Home Left

୨ବର୍ଷ ଧରି ନିଖୋଜ ଥିବା ମହିଳାଙ୍କ ମୃତଦେହ ଗାଁ ମୁଣ୍ଡରୁ ଜବତ

ଦଶମନ୍ତପୁର,୧୬।୭ (ଅରବିନ୍ଦ ନାୟକ )୨ ବର୍ଷ ୩ ମାସ ହେଲା ନିଖୋଜ ଥିବା ଜଣେ ମହିଳାଙ୍କ ମୃତଦେହକୁ ପୋଲିସ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚଣାବାଡ ପଞ୍ଚାୟତର କଟ୍ରାଆମ୍ବ ଗ୍ରାମ ନିକଟରୁ ଜବତ କରିଛି। ମୃତକ ହେଲେ କଡ୍ରୁ ମୁଦୁଲିଙ୍କ ଝିଅ…

ଚନ୍ଦ୍ରୟାନ-୩ ପ୍ରୋଜେକ୍ଟରେ ଡେରାବିଶର ଶୁଭାଶିଷ

ଡେରାବିଶ,୧୬।୭(ବେବର୍ତା ଅଜୟ ଦାସ)ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ଶୁକ୍ରବାର ଭାରତର ତୃତୀୟ ମୁନ୍‌ ମିଶନ୍‌ ‘ଚନ୍ଦ୍ରୟାନ୍‌-୩’ର ସଫଳ ଉତ୍‌କ୍ଷେପଣ କରାଯାଇଛି। ଆସନ୍ତା ଅଗଷ୍ଟ ୨୩ରେ ଚନ୍ଦ୍ରୟାନ୍‌-୩ ଚନ୍ଦ୍ରପୃଷ୍ଠରେ ପହଞ୍ଚତ୍ବ ବୋଲି ଆଶା ରହିଛି। ଏହି ପ୍ରୋଜେକ୍ଟରେ କେନ୍ଦ୍ରାପଡ଼ା ଜିଲା…

ସମଲେଇ ଯୋଜନା ଡିସେମ୍ବର ସୁଦ୍ଧା ଲୋକାର୍ପଣ

ସମ୍ବଲପୁର,୧୬।୭ (ଶୁଭାଶିଷ ପାଢ଼ୀ)୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ଙ୍କ ୨ଦିନିଆ ସମ୍ବଲପୁର ଗସ୍ତର ଶନିବାର ପ୍ରଥମ ଦିନରେ କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁରର ଏକାଧିକ ସ୍ଥାନରେ କାର୍ଯ୍ୟକ୍ରମ ହୋଇଥିଲା। ଏହି ଗସ୍ତ ସମୟରେ ସଚିବ ଲୋକଙ୍କଠାରୁ ସିଧାସଳଖ ଅଭିଯୋଗ ଶୁଣିଥିଲେ। ସେ କହିଥିଲେ, ମୁଖ୍ୟମନ୍ତ୍ରୀ…

ମାଲବାହୀ ଟ୍ରେନ୍‌ରୁ ବଗି ଛିଡ଼ିଗଲା

ଭୁବନେଶ୍ୱର,୧୬।୭(ଅଭିଜିତ ଦାସ)ବାହାନଗା ଟ୍ରେନ୍‌ ଦୁର୍ଘଟଣାର ଲୋମଟାଙ୍କୁରା ଦୃଶ୍ୟ ମନରୁ ଲିଭୁ ନ ଥିବାବେଳେ ଗୋଟିକ ପରେ ଗୋଟିଏ ଦୁର୍ଘଟଣା ଘଟିଚାଲିଛି। କେଉଁଠି ଟ୍ରେନ୍‌ରେ ନିଆଁ ଲାଗିଲାଣି ତ ଆଉ କେଉଁଠି ଲାଇନ୍‌ଚ୍ୟୁତ ହେଲାଣି। ବିଭିନ୍ନ ସ୍ଥାନରେ ଏଭଳି ଦୁର୍ଘଟଣା ଘଟୁଥିବାବେଳେ ଶନିବାର…

ଏହି ବଲିଉଡ୍‌ ଷ୍ଟାରଙ୍କ ସିକ୍ରେଟ୍‌ କେହି ଜାଣି ନ ଥିବେ

ମୁମ୍ବାଇ: ବଲିଉଡ୍‌ ଷ୍ଟାରମାନଙ୍କର ଅନେକ ସିକ୍ରେଟ୍‌ ରହିଛି। ଯାହାକୁ ସେମାନେ ସମସ୍ତଙ୍କ ସାମ୍ନାରେ ପ୍ରକାଶ କରିବାକୁ ଠିକ୍‌ ମନେ କରନ୍ତି ନାହିଁ। ଗର୍ଲଫ୍ରେଣ୍ଡଙ୍କଠାରୁ ଆରମ୍ଭ କରି ପିଲାମାନଙ୍କ ପର୍ଯ୍ୟନ୍ତ ସବୁକିଛି ବ୍ୟକ୍ତିଗତ ରଖିବାକୁ ଚାହାନ୍ତି। କିନ୍ତୁ କିଛି ଷ୍ଟାର ସମସ୍ତଙ୍କ ସାମ୍ନାରେ…

ସାପକାମୁଡ଼ାରେ ୨ ଜୀବନ ଗଲା

ରାଇରଙ୍ଗପୁର,୧୫ା୭(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ପୋଲିସ ସର୍କଲ ଅଧୀନସ୍ଥ ଯାମଦା ଏବଂ ରାଇରଙ୍ଗପୁର ଗ୍ରାମାଞ୍ଚଳ ସମେତ ଦୁଇଟି ଥାନା ଅଞ୍ଚଳରେ ଶନିବାର ସାପ କାମୁଡ଼ାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପୋଲିସ ପକ୍ଷରୁ ପୃଥକ୍‌ ଭାବେ ଦୁଇଟି ଅପମୃତ୍ୟୁ ମାମଲା…

ହଷ୍ଟେଲ ଖାଦ୍ୟ ଖାଇ ଝାଡ଼ାବାନ୍ତିରେ ନର୍ସିଂ କଲେଜ ଛାତ୍ରୀ ଆକ୍ରାନ୍ତ

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ ସମ୍ମୁଖରେ ଥିବା କୋରାପୁଟ ନର୍ସିଂ କଲେଜର ଛାତ୍ରୀମାନେ ହଷ୍ଟେଲ ଖାଦ୍ୟ ଖାଇ ଝାଡ଼ାବାନ୍ତିରେ ପଡ଼ି ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାଯାଇଛି। ଏହି କଲେଜର କଲେଜର ୫ରୁ ଊର୍ଦ୍ଧ୍ୱ…

ବାଲିଗୁଡ଼ାରେ ବ୍ୟାପୁଛି ଆଖିଧରା ରୋଗ

ବାଲିଗୁଡ଼ା,୧୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଆଖିଧରା ରୋଗ ବ୍ୟାପିବାରେ ଲାଗିଛି। ଗାଁଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ଦିନକୁ ଦିନ ଏହି ରୋଗ ବ୍ୟାପିବାରେ ଲାଗିଛି । ବିଶେଷକରି ବିଦ୍ୟାଳୟ ଓ କଲେଜକୁ…

ଗଞ୍ଜେଇ ଭର୍ତ୍ତି କାର୍‌ ଜବତ

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଦିନକୁ ଦିନ ଗଞ୍ଜେଇ ଚାଷ ବୃଦ୍ଧି ପାଇଥିବା ବେଳେ ବାଲିଗୁଡ଼ା, କ. ନୂଆଗାଁ ପାର ହୋଇ ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ଦେଇ ଗଞ୍ଜେଇ ମାଫିଆମାନେ ବେଧଡ଼କ ଚୋରାଚାଲାଣ କରୁଛନ୍ତି। ଦାରିଙ୍ଗବାଡ଼ି ପୋଲିସ ଗଞ୍ଜେଇ ଚୋରାଚାଲାଣ ବେଳେ…

ଅଙ୍ଗଦଙ୍କ ହାତ ଆକ୍ରମଣ ନୁହେଁ, ଦୁର୍ଘଟଣାରେ କଟିଛି: ପୋଲିସ

ବାଲିଗୁଡ଼ା,୧୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଡହଲପଡ଼ି ଗ୍ରାମର ଆଦିବାସୀ ଯୁବକ ଅଙ୍ଗଦ ମଲ୍ଲିକ ମୁମ୍ବାଇ କାମ କରିବାକୁ ଯାଇଥିବା ବେଳେ ଦୁଇ ହାତ ହରାଇ ଘରକୁ ଫେରିବା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି।…

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର କ୍ଷେତ୍ର ପରିଦର୍ଶନ କଲେ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୫ା୭(ଅସମାପିକା ସାହୁ): କଟକ ଜିଲା ଅଡ଼ଶପୁରସ୍ଥିତ ଉଦୟନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନ ବିଭାଗର ୨୦ ଜଣ ଛାତ୍ରୀଛାତ୍ର କ୍ଷେତ୍ର ପରିଦର୍ଶନରେ ଆସି ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ବୁଲି ଦେଖିଥିଲେ। ଛାତ୍ରୀଛାତ୍ରଙ୍କୁ ପୁସ୍ତକ ପଞ୍ଜୀକରଣ, ଗ୍ରନ୍ଥାଗାର ପରିଚାଳନା,…

କ୍ୟାନସରରେ ପୀଡିତ ଅଛନ୍ତି ଅତୁଲ, ଭୁଲ ଚିକିତ୍ସା ଯୋଗୁ…

ବମ୍ବେ: କ୍ୟାନସରରେ ପୀଡିତ ଅଛନ୍ତି ମରାଠୀ ଅଭିନେତା ତଥା ‘ଦ କପିଲ ଶର୍ମା ଶୋ’ ଫେମ୍ ଅତୁଲ ପରଚୁରେ। ଏକ ସାକ୍ଷାତକାରରେ ସେ ଏନେଇ କହିବା ପରେ ପ୍ରଶଂସକ ତାଙ୍କ ଆରୋଗ୍ୟ କାମନା କରୁଛନ୍ତି। ଅତୁଲ କହିଛନ୍ତି, ବିବାହକୁ ୨୫ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri