Home Left

ରୋଜଗାରିଆ ପୁଅ ଅଜଣା ରୋଗରେ ପୀଡ଼ିତ

ନୂଆଗାଁ,୧୩।୭ (ଧନେଶ୍ୱର ସାହୁ)ସ୍ବାମୀ ଆରପାରିକୁ ଚାଲିଯିବା ପରେ ଘରର ଏକ ମାତ୍ର ପୁଅର ରୋଜଗାରରେ ଚଳୁଥିଲା ପରିବାର । ହେଲେ ସେହି ରୋଜଗାରିଆ ପୁଅ ଆଜି ଅଜଣା ରୋଗରେ ପୀଡ଼ିତ ହୋଇ ଛଟପଟ ହେଉଛନ୍ତି। ରୋଜଗାର ବିନା ଅଭାବ ଅନାଟନ ଭିତରେ…

ରୋଗୀଙ୍କୁ ପାଇପ୍‌ରେ ଅକ୍ସିଜେନ୍‌ ଯୋଗାଣ ବିଳମ୍ବିତ

ଭୁବନେଶ୍ୱର,୧୩।୭(ଅଭିଜିତ ଦାସ)ରାଜ୍ୟର ଅନ୍ୟତମ ପ୍ରମୁଖ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବା ଲାଗି ପ୍ରୟାସ ଜାରି ରହିଛି। ଇତିମଧ୍ୟରେ ମେଡିକାଲ କଲେଜ ଖୋଲାଯିବା ସହ ବିଭିନ୍ନ ବିଭାଗରେ ଉନ୍ନତିମୂଳକ କାର୍ଯ୍ୟ କରାଯାଉଛି। ହେଲେ ଏବେ ବି ହସ୍ପିଟାଲରେ ରୋଗୀମାନେ…

ବିଏମସିକୁ ମିଳିଲା ‘ସ୍କଚ୍‌ ଆୱାର୍ଡ’

ଭୁବନେଶ୍ୱର,୧୩।୭ (ଅନୁରାଧା ମହାରଣା)ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ସମ୍ମାନଜନକ ‘ସ୍କଚ୍‌ ଆୱାର୍ଡ’ ମିଳିଛି। ବୈପ୍ଲବିକ ଇଣ୍ଟିଗ୍ରେଟେଡ୍‌ ସାନିଟେଶନ ସିଷ୍ଟମ (ସଫା) ଭୁବନେଶ୍ୱର ଆପ୍‌ ପାଇଁ ସ୍କଚ୍‌ ପୁରସ୍କାର ବା ‘ସୁବର୍ଣ୍ଣ ମାନକ’ ହାସଲ କରିବାକୁ ବିଏମ୍‌ସି ସକ୍ଷମ ହୋଇଛି। ଏହା ମହାନଗର…

ମଳ ପରିଚାଳନାକୁ ବିଏମ୍‌ସିର ଗୁରୁତ୍ୱ

ଭୁବନେଶ୍ୱର,୧୩।୭ (ଅନୁରାଧା ମହାରଣା)ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ମଳ ପରିଚାଳନା ନେଇ ତପତ୍ରତା ପ୍ରକାଶ ପାଇଛି। ବୁଧବାର ବିଏମ୍‌ସି କାର୍ଯ୍ୟାଳୟରେ ଆନ୍ତଃବିଭାଗୀୟ କର୍ମକର୍ତ୍ତା ଓ ସେସ୍‌ପୁଲ୍‌ ଅପରେଟରମାନଙ୍କୁ ନେଇ ଏମକ ବୈଠକ ଅନୁଷ୍ଠିତ ହୋଇଥିଲା। ସରକାରଙ୍କ ଗାରିମା ଯୋଜନା ଅଧୀନରେ…

ସେବାୟତ ଶ୍ମଶାନ ପାଇଁ ଜମି ଚିହ୍ନଟ

ସାକ୍ଷୀଗୋପାଳ,୧୩।୭(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ)ସାକ୍ଷୀଗୋପାଳ ମନ୍ଦିର ସେବାୟତ ଶ୍ମଶାନ ଭଙ୍ଗା ଓ ନିର୍ମାଣକୁ ନେଇ ଲାଗିରହିଥିବା ବିବାଦର ସମାଧାନ ନିମନ୍ତେ ସ୍ଥାନୀୟ ଜଳସେଚନ ଡାକବଙ୍ଗଳାରେ ବୁଧବାର ଉଚ୍ଚସ୍ତରୀୟ ବୈଠକ ପୁରୀ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସମସ୍ତ ବିବାଦ ଭୁଲିଯାଇ…

ପିଲାଙ୍କୁ ନିମ୍ନମାନର ପୋଷାକ ବଣ୍ଟନ ନେଇ ଅସନ୍ତୋଷ

ନିଶ୍ଚିନ୍ତକୋଇଲି,୧୩।୭,(ଅଶୋକ କୁମାର ମହାପାତ୍ର)କଟକ ଜିଲା ନିଶ୍ଚିନ୍ତକୋଇଲି ଶିକ୍ଷାମଣ୍ଡଳ ଅଧୀନରେ ବହୁ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ନିମ୍ନମାନର ପୋଷାକ ବିତରଣକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ବିଭାଗୀୟ ସ୍ତରରେ ଏହାର ତଦନ୍ତ ନିମନ୍ତେ ଅଭିଭାବକ ମହଲରେ ଦାବି କରାଯାଇଛି। ଓଡ଼ିଶା…

ନିତା ଫୁଟବଲ ଏକାଡେମୀ ପକ୍ଷରୁ ଖେଳାଳି ଚୟନ ୧୪ରୁ

ଖୁଣ୍ଟୁଣୀ, ୧୩ା୭ (ସଚ୍ଚିଦାନନ୍ଦ ପଣ୍ଡା): ନିତା ଫୁଟବଲ ଏକାଡେମୀ ପକ୍ଷରୁ ଓଡ଼ିଶାର ବାଳିକା ଯୁବ ପ୍ରତିଭା ଫୁଟବଲ ଖେଳାଳି ମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ସ୍ଥରରେ ପହଞ୍ଚାଇବାକୁ ଏକ ଅଭିନବ ଉଦ୍ୟମ ଆରମ୍ଭ ହୋଇଛି । ଏହାକୁ ଦୃଷ୍ଟିରେ ରଖି…

ହଟିବ ଦ୍ୱିପାକ୍ଷିକ ସିରିଜ୍‌, ବର୍ଷକୁ ଥରେ ବିଶ୍ୱକପ୍‌

ଲଣ୍ଡନ, ୧୩ା୭ (ପି.ଟି.): କ୍ରିକେଟକୁ ଅଧିକ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ କରିବା ପାଇଁ ଓ ଏହାକୁ ଅଧିକ ଲୋକପ୍ରିୟ କରିବା ଲାଗି କ୍ରିକେଟର ନିୟମ ପ୍ରଣେତା ମେରିଲ୍‌ବୋନ୍‌ କ୍ରିକେଟ କ୍ଲବ(ଏମ୍‌ସିସି) ପକ୍ଷରୁ କିଛି ପ୍ରସ୍ତାବ ଦିଆଯାଇଛି। ଏହି ପ୍ରସ୍ତାବ ଅନୁସାରେ ଟେଷ୍ଟ କ୍ରିକେଟ ଓ…

ଫୁଟ୍‌ବଲରେ ବଢ଼ିଛି ବିଦ୍ୱେଷ

ଲଣ୍ଡନ, ୧୩ା୭(ପି.ଟି.): ବିଶ୍ୱର ଅନ୍ୟତମ ଲୋକପ୍ରିୟ ଖେଳ ଫୁଟବଲ୍‌ରେ ବିଦ୍ୱେଷ ବଢିଥିବା ନେଇ କିକ୍‌ ଇଟ୍‌ ଆଉଟ୍‌ ଏହାର ରିପୋର୍ଟରେ ଉଲ୍ଲେଖ କରିଛି। ପୂର୍ବ ବର୍ଷ ତୁଳନାରେ ୨୦୨୨-୨୩ରେ ଫୁଟବଲ ପଡିଆରେ ବିଦ୍ୱେଷାତ୍ମକ ଆଚରଣ ବେଶ୍‌ ବୃଦ୍ଧି ପାଇଥିବା କୁହାଯାଇଛି। ବୁଧବାର…

ବେଗୁନିଆ ଅଞ୍ଚଳରେ ମାତିଲେ ପଥର ଚାଲାଣକାରୀ

ବେଗୁନିଆ,୧୩।୭(ହରପ୍ରସନ୍ନ ପଣ୍ଡା)ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅଞ୍ଚଳରେ କିଛିଦିନ ହେବ ମାଫିଆଙ୍କ ରାଜୁତି ବଢ଼ିଚାଲିଛି। ବେଗୁନିଆ ତହସିଲ କାର୍ଯ୍ୟାଳୟରେ ଏବେ ସ୍ଥାୟୀ ତହସିଲଦାର ନାହାନ୍ତି। ତେଣୁ ଏହାର ଫାଇଦା ନେଇ ମାଫିଆମାନେ ରାଜୁତି ଚଳାଇଥିବା ବେଳେ ଅନ୍ୟପଟେ ସରକାରୀ କାର୍ଯ୍ୟରେ ଆସୁଥିବା…

ରାସ୍ତାରେ ଭାସୁଛି ଡ୍ରେନ ପାଣି

ଖୋର୍ଦ୍ଧା,୧୨ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଡ୍ରେନ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାକୁ ଉଦ୍‌ବୃତ୍ତ ହୋଇଆସି ବର୍ଷା ଜଳରେ ମିଶୁଥିବାବେଳେ କୁଢ କୁଢ ଆବର୍ଜନା ଭାସୁଥିବା ଦେଖିବାକୁ ମିଳିଛି। ପୌର ପ୍ରଶାସନର ମୋସୁମୀ ପ୍ରାକ୍‌ ପ୍ରସ୍ତୁତି…

୪ ବର୍ଷ ହେବ କାର୍ଯ୍ୟକ୍ଷମ ହୋଇପାରୁନି ଛାତ୍ରୀନିବାସ

କଟକ ସଦର,୧୩।୭(ସୁଶାନ୍ତ କୁମାର ଜେନା)କଟକ ସଦର ବ୍ଲକ ଅନ୍ତର୍ଗତ କିଶୋର ନଗର ମହାବିଦ୍ୟାଳୟ ନିକଟରେ ଏକ ଛାତ୍ରୀ ନିବାସ ନିର୍ମାଣ କରାଯାଇଛି। ନିର୍ମାଣ କାର୍ଯ୍ୟ ୪ ବର୍ଷ ହେବ ଶେଷ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। କିଛି ଲୋକ ମହାବିଦ୍ୟାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri