Home Left

୨ ଜଣଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ଭଞ୍ଜନଗର,୧୯।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିଷ୍ଟାଣ୍ଟ ସେସନ୍ସ ଜଜ ସୋମାଲିନା ମିଶ୍ର ମଙ୍ଗଳବାର ସାରେ ୨୦୧୭ରେ ପୋଲିସକୁ ଗୁଳି କରି ହତ୍ୟା ଉଦ୍ୟମ ମାମଲାର ବିଚାର କରି ୨ଜଣ ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତ ଦ୍ୱୟ…

ମେଳଣଡିହ ଗ୍ରାମ ରାସ୍ତାରେ ଘାଇ

ଧାମନଗର,୧୯।୭ (ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ପ୍ରବଳ ବର୍ଷାରେ ବହୁ ରାସ୍ତାଘାଟ ପ୍ରଭାବିତ ହୋଇଛି। ଗତ ଶନିବାର ପ୍ରବଳ ବର୍ଷା ଯୋଗୁ ଭଗବାନପୁର ପଞ୍ଚାୟତର ପଳିକିରି ମେଳଣଡିହ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ ଏକ…

କେନ୍ଦୁଝର, ଭଦ୍ରକ ଜିଲାକୁ ଭୂମି ସମ୍ମାନ

କେନ୍ଦୁଝର,(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ)/ଭଦ୍ରକ (ସନାତନ ରାଉତ), ୧୯।୭: ଭୂ-ସଂସ୍କାର ଓ ଜମିଜମା ରେକର୍ଡର କମ୍ପ୍ୟୁଟରୀକରଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ କେନ୍ଦୁଝର ଓ ଭଦ୍ରକ ଜିଲା ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଭୂମି ସମ୍ମାନ-ପ୍ଲାଟିନମ୍‌ ଆୱାର୍ଡରେ…

ପାକିସ୍ତାନ ସେନାରେ ସୀମାଙ୍କ ପରିବାର: ଭାଇ କରାଚିରେ ସୈନିକ, ଦାଦା ଇସଲାମାବାଦରେ ଅଫିସର

ନୂଆଦିଲ୍ଲୀ,୧୯।୭: ପାକିସ୍ତାନରୁ ଭାରତ ଚାଲିଆସିଥିବା ସୀମା ହାଇଦରଙ୍କ ଅଡୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦୁଇଦିନ ଧରି ତାଙ୍କୁ ୟୁପି ଏଟିଏସ୍‌ ପଚରାଉଚରା କରୁଛି। ଏସବୁ ଭିତରେ ସୀମାଙ୍କ ପରିବାରରୁ ଦୁଇଜଣ ପାକିସ୍ତାନ ସେନାରେ ଥିବା ଜଣାପଡ଼ିଛି। ତାଙ୍କ ଦାଦା ସେନାରେ…

ନିଶା ନିଶା ଦେଶ

ସୋମବାର ନ୍ୟାଶନାଲ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଦ୍ୱାରା ସାରା ଦେଶରେ ଆନୁମାନିକ ୨,୩୮୧ କୋଟି ଟଙ୍କା ମୂଲ୍ୟର ୧.୪୪ ଲକ୍ଷ କେ.ଜି. ନିଶାଦ୍ରବ୍ୟ ନଷ୍ଟ କରାଯାଇଛି। ନୂଆଦିଲ୍ଲୀରେ ଆୟୋଜିତ ଡ୍ରଗ୍ସ ଟ୍ରାଫିକିଂ ଆଣ୍ଡ୍‌ ନ୍ୟାଶନାଲ ସିକ୍ୟୁରିଟି ସମ୍ମଳନୀରେ ସମସ୍ତ ରାଜ୍ୟର…

ଔପଦା ଡାକ୍ତରଖାନା ପରିସରରେ ଆଣ୍ଠୁଏ ପାଣି

ଔପଦା, ୧୯।୭(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଓପଦା ଡାକ୍ତରଖାନା ପରିସରରୁ ଡ୍ରେନ ନିର୍ମାଣ କାମ ଠିକ୍‌ ଭାବେ ହୋଇ ନ ଥିବାରୁ ସାମାନ୍ୟ ବର୍ଷା ହେଲେ ଜଳ ନିଷ୍କାସନ ହୋଇ ନ ପାରି ଆଣ୍ଠୁଏ ଉପରେ ଜମି ରହୁଛି। ଫଳରେ ଡାକ୍ତରଖାନାକୁ…

୫ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଧରିଲା ସିସିବି, ବିସ୍ଫୋରଣ କରିବାକୁ କରିଥିଲେ ଯୋଜନା

ବେଙ୍ଗାଲୁରୁ,୧୯।୭: କର୍ନାଟକର ବେଙ୍ଗାଲୁରୁରେ ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) ୫ ଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ସୟଦ ସୁହେଲ, ଉମର, ଜାନିଦ, ମୁଦାସିର ଏବଂ ଜାହିଦ ବୋଲି ଚିହ୍ନଟ କରାଯାଇଛି। ବେଙ୍ଗାଲୁରୁରେ ବିସ୍ଫୋରଣ କରିବାକୁ ଦଳ ଯୋଜନା…

କଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ, ଦୁଇ ପ୍ରବାସୀ ଶ୍ରମିକ ଆହତ

ଅନନ୍ତନାଗ,୧୯।୭: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଦୁଇଜଣ ପ୍ରବାସୀ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କୁହାଯାଉଛି। ଖବରପାଇ ଭାରତୀୟ ସେନା ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି…

ଡିସେମ୍ବର ସୁଦ୍ଧା ଶେଷ ହେବ ବସ୍‌ଷ୍ଟାଣ୍ଡ ନିର୍ମାଣ

ବାରିପଦା,୧୯।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ବସ୍‌ଷ୍ଟାଣ୍ଡର ଉନ୍ନତିକରଣ କାର୍ଯ୍ୟକୁ ନେଇ ମଙ୍ଗଳବାର ଜିଲାପାଳଙ୍କ ପ୍ରକୋଷ୍ଠରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖୁବଶୀଘ୍ର ଟେଣ୍ଡର ପ୍ରକ୍ରିୟା କରାଯାଇ ଡିସେମ୍ବର ମାସ ଶେଷ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।…

ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ପୁଣେ ପୋଲିସ, ଏନ୍‌ଆଇଏର ଓ୍ବାଣ୍ଟେଡ୍‌ ଲିଷ୍ଟରେ ଥିଲା ନାଁ

ମୁମ୍ବାଇ,୧୯।୭: ମହାରାଷ୍ଟ୍ର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୁଣେ ପୋଲିସ ଦୁଇଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଥିବାବେଳେ ଆଉ ଜଣେ ଫେରାର ହୋଇଯାଇଥିବା ଜଣାପଡିଛି। ଗିରଫ ହୋଇଥିବା ସନ୍ଦିଗ୍ଧ ଆତଙ୍କବାଦୀଙ୍କ ନାମ ଇମ୍ରାନ୍‌ ଖାନ୍‌ ଏବଂ ମହମ୍ମଦ ୟୁନୁସ ସାକି।…

ଡ୍ରଗ୍ସ ମାମଲାରେ ରିୟା ଚକ୍ରବର୍ତ୍ତୀଙ୍କୁ ଆଶ୍ୱସ୍ତି

ମୁମ୍ବାଇ,୧୯।୭: ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମାମଲାରେ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡିତ ଡ୍ରଗ୍ସ ମାମଲାର ଯାଞ୍ଚ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଦିଆଯାଇଥିବା…

ଏମ୍‌କେସିଜି ମେଡିକାଲରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ବ୍ରହ୍ମପୁର,୧୮ା୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ବିଚାରାଧୀନ ବନ୍ଦୀଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ କନ୍ଧମାଳ ଜିଲା ଗୋଛାପଡ଼ା ଥାନା ଅନ୍ତର୍ଗତ କଦମପଙ୍କା ଗ୍ରାମର ରବୀନ୍ଦ୍ର କୁମାର ସାହୁ(୫୫)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri