ଅମିତ ଶାହାଙ୍କ ଉପରେ ରାଜନୈତିକ ସଙ୍କଟ ସୃଷ୍ଟି କରିଥିବା ଅଭିଯୋଗ ଆଣିଲେ ଗେହଲଟ
ଜୟପୁର,୧୮।୧୦: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମଙ୍ଗଳବାର ପୁଣିଥରେ ୨୦୨୦ର ରାଜନୈତିକ ସଙ୍କଟ ବିଷୟରେ ଉଲ୍ଲେଖ କରିଛନ୍ତି। ଏଥିସହ ଗଜେନ୍ଦ୍ର ସିଂ ଶେଖାୱାତ, ଧର୍ମେନ୍ଦ୍ର ପ୍ରଧାନ ଏବଂ ଅମିତ ଶାହାଙ୍କ ଭଳି କେନ୍ଦ୍ର ମନ୍ତ୍ରୀ ତାଙ୍କ ସରକାରକୁ ହଟାଇବା ଯୋଜନାରେ ସମ୍ପୃକ୍ତ…
ଦୀପଙ୍କର ଓଡ଼ିଶା ହକି ପ୍ରମୋଶନ କାଉନସିଲ ନିର୍ଦ୍ଦେଶକ
ଭୁବନେଶ୍ୱର, ୧୮।୧୦(ତପନ ସ୍ବାଇଁ): ଓଡ଼ିଶା ହକି ପ୍ରମୋଶନ କାଉନସିଲର ନିର୍ଦ୍ଦେଶକଭାବେ ଦୀପଙ୍କର ମହାପାତ୍ରଙ୍କୁ ରାଜ୍ୟ ସରକାର ନିଯୁକ୍ତ କରିଛନ୍ତି। ସେ ଓଡ଼ିଶା ହକି ପ୍ରମୋଶନ କାଉନ୍ସିଲର ପରିଚାଳନାକୁ ଓଭରଅଲ୍ ତଦାରଖ କରିବା ସହ ରାଜ୍ୟରେ କିପରି ହକି ଅଧିକ ଲୋକପ୍ରିୟ ହୋଇପାରିବ…
ପୁଣି ଚର୍ଚ୍ଚାରେ ସାନିଆ-ଶୋଏବ
ମୁମ୍ବାଇ,୧୮ା୧୦: ଭାରତୀୟ ଟେନିସ୍ ଷ୍ଟାର ସାନିଆ ମିର୍ଜା ଓ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକଙ୍କ ଡିଭୋର୍ସ ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛି। ସାନିଆଙ୍କ ଇନ୍ଷ୍ଟାଗ୍ରାମ ଷ୍ଟୋରି ଏହି ଚର୍ଚ୍ଚାର ମୁଖ୍ୟ କାରଣ ପାଲଟିଛି। ‘ଯଦି ମୁଁ କଥା ହେଉଛି ତେବେ…
କିଶୋରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ନିକଟରେ ଚାଇନାର ହାଙ୍ଗଝୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା-୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ-୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ…
ଗୁର୍ବାଜଙ୍କୁ ଭର୍ତ୍ସନା ସହ ୧ ଡିମେରିଟ୍ ପଏଣ୍ଟ
ନୂଆଦିଲ୍ଲୀ, ୧୮ା୧୦(ପି.ଟି.): ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ ବେଳେ ଆଫଗାନିସ୍ତାନ ବ୍ୟାଟର ରହମାନୁଲ୍ଲା ଗୁର୍ବାଜ ଆଉଟ ହେବା ପରେ ବିରକ୍ତି ପ୍ରକାଶ କରି ବାଉଣ୍ଡାରି ଦଉଡ଼ି ଓ ଏକ ଚେୟାରକୁ ତାଙ୍କ ବ୍ୟାଟ୍ରେ ପ୍ରହାର କରିଥିଲେ। ଫଳତଃ…
ବଜାରରେ ‘ଭିଡା ଭି ୧ ପ୍ରୋ’
କଟକ,୧୮।୧୦: ଦେଶର ପ୍ରମୁଖ ବୈଦ୍ୟୁତିକ ଯାନ (ଇଲେକ୍ଟ୍ରି ଭେଇକିଲ୍ସ ବା ଇଭି) ତଥା ହିରୋ ମୋଟକର୍ପ ଲିମିଟେଡର ଅଗ୍ରଣୀ ବ୍ରାଣ୍ଡ୍ ଭିଡାର ନୂତନ ମଡେଲ ‘ଭିଡା ଭି ୧ ପ୍ରୋ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍ର ସ୍ବୀକୃତିପ୍ରାପ୍ତ…
ବିଶ୍ୱକପ୍ରେ କୁମ୍ବଲେଙ୍କ ରେକର୍ଡ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଲେଗ୍ ସ୍ପିନର ଅନିଲ କୁମ୍ବଲେ। ଇଞ୍ଜିନିୟରିଂ କରିବା ପରେ ଫଟୋଗ୍ରାଫର ଓ ପରବର୍ତ୍ତୀ ସମୟରେ ଭାରତୀୟ ଦଳ ପକ୍ଷରୁ ସେ ଖେଳିଥିଲେ । ଜୁମ୍ବୋ ନାମରେ ପରିଚିତ ଏହି ଖେଳାଳି ଜଣଙ୍କ ଭାରତୀୟ ଟେଷ୍ଟ ଇତିହାସରେ…
ଭାରତ ୩, ବାଂଲାଦେଶ ୧
ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍ରେ ଭାରତ ଏହାର ପରବର୍ତ୍ତୀ ମ୍ୟାଚ ବାଂଲାଦେଶ ସହିତ ଖେଳିବ। ଏହି ମ୍ୟାଚଟି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହେବ। ଭାରତ ଓ ବାଂଲାଦେଶ ମଧ୍ୟରେ ଏପର୍ଯ୍ୟନ୍ତ ମୋଟ ୪ଟି ବିଶ୍ୱକପ୍ ମ୍ୟାଚ…
ପୁରୁଷଙ୍କୁ ସ୍ତନ କର୍କଟ
ଲଣ୍ଡନ: ସାଧାରଣତଃ ମହିଳାଙ୍କ ସ୍ତନ କର୍କଟ ହେବା ଶୁଣିଛେ। ହେଲେ ନିକଟରେ ଜଣେ ପୁରୁଷଙ୍କ ସ୍ତନ କର୍କଟ ହୋଇଥିବା ଜଣାପଡ଼ିଛି। ଫ୍ଲୋରିଡ଼ାର ବାସିନ୍ଦା ୪୩ ବର୍ଷୀୟ ଜ୍ୟାକ୍ ୟାର୍ବ୍ରୋଗ୍ ୫ ବର୍ଷ ବୟସରେ ସାଙ୍ଗମାନଙ୍କ ସହ ପୋଖରୀରେ ପହଁରୁଥିଲେ। ସେତେବେଳେ ତାଙ୍କ…
ସାଥୀ ନ ପାଇ ନିଜକୁ ବାହାହେଲେ
ଲଣ୍ଡନ: ଅନେକେ ନିଜ ବିବାହ ପାଇଁ ସ୍ବପ୍ନ ଦେଖିଥାନ୍ତି। ସେଥିପାଇଁ ସଞ୍ଚୟ ମଧ୍ୟ କରିଥାନ୍ତି। ହେଲେ ଜଣେ ମହିଳା ତାଙ୍କ ବିବାହ ପାଇଁ ଅନେକ ବର୍ଷ ଧରି ସଞ୍ଚୟ କରିଥିଲେ ମଧ୍ୟ ଉପଯୁକ୍ତ ସାଥୀ ନ ପାଇବାରୁ ସେ ନିଜକୁ ବିବାହକରି…
୩୪୦୦ ବର୍ଷର ମମି ଆକୃତି ମୃତଦେହ
କାଏରୋ: ନିକଟରେ ମିଶରରେ ପ୍ରାଚୀନ କବର ମିଳିଛି। ଏଥିରେ ‘ମୃତକଙ୍କ ବହି’ ସହ ୩୪୦୦ ବର୍ଷ ପୁରୁଣା ମମି ଆକୃତି ମୃତଦେହ ରହିଛି। କୁହାଯାଉଛି, ଏଥିରେ ପ୍ରାଚୀନ ମିଶରର ନ୍ୟୁ କିଙ୍ଗ୍ଡମ୍ର ପୂଜାରୀଙ୍କ ମୃତଦେହ ସାମିଲ ହୋଇଥାଇପାରେ। ରିପୋର୍ଟ ମୁତାବକ, ମିଶର…
ବିବାହ ଶାଢ଼ି ପିନ୍ଧି ପୁରସ୍କାର ଗ୍ରହଣ କଲେ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ସମେତ ଆଉ କେତେଜଣ ଅଭିନେତ୍ରୀ ଅଭିନେତା ଜାତୀୟ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ‘ଗଙ୍ଗୁବାଈ କାଠିଆୱାଡି’ ଚଳଚ୍ଚିତ୍ର ପାଇଁ ଆଲିଆଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଜାତୀୟ ପୁରସ୍କାର ମିଳିଛି। ସେ ଦିଲ୍ଲୀର ବିଜ୍ଞାନ ଭବନରେ ମଙ୍ଗଳବାର…

