ଓସ୍କାର ଲାଇବ୍ରେରୀରେ ସ୍ଥାନ ପାଇଲା ‘ଜ୍ୱିଗାଟୋ’
ଓସ୍କାର ଲାଇବ୍ରେରୀରେ ସ୍ଥାନ ପାଇଲା ‘ଜ୍ୱିଗାଟୋ’ କମେଡି କିଙ୍ଗ୍ କପିଲ ଶର୍ମାଙ୍କ ଫିଲ୍ମ ଜ୍ୱିଗାଟୋ ମାର୍ଚ୍ଚ ୧୭ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ବକ୍ସ ଅଫିସରେ ବିଶେଷ କିଛି କରିପାରି ନ ଥିଲା, କିନ୍ତୁ ଏହାର କାହାଣୀ ନିଶ୍ଚିତ ଭାବରେ…
ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ
ବଅଁରପାଳ,୧୨।୭(ଉପେନ୍ଦ୍ର ରାଉତ): ଅନୁଗୋଳ ଜିଲା ନାଲ୍କୋ ପକ୍ଷରୁ କୁଲାଡ଼ସ୍ଥିତ ଏଫ୍ସିଆଇ ଛକଠାରେ ନିର୍ମାଣ କରାଯାଇଥିବା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇପଡିଛି। ଫଳରେ ବଜାରବାସୀ ଓ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ, ଏଫ୍ସିଆଇ ଛକରେ…
ଶୀଘ୍ର କାର୍ଯ୍ୟକ୍ଷମ ହେବ ମେଗା ପାଇପ୍ ଜଳ ପ୍ରକଳ୍ପ
ଅନୁଗୋଳ,(ଅମିତ କୁମାର ସାମଲ)/ କଣିହଁା, (ସଚିଦାନନ୍ଦ ପ୍ରଧାନ), ପାଲଲହଡ଼ା, (ଦିବ୍ୟଜ୍ୟୋତି ଦାଶ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ), ୧୨।୭ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୨ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ୫-ଟି ସଚିବ ଭି. କାର୍ତ୍ତିକେୟନ୍ ପାଣ୍ଡିଆନ ମଙ୍ଗଳବାର…
ସୁପ୍ରିମକୋର୍ଟରେ ପହଞ୍ଚିଲେ ‘ଆଦିପୁରୁଷ’ ନିର୍ମାତା
ନୂଆଦିଲ୍ଲୀ,୧୨।୭: ଆହ୍ଲାବାଦ ହାଇକୋର୍ଟରେ ହାଜର ହେବା ବିରୋଧରେ ଫିଲ୍ମ ‘ଆଦିପୁରୁଷ’ର ନିର୍ମାତା ବୁଧବାର ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ତାଙ୍କ ଓକିଲ ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶକୁ ମୁଖ୍ୟ ବିଚାରପତିଙ୍କ ନିକଟରେ ରଖିବାକୁ ଚେଷ୍ଟା କରିଥିଲେ, ହେଲେ ଆସନ୍ତାକାଲି ତାଙ୍କ ସମ୍ମୁଖରେ ଶୁଣାଣି ରଖିବାକୁ ପ୍ରଧାନ…
ଷ୍ଟ୍ରଙ୍ଗ୍ରୁମ୍ରେ ସିସିଟିଭି ନଜରରେ ପ୍ରଶ୍ନପତ୍ର
ଭୁବନେଶ୍ୱର,୧୨।୭(ଅନୁରାଧା ମହାରଣା): ଚଳିତ ମାସ ୧୩ ଓ ୧୪ ତାରିଖରେ ଯୁକ୍ତ୨ ଇନ୍ଷ୍ଟାଣ୍ଟ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ସୁପରିଚାଳନା ପାଇଁ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ପରୀକ୍ଷା କେନ୍ଦ୍ରଗୁଡ଼ିକର କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ପ୍ରଶ୍ନପତ୍ର ସୁରକ୍ଷିତ ରଖିତ୍ବା…
ଜୋରିମନା ଦେବେ ଥଲାପତି ବିଜୟ
ସାଉଥ୍ ଅଭିନେତା ଥଲାପତି ବିଜୟ ରାଜନୀତିରେ ଯୋଗ ଦେବା ଚର୍ଚ୍ଚା ଭିତରେ ଟ୍ରାଫିକ୍ ନିୟମ ଭାଙ୍ଗିଛନ୍ତି। ପାନିୟରରେ ଭିଏମଆଇ ସଦସ୍ୟଙ୍କୁ ଭେଟି ଘରକୁ ଫେରୁଥିବାବେଳେ ବିଜୟ ଦୁଇଟିରୁ ଅଧିକ ସ୍ଥାନରେ ଟ୍ରାଫିକ୍ ନିୟମ ଭାଙ୍ଗିଥିଲେ। ଫଳରେ ବିଜୟଙ୍କୁ ମଧ୍ୟ ଜୋରିମନା କରାଯାଇଛି।…
ରାତ୍ରୀ ଭୋଜନ ପାଇଁ ବିରୋଧୀ ଦଳଙ୍କୁ ଡକାଇଛନ୍ତି ସୋନିଆ, ଏଏପିକୁ ମଧ୍ୟ କରାଯାଇଛି ନିମନ୍ତ୍ରଣ
ନୂଆଦିଲ୍ଲୀ,୧୨।୭: କଂଗ୍ରେସ ଦ୍ୱାରା ଡକାଯାଇଥିବା ବିରୋଧୀ ଦଳର ବୈଠକ ପାଇଁ ଆମ ଆଦମୀ ପାର୍ଟି(ଏଏପି)ସମେତ ୨୪ ଟି ଦଳ ନିମନ୍ତ୍ରଣ କରାଯାଇଛି। କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ ମଧ୍ୟ ବୈଠକର ଗୋଟିଏ ଦିନ ପୂର୍ବରୁ ରାତ୍ରୀ ଭୋଜନର ଆୟୋଜନ କରିଛନ୍ତି।…
ରାଜ୍ୟର ବିକାଶ ପାଇଁ ସମବାୟ ସବୁଠାରୁ ପ୍ରଭାବୀ ମାଧ୍ୟମ: ମନ୍ତ୍ରୀ
ଭୁବନେଶ୍ବର, ୧୨।୭(ସୁନିତ୍ ମିଶ୍ର): ଓଡ଼ିଶାର ସମବାୟ ବ୍ୟବସ୍ଥା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାକୁ ବଳିଷ୍ଠ ଓ ଋଦ୍ଧିମନ୍ତ କରିଛି। ରାଜ୍ୟର ସଫଳ ସମବାୟ ବ୍ୟବସ୍ଥା ଅନ୍ତର୍ଜାତୀୟ ଫୋରମରେ ଅନ୍ୟ ଦେଶଗୁଡିକ ଦ୍ବାରା ପ୍ରଶଂସିତ ହୋଇଛି। ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ…
ବଦଳିବ କଲେଜ କ୍ୟାମ୍ପସ୍ ରୂପରେଖ
ଭୁବନେଶ୍ୱର,୧୨।୭(ଅନୁରାଧା ମହାରଣା): ୫-ଟି ରୂପାନ୍ତରଣ ମାଧ୍ୟମରେ ପୂର୍ବରୁ ବିଦ୍ୟାଳୟଗୁଡ଼ିକର ରୂପରେଖ ବଦଳୁଥିବାବେଳେ ଏବେ ଏହି କାର୍ଯ୍ୟକ୍ରମରେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ ସାମିଲ କରାଯାଉଛି। କଲେଜରେ ଛାତ୍ରୀଛାତ୍ରଙ୍କ ପାଇଁ ସ୍ମାର୍ଟଶ୍ରେଣୀଗୃହଠାରୁ ଆରମ୍ଭକରି ଇ-ଲାଇବ୍ରେରି ସୁବିଧା କରାଯିବ। ଉତ୍ତମମାନର ଲାବୋରେଟରି ସାଙ୍ଗକୁ ଉନ୍ନତ ଶ୍ରେଣୀଗୃହରେ ପିଲାମାନେ…
ଖୁବ୍ଶୀଘ୍ର ନୂଆ ଘରକୁ ସିଫ୍ଟ ହେବେ ରାହୁଲ
ନୂଆଦିଲ୍ଲୀ,୧୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଶୀଘ୍ର ଏକ ନୂଆ ଘର ମିଳିପାରେ। ସୂଚନାନୁସାରେ, ରାହୁଲ ଗାନ୍ଧୀଙ୍କ ପାଇଁ ଏକ ନୂଆ ଘର ଖୋଜିବା ଶେଷ ହୋଇଛି। ଖୁବ୍ଶୀଘ୍ର ସେ ନୂଆ ଘରକୁ ସିଫ୍ଟ କରିବେ। ଯେଉଁ ଘରକୁ ରାହୁଲ ଗାନ୍ଧୀ…
ତାମାଙ୍ଗିକୁ ବର୍ଷେ ହେଲା ଚାଲିନି ବସ୍
ଦାରିଙ୍ଗବାଡି,୧୨।୭(ଅରୁଣ ସାହୁ ): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ଦୁର୍ଗମ ତାମାଙ୍ଗି ଗ୍ରାମକୁ ସଂଯୋଗୀକରଣ ପୋଲ ନିର୍ମାଣରେ ବିଳମ୍ବ ହେବାରୁ ଗତ ୧ ବର୍ଷ ହେଲା ବସ ଚଳାଚଳ ବନ୍ଦ ହୋଇଯାଇଛି । ଫଳରେ ତାମାଙ୍ଗି ଗ୍ରାମ ସମେତ କୁମ୍ଭାରିପଦର, ପୀଡ଼ିକାରିପି,…
ଏନସିପିରେ ବିଦ୍ରୋହ ପରେ ଅମୋଲ କୋହ୍ଲେଙ୍କୁ ବଡ଼ ଦାୟିତ୍ୱ ଦେଲେ ଶରଦ ପାୱାର
ମୁମ୍ବାଇ.୧୨।୭: ଏନସିପିରେ ଅଜିତ ପାୱାରଙ୍କ ବିଦ୍ରୋହ ପରେ ବର୍ତ୍ତମାନ ଦଳ ଦୁଇ ଭାଗରେ ବିଭକ୍ତ ହୋଇଛି। ଉଭୟ ଦଳର ବରିଷ୍ଠ ନେତାମାନେ ସେମାନଙ୍କ ସହ ଉପସ୍ଥିତ ଥିବା ବିଧାୟକ, ଏମ୍ପି ଏବଂ କାର୍ଯ୍ୟାଳୟର ଅଧିକାରୀମାନଙ୍କୁ ବିଭିନ୍ନ ଦାୟିତ୍ୱ ଏବଂ ପଦବୀ ପ୍ରଦାନ…
Archives


