ମାର୍ଚ୍ଚ ୩ରେ ଚୌରାସିଆ ପରିବାରର ମିଳନ ସମାରୋହ
ଭୁବନେଶ୍ୱର,୨୧।୧୦ (ଅୟଭ ଦାଶ): ପ୍ରତି ବର୍ଷ ଭଳି ଚୌରାସିଆ ସମାଜ କାନପୁର ପକ୍ଷରୁ ୨୦୨୪ ମାର୍ଚ୍ଚ ୩ରେ କାନପୁରସ୍ଥିତ ମୋତିଝିଲିର ଲଜ୍ପତ ଭବନଠାରେ ୨୩ତମ ଚୌରାସିଆ ପରିବାରର ମିଳନ ସମାରୋହ ଉତ୍ସବର ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ୬୦ରୁ ଅଧିକ ସାମୂହିକ…
ରାସ୍ତା କାମ ବନ୍ଦ କଲେ ଗ୍ରାମବାସୀ
କାଳିଆପାଣି,୨୧ା୧୦(ଅସିତ ମହାନ୍ତ): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଚାଲିଥିବା ଅରଡ଼ାପାଳ-ପୋଡ଼ାଘରା ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏପରି କି କନିଷ୍ଠ ଯନ୍ତ୍ରୀଙ୍କ ଅନୁପସ୍ଥିତରେ ଠିକାଦାର ମନମୁତାବକ କାମ କରୁଥିବାରୁ ଗୁରୁବାର ଗ୍ରାମବାସୀ କାମ ବନ୍ଦ କରିଥିଲେ।…
ଗୃହ ନିର୍ମାଣ ପ୍ରକଳ୍ପରେ ଆର୍କିଟେକ୍ଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ଅଧ୍ୟକ୍ଷ
ଭୁବନେଶ୍ୱର,୨୧।୧୦ : ଗୃହ ନିର୍ମାଣ ବା ହାଉସିଂ ପ୍ରକଳ୍ପରେ ଆର୍କିଟେକ୍ମାନଙ୍କର ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ତେଣୁ ପ୍ରତ୍ୟେକ ପଞ୍ଜୀକୃତ ଆର୍କିଟେକ୍ ସେମାନଙ୍କର ଦାୟିତ୍ୱକୁ ଠିକ୍ ଭାବେ ନିର୍ବାହ କରିବା ଉଚିତ ବୋଲି ଓଡ଼ିଶା ସ୍ଥାବର ସମ୍ପତ୍ତି ନିୟାମକ ପ୍ରାଧିକରଣ (ଓରେରା)…
ମା’ଙ୍କ ଆବାହନରେ ଉତ୍ସବମୁଖର ଶ୍ରୀକ୍ଷେତ୍ର
ପୁରୀ, ୨୧ା୧୦(ଅଜିତ ମହାନ୍ତି): ଶାରଦୀୟ ଦଶହରାକୁ ନେଇ ଉତ୍ସବମୁଖର ହୋଇଉଠିଛି ଧରାପୃଷ୍ଠ। ଗାଁଠୁ ସହର ସବୁଠି ପାର୍ବଣର ମହକ। ମା’ ଦଶଭୁଜାଙ୍କ ଆବାହନ ମନ୍ତ୍ରରେ ଚଳଚଞ୍ଚଳ ପୁରୀ ସହର। ଶାରଦୀୟ ଦୁର୍ଗାତ୍ସୋବର ସ୍ବାତନ୍ତ୍ର୍ୟ ବହନ କରୁଥିବା ଶ୍ରୀକ୍ଷେତ୍ର ଏବେ ନବବଧୂଟିଏ ଭଳି…
ପିନାକୀ ମିଶ୍ରଙ୍କୁ ବହିଷ୍କାର କରାଯାଉ: ଭାଜପା
ଭୁବନେଶ୍ୱର, ୨୧।୧୦(ସୁନିତ୍ ମିଶ୍ର): ସଂସଦରେ ‘ପ୍ରଶ୍ନ ପଚାରିବା ପାଇଁ ଟଙ୍କା’ ନେବା ଦୁର୍ନୀତିରେ ପୁରୀ ଏମ୍ପି ପିନାକୀ ମିଶ୍ରଙ୍କ ସମ୍ପୃକ୍ତି ଅଛି ବୋଲି ସିବିଆଇ ଅଦାଲତ ଏବଂ ସଂସଦର ଏଥିକ୍ସ କମିଟି ପାଖରେ ଦାଖଲ ହୋଇଥିବା ୨ଟି ସତ୍ୟପାଠରୁ ସ୍ପଷ୍ଟ ହୋଇଥିବା…
ମାଲ୍ବାହୀ ଟ୍ରେନ୍ ଧକ୍କାରେ ବୃଦ୍ଧ ଦମ୍ପତିଙ୍କ ଚାଲିଗଲା ଜୀବନ
କୋରେଇ,୨୧ା୧୦(ଚନ୍ଦ୍ରକାନ୍ତ ପତି): ମାଲ୍ବାହୀ ଟ୍ରେନ୍ ଧକ୍କାରେ ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ବୈତରଣୀ ରୋଡ୍ ରେଲୱେ ଷ୍ଟେଶନରେ ଏହି ଘଟଣା ଘଟିଛି। ମୃତକ ହେଲେ ବରୁଣ୍ଡେଇ ଗ୍ରାମର ଆଶୁତୋଷ ସିହ୍ନା(୭୦) ଓ ତାଙ୍କ ସ୍ତ୍ରୀ…
ଜେଲରୁ ମୁକୁଳିଲେ ପାନ୍ଧେର
ନୋଏଡ଼ା,୨୧ା୧୦: ୨୦୦୬ର ସମ୍ବେଦନଶୀଳ ନିଠାରି ସିରିଏଲ୍ ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ମନିନ୍ଦର ସିଂ ପାନ୍ଧେର୍ ଶୁକ୍ରବାର ଗ୍ରେଟର ନୋଏଡ଼ାର ଲୁକ୍ସାର ଜେଲ୍ରୁ ମୁକୁଳିଛନ୍ତି। ନିଠାରି ମାମଲାରେ ଆବଶ୍ୟକ ତଥ୍ୟ ପ୍ରମାଣ ଅଭାବରୁ ଆଲ୍ଲାହାବାଦ ହାଇକୋର୍ଟ ପାନ୍ଧେର ଓ…
ମହୁଆଙ୍କୁ ସମନ କରିବ ଏଥିକ୍ସ କମିଟି
ନୂଆଦିଲ୍ଲୀ,୨୧।୧୦: ପାର୍ଲାମେଣ୍ଟରେ ପ୍ରଶ୍ନ କରିବା ପାଇଁ ଲାଞ୍ଚ ନେବା ଅଭିଯୋଗରେ ତୃଣମୂଳ କଂଗ୍ରେସ (ଟିଏମ୍ସି) ଏମ୍ପି ମହୁଆ ମୋଇତ୍ରଙ୍କ ବିରୋଧରେ ବ୍ୟବସାୟୀ ଦର୍ଶନ ହୀରାନନ୍ଦନୀଙ୍କ ସତ୍ୟପାଠ ଆମେ ପାଇଛୁ ବୋଲି ଲୋକ ସଭା ଏଥିକ୍ସ କମିଟି ଅଧ୍ୟକ୍ଷ ବିନୋଦ ସୋଙ୍କର ଶୁକ୍ରବାର…
ନଭେମ୍ବର ପହିଲାରୁ ଗହୀରମଥାରେ କଟକଣା
କେନ୍ଦ୍ରାପଡ଼ା,୨୧ା୧୦(ଜଗନ୍ନାଥ ଧଳ): ଆଗାମୀ କିଛିଦିନ ମଧ୍ୟରେ ବିରଳ ଅଲିଭ ରିଡ୍ଲେ କଇଁଛ ବିଶ୍ୱପ୍ରସିଦ୍ଧ ଗହୀରମଥାରେ ଚଳପ୍ରଚଳ ହେବେ। ଅନୁକୂଳ ପାଗ ଓ ପରିବେଶ ଥିଲେ ଏହି ପ୍ରଜନନସ୍ଥଳ ଲକ୍ଷ ଲକ୍ଷ ଶାବକରେ ପରିପୂର୍ଣ୍ଣ ହେବ। ବିରଳ କଇଁଛଙ୍କ ସୁରକ୍ଷା ପାଇଁ ଗହୀରମଥାର…
ପ୍ରତିରୋଧ ଶକ୍ତି ବଢ଼ାଇବ କୋରାପୁଟ ଔଷଧୀୟ ଧାନ
କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟର ଆଦିବାସୀମାନେ ଚାଷ କରୁଥିବା ପାରମ୍ପରିକ ଔଷଧୀୟ ଧାନ ପୁଷ୍ଟିର ସୁରକ୍ଷା ଦେବ। ରୋଗ ପ୍ରତିରୋଧକ ଶକ୍ତି ବଢାଇବ ବୋଲି କହିଛନ୍ତି ବିଶ୍ୱବିଦ୍ୟାଳୟର ଜୈବ ବିବିଧତା ପ୍ରାକୃତିକ ସଂରକ୍ଷଣ ବିଭାଗ ସହାୟକ ପ୍ରଫେସର ଡ. ଦେବବ୍ରତ ପଣ୍ଡା। କୋରାପୁଟ…
ଏକସଙ୍ଗେ ନିର୍ବାଚନ: ୨୫ରେ ମତାମତ ଜଣାଇବ ନ୍ୟାୟିକ କମିଟି
ନୂଆଦିଲ୍ଲୀ,୨୧ା୧୦: ଏକସଙ୍ଗେ ନିର୍ବାଚନ କରାଇବା ନେଇ ରୂପରେଖ ପ୍ରସ୍ତୁତି ନିମନ୍ତେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉତ୍ତସ୍ତରୀୟ କମିଟିକୁ ଆସନ୍ତା ୨୫ ତାରିଖରେ ନ୍ୟାୟିକ ଆୟୋଗ ଏହାର ମତାମତ ଜଣାଇବ। ଦେଶରେ ଏକସଙ୍ଗେ ନିର୍ବାଚନ କିପରି କରାଯାଇପାରିବ, ତାହା…
ମାର୍ଶ, ଓ୍ବାର୍ନରଙ୍କ ଶତକରେ ରେକର୍ଡ
ବେଙ୍ଗାଲୁରୁ, ୨୧।୧୦:ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ଶତକ ହାସଲ କରିଛନ୍ତି ଅଷ୍ଟ୍ରେଲିଆର ମିଚେଲ ମାର୍ଶ ଓ ଡେଭିଡ ଓ୍ବାର୍ନର। ଦୁଇଜଣଙ୍କ ଶତକ ଏବଂ ଦ୍ୱିଶତକୀୟ ଭାଗୀଦାରି ସହ ଅନେକ ରେକର୍ଡ ମଧ୍ୟ ସୃଷ୍ଟି ହୋଇଛି।…

