧାରଣା ଦେବ ବିଜେଡି
ଭୁବନେଶ୍ବର, ୧୪।୬(ଅନିଲ ଦାସ): ରନ୍ଧନ ଗ୍ୟାସ୍ ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଯେଭଳି ଅହେତୁକ ଦରବୃଦ୍ଧି ଘଟୁଛି ଏବଂ ଏହାକୁ ହ୍ରାସ ପାଇଁ ବାରମ୍ବାର ଦାବି କରାଗଲେ ସୁଦ୍ଧା କେନ୍ଦ୍ର ସରକାର ନୀରବ ରହୁଛନ୍ତି। ତାହାର ପ୍ରତିବାଦରେ ବୁଧବାର ପୂର୍ବାହ୍ନ ୧୦…
ଆଜିଠୁ ୨ ଦିନ ସବୁ ଟାଟା ପାଓ୍ବାର କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବ ଭାଜପା
ଭୁବନେଶ୍ବର, ୧୪।୬(ଅନିଲ ଦାସ): ରାଜ୍ୟ ସରକାରଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ବିଜୁଳି ବିତରଣ କମ୍ପାନୀ ଟାଟା ପାୱାରର ଅରାଜକତା ସମସ୍ତ ସୀମା ଉଲ୍ଲଂଘନ କରିଛି। ସରକାରଙ୍କ ନିୟନ୍ତ୍ରଣ ବାହାରେ ଟାଟା ପାୱାର ଅଛି ଏବଂ ସାଧାରଣ ଉପଭୋକ୍ତା ନାହିଁ ନ ଥିବା କଷ୍ଟ…
୧୬ରୁ ବନ୍ଦ ରହିବ ଶିମିଳିପାଳ
ବାରିପଦା ଅଫିସ,୧୪।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ) ପର୍ଯ୍ୟଟକ ଓ ପରିଦର୍ଶକଙ୍କ ନିମନ୍ତେ ଆସନ୍ତା ୧୬ରୁ ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଏ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ଆରସିସିଏଫ୍)…
ଧରିତ୍ରୀ ଖବରଦାତାଙ୍କ ପିତୃ ବିୟୋଗ
ପୁରୁଷୋତ୍ତମପୁର,୧୪।୬ (ସୀମାଞ୍ଚଳ ମିଶ୍ର) ପୁରୁଷୋତ୍ତମପୁରର ‘ଧରିତ୍ରୀ’ ଖବରଦାତା ସୀମାଞ୍ଚଳ ମିଶ୍ରଙ୍କ ପିତା ତଥା ଅବସରପ୍ରାପ୍ତ ଶିକ୍ଷକ ଦୂତିକୃଷ୍ଣ ମିଶ୍ରଙ୍କ ମଙ୍ଗଳବାର ସକାଳେ ରଥସାହି ସୁନାରିତୋଟାସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁଶଯ୍ୟା ନିକଟରେ ବଡପୁଅ ସନ୍ତୋଷ, ସାନପୁଅ ସୀମାଞ୍ଚଳ ଉପସ୍ଥିତ ଥିଲେ। ଖବର…
ଦେଶରେ ପ୍ରଭଞ୍ଜନ ଓ ବୋରା, ରାଜ୍ୟରେ ସ୍ବୟଂଶକ୍ତି ଶ୍ରେଷ୍ଠ
ଭୁବନେଶ୍ୱର,୧୪।୬(ଅନୁରାଧା ମହାରଣା): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ପକ୍ଷରୁ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ନିଟ୍)-୨୦୨୩ ୟୁଜିର ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ପ୍ରକାଶିତ ଫଳ ଅନୁସାରେ ତାମିଲନାଡ଼ୁର ପ୍ରଭଞ୍ଜନ ଜେ. ଏବଂ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦…
ଭୁବନେଶ୍ୱରରେ ତାସ୍ଭାର ପ୍ରଥମ ଷ୍ଟୋର
ଭୁବନେଶ୍ୱର,୧୪।୬: ଆଦିତ୍ୟ ବିର୍ଲା ଫ୍ୟାଶନ ଆଣ୍ଡ ରିଟେଲ ଲିମିଟେଡ୍ ଏବଂ ଡିଜାଇନର ତରୁଣ ତାହିଲିଆନିଙ୍କ ମେନ୍ସୱେର ବ୍ରାଣ୍ଡ୍ ତାସ୍ଭାର ପ୍ରଥମ ଏକ୍ସକ୍ଲୁସିଭ ଷ୍ଟୋର ଭୁବନେଶ୍ୱର ଜନପଥଠାରେ ଶୁଭାରମ୍ଭ ହୋଇଯାଇଛି। ବିଶେଷକରି ବ୍ରାଣ୍ଡ୍ ପୁରୁଷମାନଙ୍କ ପାଇଁ ଜାତିଗତ ଏବଂ ବିବାହ ପୋଷାକର ଏକ…
ଏଲ୍ଏମ୍ଏମ୍ ୧ ନଂ. ଇଲେକ୍ଟ୍ରିକ୍ ୩ ଚକିଆ ଯାନ ନିର୍ମାତା
ଭୁବନେଶ୍ୱର,୧୪।୬: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ପ୍ରମୁଖ ଡିଭିଜନ ମହିନ୍ଦ୍ରା ଲାଷ୍ଟ ମାଇଲ୍ ମୋବିଲିଟି (ଏଲ୍ଏମ୍ଏମ୍) ୨୦୨୨-୨୩ ଆର୍ଥିକ ବର୍ଷରେ ୧ ନମ୍ବର ଇଲେକ୍ଟ୍ରିକ୍ ୩ ଚକିଆ ଯାନ ନିର୍ମାତା ଭାବେ ମାନ୍ୟତା ହାସଲ ସହ ସ୍ଥିତି ସୁଦୃଢ଼ କରିଛି। ଏପରିକି ଏହି…
ପିଏନ୍ବିର ନୂତନ ଶାଖା ଉଦ୍ଘାଟିତ
ଭୁବନେଶ୍ୱର,୧୪।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି)ର ସମ୍ବଲପୁର ମଣ୍ଡଳ ଅଧୀନ ନାକଟିଦେଉଳ ବ୍ଲକ୍ର ବଲମଠାରେ ଏକ ନୂତନ ଶାଖା ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ରେଢ଼ାଖୋଲର ଉପଜିଲାପାଳ ପବିତ୍ର ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…
ପାଚିକା-ସହାୟିକାଙ୍କୁ ମିଳିଲା ଶାଢ଼ି ଭତ୍ତା ୫୦୦ ଟଙ୍କା
ଭୁବନେଶ୍ୱର, ୧୪।୬(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକସେବା ଭବନରେ ରାଜ୍ୟର ସ୍କୁଲଗୁଡ଼ିକରେ ନିୟୋଜିତ ଥିବା ପାଚିକା-ସହାୟିକାମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି। ପ୍ରତ୍ୟେକ…
ଖିମ୍ଜୀ ଜୁଏଲର୍ସର ‘ପାୟଲ୍ ଆଣ୍ଡ ଟୋ ରିଙ୍ଗ୍ ଫେଷ୍ଟିଭାଲ’
ଭୁବନେଶ୍ୱର,୧୪।୬: ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍ଜୀ ଜୁଏଲର୍ସ ପକ୍ଷରୁ ‘ପାୟଲ୍ ଆଣ୍ଡ ଟୋ ରିଙ୍ଗ୍ ଫେଷ୍ଟିଭାଲ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ରଜ ଉପଲକ୍ଷେ ଆକର୍ଷଣୀୟ ରଜ ମଉଜ ଅଫର ସାଙ୍ଗକୁ ବିଶେଷ ରିହାତି ଦିଆଯାଉଛି।…
ରାଜ୍ୟରେ ବିରଳ ଘଟଣା ଦେଖିବାକୁ ମିଳୁଛି : ସମୀର
ଭୁବନେଶ୍ବର, ୧୪ା୬(ସୁନୀତ୍ ମିଶ୍ର): ବିଜେଡି ରାଜନୀତିକୁ ନେଇ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରଶ୍ନ କରିଛନ୍ତି। ତେବେ ବିଜେଡି କିନ୍ତୁ ସମୀର ତାଙ୍କ ଦଳରେ କୋଣଠେସା ହୋଇପଡ଼ିଥିବା କଥା କହି ପାଲଟା ଟାର୍ଗେଟ କରିଛି। ସମୀର ଟୁଇଟ୍ କରି…
ରାୟଗଡ଼ା, କୋରାପୁଟ କଂଗ୍ରେସ କର୍ମୀଙ୍କ ଦିଲୀ ଗସ୍ତ
ରାୟଗଡ଼ା,୧୪।୬(ଆଶିଷ ରଞ୍ଜନ ପଣ୍ଡା): ଅବିଭକ୍ତ କୋରାପୁଟ ଜିଲାର ଦୁଇ ଟାଣୁଆ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଓ କୋରାପୁଟ ଏମ୍ପି ସପ୍ତଗିରି ଉଲାକାଙ୍କ ମଧ୍ୟରେ ଲାଗିଥିବା ବିବାଦ ଦିଲୀରେ ପହଞ୍ଚିଛି। କୋରାପୁଟ ଜିଲା ଓ ରାୟଗଡ଼ା ଜିଲାର ତାରାଙ୍କ…
Archives


