Home Left

ପ୍ରାଚୀନ ଶିବ ମନ୍ଦିରର ଧ୍ୱଂସାବଶେଷ ଠାବ

ଚଣ୍ଡିଖୋଲ,୧୫ା୭(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ବାଲିପଡ଼ିଆ ପଞ୍ଚାୟତ ଅନ୍ତର୍ଗତ ଦେକୁଡୀ-ଚାନ୍ଦପୁର ଗ୍ରାମ ଉପକଣ୍ଠ ତେଲଙ୍ଗା ଗଡ଼ିଆରୁ ପଙ୍କ ଉତ୍ତୋଳନ ବେଳେ ଏକ ପ୍ରାଚୀନ ଶିବ ମନ୍ଦିରର ଧ୍ୱଂସାବଶେଷ ଠାବ କରାଯାଇଛି। ଏଥିରେ ମୋଟ୍‌ ୪୦ଖଣ୍ଡ ମସୃଣ, ପାଲିସ୍‌…

୨୨ କୋଟିର ରାସ୍ତା ବର୍ଷେ ଗଲାନାହିଁ

ଚଣ୍ଡିଖୋଲ,୧୫ା୭(ପ୍ରଦୀପ୍ତ କୁମାର ପୃଷ୍ଟି): ବାଲିଚନ୍ଦ୍ରପୁରଠାରୁ ବେଣୀପୁର ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା ରାସ୍ତାରେ ଏବେ ମରାମତି କାର୍ଯ୍ୟ ଆରମ୍ଭ ହୋଇଗଲାଣି। କଟକ ଚାର୍‌ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନ ବଡ଼ଚଣା ଉପଖଣ୍ଡରେ ରହିଛି ଏହି ରାସ୍ତା। ବାଲିଚନ୍ଦ୍ରପୁରଠାରୁ ବେଣୀପୁର ପର୍ଯ୍ୟନ୍ତ ମାତ୍ର ୧୦…

ଜୁନ୍‌ରେ ପାଇକାରୀ ମୁଦ୍ରାସ୍ଫୀତି ୪.୧୨%

ନୂଆଦିଲ୍ଲୀ,୧୫।୭: ଗତ କିଛି ମାସ ହେବ ଭାରତୀୟ ପାଇକାରୀ ମୁଦ୍ରାସ୍ଫୀତିରେ ପରିବର୍ତ୍ତନ ଦେଖାଦେଇଛି। ଏପରିକି ୨୦୨୩ରେ କ୍ରମାଗତ ୩ୟ ଥର ପାଇଁ ପାଇକାରୀ ମୁଦ୍ରାସ୍ଫୀତିର ହାର ହ୍ରାସ ପାଇଛି। ବିଶେଷକରି ଗତ ୮ ବର୍ଷର ସର୍ବନିମ୍ନ ସ୍ତରକୁ ପାଇକାରୀ ମୁଦ୍ରାସ୍ଫୀତି ହାର…

ଅତିରିକ୍ତ ବଜେଟ ପ୍ରସ୍ତୁତି

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ରାଜ୍ୟ ସରକାରଙ୍କ ନୂତନ ଯୋଜନା, କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ଏବଂ ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଜନକଲ୍ୟାଣ କାର୍ଯ୍ୟକ୍ରମଗୁଡ଼ିକ ପାଇଁ ଅତିରିକ୍ତ ବଜେଟ ପ୍ରସ୍ତୁତ ହେବ। ଏହାକୁ ଦୃଷ୍ଟିରେ ରଖି ଚଳିତ ୨୦୨୩-୨୪ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ…

ଅଡ଼ୁଆ କରିପାରନ୍ତି ଅସନ୍ତୁଷ୍ଟ

ଗୁଣପୁର,୧୫।୭ (ପ୍ରଦୀପ କୁମାର ପାଢ଼ୀ): ୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ରାୟଗଡ଼ା ଜିଲାର ରାଜନୈତିକ ବାତାବରଣ ସେତେ ଉଷ୍ମ ହେବାରେ ଲାଗିଛି। କେଉଁ ଦଳ ଏଥର ବାଜିମାତ୍‌ କରିବ ସେ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା। ଆଗାମୀ ସାଧାରଣ…

ଅପରାଜିତାଙ୍କ ୪ର୍ଥ ବର୍ଷର ରିପୋର୍ଟ କାର୍ଡ

ଭୁବନେଶ୍ବର, ୧୫ା୭(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ତାଙ୍କ ୪ର୍ଥ ବର୍ଷର ରିପୋର୍ଟ କାର୍ଡ ଉପସ୍ଥାପିତ କରିଛନ୍ତି। ଅପରାଜିତା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଜରିଆରେ ଏନେଇ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଯେଉଁମାନେ ତାଙ୍କୁ ଭୋଟ ଦେଇ ପାର୍ଲାମେଣ୍ଟ…

‘ମୁକାବିଲା ପାଇଁ ସାମାଜିକ ଗଣମାଧ୍ୟମରେ ସକ୍ରିୟ ରୁହ’

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ଛାତ୍ରମାନେ ଦେଶର ଭବିଷ୍ୟତ। ଛାତ୍ରମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର ଶିକ୍ଷା ଓ ତାଲିମ ଉପରେ ଗୁରୁତ୍ୱ ଦେଉଛନ୍ତି। ଲୋକମାନଙ୍କୁ ବିଭ୍ରାନ୍ତ କରିବା ପାଇଁ ବିରୋଧୀ ଦଳ ଅନେକ ଭ୍ରମ ସୃଷ୍ଟି କରୁଛନ୍ତି। ଭୁଲ ସୂଚନାକୁ ପ୍ରତିହତ…

ଗଣଶିକ୍ଷା ବିଭାଗ ପରିଦର୍ଶନ କଲେ ୬ ଟ୍ରେନି ଆଇଏଏସ୍‌ ଅଧିକାରୀ

ଭୁବନେଶ୍ୱର,୧୫ା୭ (ଅନୁରାଧା ମହାରଣା): ଓଡ଼ିଶା କ୍ୟାଡରର ୬ଜଣ ଟ୍ର୍ରେନି ଆଇଏଏସ୍‌ ଅଧିକାରୀ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପରିଦର୍ଶନ କରିଛନ୍ତି ା ଭୁବନେଶ୍ୱରସ୍ଥିତ ଗୋପବନ୍ଧୁ ଏକାଡେମୀ ଅଫ୍‌ ଆଡମିନିଷ୍ଟ୍ରେଶନରେ ତାଲିମ ନେଉଥିବା ଏହି ପ୍ରଶାସନିିକ ଅଧିକାରୀ ଓଡିଶା ବିଦ୍ୟାଳୟ ଶିକ୍ଷା…

୨ ଟ୍ରେନ୍‌ରେ ଲାଗିଲା ନିଆଁ

ଜଳେଶ୍ୱର,୧୫ା୭(ରବିନାରାୟଣ ପାତ୍ର): ଖଡ଼ଗପୁର ରେଲଓ୍ବେ ଡିଭିଜନ୍‌ର ଜଳେଶ୍ୱର-ଦାନ୍ତୁନ ମଧ୍ୟରେ ୨ଟି ଟ୍ରେନ୍‌ରେ ନିଅଁା ଲାଗିଥିବା ସୂଚନା ମିଳିଛି। ଖଡ଼ଗପୁର-ଭଦ୍ରକ ମେମୋ ଟ୍ରେନ୍‌ ଇଞ୍ଜିନରେ ନିଅଁା ଲାଗିଥିବା ବେଳେ ଭଦ୍ରକରୁ ଖଡଗପୁରର ନିମପୁରା ରେଲଓ୍ବେ ୟାର୍ଡକୁ ଏକ କୋଇଲା ବୋଝେଇ ମାଲଗାଡ଼ିି ଯାଉଥିବା…

ନାବାଳିକାଙ୍କ ତଣ୍ଟିକାଟି ହତ୍ୟା ଘଟଣାରେ ୨ ଗିରଫ

ବଲାଙ୍ଗୀର, ୧୫ା୭ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର କେନ୍ଦ୍ରୀୟ ବିଦ୍ୟାଳୟ ନିକଟସ୍ଥ ନିଖିଳ ନଗରରେ ଗୁରୁବାର ଘରେ ପଶି ନାବାଳିକା ଶେଷାଦ୍ରୀ ନାଗ (୧୫)ଙ୍କ ତଣ୍ଟି କାଟି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ଦୁଇଜଣଙ୍କୁ ପୋଲିସ ଶୁକ୍ରବାର ଗିରଫ…

କଟାମୁଣ୍ଡ ଯୋଡ଼ିଲେ ଇସ୍ରାଏଲ ଡାକ୍ତର

ଜେରୁଜେଲମ୍‌, ୧୫ା୭: ଇସ୍ରାଏଲୀ ଡାକ୍ତର ଚିକିତ୍ସା ବିଜ୍ଞାନରେ ଚମତ୍କାରିତା ଦେଖାଇଛନ୍ତି। ଜଣେ ୧୨ ବର୍ଷର ବାଳକ ସାଇକେଲ ଚଳାଇ ଯାଉଥିବାବେଳେ ଏକ କାର୍‌ ଧକ୍କାଦେବାରୁ ତାଙ୍କ ମୁଣ୍ଡ ବେକରୁ ପ୍ରାୟତଃ ସମ୍ପୂର୍ଣ୍ଣ ଅଲଗା ହୋଇଯାଇଥିଲା। ଇସ୍ରାଏଲର ଡାକ୍ତରମାନେ ଅତ୍ୟନ୍ତ ଜଟିଳ ତଥା…

ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ୱର,୧୫ା୭(ଅନୁରାଧା ମହାରଣା): ଯୁକ୍ତ ୩ ପ୍ରଥମ ବର୍ଷ କଳା, ବିଜ୍ଞାନ ଓ ବାଣିଜ୍ୟ ଓ ସେଲ୍ଫ ଫାଇନାନ୍‌ସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ପ୍ରକାଶ ପାଇଛି। ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ଟି ଡିଗ୍ରୀ କଲେଜର ୨ ଲକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri