ଭାଙ୍ଗିଲା ଗାର୍ଡଓ୍ବାଲ୍
କର୍ଲାମୁଣ୍ଡା,୧୯ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଉତେଇ କେନାଲର ଡୁକେରମାଲ ଡିଷ୍ଟ୍ରିବୁଟାରୀ ଅନ୍ତର୍ଗତ ରାଜପୁର କେନାଲରେ ନିର୍ମାଣ ହୋଇଥିବା ସାଇଡ ଓ୍ବାଲ୍ର ଗୋଟିଏ ପଟର ପ୍ରାୟ ୨୦୦ ମିଟର ଯାଏ ଭୁଶୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ସରକାର କୋଟି…
ପୂର୍ବତନ ପଞ୍ଚାୟତ ସମିତି ସଭ୍ୟଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର
ଭୁବନେଶ୍ୱର,୧୯ା୭(ଅନିଲ ଦାସ): ପୁରୀ ଜିଲା ପୁରୀ ସଦର ବ୍ଲକର ପୋପୀନାଥପୁର ପୂର୍ବତନ ପଞ୍ଚାୟତ ସମିତି ସଭ୍ୟ ପ୍ରଭାକର ସମର୍ଥାଙ୍କ ଉପରୁ ବିଜୁ ଜନତା ଦଳ ନିଲମ୍ବନ ପ୍ରତ୍ୟାହର କରିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏହି ପ୍ରତ୍ୟାହାର କରାଯାଇଥିବା…
ରାସ୍ତା ଉନ୍ନତିକରଣ ନାଁରେ ସରକାରୀ ଅନୁଦାନ ବାଟମାରଣା
କୋକସରା,୧୯ା୭(ଦୁଷ୍ମନ୍ନ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଡାଲଗୁମା ପଞ୍ଚାୟତରୁ ବାଙ୍କୀମୁଣ୍ଡାକୁ ସଂଯୋଗ କରୁଥିବା ରାସ୍ତା ଏହି ଅଞ୍ଚଳବାସୀଙ୍କ ପାଇଁ ମୁଖ୍ୟ ଯାତାୟାତର ମାଧ୍ୟମ ହୋଇଥିବା ବେଳେ ଦଶନ୍ଧି ପରେ ମଧ୍ୟ ଏହି ରାସ୍ତା ଉପରେ ପ୍ରଶାସନର ନଜର ପଡୁନାହିଁ…
ନାବାଳିକାଙ୍କୁ ପ୍ରେମ ପ୍ରତାରଣା ପରେ ଅପହରଣ ଘଟଣା: ଜେଲ୍ ଗଲେ ଯୁବକ
କୋକସରା,୧୯ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ନାବାଳିକାଙ୍କୁ ନିଜ ପ୍ରେମ ଜାଲରେ ଫସାଇ ମିଛ ବିବାହର ପ୍ରତିଶ୍ରୁତି ଦେଇ କୋକସରା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା କୋକସରା ଥାନାରେ ଗତ ଜୁନ୍ ୨୨ରେ ଝିଅ ନିଖୋଜ…
ମହାବଳ ବାଘର ସୁରକ୍ଷା ନେଇ ପିସିସିଏଫ୍ଙ୍କ ସମୀକ୍ଷା
କେନ୍ଦୁଝର,୧୯ା୭(ନରେଶ ପଟ୍ଟନାୟକ): ଘଟଗାଁ ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲରେ ଥିବା ମହାବଳ ବାଘର ସୁରକ୍ଷା ଉପରେ ସମୀକ୍ଷା କରିବା ପାଇଁ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ସୁଶୀଲ କୁମାର ପୋପଲି ବୁଧବାର ଦିନିକିଆ କେନ୍ଦୁଝର ଗସ୍ତରେ ଆସି ଅଟେଇ ଜଙ୍ଗଲ…
କାନ୍ଥ ଭୁଶୁଡ଼ି ଚାଲିଗଲା ୧୧ ଜୀବନ
ଇସଲାମାବାଦ୍,୧୯।୭: ପ୍ରବଳ ବର୍ଷା ଯୋଗୁ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ବୁଧବାର କାନ୍ଥ ଭୁଶୁଡ଼ି ୧୧ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। କୋଠାଟି ପେଶୱାର ରୋଡ ଅଞ୍ଚଳରେ ଅବସ୍ଥିତ ଥିଲା। ଶ୍ରମିକମାନେ ଏଠାରେ ନିର୍ମାଣ କାର୍ଯ୍ୟରେ…
ବିଡିଓଙ୍କୁ ଅଟକାଇଲେ ମହିଳା
ବାଲିଗୁଡ଼ା,୧୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବ୍ରାହ୍ମଣପାଦ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଆଣ୍ଠୁଏ ବର୍ଷା ଜଳ ଜମି ରହୁ ଥିବାରୁ ଏହାର ପ୍ରତିବାଦ କରି ବୁଧବାର ବ୍ରାହ୍ମଣପାଦ ପଞ୍ଚାୟତ ପରିଦର୍ଶନରେ…
ବିରୋଧୀ ମେଣ୍ଟର ନାମ ‘ଇଣ୍ଡିଆ’ ରଖିବାକୁ ନେଇ ମାମଲା ରୁଜୁ
ନୂଆଦିଲ୍ଲୀ,୧୯।୭: ବିରୋଧୀ ମେଣ୍ଟର ନାମ ‘ଇଣ୍ଡିଆ’ ରଖିବାକୁ ନେଇ ଦିଲ୍ଲୀର ବାରଖମ୍ବା ପୋଲିସ ଷ୍ଟେଶନରେ ମାମଲା ରୁଜୁ ହୋଇଛି। ଅବନୀଶ ମିଶ୍ର ନାମକ ଜଣେ ବ୍ୟକ୍ତି ବିରୋଧୀ ମେଣ୍ଟର ୨୬ଟି ରାଜନୈତିକ ଦଳ ବିରୋଧରେ ଅଭିଯୋଗ ଆଣିଛନ୍ତି। ରାଜନୈତିକ ଲାଭ ପାଇଁ…
ତହସିଲଦାରଙ୍କୁ ତାଲା ପକାଇଲେ ଗ୍ରାମବାସୀ
ଭବାନୀପାଟଣା,୧୯ା୭(ଉତ୍ତମ କୁମାର ଦାଶ): ତହସିଲଦାରଙ୍କୁ ତାଙ୍କ କାର୍ଯ୍ୟାଳୟ ଭିତରେ ତାଲା ପକାଇ ଧାରଣାରେ ବସିଛନ୍ତି କୋଟାଗାଁର ଚାଷୀ। କୋଟା ଗାଁ ଧାନ ମଣ୍ଡିକୁ ସ୍ବୟଂ ସହାୟକ ଗୋଷ୍ଠୀ ବଦଳରେ ପ୍ୟାକ୍ସ ମାଧ୍ୟମରେ ଧାନ କ୍ରୟ କରିବା ଦାବିରେ ଏହି ଆନ୍ଦୋଳନ କରାଯାଇଛି।…
୨ ଆତଙ୍କବାଦୀ ନିହତ
ଶ୍ରୀନଗର,୧୯।୭: ଜମ୍ମୁ କଶ୍ମୀରର କୁପୱାରା ଜିଲାର ମାଛିଲ ସେକ୍ଟରରେ ଭାରତୀୟ ସୁରକ୍ଷା ବାହିନୀ ପୁଣି ଥରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମକୁ ଭଣ୍ଡୁର କରିଛି। ସୁରକ୍ଷା ବାହିନୀ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କଠାରୁ ୪ ଏକେ ରାଇଫଲ, ୫ଟି ଗ୍ରେନେଡ…
କାଲିଠାରୁ ଭୟରେ କମ୍ପୁଛି ଭାଜପା: ମମତା
ନୂଆଦିଲ୍ଲୀ,୧୯।୭: ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଟକ୍କର ଦେବାକୁ ବିରୋଧୀ ପ୍ରସ୍ତୁତ ହେଉଛନ୍ତି। ଏଥିପାଇଁ ବିରୋଧୀ ମେଣ୍ଟ ‘ଇଣ୍ଡିଆନ୍ ନ୍ୟାଶନାଲ୍ ଡେଭେଲପ୍ମେଣ୍ଟାଲ୍ ଇନ୍କ୍ଲୁସିଭ୍ ଆଲାଏନ୍ସ(ଇଣ୍ଡିଆ)ଘୋଷଣା କରାଯାଇଛି। ବିରୋଧୀ ମିଳିତ ବୈଠକରେ ‘ଇଣ୍ଡିଆ’ ଗଠନ ହେବାର ଦିନକ ପରେ…
ଫିଲ୍ମ କରିବେ ରାଜ କୁନ୍ଦ୍ରା
ମୁମ୍ବାଇ: ବଲିଉଡ୍ର ପ୍ରସିଦ୍ଧ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ପାଇଁ ଚର୍ଚ୍ଚାରେ ରହିଛନ୍ତି। ରାଜ କୁନ୍ଦ୍ରାଙ୍କ ନାମରେ ଏକ ଅଶ୍ଳୀଳ ମାମଲାରେ ଜଡ଼ିତ ହୋଇଛି। ଯେଉଁଥିରେ ଅନେକ ଅଭିନେତ୍ରୀ ତାଙ୍କ ବିରୋଧରେ ବିଭିନ୍ନ…
Archives


