Home Left

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ ପର୍ଯ୍ୟନ୍ତ ମଧ୍ୟ ବିସ୍ତାରିତ ହୋଇପାରେ। ୧୮ତମ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ପାଇଁ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ ନେବା ଏକ ଯନ୍ତ୍ରଣାଦାୟକ ସତ୍ୟକୁ ସାମ୍ନାକୁ ଆଣୁଛି। ମେହେଟ୍ଟାଙ୍କ କ୍ୟାରିୟର ଅତ୍ୟନ୍ତ ସଫଳ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା। ତେବେ ଏପର୍ଯ୍ୟନ୍ତ ପାକିସ୍ତାନକୁ BRICSରେ ସାମିଲ ହେବାର ସୁଯୋଗ ମିଳିନାହିଁ। ପାକିସ୍ତାନର ସଦସ୍ୟତା…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା କରୁଛନ୍ତି। ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଏଭଳି ବିକଳ ଚିତ୍ର ଦେଖିବାକୁ ମିଳିଛି। ରୋଗୀଙ୍କ…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର ପ୍ଲାଷ୍ଟିକମୁକ୍ତ ଅଭିଯାନ ଜାରି ରହିଛି। ଲୋକେ ସଚେତନ ହୋଇ ପ୍ଲାଷ୍ଟିକ ବର୍ଜନ କରିବାରେ…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର ଜାତକଙ୍କ କର୍ମକ୍ଷେତ୍ର ଓ ଆର୍ଥିକ ସ୍ଥିତି ଉପରେ ପଡ଼ିପାରେ। ସେପ୍ଟେମ୍ବର ମାସରେ ପୁଣି…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ ୨୨ବର୍ଷୀୟ ଯୁବକ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି ଦକ୍ଷତାର ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି। ବିସିସିଆଇ ଡୋମେଷ୍ଟିକ ପକ୍ଷରୁ ଜାରି ଏକ…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ ଅଭ୍ୟାସ ସମୟରେ ଇଶାନ କିଶନ ହଠାତ୍‌ ଅସହଜ ଅନୁଭବ କରିଥିଲେ। ଫଳରେ ତାଙ୍କୁ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ ତୁଳନାରେ ଏହି ଗ୍ରହଟି ଅଧିକ ଦ୍ରୁତଗତିରେ ସଙ୍କୁଚିତ (ଛୋଟ) ହେବାରେ ଲାଗିଛି। ମହାକାଶ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌। ଏହା ଏକ ଅନ୍ତର୍ଜାତୀୟ ପ୍ରାଣୀ ଚୋରା ଚାଲାଣ ର଼୍ୟାକେଟ ହୋଇଥିବାରୁ…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ନିବେଶକମାନଙ୍କୁ ସହଭାଗୀ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?