Home Left

ପ୍ରେରଣାର ଉତ୍ସ ପାଲଟିଛନ୍ତି ଶ୍ୟାମସୁନ୍ଦର

ନିଶ୍ଚିନ୍ତକୋଇଲି ,୧୫।୧୦(ଅଶୋକ କୁମାର ମହାପାତ୍ର)ଆଜିର ସମାଜରେ ଉଚ୍ଚ ଶିକ୍ଷତ ଯୁବତୀଯୁବକମାନେ ଚାକିରି ପଛରେ ଗୋଡ଼ାଇଛନ୍ତି। ଚାକିରି ନପାଇ ବେକାର ହୋଇ ଘରେ ହାତବାନ୍ଧି ବସୁଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ବ୍ଲକରେ ଜଣେ ମାଛ ଚାଷୀ ବେକାର ଯୁବତୀ, ଯୁବକ ପାଇଁ ପ୍ରେରଣାର ଉତ୍ସ…

ଆଜି ବିଶ୍ୱ ଧଳାବାଡ଼ି ଦିବସ: ‘ଧଳାବାଡ଼ି ହେଉଛି ହୃଦୟର ସ୍ପନ୍ଦନ’

ପୁରୁଣା ଭୁବନେଶ୍ୱର,୧୪ା୧୦(ସୁବାସ ଚନ୍ଦ୍ର ପ୍ରଧାନ)ରବିବାର ବିଶ୍ୱ ଧଳାବାଡ଼ି ଦିବସ। ଏହି ଦିବସ ପାଳନ ପୂର୍ବରୁ ଅର୍ଥାତ୍‌ ଶନିବାର ରାଜାରାଣୀ ମନ୍ଦିର ପରିସରରେ ଫୁଲ, ଚନ୍ଦନ, ସିନ୍ଦୂର ଦେଇ ଧଳାବାଡ଼ିକୁ ସମ୍ମାନର ସହ ପୂଜା କରିଛନ୍ତି ରାଜ୍ୟର କେତେଜଣ ଦୃଷ୍ଟିବାଧିତ ଖେଳାଳି। ଧଳାବାଡ଼ି…

ଖଟିଆରେ ବୁହାହୋଇ ରୋଗୀ ନଦୀପାର

ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ)ସ୍ବାଧୀନତାର ସାତ ଦଶନ୍ଧି ପରେ ମଧ୍ୟ କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ସବୁ ଦିନିଆ ରାସ୍ତା ଓ ପୋଲ ନ ଥିବାରୁ ବିଭିନ୍ନ ସମୟରେ ଖଟିଆରେ ବୁହାହୋଇ ଡାକ୍ତରଖାନା ଯାଉଛନ୍ତି ରୋଗୀ। ଶନିବାର ଏଭଳି ପୁଣି ଏକ ଦୃଶ୍ୟ…

୯୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି

ଲଣ୍ଡନ ଅନେକ ଲୋକ ଲାଇବ୍ରେରି ଯିବାକୁ ପସନ୍ଦ କରନ୍ତି ଏବଂ ସେଠାକୁ କିଛି ବହି ମଧ୍ୟ ଆଣିଥା’ନ୍ତି। ହେଲେ କିଛି ଲୋକ ବହି ଫେରାଇବାକୁ ଭୁଲିଯାଆନ୍ତି। କିଛିଦିନ ପୂର୍ବେ ବ୍ରିଟେନ୍‌ରେ ଜଣେ ବ୍ୟକ୍ତି ତାଙ୍କ ଜେଜେବାପା ନେଇଥିବା ବହିକୁ ୯୦ ବର୍ଷ…

କଳାହାଣ୍ଡିରେ ହେଲାନି ଓପିଏସ୍‌ସି ପରୀକ୍ଷା କେନ୍ଦ୍ର

ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ)୧୫ ତାରିଖ (ରବିବାର) ରାଜ୍ୟ ବ୍ୟାପି ଅନୁଷ୍ଠିତ ହେବାକୁ ଯାଉଛି ଓପିଏସସି ପ୍ରିଲିମ୍ସ ପରୀକ୍ଷା। ଓଡ଼ିଶା ଲୋକ ସେବା ଆୟୋଗ ଦ୍ୱାରା ଆୟୋଜିତ ଏହି ପରୀକ୍ଷାକୁ ନେଇ ରାଜ୍ୟର ସବୁ ଜିଲାର ପରୀକ୍ଷାର୍ଥୀ ଆଶା ବାନ୍ଧି ବସିଥିବାବେଳେ ୩୦୦…

ଖେଳ ଦେଖିବାକୁ ଶୁଟିଂ ଛାଡ଼ି ଷ୍ଟୁଡିଓରେ ସଲ୍‌ମାନ

ମୁମ୍ବାଇ: ଗୁଜରାଟର ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଶନିବାର ଆୟୋଜିତ ଆଇସିସି କ୍ରିକେଟ୍‌ ବିଶ୍ୱକପ୍‌- ୨୦୨୩ରେ ଭାରତ ପାକିସ୍ତାନକୁ ହରାଇଛି। ଏହି ଅବସରରେ ଅନେକ ଲୋକଙ୍କ ସହିତ କଳାକାର ଟିମ୍‌ ମଧ୍ୟ ଇଣ୍ଡିଆକୁ ସମର୍ଥନ ଜଣାଇଥିଲେ। ତେବେ ଖେଳ ଦେଖିବାକୁ ବଲିଉଡ୍‌…

ନବରାତ୍ର ଦୁର୍ଗାପୂଜା ଆରମ୍ଭ

ସଇଁତଳା,୧୫।୧୦(ରାଖାଲ ପ୍ରସାଦ ଶତପଥି)ବଲାଙ୍ଗିର ଜିଲା ସଇଁତଳା ହାଟପଦାଠାରେ ଅନୁଷ୍ଠିତ ହେଉଥିବା ନବରାତ୍ର ଦୁର୍ଗାପୂଜାର ଚଳିତବର୍ଷ ରୌପ୍ୟ ଜୟନ୍ତୀ ମହାସମାରୋହର ସହ ପାଳନ କରାଯାଉଛି। ଶନିବାର ପୂଜା ଉପଲକ୍ଷେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସକାଳ ସମୟରେ ମଣ୍ଡପ ନିକଟରେ ସହରର ଶତାଧିକ…

ଶ୍ରୀଲଙ୍କାଙ୍କୁ ବଡ଼ ଝଟ୍‌କା, ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଅଧିନାୟକ

ନୂଆଦିଲ୍ଲୀ,୧୫।୧୦: ଦିନିକିଆ ବିଶ୍ୱକପ୍‌ରେ ଶ୍ରୀଲଙ୍କାକୁ ଲାଗିଛି ବଡ଼ ଝଟ୍‌କା। ଅଧିନାୟକ ଦାସୁନ ଶାନାକା ଆହତ ହେବା କାରଣରୁ ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିଛନ୍ତି। ତାଙ୍କର ଡାହାଣ ଜଙ୍ଘର ମାଂସପେଶୀରେ ଆଘାତ ଲାଗିଛି। ତେବେ ଦଳରେ ତାଙ୍କ ସ୍ଥାନରେ ଚାମିକା କରୁଣାତ୍ନେଙ୍କୁ ସାମିଲ କରାଯାଇଛି।…

ଆଳୁ ସାଇତିବାକୁ ନାହିଁ ଆବଶ୍ୟକ ସଂଖ୍ୟକ ଶୀତଳ ଭଣ୍ଡାର

କୋରାପୁଟ,୧୫ା୧୦(ଅମିତାଭ ବେହେରା)ଆଳୁଚାଷ ପାଇଁ କୋରାପୁଟ ଜିଲାର ଜଳବାୟୁ ଓ ମୃତ୍ତିକା ଅତି ଉତ୍ତମ। ଜିଲାରେ ଖରିଫ ଋତୁରେ ଆଳୁଚାଷ ଭଲ ହୋଇଥାଏ। ଜୁନ ପ୍ରଥମ ସପ୍ତାହରୁ ଜୁଲାଇ ପ୍ରଥମ ସପ୍ତାହ ଯାଏ ରୋପଣ ହୋଇଥିବା ଆଳୁ ବିହନ ଚଳିତ ଋତୁରେ ପ୍ରତି…

୮ ଶ୍ରେଣୀର ପିଲାଙ୍କୁ ପଢ଼ାଉଛନ୍ତି ୩ ଶିକ୍ଷକ

ତେନ୍ତୁଳିଖୁଣ୍ଟି, ୧୫।୧୦(ଚିଦାନନ୍ଦ ସାହୁ)ଛାତ୍ରୀଛାତ୍ରଙ୍କୁ ଉନ୍ନତ ଶିକ୍ଷା ପ୍ରଦାନ ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରଶିକ୍ଷଣ ମଧ୍ୟ ଦିଆଯାଉଛି। କିନ୍ତୁ ସ୍କୁଲରେ ଶୈକ୍ଷିକ ବାତାବରଣ ଓ ଆବଶ୍ୟକ ଭିତ୍ତିଭୂମିର ଅଭାବ ରହୁଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି…

୧୩୩ କୋଟିରେ ନିର୍ମିତ ମହଲ ୮୩ କୋଟିରେ ବିକ୍ରିହେବ

ଟ୍ରେନଟନ୍‌: ନ୍ୟୁଜର୍ସିର ବାସିନ୍ଦା ଡ୍ୟାନ୍‌ ତାଙ୍କ ପ୍ରେମିକା ଶେରୀ ଫୁନ୍‌ଶଙ୍କୁ ଏପରି ଏକ ଉପହାର ଦେଇଛନ୍ତି, ସେଥିପାଇଁ ଏବେ ସେ ଚର୍ଚ୍ଚାରେ ଅଛନ୍ତି। ଦୁହେଁ ଡେଟିଂ କରିବାବେଳେ ଶେରୀଙ୍କ ପାଇଁ ଡ୍ୟାନ୍‌ ଏକ ସୁନାର ମହଲ କରିବେ। ତା’ ପରେ ବିବାହ…

ଦିବ୍ୟାଙ୍ଗ ଅଜୟଙ୍କୁ ମିଳୁନି ଟ୍ରାଇ ସାଇକେଲ

କେନ୍ଦୁଝର,୧୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ)ରାଜ୍ୟ ସରକାର ଦିବ୍ୟାଙ୍ଗମାନଙ୍କ ନିମନ୍ତେ ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି। ସେମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ମଧ୍ୟ ଡିଏମ୍‌ଏଫ୍‌ ଅନୁଦାନରେ ମାଗଣା ଟ୍ରାଇ ସାଇକେଲ, ବ୍ୟାଟେରିଚାଳିତ ସାଇକେଲ ତଥା ଟ୍ରାଇ ସ୍କୁଟର ପ୍ରଦାନ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?