Home Left

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ ଭାବେ ନୀଳଗିରିକୁ ଏହି ହାତୀ ପଲ ଆସୁଛନ୍ତି । ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ…

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ ଆଲୋଚନା ପରେ ସେମାନେ ଆନ୍ଦୋଳନରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି। ବିଳମ୍ବିତ ରାତିରେ ବାବୁ ସିଂ…

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଛନ୍ତି। ଘଟଣାଟି ସ୍କୁଲରେ ପାଠ ପଢା…

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା କରାଯାଇଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ସାଧାରଣ ଜୀବନଯାତ୍ରାକୁ ବାଧାପ୍ରାପ୍ତ କରିଛି, ଏବଂ ମହାରାଷ୍ଟ୍ରରେ…

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା ଲୋକଙ୍କୁ ଅଟକାଇ ହଇରାଣ କରୁଥିବା ଖବର ପାଇଥିଲା  ପୋଲିସ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା।…

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ ଚଢ଼ିଯାଇଥିବା ଦେଖିବାକୁ ମିଳିଥିଲା। ଗ୍ରାମବାସୀ ବାସୀମାନେ ଚେଷ୍ଟା କରି ବିଫଳ ହୋଇ ବନ୍ତଳା ଅଗ୍ନିଶମବାହିନୀକୁ…

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ ଜାରି ରହିଛି। ଏବେ ଆୟୁଷ ଛାତ୍ରୀଛାତ୍ରମାନେ ଆମରଣ ଅନଶନରେ ବସିଛନ୍ତି। ସରକାରୀ ଆୟୁର୍ବେଦିକ କଲେଜର…

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube କେବଳ କଳା ଦେଖାଇବାର ମଞ୍ଚ ନୁହେଁ, ଅର୍ଥନୈତିକ ସ୍ୱାଧୀନତା ଦେବାର ଏକ ବଡ଼ ପ୍ଲାଟଫର୍ମ…

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ଅପରାହ୍ନ ଗୃହରେ ଖର୍ଚ୍ଚଦାବି ଆଲୋଚନା କାଳରେ କହିଥିଲେ। ସରକାରଙ୍କୁ ଟାର୍ଗେଟ…

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି ସହ କାମ କରିବାକୁ ପଡ଼ିପାରେ। କାରଣ ଚଳିତ ବର୍ଷ ମହଙ୍ଗା ଭତ୍ତା (DA) ଏବଂ…

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ ୭ ଡିଗ୍ରୀ ରୁ ୯ ଡିଗ୍ରୀ ମଧ୍ୟରେ ରହୁଛି।   ଏ ନେଇ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ଏବଂ ସଙ୍କଟ ଦ୍ୱାରା ପ୍ରଭାବିତ ଲୋକଙ୍କୁ ଫେରସ୍ତ ଯୋଗାଇ ଦିଆଯାଉଛି। ଏହି ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri