Home Left

ଦୁର୍ଘଟଣାରେ ଚାଲିଗଲା ୨୦ ଜୀବନ: ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶୋକ

ମୁମ୍ବାଇ/ତିରୁଭନ୍ନାମଲାଇ,୧୫ା୧୦: (୦୩) ରବିବାର ମହାରାଷ୍ଟ୍ର ଓ ତାମିଲନାଡୁରେ ଘଟିଥିବା ୨ଟି ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨୦ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି। ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗର ଜିଲାରେ ସମୃଦ୍ଧି ଏକ୍ସପ୍ରେସ୍‌ଓ୍ବେରେ ଏକ ଟ୍ରକ୍‌କୁ ମିନିବସ୍‌ ଧକ୍କା ଦେବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା…

‘ଅଗ୍ନିବୀର’ଙ୍କୁ ମିଳିଲାନି ଗାର୍ଡ ଅଫ ଅନର,କେନ୍ଦ୍ରକୁ ଟାର୍ଗେଟ କଲେ ରାଘବ ଚଢା

ନୂଆଦିଲ୍ଲୀ,୧୫।୧୦: କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ଆମ ଆଦମୀ ପାର୍ଟି(ଏଏପି) ଏମପି ରାଘବ ଚଢା। ତେବେ ଜଣେ ଅଗ୍ନିବୀର ଜବାନଙ୍କ ଶେଷକୃତ୍ୟ ସମୟରେ ତାଙ୍କୁ ଗାର୍ଡ ଅଫ ଅନର ନ ମିଳିବାକୁ ନେଇ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସୂଚନାଯୋଗ୍ୟ,…

ପ୍ରତିଦିନ ମା’ଙ୍କଠାରେ ଲାଗି ହେବ ଅନ୍ନଭୋଗ

କୋକସରା,୧୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): (୦୩) ଧରାପୃଷ୍ଠକୁ ଆସିଛନ୍ତି ମା’ଦୁର୍ଗା। ମା’ଙ୍କ ଆଗମନରେ ସହରଠୁ ଗାଁ ଚଳଚଞ୍ଚଳ ହୋଇପଡିଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ଓଲମା ଗ୍ରାମରେ ଚଳିତ ବର୍ଷ ନବଦିନାତ୍ମକ ଶାରଦୀୟ ଦୁର୍ଗାପୂଜା ହେଉଥିବା ବେଳେ ଅଧିବାସ କାର୍ଯ୍ୟ ସମ୍ପନ୍ନ ହୋଇଛି।…

ପାଲେଷ୍ଟାଇନ୍‌କୁ ସମର୍ଥନ କଲେ ଶରଦ ପାଓ୍ବାର

ମୁମ୍ବାଇ,୧୫।୧୦(୦୭): ଇସ୍ରାଏଲ ଏବଂ ପାଲେଷ୍ଟାଇନ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ନିଜ ପ୍ରତିକ୍ରିୟା ଦେଇଛନ୍ତି। ମୁମ୍ବାଇର ଆଞ୍ଚଳିକ କାର୍ଯ୍ୟାଳୟରେ ଅଧିକାରୀଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସେ ପାଲେଷ୍ଟାଇନ ପ୍ରତି ନିଜର ସମର୍ଥନ…

ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ବିବାଦୀୟ ବୟାନ, ଜିନ୍ନା ନୁହେଁ ହିନ୍ଦୁ ମହାସଭା ଯୋଗୁ ହୋଇଥିଲା ଭାରତ-ପାକିସ୍ତାନ ବିଭାଜନ

ନୂଆଦିଲ୍ଲୀ,୧୫।୧୦: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ମହାସଚିବ ସ୍ବାମୀ ପ୍ରସାଦ ମୌର୍ଯ୍ୟ ଅନେକ ସମୟରେ ନିଜର ବୟାନବାଜିକୁ ନେଇ ଚର୍ଚ୍ଚାରେ ରହିଥାଆନ୍ତି। ପୁଣିଥରେ ଏସପି ନେତା ମୌର୍ଯ୍ୟ ଏକ ବିବାଦୀୟ ବୟାନ ଦେଇଛନ୍ତି। ଉତ୍ତର ପ୍ରଦେଶର ବାନ୍ଦାରେ ଏକ କାର୍ଯ୍ୟକ୍ରମରେ ପହଞ୍ଚିଥିବା ସ୍ବାମୀ…

ନବରାତ୍ର ପୂଜା ଆରମ୍ଭ

ବାଲିଗୁଡ଼ା,୧୫।୧୦(ସଞ୍ଜୟ ପାଣିଗ୍ରାହୀ): (୦୩) କନ୍ଧମାଳ ଜିଲା ବାଲିଗୁଡ଼ା ମା’ ପାଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ ହୋଇଯାଇଛି। ରବିବାର ସୂର୍ଯ୍ୟପୂଜା ସାଙ୍ଗକୁ ମା’ ଶୈଳପୁତ୍ରୀଙ୍କ ପୂଜା ହୋଇଥିଲା। ପରେ ମୃଣ୍ମୟୀ ଦେବୀଙ୍କ ନବରାତ୍ର ପୂଜା ଆରମ୍ଭ ହୋଇଥିଲା। ମା’ଙ୍କ ଦର୍ଶନ ପାଇଁ…

ପାଲେଷ୍ଟାଇନକୁ ସମର୍ଥନ କଲେ ଶରଦ ପାଓ୍ବାର

ମୁମ୍ବାଇ,୧୫।୧୦: ଏନସିପି ଅଧ୍ୟକ୍ଷ ଶରଦ ପାଓ୍ବାର ରବିବାର ମୁମ୍ବାଇ ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ପଦାଧିକାରୀଙ୍କ ସହ ଏକ ବୈଠକ କରିଥିଲେ। ଏହି ସମୟରେ ସେ ଇସ୍ରାଏଲ ଓ ପାଲେଷ୍ଟାଇନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଏହି ବୈଠକରେ…

 ଧରାପଡ଼ିଲା ଗଞ୍ଜେଇ ଭର୍ତ୍ତି ଟ୍ରକ: ଡ୍ରାଇଭର ଫେରାର

ବାଲିଗୁଡ଼ା,୧୫।୧୦(ସଞ୍ଜୟ ପାଣିଗ୍ରାହୀ): (୦୩) କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ଗଞ୍ଜେଇ ଭର୍ତ୍ତି ଏକ ଟ୍ରକ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ବାଲିଗୁଡ଼ା ଥାନା ଅନ୍ତର୍ଗତ ମୋହନିରି ଘାଟିରେ ଏକ ଟ୍ରକ ଦ୍ରୁତ ଗତିରେ ଯାଉଥିଲା।…

ଇସ୍ରାଏଲ ଜାରି କଲା ମୃତକଙ୍କ ନୂଆ ସଂଖ୍ୟା

ଜେରୁଜେଲମ,୧୫।୧୦: ଇସ୍ରାଏଲ ଓ ହମାସ ଆତଙ୍କବାଦୀଙ୍କ ଦ୍ୱାରା ଚାଲିଥିବା ଯୁଦ୍ଧ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି। ଏଥିରେ ମୃତକଙ୍କ ସଂଖ୍ୟା ବି ବଢିବାରେ ଲାଗିଛି। ବିବିସିର ଏକ ରିପୋର୍ଟ ଅନୁଯାୟୀ,ଇସ୍ରାଏଲ ସରକାର ହମାସ ଆକ୍ରମଣରେ ମୃତ୍ୟୁ ହୋଇଥିବା ଲୋକଙ୍କର ସଂଖ୍ୟା…

ଦୀପାବଳି ପୂର୍ବରୁ ଚିନ୍ତାରେ ପକାଇଲାଣି ରାଜଧାନୀର ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୧୫।୧୦: ରାଜଧାନୀରେ ପାଣିପାଗର ପରିବର୍ତ୍ତନ ସହିତ କେତେକ ଅଞ୍ଚଳରେ ବାୟୁ ଗୁଣବତ୍ତା ଅତ୍ୟନ୍ତ ଖରାପ ବର୍ଗରେ ପହଞ୍ଚିିଛି। ନଡ଼ା ଜଳିବା ଏବଂ ଅନ୍ୟାନ୍ୟ କାରଣରୁ ପଡୋଶୀ ରାଜ୍ୟରେ ପ୍ରଦୂଷଣ ସ୍ତର ବୃଦ୍ଧି ପାଇବାରେ ଲାଗିଛି। ରବିବାର ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ…

ଅଧିକାଂଶ ପାଲେଷ୍ଟାଇନଙ୍କ ହମାସ ଆକ୍ରମଣରେ କୌଣସି ଲେଣଦେଣ ନାହିଁ: ବାଇଡେନ

ଓ୍ବାଶିଂଟନ,୧୫।୧୦(୭): ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ପାଲେଷ୍ଟାଇନ ନାଗରିକ ଏବଂ ହମାସ ନେତାଙ୍କ ମଧ୍ୟରେ ଥିବା ପାର୍ଥକ୍ୟକୁ ଦର୍ଶାଇ ସେ କହିଛନ୍ତି ଯେ, ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣରେ…

ନେଟ୍ସରେ ଅଭ୍ୟାସ କଲେ ଅଷ୍ଟ୍ରେଲିଆର ଟ୍ରାଭିସ୍‌ ହେଡ୍‌

ଲକ୍ଷ୍ନୌ,୧୫ା୧୦: (୦୩) ଅଷ୍ଟ୍ରେଲିଆର ଟ୍ରାଭିସ୍‌ ହେଡ୍‌ ରବିବାର ନେଟ୍ସକୁ ଫେରି ଅଭ୍ୟାସ କରିଛନ୍ତି। ବାମ ହାତରେ ଫାକ୍ଚର କାରଣରୁ ଅଭ୍ୟାସରୁ ଦୂରେଇ ରହିଥିବା ହେଡ୍‌ ଆସନ୍ତା ସପ୍ତାହରେ ଅଷ୍ଟ୍ରେଲିଆ ବିଶ୍ୱକପ ଦଳରେ ସାମିଲ ହେବା ଆଶା କରାଯାଉଛି। ବିଶ୍ୱକପ୍‌ ପୂର୍ବରୁ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?