Home Left

ମୋଦିଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ସମ୍ମାନ

ପ୍ୟାରିସ୍‌,୧୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ସମ୍ମାନ ଗ୍ରାଣ୍ଡ କ୍ରସ ଅଫ ଲେଜିଅନ ସମ୍ମାନ ମିଳିଛି। ଫ୍ରାନ୍ସର ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ ମୋଦିଙ୍କୁ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ଭାରତର ଲୋକଙ୍କ ତରଫରୁ ରାଷ୍ଟ୍ରପତି ମାକ୍‌ରଁଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାପୂର୍ବରୁ ମୋଦି…

ବଡ଼ କୀର୍ତ୍ତିମାନ ହାସଲ କଲେ କୋହଲି

ଡୋମିନିକା, ୧୪ା୭: ଡୋମିନିକା ଟେଷ୍ଟର ଦ୍ୱିତୀୟ ଦିନରେ ଭାରତୀୟ କ୍ରିକେଟର୍‌ ବିରାଟ କୋହଲି ବଡ଼ କୀର୍ତ୍ତିମାନ ହାସଲ କରିଛନ୍ତି। ଭାରତ ପାଇଁ ଟେଷ୍ଟ ମ୍ୟାଚରେ ବିରାଟ କୋହଲି ପଞ୍ଚମ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ବିରାଟ କୋହଲି ବୀରେନ୍ଦ୍ର ସେହ୍ବାଗଙ୍କୁ ପଛରେ…

‘ଓଏମ୍‌ଜି-୨’ ରିଲିଜ୍‌ରେ ବ୍ରେକ୍‌

ମୁମ୍ବାଇ: ବର୍ତ୍ତମାନ ସମୟରେ ଅଭିନେତା ଅକ୍ଷୟ କୁମାରଙ୍କ ଫିଲ୍ମ ‘ଓଏମ୍‌ଜି-୨’କୁ ନେଇ ଚର୍ଚ୍ଚା ଲାଗିରହିଛି। ଫିଲ୍ମ ‘ଆଦିପୁରୁଷ’ର ବିବାଦୀୟ ଡାଇଲଗ୍‌ ପରେ ସେନ୍ସର ବୋର୍ଡ ଅତ୍ୟନ୍ତ ସତର୍କ ହୋଇପଡ଼ିଛି। କୌଣସି ବି ଫିଲ୍ମ ଯାହା ଭଗବାନଙ୍କ ସମ୍ବନ୍ଧୀୟ ତାକୁ ବିନା ଯାଞ୍ଚରେ…

‘ଚନ୍ଦୁ ଚାମ୍ପିୟନ’ର ଶୁଟିଂ ଆରମ୍ଭ କଲେ କାର୍ତ୍ତିକ

ମୁମ୍ବାଇ:ନିକଟରେ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ଫିଲ୍ମ ‘ସତ୍ୟ ପ୍ରେମ୍‌ କି କଥା’ ରିଲିଜ୍‌ ହୋଇଥିବାବେଳେ ବକ୍ସ ଅଫିସରେ ତାହ ଭଲ ରୋଜଗାର କରିଥିଲା। ଏବେ ସେ ତାଙ୍କ ଆଗାମୀ ଫିଲ୍ମ ‘ଚନ୍ଦୁ ଚାମ୍ପିୟନ’ର ଶୁଟିଂ ଆରମ୍ଭ କରିଛନ୍ତି। କବି ଖାନ୍‌ଙ୍କ ନିର୍ଦ୍ଦେଶିତ…

ଅବାରେକାଇ ମେଳା

ବେଙ୍ଗାଲୁରୁ: ଯେତେବେଳେ ବି ଆମେ ଜଲେବି ବିଷୟରେ ଚିନ୍ତାକରୁ ସେତେବେଳେ ଆମ ମନରେ ଗୋଲ ଏବଂ ହଳଦିଆ ରଙ୍ଗର ଜଲେବି ନଜରକୁ ଆସିଥାଏ। ହେଲେ ନିକଟରେ ସବୁଜ ରଙ୍ଗର ଜଲେବି ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି, ଯାହାକୁ ମାଉଣ୍ଟ…

ଚିନ୍ତା ବଢ଼ାଇଛି ନିଅଣ୍ଟିଆ ବର୍ଷା

ଚମ୍ପୁଆ,୧୪ା୭(ମହେଶ୍ୱର ଦାସ): କୃଷି ଜିଲା ଚମ୍ପୁଆ ଅଧୀନରେ ଥିବା ଚମ୍ପୁଆ ବ୍ଲକ୍‌ରେ ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ହୋଇଛି। ବର୍ଷାକୁ ଅନାଇ ଧାନ ତଳି ପକାଇଥିବା ଚାଷୀ ମୁଣ୍ଡରେ ହାତ ଦେଲେଣି। କେଉଁଠି ତଳି ବୁଢ଼ାହେବାକୁ ବସିଲାଣି ତ କେଉଁଠି ଜମି…

ଦକ୍ଷ, ନିର୍ମଳ ଭାବମୂର୍ତ୍ତି ପ୍ରାର୍ଥୀ ଖୋଜୁଛନ୍ତି ଭୋଟର

ଯୋଡ଼ା,୧୪ା୭(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ନିର୍ବାଚନମଣ୍ଡଳୀରେ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଦଳଗୁଡ଼ିକ କସରତ ଆରମ୍ଭ କରିଦେଲେଣି। ସଭା, ବୈଠକ କରି ୨ପ୍ରମୁଖ ଭାଜପା ଓ ବିଜେଡି ଶକ୍ତି ପ୍ରଦର୍ଶନ କରୁଥିବାବେଳେ କଂଗ୍ରେସ ପକ୍ଷରୁ ସେଭଳି କୌଣସି…

ଜହ୍ନ ରାଇଜର ରହସ୍ୟ ଫିଟାଇବ ଚନ୍ଦ୍ରୟାନ-୩

ବେଙ୍ଗାଲୁରୁ/ନୂଆଦିଲ୍ଲୀ, ୧୪ା୭(ପ୍ରସ୍ତୁତି: ଜ୍ୟୋତିର୍ମୟୀ ସେଠୀ/ଦୁର୍ଯ୍ୟୋଧନ ମିଶ୍ର): ମଣିଷ ବସବାସ କରୁଥିବା ପୃଥିବୀ ବାହାର ଦୁନିଆ ସମ୍ପର୍କରେ ଜାଣିବା ପାଇଁ ସମସ୍ତଙ୍କ ଉତ୍ସୁକତା ରହିଛି। କେଉଁଠି ଜୀବସତ୍ତା ତ ଆଉ କେଉଁଠି ଜଳ ଓ ମଣିଷକୁ ବଞ୍ଚାଇବା ଭଳି ଅମ୍ଳଜାନ ରହିଛି, ତାହା…

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ,୧୪ା୭(କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷାରେ ଅନିୟମିତତା ମାମଲାର ଶୁଣାଣି ଶେଷ ହୋଇଛି। ଗୁରୁବାର ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏହି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ…

ବିନା ଆଧାରରେ ୬ଶହ କୋଟିର ରାଜସ୍ବ ଆଦାୟ ଲକ୍ଷ୍ୟ

ଭୁବନେଶ୍ୱର,୧୪।୭ (ବନ୍ଦନା ସେଠୀ): ପରିମଳ ପରେ ଏବେ ଟିକସ ଆଦାୟକୁ ନେଇ ଟ୍ୟାକ୍ସ କଲେକ୍ଟର ବା ଓ୍ବାର୍ଡ ଅଫିସରଙ୍କୁ ତନାଘନା କରାଯାଇଛି। ଟେକ୍ନୋଲୋଜିର ଉପଯୋଗ କରି ସ୍ବଚ୍ଛତା ରକ୍ଷା କରିବା ଉପରେ ଗୁରୁତ୍ୱାରୋପ କରିବା ସହ ପ୍ରତ୍ୟେକ ଜୋନ୍‌କୁ ୨ଶହ କୋଟି…

୩ ବିଭାଗରେ ନିଯୁକ୍ତ ହେଲେ ୧୮୧ ଅଫିସର

ଭୁବନେଶ୍ୱର,୧୪ା୭(ଅନିଲ ଦାସ):ରାଜ୍ୟ ସରକାରଙ୍କ ୩ ବିଭାଗରେ ୧୮୧ ଜଣଙ୍କୁ ନୂଆ ନିଯୁକ୍ତି ମିଳିଛି। ସେମାନଙ୍କ ମଧ୍ୟରେ ୧୦୪ ଶିକ୍ଷକ ପ୍ରଶିକ୍ଷକ, ୬୨ ସହକାରୀ ନିର୍ଦ୍ଦେଶକ (ବିଧି) ଏବଂ ୧୫ ସହକାରୀ ପରିସଂଖ୍ୟାନ ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦିଆଯାଇଛି। ଗୁରୁବାର ଲୋକସେବା ଭବନ କନ୍‌ଭେନଶନ…

ରେଭେନ୍‌ଶାରେ ହେବ ଅମ୍ଳଜାନ ଶୁଦ୍ଧତା ପରୀକ୍ଷା

କଟକ,୧୪ା୭(ସୁପ୍ରିୟା ପ୍ରିୟଦର୍ଶିନୀ):ଭାରତ ସରକାରଙ୍କ ନ୍ୟାଶନାଲ ଆକ୍ରିଡିଏଶନ ବୋର୍ଡ ଫର୍‌ ଟେଷ୍ଟିଂ ଆଣ୍ଡ୍‌ କାଲିବ୍ରେଶନ ଲାବୋରୋଟୋରିଜ୍‌ (ଏନ୍‌ଏବିଏଲ୍‌)ରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟକୁ ମାନ୍ୟତା ମିଳିଛି। ରାଜ୍ୟର ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ ରେଭେନ୍‌ଶା ଏହି ମାନ୍ୟତା ପାଇଛି। ଏଥିସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଇତିହାସରେ ଆଉ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri