Home Left

ଘୃଣା ମନ୍ତବ୍ୟ ମାମଲା: ଆଜମ୍‌ ଖାଁଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ, ୨୫୦୦ ଟଙ୍କା ଜରିମାନା

ଲକ୍ଷ୍ନୌ,୧୫।୭: ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାଁଙ୍କୁ ପୁଣିଥରେ ଝଟ୍‌କା ଲାଗିଛି। ଘୃଣା ମନ୍ତବ୍ୟ ମାମଲାରେ ତାଙ୍କୁ ରାମପୁରର ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାମଲାରେ ତାଙ୍କୁ ୨ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିବା ସହ ୨୫୦୦ ଟଙ୍କା ଜରିମାନା…

ଭାଙ୍ଗିଲା ରାମେଶ୍ୱର ମନ୍ଦିରର ଦଧିନଉତି

ଭୁବନେଶର,୧୫।୭: ଘଡ଼ଘଡ଼ିରେ ଭୁବନେଶରରେ ଥିବା ରାମେଶ୍ୱର ମନ୍ଦିରର ଦଧିନଉତି ଭାଙ୍ଗିପଡ଼ିଛି। ମନ୍ଦିର ଭିତରେ ସେବାୟତ ଥିବା ବେଳେ ଏହି ଅଘଟଣ ଘଟିଛି। ସଂପୂର୍ଣ୍ଣ ଭାବେ ଦଧିନଉତି ଭାଙ୍ଗି ଯାଇଥିବା ସେବାୟତଙ୍କ ପକ୍ଷରୁ ସୂଚନା ମିଳିଛି।

ଆଉ ନାହାନ୍ତି ‘ଲାପତାଗଞ୍ଜ’ ଅଭିନେତା ଅରବିନ୍ଦ

ବମ୍ବେ: ଆଉ ନାହାନ୍ତି ଅଭିନେତା ଅରବିନ୍ଦ କୁମାର। ଜୁଲାଇ ୧୨ରେ ହୃଦ୍‌ଘାତରେ ସେ ଆଖି ବୁଜିଛନ୍ତି। ଟେଲିଭିଜନର ଲୋକପ୍ରିୟ ଶୋ’ ‘ଲାପତାଗଞ୍ଜ’ ରେ ସେ ଚୌରାସିଆ ଭୂମିକାରେ ନଜର ଆସୁଥିଲେ। ଏବେ ତାଙ୍କ ବିୟୋଗରେ ମନୋରଞ୍ଜନଜଗତରେ ଶୋକର ଛାୟା ଖେଳିଯାଇଛି। ଶୋ’ର…

ବିଷାକ୍ତ ଛତୁ ଖାଇ  ୬ ଅସୁସ୍ଥ

ବୋରିଗୁମ୍ମା୧୫।୦୭ କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବାଣ୍ଡିଗୁଡ଼ା ପଞ୍ଚାୟତ ସର୍ଗିଗୁଡ଼ା ଗାଁରେ ବିଷାକ୍ତ ଛତୁ ଖାଇ  ୬ ଜଣ ଅସୁସ୍ଥ  ହୋଇପଡ଼ିଛନ୍ତି। ସମସ୍ତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଜଙ୍ଗଲରୁ ବିଷାକ୍ତ ଛତୁ ଆଣି କେତେ ଜଣ…

୧୦୦୦ ପିଲାଙ୍କୁ ସନ୍ତ୍ୟପାନ କରାଇଲେ ମହିଳା, ଗିନିଜ ବୁକ୍‌ରେ ରେକର୍ଡ

ମା’ର କ୍ଷୀର ପିଲାମାନଙ୍କ ପାଇଁ ଅମୃତ ସହ ସମାନ। ଡାକ୍ତରମାନେ କହିଛନ୍ତି, ଜନ୍ମ ପରେ ୬ ମାସ ପର୍ଯ୍ୟନ୍ତ ପିଲାମାନଙ୍କୁ ମା’ର କ୍ଷୀର ଦିଆଯିବା ଉଚିତ। କାରଣ ଏଥିରେ ପ୍ରଚୁର ପରିମାଣର ପୋଷକତତ୍ତ୍ୱ ରହିଥାଏ, ଯାହା ଶିଶୁର ମାନସିକ ବିକାଶ ବୃଦ୍ଧି…

ଫ୍ଲାଟ୍‌ରୁ ମିଳିଲା ମରାଠୀ ଅଭିନେତାଙ୍କ ମୃତଦେହ, ଦୁର୍ଗନ୍ଧ ହେବା ପରେ…

ପୁଣେ: ମରାଠୀ ସିନେମାର ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ରବିନ୍ଦ୍ର ମହାଜନୀଙ୍କ ବିୟୋଗ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। ପୁଣେର ଅମ୍ବି ଅଞ୍ଚଳରେ ଥିବା ଫ୍ଲାଟରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ତାଙ୍କ ମୃତ୍ୟୁ ଦୁଇରୁ…

ନିର୍ବାଚନ ପୂର୍ବରୁ ଛତିଶଗଡ଼ରେ ବଡ଼ ପରିବର୍ତ୍ତନ

ରାୟପୁର,୧୫ା୭: ଚଳିତ ବର୍ଷ ଶେଷ ସୁଦ୍ଧା ଛତିଶଗଡ଼ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ମନ୍ତ୍ରିମଣ୍ଡଳରେ ବଡ ଧରଣର ଅଦଳବଦଳ କରିଛନ୍ତି। କଂଗ୍ରେସର ପୂର୍ବତନ ରାଜ୍ୟ ସଭାପତି ମୋହନ ମାର୍କମଙ୍କୁ ମନ୍ତ୍ରୀ କରାଯାଇଛି। ସରକାରୀ ବିଜ୍ଞପ୍ତି…

ଘୃଣା ମନ୍ତବ୍ୟ ମାମଲା: କିଛି ସମୟ ପରେ କୋର୍ଟ ଶୁଣାଇବେ ନିଷ୍ପତ୍ତି

ଲକ୍ଷ୍ନୌ,୧୫।୭: ଘୃଣା ମନ୍ତବ୍ୟ ମାମଲାରେ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦଣ୍ଡର ପକ୍ଷ ଉପରେ ଆଜାମ୍‌ ଖାନ୍‌ଙ୍କ ଓକିଲ ଏବଂ ଅଭିଯୋଗକାରୀଙ୍କ ପକ୍ଷ ଶୁଣାଣି ହୋଇସାରିଛି। ଆଜାମ ଖାନ୍‌ ନ୍ୟାୟିକ ହେପାଜତରେ ଅଛନ୍ତି। କିଛି ସମୟ…

ଚିରାଗ-ମାଂଝିଙ୍କୁ ଏନଡିଏ ବୈଠକରେ ସାମିଲ ହେବାକୁ ମିଳିଲା ନିମନ୍ତ୍ରଣ, ଉପସ୍ଥିତ ରହିବେ ମୋଦି

ନୂଆଦିଲ୍ଲୀ,୧୫।୭: ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ଜନଶକ୍ତି ପାର୍ଟି ମୁଖ୍ୟ ଚିରାଗ ପାସଓ୍ବାନ ଓ ହିନ୍ଦୁସ୍ତାନୀ ଆବାମ ମୋର୍ଚ୍ଚାର ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଂଝିଙ୍କୁ ଔପଚାରିକ ଭାବେ ଏନଡିଏରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରିଛି। ୧୮…

ପାନ୍‌ ଇଣ୍ଡିଆ ଚଳଚ୍ଚିତ୍ରରେ ଡେବ୍ୟୁ କରିବେ ଶନୟା

ମୁମ୍ବାଇ: ଅଭିନେତ୍ରୀ ଶନୟା କପୁରଙ୍କ ବଲିଉଡ ଡେବ୍ୟୁକୁ ନେଇ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଶନୟା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହନ୍ତି। ବର୍ତ୍ତମାନ ଶନୟାଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ଶନୟା ମୋହନଲାଲଙ୍କ ପାନ୍‌ ଇଣ୍ଡିଆ…

ଦ୍ୱିତୀୟ ଟେଷ୍ଟରେ ଭାରତର ଟିମ୍‌ ଇଲେଭେନ୍‌ରେ ହୋଇପାରେ ବଡ଼ ପରିବର୍ତ୍ତନ

ଡୋମିନିକା,୧୫।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଡୋମିନିକାରେ ଖେଳାଯାଇଛି। ଯେଉଁଥିରେ ଟିମ ଇଣ୍ଡିଆ ଏକ ଇନିଂସ ଏବଂ ୧୪୧ରନ କରି ବିଜୟ ହୋଇଛି। ଏହି ଟେଷ୍ଟ ମାଧ୍ୟମରେ ଯଶସ୍ବୀ ଜୟସ୍ବାଲ…

ବାବୁଲାଲ ମରାଣ୍ଡିଙ୍କୁ ଝାଡଖଣ୍ଡ ଭାଜପା ପ୍ରଦେଶ ଅଧ୍ୟକ୍ଷ ପଦ

ରାଞ୍ଚି,୧୫।୭: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମରାଣ୍ଡିଙ୍କୁ ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ନୂଆ ପ୍ରଦେଶ ଅଧ୍ୟକ୍ଷ ପଦ ଦିଆଯାଇଛି। ବାବୁଲାଲ ମରାଣ୍ଡି ଜଣେ ଲୋକ ପ୍ରିୟ ରାଜନେତା ଓ ଝାଡଖଣ୍ଡ ରାଜ୍ୟ ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri