ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ
ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ ହୋଇଛନ୍ତି। ଆହତ ଛାତ୍ରୀମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା…
ଅଷ୍ଟମ ବେତନ କମିଶନ ଲାଗି ଚିଠି
ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର। ଦରମା, ଭତ୍ତା, ପେନସନ ବୃଦ୍ଧି ସମ୍ପର୍କରେ ନିଜ ମତାମତ ଦେବାକୁ ଚିଠିରେ ଅର୍ଥ…
ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…
ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ ମୃତ୍ୟୁବରଣ କରିଛନ୍ତି। ପାଟପୁର ପୋଲିସ ସୋମବାର ଅପମୃତ୍ୟୁ ମାମଲା ୫/୨୬ ଅନୁଯାୟୀ ତାଙ୍କ…
ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ
ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ପ୍ରାର୍ଥିପତ୍ର ଦାଖଲ ସରିଛି। ବିଭିନ୍ନ ପଦବୀ ନିମନ୍ତେ ୧୦ ପ୍ରାର୍ଥି ସେମାନଙ୍କ ନାମାଙ୍କନ…
ଦିଲ୍ଲୀ-ମଞ୍ଚେଷ୍ଟର ଇଣ୍ଡିଗୋ ବିମାନ ଅଧାବାଟରୁ ଫେରିଲା
ନୂଆଦିଲ୍ଲୀ,୯ା୩: ଯୁଦ୍ଧକୁ ନେଇ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଥିଲା ବେଳେ ଦିଲ୍ଲୀରୁ ମଞ୍ଚେଷ୍ଟର ଅଭିମୁଖେ ଯାଉଥିବା ଇଣ୍ଡିଗୋ ଏୟାରଲାଇ୍ସର ଏକ ବିମାନ ଅଧାବାଟରୁ ଫେରିଆସିଛି। ଉତ୍ତେଜନାକୁ ନେଇ ଶେଷ ମୁହୂର୍ତ୍ତରେ ହଠାତ୍ ବାୟୁସୀମା କଟକଣା ଜାରି ଯୋଗୁ ବିମାନଟି ଦିଲ୍ଲୀ ଫେରଆସିଥିବା…
ମହିଳାଙ୍କୁ ଉଦ୍ଧାର କଲେ ପାଟପୁର ପୋଲିସ
ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁ ରୁ ଜଣେ ମାନସିକ ବିକୃତ ମହିଳାଙ୍କୁ ସୋମବାର ସନ୍ଧ୍ୟାରେ ପାଟପୁର ଥାନା ପୋଲିସ ଉଦ୍ଧାର କରଛି।ମହିଳା ଜଣକ ହେଲେ ପୋଡ଼ାମାରି ଗ୍ରାମ ନିକଟ ବୁଗୁଡ଼ା କଲୋନୀର ଦେବ ନାଇକଙ୍କ…
ନମସ୍କାର ପକାଇ କଲେ ହ୍ୟାଣ୍ଡ୍ସେକ୍: ସନ୍ଧ୍ୟା ଭ୍ରମଣବେଳେ ଘଟିଗଲା…
ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଚିନ୍ନାରି.ରାଘବ ସୁବୁଦ୍ଧି ସନ୍ଧ୍ୟା ଭ୍ରମଣରେ ଯାଉଥିବାବେଳେ ଗାଁର ଶେଷ ମୁଣ୍ଡରେ ଜଣେ ହେଲିମେଟ ପିନ୍ଧିଥିବା ଅଚିହ୍ନା ବ୍ୟକ୍ତି ସ୍କୁଟି ରଖି ରାସ୍ତାକଡରେ ଠିଆ ହୋଇଥିଲେ। ଉକ୍ତ ବ୍ୟକ୍ତି ଜଣକ…
ଚାଷୀଙ୍କ ପାଇଁ ନିର୍ମାଣ ହେଲା ପିଚୁ ରାସ୍ତା: ବିଭାଗୀୟ ଅଧିକାରୀଙ୍କୁ ପ୍ରଶଂସାରେ ପୋତିଲେ
କେସିଙ୍ଗା,୯।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ କନ୍ତେଶିର ଗ୍ରାମର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ରାଇଟ କେନାଲ ପାଶର୍ବରେ ଅଧୀକ୍ଷଣ ଯନ୍ତ୍ରୀ କ୍ଷୁଦ୍ର ଜଳସେଚନ ବିଭାଜନ କଳାହାଣ୍ଡିଙ୍କ ନିର୍ଦ୍ଦେଶ କ୍ରମେ ଓସିସି ଲିମିଟେଡ଼ ଭୁବନେଶ୍ୱର ଦ୍ୱାରା ରାସ୍ତା କାମ ନିର୍ମାଣ…
ଟଙ୍କା ଫେରାଇବା କହି ବାପାଙ୍କୁ ଯାତ୍ରା ପଡିଆକୁ ଡାକି ହାଣିଥିଲେ: ଗଲେ ଜେଲ୍
ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ରବିବାର ଅପରାହ୍ନରେ ପୋଷ୍ୟପୁଅ କୁନା ସାହୁ ବୃଦ୍ଧ ବାପା ସୀମାଞ୍ଚଳ ସାହୁ(୮୦)ଙ୍କ ବେକକୁ ପେପର କଟାରେ ବ୍ୟବହୃତ ଛୁରିରେ କାଟି ହତ୍ୟା ଉଦ୍ୟମ କରିଥିଲେ। ଏ ନେଇ ସୀମାଞ୍ଚଳଙ୍କ…
ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ଅଡୁଆରେ ଇରାନ ଦଳ
ଗୋଲ୍ଡ କୋଷ୍ଟ(ଅଷ୍ଟ୍ରେଲିଆ),୯।୩: ମହିଳା ଏସିଆନ କପ୍ ଶେଷ ଗ୍ରୁପ୍ ମ୍ୟାଚରେ ଇରାନ ଫୁଟ୍ବଲ ଦଳ ଏହାର ଅନ୍ତିମ ଗ୍ରୁପ୍ ମ୍ୟାଚ ହାରିଯିବାପରେ ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ବର୍ତ୍ତମାନ ଅଡୁଆରେ ପଡ଼ିଯାଇଛି। ଫେବୃଆରୀ ୨୮ରେ ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ପୂର୍ବରୁ ମହାଦେଶୀୟ…
ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଆବାସ: ଭଙ୍ଗା କୁଡ଼ିଆରେ ବିତୁଛି ଜନପ୍ରତିନିଧିଙ୍କ ଜୀବନ
ଥୁଆମୂଳ ରାମପୁର, ୯ା୩ (ଦୁର୍ଗା କୀର୍ତ୍ତି): ସରକାର ଗରିବଙ୍କୁ ପକ୍କାଘର ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଓ ଅନ୍ତୋଦୟ ଭଳି ଅନେକ ଯୋଜନା କାର୍ଯ୍ୟକାରୀ କରୁଥିବାବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଏହାର ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଭିନ୍ନ। ପ୍ରଶାସନିକ…
ଇରାକ୍ ମୁଖ୍ୟ କୋଚ୍ଙ୍କ ବଡ଼ ଦାବି: ବିଶ୍ୱକପ୍ ପ୍ଲେ-ଅଫ୍କୁ ବିଳମ୍ବିତ କରାଯାଉ
ବାଗଦାଦ୍,୯ା୩: ଇରାନରେ ଯୁଦ୍ଧ କ୍ରମେ ଜୋର୍ଦାର୍ ହେଉଥିବାରୁ ବିଶ୍ୱକପ୍ ପାଇଁ ତାଙ୍କ ଦଳର ଆନ୍ତଃମହାଦେଶୀୟ ଯୋଗ୍ୟତା ପର୍ଯ୍ୟାୟକୁ ବିଳମ୍ବିତ କରିବା ଲାଗି ଇରାକ୍ ମୁଖ୍ୟ କୋଚ୍ ଗ୍ରାହାମ ଆର୍ନୋଲ୍ଡ ଫୁଟ୍ବଲର ଅନ୍ତର୍ଜାତୀୟ ପରିଚାଳନା ପରିଷଦ (ଫିଫା)କୁ ନିବେଦନ କରିଛନ୍ତି। ଇରାକ ମେକ୍ସିକୋର…
Archives


