Home Left

ପଞ୍ଚାୟତ ନିର୍ବାଚନରେ ଟିଏମ୍‌ସିର ବାଜିମାତ୍‌ ପରେ ଜନସାଧାରଣଙ୍କୁ ଧନ୍ୟବାଦ ଦେଲେ ମମତା, କହିଲେ ଲୋକଙ୍କ ହୃଦୟରେ ଟିଏମ୍‌ସି

କୋଲକାତା,୧୨।୭: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଗଣନା ଚାଲିଛି। ମଙ୍ଗଳବାର ପଞ୍ଚାୟତ ନିର୍ବାଚନରେ ଟିଏମ୍‌ସି ବଡ଼ ବିଜୟ ହାସଲ କରିବାକୁ ଯାଉଛି। ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନିର୍ବାଚନର ଫଳାଫଳ ପାଇଁ ଜୁଲାଇ ୧୧ ସକାଳ…

୪ ମାଓବାଦୀ ଗିରଫ

ରାୟଗଡ଼ା,୧୨।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ମଙ୍ଗଳବାର ୪ ମାଓବାଦୀଙ୍କୁ ଗିରଫ କରିଛି। ଗିରଫ ମାଓବାଦୀମାନେ ହେଲେ ମୁନିୁଗଡ଼ା ବ୍ଲକ କାଡ୍ରାପାଙ୍ଗା ଗ୍ରାମର ନୂଆମାଝି କାଡ୍ରାକା, ପାଟରାଣୀ ଗ୍ରାମର ରାଗିଡ଼ି ଗାଗରାଙ୍ଗା, ବଡ଼ଡେଙ୍ଗୁଣି ଗ୍ରାମର ବଇ କରକରିଆ…

ସିଗ୍‌ନାଲିଂ ବ୍ୟବସ୍ଥା ବିକଶିତ କରିବେ ଓଡ଼ିଆ ଆଇଆଇଟି ପ୍ରଫେସର

ଭୁବନେଶ୍ୱର, ୧୨। ୭: ବାହାନଗାରେ ଟ୍ରିପଲ ଟ୍ରେନ୍‌ ଦୁର୍ଘଟଣା ପରେ ଭାରତୀୟ ରେଳପଥ ସିଗ୍‌ନାଲିଂ ବ୍ୟବସ୍ଥାକୁ ବିକଶିତ କରିବା ଉପରେ ଏବେ ଲକ୍ଷ୍ୟ କେନ୍ଦ୍ରିତ କରିଛି। ଏହି କ୍ରମରେ ଆଇଆଇଟି ଖଡ଼ଗପୁରରେ ଇଲେକ୍‌ଟ୍ରିକାଲ ଆଣ୍ଡ୍‌ ଇଲେକ୍‌ଟ୍ରୋନିକ୍ସ ଇଞ୍ଜିନିୟରିଂ ବିଭାଗ ଓଡ଼ିଆ ପ୍ରଫେସର…

କେବେ ହେବ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ? ମୁଖ୍ୟମନ୍ତ୍ରୀ ଶିନ୍ଦେ ଦେଲେ ସୂଚନା

ମୁମ୍ବାଇ,୧୨।୭: ମହାରାଷ୍ଟ୍ର ସରକାରରେ ଏନସିପି ବିଧାୟକଙ୍କୁ ସାମିଲ କରାଯିବା ପରେ ଖୁବଶୀଘ୍ର କ୍ୟାବିନେଟ ସମ୍ପ୍ରସାରଣ ହେବ। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଅଜିତ ପାୱାରଙ୍କ ସହ ବିଳମ୍ବିତ ରାତିରେ ସାକ୍ଷାତ କରିଥିଲେ ଏବଂ ଏହା ପରେ…

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ: ୩୦,୦୦୦ ଆସନରେ ଟିଏମ୍‌ସିର ବିଜୟ; ୧,୭୬୭ରେ ଆଗୁଆ

କୋଲକାତା,୧୨।୭: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ଲାଗି ଭୋଟଗଣତି ଜାରି ରହିଛି। ରାଜ୍ୟରେ ଜିଲା ପରିଷଦର ୯୨୮ ଆସନ, ପଞ୍ଚାୟତ ସମିତିର ୯୭୩୦ ଆସନ ଏବଂ ଗ୍ରାମ ପଞ୍ଚାୟତର ୬୩,୨୨୯ ଆସନରେ ଭୋଟ ଗଣତି ଚାଲିଛି। ଏଥିରେ ଟିଏମ୍‌ସି ବହୁ ଆଗରେ ଚାଲିଥିବା…

୧୩ ଯାଏ ବଢ଼ିଲା +୨ ପରୀକ୍ଷାଖାତା ରିଚେକିଂ ପ୍ରକ୍ରିୟା

ଭୁବନେଶ୍ୱର,୧୨।୭ (ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚଳାଳିତ ଯୁକ୍ତ୨ ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରଙ୍କ ଖାତା ରିଚେକିଂ ବା ରିଆଡିସନ ପାଇଁ ଆବେଦନ ତାରିଖରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ପରିଷଦ…

୨୦୦୨-୦୩ରୁ ସିରିଜ୍‌ ହାରିନି ଭାରତ

ରୋସେଉ (ଡୋମିନିକା), ୧୨।୭: ଭାରତ-ଓ୍ବେଷ୍ଟଇଣ୍ଡିଜ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ କ୍ରିକେଟ ସିରିଜ ବୁଧବାର ଆରମ୍ଭ ହେବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଚକ୍ର (ସାଇକେଲ)ର ଏହା ଅଂଶବିଶେଷ ହୋଇଥିବାରୁ ଦୁଇ ଦଳ ପାଇଁ ଏହି ସିରିଜ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଓଭରଅଲ୍‌ ରେକର୍ଡ…

ମହିଳା ଟି୨୦: ସିରିଜ୍‌ ଜିତିଲା ଭାରତ

ମୀରପୁର, ୧୨ା୭: ବାଂଲାଦେଶ ମହିଳା ଦଳ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦ୍ୱିପାକ୍ଷିକ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିବା ସହିତ ସିରିଜ୍‌ ଉପରେ ଆଗୁଆ କବ୍‌ଜା କରି ନେଇଛି ଭାରତ। ମୀରପୁରର ଶେର ଏ ବାଂଲା ଷ୍ଟାଡିୟମରେ ଖେଳାଯାଇଥିବା ଲୋ…

ସେମିରେ ଭୋନ୍ଦ୍ରୋସୋଭା

ଓ୍ବିମ୍ବେଲଡନ୍‌, ୧୨ା୭: ଟେନିସ୍‌ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରେ ଆଉ ଏକ ବିପର୍ଯ୍ୟୟ ଘଟାଇ ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଚେକ୍‌ ରିପବ୍ଲିକ୍‌ର ର୍ମାକେଟା ଭୋନ୍ଦ୍ରୋସୋଭା। ମଙ୍ଗଳବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମ୍ୟାଚରେ ବିଶ୍ୱ ମାନ୍ୟତାର ୪ ନମ୍ବର ସ୍ଥାନରେ ଥିବା…

ମାନବାଧିକାର କୋର୍ଟରେ ସିମେନ୍ୟା ବିଜୟୀ

ଓ୍ବାଶିଂଟନ୍‌, ୧୨ା୭(ପି.ଟି.): ଦୁଇ ଥର ଅଲିମ୍ପକ୍ସ ପଦକ ବିଜୟିନୀ ଦକ୍ଷିଣ ଆଫ୍ରିକାର କାଷ୍ଟର ସିମେନ୍ୟା ହାଇ ଟେଷ୍ଟୋଷ୍ଟେରନ ମାମଲାରେ ମାନବାଧିକାର କୋର୍ଟରେ ବିଜୟୀ ହୋଇଛନ୍ତି। ଏହା ସହିତ ବିଶ୍ୱ ଆଥଲେଟିକ୍ସରେ ରହିଥିବା ଟେଷ୍ଟୋଷ୍ଟେରନ ନିୟମ ବଦଳିବାର ସମ୍ଭାବନା ସୃଷ୍ଟି ହୋଇଛି। ତେବେ…

ହନୁମାନ ହେଲେ ଅଫିସିଆଲ ମାସ୍କଟ୍‌

ବ୍ୟାଙ୍କକ୍‌, ୧୨ା୭ (ପି.ଟି.): ଭାରତୀୟ ଭଗବାନ ତଥା ଶକ୍ତି ଓ ସାହସର ପ୍ରତୀକ ପ୍ରଭୁ ହନୁମାନଙ୍କୁ ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନଶିପର ମାସ୍କଟ ଘୋଷଣା କରାଯାଇଛି। ବୁଧବାର ଠାରୁ ଆରମ୍ଭ ହୋଉଥିବା ଏହି ଚାମ୍ପିୟନଶିପ୍‌ର ୫୦ ବର୍ଷ ପୂର୍ତ୍ତି ଅବସରରେ ଏସିଆନ୍‌ ଆଥଲେଟିକ୍ସ…

ଅପରାଜିତାଙ୍କ କାର୍ଯ୍ୟ ପାଇଁ ଓଡ଼ିଶା ଲଜ୍ଜିତ: ବିଜେଡି

ଭୁବନେଶ୍ୱର,୧୨ା୭(ଅନିଲ ଦାସ): ଏକାମ୍ର କ୍ଷେତ୍ର ଐତିହ୍ୟ ବିକାଶ ପ୍ରକଳ୍ପ ଭଳି ପୁରୀର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଅଟକାଇବା ପାଇଁ ଆପଣ ଯେଭଳି କାର୍ଯ୍ୟ କଲେ ଦେଖି ଅନେକେ ଆଶ୍ଚର୍ଯ୍ୟ ହେଲେ। ସେଥିପାଇଁ ଲଜ୍ଜା ଅନୁଭବ କଲେ ନାହଁ କି ଓଡ଼ିଶାର ଲୋକମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri