Home Left

ହୋଣ୍ଡାର ଅଲ୍‌ ନ୍ୟୁ ସିବି୩୦୦ଆର୍‌ ଉନ୍ମୋଚିତ

ଭୁବନେଶ୍ୱର, ୧୭।୧୦, (ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପ୍ରାଇଭେଟ ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଅଲ ନ୍ୟୁ ସିବି୩୦୦ଆରକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଓବିଡି୨ଏ ନିୟମ…

ଦାରିଦ୍ର୍ୟମୁକ୍ତ ପୃଥିବୀ ସମ୍ଭବ

ଦାରିଦ୍ର୍ୟ ହିଁ ସମସ୍ତ ସମସ୍ୟାର ମୁଖ୍ୟ କାରଣ। ତେବେ ଦାରିଦ୍ର୍ୟ ମୁକ୍ତ ପୃଥିବୀ ସମ୍ଭବ। ଏହାର ଦୂରୀକରଣ ପାଇଁ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଅକ୍ଟୋବର ୧୭ରେ ସମଗ୍ର ବିଶ୍ୱରେ ଅନ୍ତର୍ଜାତୀୟ ଦାରିଦ୍ର୍ୟ ଦୂରୀକରଣ ଦିବସ ପାଳନ କରାଯାଇଥାଏ। ୧୯୮୭ ମସିହାରେ…

ଇସ୍ରାଏଲ୍‌ର ଧମକକୁ ଆମେ ଡରୁ ନାହିଁ

ଜେରୁଜେଲମ,୧୭।୧୦: ଗତ ୧୦ ଦିନ ଧରି ହମାସ ବିରୋଧରେ ଇସ୍ରାଏଲର ଯୁଦ୍ଧ ଚାଲିଛି। ଏଥିରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି। ଏହି ମଧ୍ୟରେ ଆତଙ୍କବାଦୀ ସଂଗଠନ ହମାସ ଏକ ବଡ଼ ବିବୃତ୍ତି ଦେଇଛି। ହମାସ କହିଛି ଯେ, ଇସ୍ରାଏଲ ସରକାରଙ୍କ…

ସୌମ୍ୟ ଜିତିଲେ ୭୯ତମ ଟାଇଟଲ

ଭୁବନେଶ୍ୱର, ୧୭।୧୦(ତପନ ସ୍ବାଇଁ): କିଟ୍‌ ବିଶ୍ୱବିଦ୍ୟାଳୟର ବିଶ୍ୱନାଥନ ଆନନ୍ଦ ଚେସ୍‌ ହଲ୍‌ରେ ଖୋର୍ଦ୍ଧା ଜିଲା ଚେସ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଫିଡେମାଷ୍ଟର ସୌମ୍ୟ ରଞ୍ଜନ ମିଶ୍ର ପୂରା ୭ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। ସୌମ୍ୟଙ୍କ…

ନବଜାତର ଓଜନ ୩୨୮ ଗ୍ରାମ୍‌

ଲଣ୍ଡନ: ଦୁନିଆରେ ପ୍ରତିଦିନ ପ୍ରାୟ ୩ ଲକ୍ଷରୁ ଊର୍ଦ୍ଧ୍ୱ ପିଲା ଜନ୍ମ ନେଇଥାନ୍ତି। ସେଥିମଧ୍ୟରୁ କେତେଜଣ ଛୁଆ ବହୁ ହୃଷ୍ଟପୁଷ୍ଟ ତ କେତେଜଣ କମ୍‌ଜୋର ହୋଇଥାନ୍ତି। ନିକଟରେ ବ୍ରିଟେନର ୱେଲ୍ସରେ ଏକ ପିଲା ଜନ୍ମ ହୋଇଛି, ଯାହାର ଓଜନ ମାତ୍ର ୩୨୮…

ଆଜିଠୁ ୩ ଦିନିଆ ସାମୁଦ୍ରିକ ସମାରୋହ

ଭୁବନେଶ୍ୱର, ୧୭।୧୦: ଗ୍ଲୋବାଲ ମେରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀ (ନୂଆଦିଲ୍ଲୀ,୧୬।୧୦: ଚଳିତ ବର୍ଷ ଅକ୍ଟୋବର ୧୭ ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ଏମ୍‌ଏମ୍‌ଆର୍‌ଡିଏ ପଡ଼ିଆଠାରେ ଅନୁଷ୍ଠିତ ହେବାକୁ ଥିବା ଗ୍ଲୋବାଲ ମେରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ (ଜିଏମ୍‌ଆଇଏସ୍‌-୨୦୨୩)ର ତୃତୀୟ…

ଜିଓ ମାର୍ଟ ଡିଜିଟାଲର ଏକ୍ସକ୍ଲୁସିଭ ଆଉଟଲେଟ

ଭୁବନେଶ୍ୱର ,୧୭।୧୦ ( ଅଭୟ ଦାଶ); ରିଲାଏନ୍ସ ରିଟେଲର ଅଗ୍ରଣୀ ବ୍ରାଣ୍ଡ୍‌ ‘ଜିଓ ମାର୍ଟ ଡିଜିଟାଲ’ର ଏକ୍ସକ୍ଲୁସିଭ ଆଉଟଲେଟ ସୋମବାର ବାପୁଜୀ ନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଯୋଗ୍ୟ, ଜିଓ ମାର୍ଟ ଡିଜିଟାଲର ପ୍ରାଞ୍ଚାଇଜ ପାର୍ଟନର ଆରଜେଏସ ଏଣ୍ଟରପ୍ରାଇଜେସ୍‌ ପ୍ରାଇଭେଟ ଲିମିଟେଡ ଆନୁକୂଲ୍ୟରେ…

ସୟଦ ମୁସ୍ତାକ ଅଲୀ ଟି୨୦: ଶୁଭ୍ରାଂଶୁଙ୍କ ଶତକ: ଓଡ଼ିଶା ବିଜୟୀ

ଭୁବନେଶ୍ୱର, ୧୭।୧୦(ତପନ ସ୍ବାଇଁ): ଶୁଭ୍ରାଂଶୁ ସେନାପତିଙ୍କ ଦ୍ରୁତ ଶତକ ସହାୟତାରେ ଓଡ଼ିଶା ସୟଦ ମୁସ୍ତାକ ଅଲୀ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଆସାମକୁ ୧୧ ରନରେ ପରାସ୍ତ କରିଛି। ମୁମ୍ବାଇର ଡିଓ୍ବାଇ ପାଟିଲ ୟୁନିଭର୍ସିଟି ଗ୍ରାଉଣ୍ଡରେ ସୋମବାର ଅନୁଷ୍ଠିତ ମ୍ୟାଚରେ…

ପିଜିଆଇର ନୂତନ କଲେକ୍ସନ

ଭୁବନେଶ୍ୱର, ୧୭।୧୦: ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ବ୍ରାଣ୍ଡ୍‌ ତଥା ପ୍ଲାଟିନମ୍‌ ଗିଲ୍‌ଡ ଇଣ୍ଟରନ୍ୟାଶନାଲ(ପିଜିଆଇ)ର ନୂତନ କଲେକ୍ସନ ‘ପ୍ଲାଟିନମ୍‌ ଲଭ୍‌ ବ୍ୟାଣ୍ଡ୍‌’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ୯୫% ଶୁଦ୍ଧ ଓ ବିରଳ ପ୍ଲାଟିନମ୍‌ରେ ଗଢ଼ା ଏହି କଲେକ୍ସନ ପ୍ରେମର ଚରମ ପ୍ରତୀକ…

ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ

ଭୁବନେଶ୍ୱର, ୧୭।୧୦: ଇଣ୍ଡିଆନ୍‌ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ‘ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ’ ଅନ୍ତର୍ଗତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବ୍ୟାଙ୍କର ସମସ୍ତ ଶାଖା ପ୍ରବନ୍ଧକ, ବିସି ସୁପରଭାଇଜର ଓ ବିସିମାନଙ୍କ ପାଇଁ…

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର, ୧୭।୧୦: ଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି ସୋମବାର…

ଯାଜପୁରରେ କଲ୍ୟାଣ ଜୁଏଲର୍ସର ନୂଆ ଶୋ’ରୁମ୍‌

ଯାଜପୁର ରୋଡ୍‌,୧୭ା୧୦(ପବିତ୍ର ରଞ୍ଜନ ମହାନ୍ତି): କଲ୍ୟାଣ ଜୁଏଲର୍ସର ନୂଆ ଶୋ’ରୁମ୍‌ ଯାଜପୁର ରୋଡ୍‌ର ଅର୍ଜୁନ କମ୍ପ୍ଳେକ୍ସ ଠାରେ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହିପରିପ୍ରେକ୍ଷୀରେ ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସମ୍ମାନିତ ଅତିଥିଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?