‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…
ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା ଇରାନର ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣ କରେ, ତେବେ ଇରାନ ୟେମେନର ହୁଥି…
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ
ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ। ବର୍ତ୍ତମାନ ମାର୍କେଟ ଛକରେ ଅଟକିଛି…
ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ
ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର ସନ୍ଧ୍ୟାରେ ଦିଗପହଣ୍ଡି ରାଜବାଟି ପରିସରରେ ପୂଜା ପାଉଥିବା ପ୍ରଭୁ ଶ୍ରୀ ବଳଦେବ, ଶ୍ରୀ…
ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍
ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ପରିବାର ସହ ତାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଘଟଣାରେ ପୋଲିସକୁ ମିଳିଛି ଆଉ…
ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ
ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ 211 ରୋଗୀଙ୍କୁ ସ୍ଥାନାନ୍ତର କରିବାକୁ ପଡିଲା। ବୁଧବାର ବିଳମ୍ବିତ ରାତିରେ, ଖୁଜେସ୍ତାନ ପ୍ରଦେଶର…
ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ
ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ମାର୍କେଟ…
ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…
ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର ଭାଗୀଦାରୀ ମାଧ୍ୟମରେ, ଏହି ଯୋଡ଼ି ବର୍ତ୍ତମାନ ଭାରତ ପାଇଁ ତିନୋଟି ଫର୍ମାଟରେ 8,000…
ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି
ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ। ଯଦିଓ ବିରାଟ ସେହି ମ୍ୟାଚରେ କେବଳ 5 ରନ କରିପାରିଥିଲେ, କିନ୍ତୁ 300…
Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!
ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ ନେଇ ସରକାରୀ ଭାବେ ସ୍ପଷ୍ଟ କରାଯାଇ ନାହିଁ। ସୂଚନା ଅନୁସାରେ, ପବିତ୍ର ରଥଯାତ୍ରା…
Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…
ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ ଖେଳାଳି ଇତିହାସ ରଚିଥିଲେ। ବୈଭବ ଅନ୍ତର୍ଜାତୀୟ ଡେବ୍ୟୁ କରିଥିବା ସବୁଠାରୁ କମ ବୟସର…
ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….
ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଯଥା ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ ତିନି ଠାକୁରଙ୍କୁ ପହଣ୍ଡି ବିଜେ…
ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A ବୈଜ୍ଞାନିକ ଏବଂ ବୈଷୟିକ କର୍ମଚାରୀଙ୍କଠାରୁ ସ୍ବେଚ୍ଛାକୃତ ଅବସର ଏବଂ ଇସ୍ତଫା ପାଇଁ ବହୁ…

