Home Left

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲା ଶ୍ରମିକ ମହାସଂଘର ଚାରି ଜଣିଆ ପ୍ରତିନିଧି…

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ କରିବା ଏବଂ ଏକଥା ଅନ୍ୟକାହାକୁ ଜଣାଇଲେ ଚାକିରିରୁ ବହିଷ୍କାର ସହ ଜୀବନ ବରବାଦ କରିଦେବାର…

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ ନାହାନ୍ତି। ଏଥିପାଇଁ ମୁଁ ଚିଠି ଏଆଇସିସି ସଭାପତିଙ୍କୁ ଲେଖିନି, ସୋନିଆଙ୍କୁ ଲେଖିଛି। ସୋନିଆ ଆମ…

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା (୬୦) ଗତ ମଙ୍ଗଳବାର ପିତାମାଲ ଜଙ୍ଗଲରେ ଏକ ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ସୂଚନା…

୨୦୨୬ରେ ୧୨ମାସ ନୁହେଁ ପଡିବ ୧୩ମାସ, ଘଟିବ ଅଦ୍ଭୁତ ଜିନିଷ…

୨୦୨୬ ବର୍ଷ ଆରମ୍ଭ ହେବାକୁ ଆଉ ଅଧିକ ସମୟ ବାକି ନାହିଁ। ଆଗାମୀ ବର୍ଷ ବହୁତ ସ୍ବତନ୍ତ୍ର ହେବାକୁ ଯାଉଛି, କାରଣ ୨୦୨୬ ରେ ୧୨ ମାସ ବଦଳରେ ୧୩ ମାସ ରହିବ। ୨୦୨୬ ବର୍ଷରେ ଏକ ଅତିରିକ୍ତ ମାସ ରହିବ।…

ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ, ୨୦୨୬ ମାର୍ଚ୍ଚରୁ ଆରମ୍ଭ ହେବ ତାଣ୍ଡବ! ଡିସେମ୍ୱରରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀରେ କୋଭିଡ-୧୯ ମହାମାରୀ, ୯/୧୧ ଆକ୍ରମଣ ଏବଂ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ଭଳି ଘଟଣା ଅନ୍ତର୍ଭୁକ୍ତ। ତାଙ୍କର କିଛି ଭବିଷ୍ୟବାଣୀ ୨୦୨୬ ବର୍ଷ ପାଇଁ ମଧ୍ୟ ଉଭା ହେଉଛି, ଯେଉଁଥିରେ କୁହାଯାଇଛି ଯେ ନୂତନ ବର୍ଷର ମାର୍ଚ୍ଚ ମାସରେ…

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ। ଡିସେମ୍ବର ୧୨ ଯାଏଁ ପ୍ରବଳ ଶୀତର ସମ୍ଭାବନା ଥିବାବେଳେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର ସରକାର ଉକ୍ତ ଘାଟି ସମ୍ପ୍ରସାରଣ କାର୍ଯ୍ୟ ଆସନ୍ତା ୨୦୨୮ ସୁଦ୍ଧା ସମ୍ପ୍ରସାରଣ କାର୍ଯ୍ୟ ଶେଷ…

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ତେଣୁ ଛାତ୍ରୀଛାତ୍ରଙ୍କୁ ତାଲିମ ଦିଆଯାଉଛି । ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର କବି…

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ ଦୃଢ଼ ବାଲାନ୍ସ ସିଟ, ସ୍ଥିର ବ୍ୟବସାୟ ଏବଂ ସ୍ଥିର ନଗଦ ପ୍ରବାହ ଥାଏ। ବଜାରରେ…

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ ହାସଲ କରିଛି। ଦଳକୁ ଏକ କଷ୍ଟକର ପରିସ୍ଥିତିକୁ ନେଇ ହାର୍ଦ୍ଦିକ ୨୮ ବଲରେ ଅପରାଜିତ…

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିବାକୁ ମନା କରିଥିଲେ। ଏବେ, ଏହି ଧାରଣାର ଆଉ ଏକ ପୁନରାବୃତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri